• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Monday, 27 February 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Satyendu Shekher Mishra
  • 2 years ago

ଚତୁର୍ଥ ଥର ଓଡ଼ିଶାକୁ ମିଳିଲା ସ୍ପୋର୍ଟସ ଷ୍ଟାର ଆୱାର୍ଡ

ପୁରସ୍କାର ପାଇଁ ହିନ୍ଦୁ ଗ୍ରୁପ ତଥା ସ୍ପୋର୍ଟସ ଷ୍ଟାରକୁ ଧନ୍ୟବାଦ ଦେଇ ମୁଖ୍ୟମନ୍ତ୍ରୀ ଏହି ପୁରସ୍କାରକୁ ଓଡ଼ିଶାର ଜନସାଧାରଣଙ୍କୁ ଉତ୍ସର୍ଗ କରିଛନ୍ତି । More
  • Satyendu Shekher Mishra
  • 2 years ago

ଶିକ୍ଷକ ଓ ଅଧ୍ୟାପକଙ୍କ ପରୀକ୍ଷା ବର୍ଜନ ନିଷ୍ପତ୍ତି, ହାତ ଟେକିଦେଲେ ଗଣଶିକ୍ଷା ମନ୍ତ୍ରୀ...

ଶିକ୍ଷକଙ୍କୁ ଆନ୍ଦୋଳନରୁ ଓହରିବାକୁ ମନ୍ତ୍ରୀଙ୍କ ନିବେଦନ । ପିଲାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ସହଯୋଗ ପାଇଁ ନିବେଦନ । More
  • Satyendu Shekher Mishra
  • 2 years ago

ନବ ଦାସ ହତ୍ୟା: ପ୍ଲାନ୍‌ଡ ମର୍ଡର କହି ବର୍ଷିଲେ ତାରା, ସୁଶାନ୍ତଙ୍କୁ ତଦନ୍ତ ପରିସରକୁ ଆଣିବାକୁ ସାଲୁଜାଙ୍କ ଦାବି

ସିବିଆଇ ଇନକ୍ୱାରି ଦାବିରେ ଅଟଳ ବିଜେପି । ୪୫ ପୁରସ୍କାର ପାଇ ଗୋପାଳ କେମିତି ହେଲା ପାଗଳ, ଉଠିଲା ପ୍ରଶ୍ନ । More
  • Satyendu Shekher Mishra
  • 2 years ago

ଓଡ଼ିଶାରେ ମହାବଳ ବାଘ, ଡେବ୍ରିଗଡ଼ ଓ ଘଟଗାଁ ରେଞ୍ଜରୁ ଆସିଲା ଫଟୋ

ଡେବ୍ରିଗଡ଼କୁ ବ୍ୟାଘ୍ର ଅଭୟାରଣ୍ୟ ଘୋଷଣା ପାଇଁ ଏନଟିସିଏର ସୁପାରିଶ । ଏବେ ରାଜ୍ୟ ସରକାରଙ୍କ ବିଜ୍ଞପ୍ତିକୁ ଅପେକ୍ଷା । More
  • Tanmay Kumar Mahalik
  • 2 years ago

ଭିଡ଼ରେ ଫସିଯାଉଛି କି ଭୁବନେଶ୍ୱର ? ଘଣ୍ଟା ଘଣ୍ଟା ଜାମ୍ ରହୁଛି ରାଜଧାନୀ

ଭୁବନେଶ୍ୱର ବାଣୀବିହାର ଛକରୁ ଆପଣ ଯଦି କଟକ ଅଭିମୁଖେ ଯାଉଛନ୍ତି ତାହେଲେ ପ୍ରଥମେ ସତସଙ୍ଗ ବିହାରଠୁ ହଂସପାଳ ଯାଏଁ ପ୍ରବଳ ଭିଡ଼ । କାରଣ-କେଉଁଠି ଓଭରବ୍ରିଜ୍ କାମ ପାଇଁ, କେଉଁଠି ରାସ୍ତା ଉପରେ ଅନିୟନ୍ତ୍ରିତ ଭାବେ ବସ୍ ପାର୍କିଂ ତ ପୁଣି କେଉଁଠି, କେତେବେଳେ ଯାତାୟତ କରୁଥିବା ଗାଡ଼ିର ବ୍ରେକଫେଲ୍ କି ଅନ୍ୟ ସମସ୍ୟା ପାଇଁ । More
  • Satyendu Shekher Mishra
  • 2 years ago

ସୌମ୍ୟଙ୍କୁ ପୁଣି ଟାର୍ଗେଟ୍‌ କଲେ ବିଜେଡିର ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ, କହିଲେ...

