• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Tuesday, 07 February 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Chandan Shishu
  • 2 years ago

ପୁରୀ ଗୋପରେ ବଢୁଛି ଖଣିଜ ତୈଳ ଉତ୍ତୋଳନ ଉତ୍କଣ୍ଠା

ନିଜ ଅଞ୍ଚଳରୁ ପ୍ରାକୃତିକ ବାଷ୍ପ ଓ ଖଣିଜ ତୈଳ ବାହାରିବ କଥା ଶୁଣି ଖୁସି ସ୍ଥାନୀୟ ଅଞ୍ଚଳର ବାସିନ୍ଦା। More
  • Chandan Shishu
  • 2 years ago

୩୦ ବର୍ଷ ଧରି ବିଶାଳ ଜଙ୍ଗଲକୁ ଜଗିଛନ୍ତି ପଦ୍ମିନୀ

ପାଖାପାଖି ୧୦୦ ହେକ୍ଟର ଜଙ୍ଗଲ ଏବେ ପଦ୍ମିନୀଙ୍କ ପାଇଁ ସୁରକ୍ଷିତ। More
  • Chandan Shishu
  • 2 years ago

ଅରୁଣ ବ୍ରୋଥା ଜଣେ ପ୍ରମାଣ ନଷ୍ଟକାରୀ ଅଧିକାରୀ: ବିଜେପି

ଗୋପାଳକୁ ଜେରା ବେଳେ କଣ ସବୁ ତଥ୍ୟ ପାଇଛି କ୍ରାଇମବ୍ରାଂଚ ? More
  • Pramod Behera
  • 2 years ago

ପ୍ଲାଷ୍ଟିକ୍ ପ୍ୟାଡ୍ ଦୁଇଟି ଗଛର ବିଲୁପ୍ତିର କାରଣ! ବିଳଳ୍ପ ବାହାର କଲେ ପ୍ରୀତି

ମହିଳାମାନଙ୍କ ଦ୍ୱାରା ବ୍ୟବହୃତ ପ୍ୟାଡ୍ରୁ ବାହାରୁଥିବା ପ୍ଲାଷ୍ଟିକ୍ ଆବର୍ଜନା ବର୍ଷ ବର୍ଷ ଧରି ବିଘଟିତ ନ ହୋଇ ଆମ ପରିବେଶକୁ ଦୂଷିତ କରିଚାଲେ। ଏହି ସମସ୍ୟାକୁ ଏଡେଇବା ନେଇ ପଦକ୍ଷେପ ନେଇଛନ୍ତି ତାମିଲନାଡୁର ପ୍ରୀତି ରାମଦୋସ। ଜାଣନ୍ତୁ ସେ କ’ଣ କରିଛନ୍ତି… More
  • Chandan Shishu
  • 2 years ago

ମନ୍ତ୍ରୀଙ୍କୁ କେମିତି ମାରିଥିଲା ଗୋପାଳ, ସ୍ପଟ୍‌ରେ ଗୋଟି ଗୋଟି କରି ସବୁ ଦେଖାଇଲା

ଗୁଳି ମାଡ଼ ପରେ ଲୋକଙ୍କୁ ଡରାଇଥିଲା ସେସବୁକୁ ଦେଖାଇଛିା More
  • Rajalaxmi Sahoo
  • 2 years ago

‘ମୋ ଆଖି ସାମ୍ନାରେ ଧନେଶ୍ୱରଙ୍କୁ ପିଟିପିଟି ମାରିଦେଲେ’

କଟକ ଆଠଗଡ଼ ବନ ବିଭାଗ ହେପାଜତରେ ଧନେଶ୍ୱର ବେହେରାଙ୍କ ମୃତ୍ୟୁ ଘଟଣାରେ ନୂଆ ଟ୍ୱିଷ୍ଟ୍‌। କାଳରାତିର କାହାଣୀ ବଖାଣିଛନ୍ତି ମାଡ଼ରେ ଲହୁଲୁହାଣ ହୋଇଥିବା ଅନ୍ୟ ଜଣେ ବ୍ୟକ୍ତି। More
  • Rajalaxmi Sahoo
  • 2 years ago

ଠିକ୍‌ ସମୟରେ କର୍ମଚାରୀଙ୍କୁ ଦରମା ନଦେଲେ ହେବ କାର୍ଯ୍ୟାନୁଷ୍ଠାନ, ଫାଇନ୍‌ ବି ଗଣିବେ ଠିକା ସଂସ୍ଥା...

