ସଂକ୍ଷେପରେ ଆଜିର ତାଜା ଖବର - Saturday, 11 February 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

କଟକରୁ ଧରାପଡିଥିବା ଆତଙ୍କବାଦୀ ଅବଦୁର ରେହମାନ ଦୋଷୀ ସାବ୍ୟସ୍ତ

ଏହି ଘଟଣା ସେତେବେଳେ ସମସ୍ତ ଅଞ୍ଚଳବାସୀ ଓ ରାଜ୍ୟବାସୀଙ୍କୁ ଚକିତ କରିଥିଲା। More

ଯାତ୍ରା ପେଣ୍ଡାଲରେ ଅଭିନେତା ଉପରକୁ ପ୍ଲାଷ୍ଟିକ ଚେୟାର ଫୋପାଡିଲେ ଦର୍ଶକ

ଏହା ନାଟକର ଏକ ଦୃଶ୍ୟ ହୋଇଥିଲେ ବି ଏହାକୁ ଗ୍ରହଣ କରିପାରି ନଥିଲେ ଦର୍ଶକ। More

ନବ ଦାସ ହତ୍ୟା ମାମଲା: ଅଭିଯୁକ୍ତ ଗୋପାଳର ସରିଲା ନାର୍କୋ ଟେଷ୍ଟ

ଆସନ୍ତାକାଲି ଗୋପାଳକୁ ଝାରସୁଗୁଡ଼ା ଅଣାଯିବାର କାର୍ଯ୍ୟକ୍ରମ ରହିଛି । More

ଶ୍ରୀଲିଙ୍ଗରାଜଙ୍କ ଦର୍ଶନ ବେଳେ କୁନି କୁନି ପିଲାଙ୍କୁ ଭେଟିଲେ ରାଷ୍ଟ୍ରପତି, ଗୋଲାପ ନେଲେ ଚକୋଲେଟ୍‌ ଦେଲେ

ପିଲାଙ୍କୁ ନାଁ ପଚାରିବା ସହ କେଉଁ ଶ୍ରେଣୀରେ ପଢୁଛନ୍ତି ପଚାରିଥିଲେ। More

ବଜାର ଅଭାବରୁ ଚାଷୀକୁ ମିଳୁନି ପାରିଶ୍ରମିକ; ସମସ୍ୟାରେ ନିଆଳିର ବାଦାମୀ ଚାଷୀ

ରବି ଫସଲ ପାଇଁ ମିଳୁନି ବିହନ, ସାର, ଔଷଧ More

ଓଡ଼ିଶା ପୋଲିସ ସବ୍ ଇନିସପେକ୍ଟର ନିଯୁକ୍ତି ଉପରେ ରୋକ୍ ଲଗାଇଲେ ହାଇକୋର୍ଟ

ମାର୍ଚ୍ଚ ୯ରେ ମାମଲାର ପରବର୍ତ୍ତୀ ଶୁଣାଣି More

ଆଇନଶୃଙ୍ଖଳା ସ୍ଥିତିକୁ ନେଇ ମୁହାଁମୁହିଁ ହେଲେ ନୀତିନ-କନକବର୍ଦ୍ଧନ

ବଲାଙ୍ଗିର ଜିଲ୍ଲାରେ ବଢୁଛି ଆଇନଶୃଙ୍ଖଳା ପରିସ୍ଥିତି More

ନବଙ୍କ ହତ୍ୟା ସସପେନ୍ସ: କ୍ରାଇମବ୍ରାଞ୍ଚ ତଦନ୍ତକୁ ନେଇ ପ୍ରଶ୍ନ ଉଠାଇଲେ ସମର୍ଥକ

ସରବାହାଲ ଶେଷ କାର୍ଯ୍ୟକ୍ରମରେ ରାମ-ରାବଣ ଆଉ କୃଷ୍ଣ-କଂସ ଉପାଖ୍ୟାନ କଥା କହିଥିଲେ ନବ। More

ବିଜେଡି ବଦଳରେ ବିଜୟ କାହିଁକି ବାଛିଲେ କଂଗ୍ରେସକୁ ?

ମିଡ୍ ନାଇଟ୍ ଅପରେସନ୍ ପରଠୁ ବିଜୟଙ୍କ ଉପରେ ବଢ଼ିଥିଲା ନବୀନଙ୍କ ଭରସା। More

ରଂଗିଲା ଟ୍ୟୁସନ ମାଷ୍ଟରଙ୍କୁ ମହଙ୍ଗା ପଡ଼ିଲା ପ୍ରେମପାଠ, ଝିଆରୀକୁ ଧରି ଫେରାର୍

ବାରମ୍ବାର ପ୍ରେମ ନିବେଦନ ପରେ ଉଭୟଙ୍କ ମଧ୍ୟରେ ଗଢିଉଠିଥିଲା ଶାରୀରିକ ସମ୍ପର୍କ। ପ୍ରେମିକା ଗର୍ଭବତୀ ହେବା ପରେ ସ୍ଥାନୀୟ ଅଂଚଳର ଏକ ଭଡାଘରେ ରହୁଥିଲେ ଉଭୟ। କିନ୍ତୁ ଏବେ କୁନି ଝିଅକୁ ନେଇ କେଉଁ ଆଡେ ଫେରାର ମାରିଛନ୍ତି ସତ୍ୟ। ଯାହାକୁ ନେଇ ଥାନାରେ ଏତଲା ଦେଇଛନ୍ତି ପୀଡିତା ଓ ତାଙ୍କ ମାଆ... More

ଯେଉଁଠି ପାଠପଢ଼ିଥିଲେ ସେଇଠି ଆଜି ମୁଖ୍ୟ ଅତିଥି

ରାଷ୍ଟ୍ରପତି ହେବା ପରେ ଆଜି ପ୍ରଥମ ଥର ପାଇଁ ରମାଦେବୀ ବିଶ୍ବବିଦ୍ୟାଳୟରେ ଅତିଥୀ ବନିଥିଲେ ଦ୍ରୌପଦୀ। More

ଧୋକା ଦେଇଗଲେ ସ୍ତ୍ରୀ, ଯୋଜନା ନେଇ ଫେରାର୍

ଯାହାର ଦଣ୍ଡ ସ୍ୱାମୀମାନଙ୍କୁ ଭୋଗିବାକୁ ପଡ଼ିଛି। More