ମନ୍ତ୍ରିମଣ୍ଡଳର ସଭ୍ୟ ବଡ଼ କି ସଚିବ ବଡ଼ ସେନେଇ ସାଧାରଣ ଜନତା ଓ ଭୋଟର ସନ୍ଦେହରେ ବୋଲି କହିଥିଲେ ସୌମ୍ୟରଂଜନ । More
  • Tanmay Kumar Mahalik
  • 2 years ago

ସାଙ୍ଘାତିକ ! ରାଜ୍ୟରେ ଦିନକୁ ଦିନ ବଢୁଛି ଅପରାଧ; ତଥ୍ୟ ଦେଲେ ଗୃହରାଷ୍ଟ୍ରମନ୍ତ୍ରୀ

୨୦୨୧ରେ ୧ଲକ୍ଷ ୫୫ ହଜାର ୪୨୦ଟି ମାମଲା ରୁଜୁ ହୋଇଛି । ୨୦୨୨ରେ ୧ ଲକ୍ଷ ୭୮ ହଜାର ୧୯୦ଟି ଅପରାଧିକ ମାମଲା ରୁଜୁ ହୋଇଥିବା ଗୃହରାଷ୍ଟ୍ରମନ୍ତ୍ରୀ ସୂଚନା ଦେଇଛନ୍ତି । More
  • Satyendu Shekher Mishra
  • 2 years ago

ବିଧାନସଭାରେ ପୁଣି ନବ ଦାସ ହତ୍ୟା ପ୍ରସଙ୍ଗ, ସରକାରଙ୍କୁ ଘେରିଲେ ବିରୋଧୀ..

ନବ ଦାସ ହତ୍ୟାକାଣ୍ଡକୁ ୩୦ଦିନ ପୁରିବାକୁ ଯାଉଥିଲେ ମଧ୍ୟ କ୍ରାଇମବ୍ରାଞ୍ଚ କୌଣସି ଟେର ପାଉନି ବୋଲି ସନ୍ତୋଷ ସିଂ ସାଲୁଜା ଅଭିଯୋଗ କରିଛନ୍ତି । More
  • Rajalaxmi Sahoo
  • 2 years ago

ଓଡ଼ିଶାର ଏହି ୩ ଜିଲ୍ଲାରେ ସୁନା ଖଣିର ସନ୍ଧାନ

ଓଡ଼ିଶାରେ ରହିଛି ସୁନା ଖଣି। ଗୋଟିଏ କିମ୍ବା ଦୁଇଟି ନୁହେଁ ୩ଟି ଜିଲ୍ଲାରେ ସୁନା ପଥର ଖଣିର ସନ୍ଧାନ ମିଳିଛି।  More
  • Rajalaxmi Sahoo
  • 2 years ago

ବାରିପଦା ଓ ବାଲେଶ୍ୱରରେ ପ୍ରଚଣ୍ଡ ଶବ୍ଦ, ଭୟରେ ଘର ବାହାରକୁ ପଳାଇ ଆସିଲେ ଲୋକେ...

ବାରିପଦା ଓ ବାଲେଶ୍ୱରରେ ପ୍ରଚଣ୍ଡ ଶବ୍ଦ ଶୁଣିବାକୁ ମିଳିଛି। ପ୍ରଚଣ୍ଡ ଶବ୍ଦ ଯୋଗୁ ଲୋକମାନେ ଘରୁ ବାହାରକୁ ପଳାଇ ଆସିଥିଲେ। More
  • Rajalaxmi Sahoo
  • 2 years ago

ପରୀକ୍ଷାର୍ଥୀଙ୍କ ଝିଅର ଯତ୍ନ ନେଲେ କନଷ୍ଟେବଲ୍, ସ୍ତନ୍ୟପାନ ବି କରାଇଲେ

ପୋଲିସ କନେଷ୍ଟବଲ ବାସନ୍ତୀ ଚୌଧୁରୀଙ୍କୁ ନେଇ ଏବେ ସବୁଠି ଚର୍ଚ୍ଚା। କର୍ତ୍ତବ୍ୟ ତୁଲାଇବା ସହ ଜଣେ ମହିଳା ଚାକିରି ଆଶାୟୀଙ୍କୁ ସାହାଯ୍ୟ କରି ସେ ପ୍ରଶଂସାର ପାତ୍ର ସାଜିଛନ୍ତି। More
  • Rajalaxmi Sahoo
  • 2 years ago