ରାଜ୍ୟରେ ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ସେବା ଯୋଗାଉଥିବା ଆଉଟ୍‌ସୋର୍ସିଂ ସଂସ୍ଥାକୁ ‘ମୋ-ସରକାର’ ଅଧୀନକୁ ଅଣାଯାଇ ଥିବାବେଳେ ଯେଉଁ ସଂସ୍ଥା ଠିକ୍‌ ଭାବେ କର୍ମଚାରୀଙ୍କୁ ଦରମା ଦେବେ ସେମାନଙ୍କୁ ପୁରସ୍କୃତ କରାଯିବ। More
  • Rajalaxmi Sahoo
  • 2 years ago

ଚିକିତ୍ସା ପାଇଁ ଦିଲ୍ଲୀ ଗଲେ ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦ

ଉନ୍ନତ ଚିକିତ୍ସା ପାଇଁ ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କ ଆଜି ଦିଲ୍ଲୀ ଯାଇଛନ୍ତି। ଦିଲ୍ଲୀ ସ୍ଥିତ ଘରୋଇ ହସ୍ପିଟାଲ ILBSରେ ତାଙ୍କର ଚିକିତ୍ସା କରାଯିବ ବୋଲି ପରିବାର ପକ୍ଷରୁ ସୂଚନା ମିଳିଛି। More
  • Satyendu Shekher Mishra
  • 2 years ago

ବନ ବିଭାଗ ହେପାଜତରେ ଅଭିଯୁକ୍ତର ମୃତ୍ୟୁ ପରେ ଲଙ୍କା କାଣ୍ଡ, ଜାଳିଦେଲେ ବିଟ୍ ହାଉସ୍

୫ ଲକ୍ଷ କ୍ଷତିପୂରଣ ସହ ଜଣଙ୍କୁ ଚାକିରି ପ୍ରତିଶ୍ରୁତି । More
  • Satyendu Shekher Mishra
  • 2 years ago

ନବ ଦାସ ହତ୍ୟା: ସାମ୍ରାଜ୍ୟ ଅକ୍ତିଆର ପାଇଁ ସାଂଘାତିକ ଷଡ଼ଯନ୍ତ୍ର, ହତ୍ୟା ପଛରେ ବିଜେଡିର ଉପକୂଳିଆ ନେତାଙ୍କ ହାତ !

କଂଗ୍ରେସ ବି କହିଲା ହତ୍ୟା ପଛରେ ପଲିଟିକାଲ୍ ଲିଙ୍କ । ତଦନ୍ତ ପରେ ସବୁ ସ୍ପଷ୍ଟ ହେବ କହିଲା ବିଜେଡି । More
  • Chandan Shishu
  • 2 years ago

ଫେବ୍ରୁଆରୀରୁ କଲବଲ କରିବ ଖରା, ବଢିବ ଦିନ ତାପମାତ୍ରା

ପୂର୍ବ ବର୍ଷର ତଥ୍ୟକୁ ଦେଖିଲେ ଗତ ବର୍ଷ ଫେବୃଆରୀ ତାପମାତ୍ରା ୩୦ ଡିଗ୍ରୀରୁ କମ୍ ରହିଥିଲା, ହେଲେ ଏଥର... More
  • Chandan Shishu
  • 2 years ago

ନବ ଦାସଙ୍କ ଦଶାହ ଯାଇନି, ହେଲେ ବିଜେଡିକୁ ଘାରିଲାଣି ଉପନିର୍ବାଚନ ଭୋଟ ଚିନ୍ତା

ନବଙ୍କ ପରେ କିଏ ହେବ ତାଙ୍କ ରାଜୈନତିକ ଉତ୍ତରାଧୀକାରୀ? ଝିଅ ଦିପାଳୀ ଦାସ ନା ପୁଅ ବିଶାଳ। More
  • Sarbeswar
  • 2 years ago

ଜଗା ଦର୍ଶନ ସାରି ଫେରୁଥିଲେ...ବାଟରେ ଚାଲିଗଲା ପ୍ରାଣ

ଚତୁର୍ଦ୍ଧାମୂର୍ତ୍ତିର ଦର୍ଶନ ସରିବା ପରେ ଭାରି ଖୁସି ଥିଲେ ସବୁ ଶ୍ରଦ୍ଧାଳୁ। ପୁଣି କେମିତି ଜଗାର ଡୋରି ଲାଗିବ ଆଉ ଥରେ କେମିତି ପୁରୀ ଆସିବେ କିଛି ଏମିତି କଥା ହୋଇ ଘରକୁ ଫେରୁଥିଲେ ପର୍ଯ୍ୟଟକ। ବାଟ ଅଧିକ ଥିବାରୁ ବସ୍‌ ବି ରହିରହି ଆଗକୁ ବଢୁଥିଲା। ରାସ୍ତା କଡରେ ଚା’ ଦୋକାନ ଦେଖି ଡ୍ରାଇଭର ଗାଡି ଅଟକେଇଥିଲା। ହେଲେ କେହି ଜଣେ ହେଲେ ବି ଚିନ୍ତା କରିନଥିଲେ ଚା’ ଦୋକାନ ପାଖରେ ଛକି ରହିଥିଲା ଯମ More