• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Saturday, 31 December 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Chandan Shishu
  • 1 year ago

ଜ୍ୟୋତିଷ ବିଶାରଦଙ୍କ ମତ, ରାଜ୍ୟରେ ବଦଳିନପାରେ ଶାସନର ପଟ୍ଟ

ଏପ୍ରିଲରୁ କଂଗ୍ରେସ ଭାଗ୍ୟରେ ପରିବର୍ତ୍ତନ ଆଶା କରାଯାଉଛି। More
  • Pramod Behera
  • 1 year ago

ସୀମିତ ଓଭର୍ ଅଧିନାୟକ ଦୌଡ଼ରେ ସର୍ବାଗ୍ରେ ହାର୍ଦ୍ଦିକ ପାଣ୍ଡ୍ୟା

ହ୍ୱାଇଟ୍ ବଲ୍ କ୍ରିକେଟ୍‌ରେ ରୋହିତ ଶର୍ମାଙ୍କ ସ୍ଥାୟୀ ଉତ୍ତରାଧିକାରୀ କରାଯିବା ଲକ୍ଷ୍ୟ ନେଇ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜ୍‌ରେ ଉପ-ଅଧିନାୟକ ଦାୟିତ୍ୱ ଦିଆଯାଇଛି। ଏବେ ରୋହିତଙ୍କ ପାଇଁ ନିଜ ଅଧିନାୟକତ୍ୱ ବଞ୍ଚାଇବା ଏବଂ ହାର୍ଦ୍ଦିକଙ୍କ ପାଇଁ ସୁଯୋଗ ମିଳିବା ସ୍ଥଳେ ନିଜ ନେତୃତ୍ୱ-ଦକ୍ଷତାକୁ ବଳିଷ୍ଠ ଓ ପରିପକ୍ୱ କରିବାର ଆହ୍ୱାନ ରହିଛି। More
  • Rajalaxmi Sahoo
  • 1 year ago

ନୂଆବର୍ଷ ସେଲିବ୍ରେସନ୍: ମାନନ୍ତୁ ଏହିସବୁ ନିୟମ, ନହେଲେ ଅସୁବିଧାରେ ପଡ଼ିପାରନ୍ତି...

ନୂଆବର୍ଷ ଦିନ ବିଭିନ୍ନ ସ୍ଥାନରେ ପୋଲିସ୍‌ର କଡ଼ାକଡ଼ି ଚେକିଂ ହେବ। ମଦ୍ୟପାନ କରି ଗାଡ଼ି ଚଲାଇବା ଓ ଦ୍ରୁତ ଗତିରେ ଗାଡ଼ି ଚଲାଉଥିବା ବେଳେ ଯେଉଁମାନେ ଧରାପଡ଼ିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। More
  • Satyendu Shekher Mishra
  • 1 year ago

ଗାଁ ପିଲାର ଚିକିତ୍ସା ପାଇଁ ଏକାଠି ହୋଇ ଭିକ୍ଷା ବୃତ୍ତି କରୁଛନ୍ତି ଗ୍ରାମବାସୀ

କଟକରେ ଚିକିତ୍ସା ଅବହେଳା ହେବାରୁ ସନ୍ତୋଷଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । More
  • Satyendu Shekher Mishra
  • 1 year ago

ମଶା ଦାଉରୁ ମୁକ୍ତି କେବେ ? BMC ମାନୁଛି ମଶା ମରା ତେଲ ନକଲି

ମଶା ତେଲ ନକଲି ନେଇ ପରୋକ୍ଷରେ ମାନିଲେ ମେୟର । କୁଆଡ଼େ ଗଲା ମଶାମରା ଡ୍ରୋନ୍, ଖୋଜୁଛନ୍ତି ଲୋକେ । More
  • Satyendu Shekher Mishra
  • 1 year ago

ଜୋରଦାର ହେବ ସେଲିବ୍ରେସନ ! ଜିରୋ ନାଇଟ୍ ପାଇଁ ସବୁଠି ସଜବାଜ...

ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଝୁମିବେ ଦର୍ଶକ । ନବବର୍ଷ ପାଳନ ପାଇଁ ସଭିଙ୍କ ମନରେ ଉତ୍ସାହ । More
  • Satyendu Shekher Mishra
  • 1 year ago

ହକି ନାଁରେ ଇମେଜ୍ ବିଲ୍ଡିଂ କରୁଛନ୍ତି ନବୀନ, ଅଭିଯୋଗ ଆଣିଲେ ବିରୋଧୀ

ହକି ବିଶ୍ୱକପ୍ ଆଳରେ ବ୍ରାଣ୍ଡ ନବୀନର ପ୍ରଚାର ପାଇଁ କି କସରତ୍ ? More
  • Satyendu Shekher Mishra
  • 1 year ago

ଋଷୀୟ ସାଂସଦଙ୍କ ମୃତ୍ୟୁ: ଫରେନ୍‌ସିକ ଟିମ୍ ସହ ତନ୍ନ ତନ୍ନ କରି ଯାଞ୍ଚ କରୁଛି କ୍ରାଇମ୍‌ବ୍ରାଞ୍ଚ

ଦାହ ସଂସ୍କାର ବିଧି ସମ୍ମତ ବୋଲି ସ୍ପଷ୍ଟ କଲେ ଋଷୀୟ ରାଷ୍ଟ୍ରଦୂତ । ସାମ୍ନାକୁ ଆସିଲା ଆଣ୍ଟୋଭଙ୍କ ଭୁବନେଶ୍ୱର ରହଣି ବେଳର ଫଟୋ । More
  • Satyendu Shekher Mishra
  • 1 year ago

IPS ସ୍ତରରେ ବଡ଼ ଅଦଳବଦଳ, ବଦଳିଲେ ୧୧ ଜିଲ୍ଲାର SP

ଅଭିନବ ସୋନକାର କୋରାପୁଟ SP । ଜ୍ଞାନରଂଜନ ମହାପାତ୍ର ଢେଙ୍କାନାଳ SP । More
  • Satyendu Shekher Mishra
  • 1 year ago

ମନୋଜ ମିଶ୍ରଙ୍କୁ ଅହେତୁକ ଅନୁକଂପା ଚର୍ଚ୍ଚା, ଇସ୍ତଫା ପରେ ପୁଣି ନିଯୁକ୍ତି

ପୁଣି ମିଳିଛି ଆଇଟି ବିଭାଗରେ ପ୍ରମୁଖ ଶାସନ ସଚିବ ଭାବେ ନିଯୁକ୍ତି । ସେ ଇଣ୍ଡିଆନ୍ ରେଲୱେ ଟ୍ରାଫିକ୍ ସର୍ଭିସ୍ (IRTS) କ୍ୟାଡର୍ ଅଫିସର । More
  • Rajalaxmi Sahoo
  • 1 year ago

ମୃତ୍ୟୁ ପୂର୍ବରୁ ଭୁବନେଶ୍ୱର ଆସିଥିଲେ ଋଷ୍‌ ପର୍ଯ୍ୟଟକ ପାଭେଲ୍‌

ରୁଷୀୟ ପର୍ଯ୍ୟଟକ ପାଭେଲ୍‌ ଆନ୍ତୋଭ ଓ ଭ୍ଲାଦିମିର ବିଦେନୋଭଙ୍କ ସନ୍ଦେହଜନକ ମୃତ୍ୟୁର ତଦନ୍ତ ପାଇଁ ରାୟଗଡ଼ାରେ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚି ଥିବାବେଳେ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। More