ବିବାହ ଭୋଜିରେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ନାବାଳକ ମୃତ

ବାହାଘର ଭୋଜିରେ ଅଘଟଣ, ବିଦ୍ୟୁତ୍‌ ଆଘାତରେ ନାବାଳକର ମୃତ୍ୟୁ ହୋଇଛି। ଗାଁରେ ଏକ ବିବାହ ଭୋଜି ଚାଲିଥିବା ବେଳେ ଏହି ଦୁଃଖଦ ଘଟଣା ସାମ୍ନାକୁ ଆସିଛି। More
  • Rajalaxmi Sahoo
  • 2 years ago

୨ ମିନିଟ୍‌ରେ ଖେଳ ଖତମ୍‌: ବାଇକ୍‌ରେ ଆସିଲେ, କିଛି ବୁଝିବା ପୂର୍ବରୁ ଫାୟାରିଂ କରି ଚାଲିଗଲେ...

୨ ଜଣ ଅଜଣା ବ୍ୟକ୍ତି ନମ୍ବର ପ୍ଲେଟ୍‌ ନଥିବା ଏକ ପଲ୍‌ସର୍‌ ବାଇକ୍‌ରେ ଆସି ଢାବା ମାଲିକଙ୍କ ସହ ୨ ମିନିଟ୍‌ ପ୍ରଥମେ କଥା ହୋଇଥିଲେ। ଏହାପରେ ଢାବା ମାଲିକ ଓ ତାଙ୍କ ସହଯୋଗୀଙ୍କ ଉପରେ ୪ ରାଉଣ୍ଡ ଗୁଳି ଚଳାଇଥିଲେ। More
  • Rajalaxmi Sahoo
  • 2 years ago

୬ ଦିନ ସଂଘର୍ଷ ପରେ ଶେଷରେ ଆଖି ବୁଜିଲେ ଏସିଡ୍‌ ପୀଡ଼ିତା, ଏବେବି ସ୍ୱାମୀ ଫେରାର...

ଏସିଡ୍‌ ମାଡ଼ରେ ଗୁରୁତର ଆହତ ହୋଇଥିବା ବାଲେଶ୍ୱରର ବନିତା ଶେଷରେ ଆଖି ବୁଜିଛନ୍ତି। ସ୍ୱାମୀ ବନିତାଙ୍କ ଉପରେ ଏସିଡ୍ ଫିଙ୍ଗି ଦେଇଥିଲେ।  More
  • Tanmay Kumar Mahalik
  • 2 years ago

କ୍ୟାପଟେନଙ୍କ ସେକେଣ୍ଡ ଇନିଂସ୍‌; ପ୍ରିୟଙ୍କାଙ୍କ ହାତ ଧରିଲେ ବିଧାୟକ ଦିବ୍ୟଶଙ୍କର

ଆଜି ସକାଳେ ପ୍ରଥମେ ନିର୍ବନ୍ଧ କାର୍ଯ୍ୟ ସଂପନ୍ନ ହୋଇଥିଲା । ଆଉ ଅପରାହ୍ନରେ ହୋଇଥିଲା ବାହାଘର । ଯାହାକୁ ନେଇ ବେଶ୍ ଖୁସି ତାଙ୍କ ସମର୍ଥକ । ଉଭୟ ଦିବ୍ୟଶଙ୍କର ଏବଂ ପ୍ରିୟଙ୍କାଙ୍କ ଏ ହେଉଛି ଦ୍ୱିତୀୟ ବିବାଦ । ନିଜ ନିଜର ପ୍ରଥମ ବୈବାହିକ ଜୀବନରେ କୌଣସି କାରଣକୁ ନେଇ ବିବାଦ ଉଠିଥିଲା । More
  • Tanmay Kumar Mahalik
  • 2 years ago

