ସଂକ୍ଷେପରେ ଆଜିର ତାଜା ଖବର - Tuesday, 14 February 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

କଲେଜ ପାଇଁ ସର୍ବନିମ୍ନ ସୁବିଧା ନାହିଁ, ହେଲେ ଘୋଷଣା ହେଲା ବିଶ୍ୱବିଦ୍ୟାଳୟ !

ନୂଆ ବିଶ୍ୱବିଦ୍ୟାଳୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ଘୋଷଣା । କୌଣସି ସ୍ଥାନରେ ସ୍ନାତକ ପାଇଁ ବି ଏଯାଏଁ ନାହିଁ ସର୍ବନିମ୍ନ ସୁବିଧା । More

ବିଜେପି ଆନ୍ଦୋଳନକୁ ବିଜେଡି ଧାରଣା ! ଚକା ଜାମ୍‌ କଲା ବିଜେପି

​​​​​​​ବିଜେପି ମାଗିଲା ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା । କେନ୍ଦ୍ର ବିରୋଧୀ ନାରାବାଜି କରି ବିଜେଡିର ଧାରଣା । More

ଗୋପାଳକୁ ଘାରିଛି ନିଜ ଜୀବନ ଭୟ ! ଝାରସୁଗୁଡ଼ା ନୁହେଁ ଚୌଦ୍ୱାର ଜେଲ୍‌ ନୂଆ ଠିକଣା

ହତ୍ୟାର ୧୬ ଦିନ ପରେ ବି ମୋଟିଭ୍ ଆସିନି ସାମ୍ନାକୁ । More

ପ୍ରେମ ଆଗରେ ହାର୍‌ ମାନିଛି ଅକ୍ଷମତା, ଦେଖନ୍ତୁ ୩ ନୂଆ ପ୍ରେମ କାହାଣୀ,

ଅଢ଼େଇ ଅକ୍ଷରର ‘ପ୍ରେମ’ ବାନ୍ଧି ରଖିଛି ସମ୍ପର୍କ More

ନବ ଦାସ ହତ୍ୟାକାଣ୍ଡ: ଚୌଦ୍ୱାର ଜେଲ୍‌ ଯିବ ଅଭିଯୁକ୍ତ ଗୋପାଳ !

ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡର ଅଭିଯୁକ୍ତ ଗୋପାଳ ଦାସ ଚୌଦ୍ୱାର ଜେଲ୍‌କୁ ସ୍ଥାନାନ୍ତରିତ ହୋଇପାରେ। ଗୋପାଳକୁ ଝାରସୁଗୁଡ଼ା ଜେଲରୁ ସ୍ଥାନାନ୍ତର ପାଇଁ କୋର୍ଟ ଅନୁମତି ଦେଇଛନ୍ତି। More

ବିବାହର ୩ ଦିନ ପରେ ଲିଭିଗଲା ନବ ଦମ୍ପତିଙ୍କ ଜୀବନ ଦୀପ

ସାତ ଜନ୍ମର ସାଥୀ ହେବା ପାଇଁ କଥା ଦେଇଥିଲେ, ହେଲେ ୭ ଦିନ ବି ଏକାଠି ରହିପାରିଲେନି। ବିବାହର ୩ ଦିନ ପରେ ସଡ଼କ ଦୁର୍ଘଟଣାରେ ନବ ଦମ୍ପତିଙ୍କ ମୃତ୍ୟୁ ହୋଇଛି। More

ଦୁର୍ଘଟଣା ପରେ ଜୀଅନ୍ତା ଜଳିଗଲେ ୨ ଯୁବକ

ଦୁର୍ଘଟଣା ପରେ ଜୀଅନ୍ତା ଜଳିଗଲେ ୨ ଯୁବକ। ରାସ୍ତାକଡ଼ରେ ଛିଡ଼ା ହୋଇଥିବା କଂକ୍ରିଟ ମିକ୍ସର ମେସିନ ସହ ବାଇକ୍‌ ଧକ୍କା ହୋଇଥିଲା। More

ସରିଲା ରିମାଣ୍ଡ, ଜେଲ୍ ଗଲା ଗୋପାଳ ! କିନ୍ତୁ ସୁରକ୍ଷା ନେଇ ଚିନ୍ତାରେ ଜେଲ୍ କର୍ତ୍ତୃପକ୍ଷ

୧୪ ଦିନିଆ ଖୋଳତାଡ଼ ପରେ ପୁଣି ଜେଲ ଗଲା ଗୋପାଳ । More

ତେଜିଲା ରାଇସ ପଲିଟିକ୍ସ ! BJPର ମାଗଣା ଚାଉଳ ମାଇଲେଜରେ ବ୍ରେକ୍ ଦେବାକୁ BJDର ଉଦ୍ୟମ

ମାଗଣା ଚାଉଳ ବଣ୍ଟନ ପ୍ରକ୍ରିୟା ବେଳେ ମୁହାଁମୁହିଁ ବିଜେଡି-ବିଜେପି । କେନ୍ଦ୍ର ବିରୋଧରେ କାଲିଠୁ ବିଜେଡିର ତିନିଦିନିଆ ଆନ୍ଦୋଳନ । More

ପ୍ରବଳ ବର୍ଷିଲେ ବିଜୟ ! କହିଲେ BJDର ରୁଦ୍ଧଦ୍ୱାର ଶାସନ, ପରିବର୍ତ୍ତନ ଜରୁରୀ...

ଦିଲ୍ଲୀରେ ହାତ ଧରି ଓଡ଼ିଶାରେ ପହଞ୍ଚିଲେ ବିଜୟ ପଟ୍ଟନାୟକ । ରାଜ୍ୟ ସରକାରଙ୍କ ଉପରେ ପ୍ରବଳ ବର୍ଷିଲେ କଂଗ୍ରେସ ନେତା ବିଜୟ । More

ଉତ୍କଳ ବିଶ୍ୱବିଦ୍ୟାଳୟ VC କହିଲେ, ‘JNUରୁ କିଏ ଆସିଥିଲେ, କାହାକୁ ମାଡ଼ ହୋଇଛି ଜାଣିନି’

ଜେଏନୟୁ ପ୍ରଫେସରଙ୍କୁ ଆକ୍ରମଣ ନେଇ ଚର୍ଚ୍ଚାରେ ବାଣୀବିହାର । More

ଅନୁଗାମୀଙ୍କ ଜରିଆରେ ପୁଣି ପୂର୍ବ ମୁଦ୍ରାକୁ ଫେରୁଛନ୍ତି କି ସାରଥୀ ?

ବାଲେଶ୍ୱରର ଔପଦା ଏବଂ ମାଲକାନଗିରିରେ ମାତିଲେ ସାରଥୀ ପ୍ରେମୀ । More