ପାନିକ୍ ବଟନ୍ ଲଗାଇବାକୁ ଆଉ ୩ମାସ ମହଲ

ପୂର୍ବରୁ ୨୦୨୩ ଜାନୁୟାରୀରୁ ନୂଆ ଗାଡ଼ି ପାଇଁ ବାଧ୍ୟତାମୂଳକ ଥିଲା, ଏଥର ଆସନ୍ତା ଏପ୍ରିଲ ପହିଲାରୁ ପଞ୍ଜିକରଣ ହେବାକୁ ଥିବା ସବୁ ନୂଆ ଯାନବାହନ ଟ୍ରାକିଂ ଡିଭାଇସ୍ ଓ ପାନିକ୍ ବଟନ୍ ଲଗାଇବା ବାଧ୍ୟତାମୂଳକ । ପୁରୁଣା ଯାନବାହନଗୁଡ଼ିକ ୨୦୨୩ ଜୁନ୍ ୩୦ ସୁଦ୍ଧା ଭେଇକିଲ ଲୋକେସନ୍ ଟ୍ରାକିଂ ଡିଭାଇସ୍ ଓ ପାନିକ୍ ବଟନ୍ ଲଗାଇବେ । More
  • Tanmay Kumar Mahalik
  • 2 years ago

ପୁଣି ସୌମ୍ୟଙ୍କ ଭାଷଣ ବାଣ; ଶାସକ ଦଳକୁ ଶାଣିତ ଆକ୍ରମଣ

କେବଳ ସୌମ୍ୟ ନୁହଁନ୍ତି ବିଜେଡିର ପୂର୍ବତନ ବରି ବିଧାୟକ ଦେବାଶିଷ ନାୟକ ବି କିଛି ଦିନ ତଳେ ଏବେର ମୁଖ୍ୟମନ୍ତ୍ରୀ ଓ ୧୯୯୭ର ମୁଖ୍ୟମନ୍ତ୍ରୀଙ୍କ ଭିତରେ ଅନେକ ଫରକ ଥିବା କହି ରାଜନୈତିକ ମହଲରେ ଆଲୋଡନ ସୃଷ୍ଟି କରିଥିଲେ । ଅସନ୍ତୁଷ୍ଟଙ୍କ ସଂଖ୍ୟା ବଢିବା ସହ ବିଜେଡିରେ ଯେ ଏବେ ସବୁ କିଛି ଠିକ୍ ନାହିଁ ତା ସାମନାକୁ ଆସିଲାଣି । More
  • Tanmay Kumar Mahalik
  • 2 years ago

ପ୍ରଦୀପ କୁମାର ଜେନାଙ୍କୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱ

୧୯୮୯ ବ୍ୟାଚ୍ ଆଇଏଏସ୍ ଅଫିସର ପ୍ରଦୀପ କୁମାର ଜେନାଙ୍କୁ ମୁଖ୍ୟ ଶାସନ ସଚିବ ଓ ମୁଖ୍ୟ ଉନ୍ନୟନ କମିଶନର ଭାବେ ନିଯୁକ୍ତି ଦେଇଛନ୍ତି ଓଡ଼ିଶା ସରକାର । ଫେବ୍ରୁଆରୀ ୨୮ ଅର୍ଥାତ ଦିନକ ପରେ ବର୍ତ୍ତମାନର ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ସରିବାକୁ ଥିବା ବେଳେ, ମାର୍ଚ୍ଚ ୧ରେ ନୂଆ ଚିଫ୍ ସେକ୍ରେଟାରୀ ଭାବେ ଦାୟିତ୍ୱ ଗ୍ରହଣ କରିବେ ପ୍ରଦୀପ । More
  • Pramod Behera
  • 2 years ago

ଜରିରୁ ତିଆରି କରୁଛନ୍ତି ସୁନ୍ଦର ଘରକରଣା ଜିନିଷ; କମଳାଙ୍କୁ ମୋଦିଙ୍କ ପ୍ରଶଂସା

ଅଦରକାରୀ ପଲିଥିନ ଓ ପ୍ଲାଷ୍ଟିକ୍‌ରେ ତିଆରି ସୁନ୍ଦର କଳାକୃତି ପାଇଁ କେନ୍ଦ୍ରାପଡ଼ାର ଜଣେ ମହିଳାଙ୍କୁ ଭୁରି ଭୁରି ପ୍ରଶଂସା କରିଛନ୍ତି । କିଏ ସେହି ମହିଳା ଏବଂ କ’ଣ ତାଙ୍କ ନିଆରା ଉଦ୍ୟମ, ଆସନ୍ତୁ ଜାଣିବା। More