ସଂକ୍ଷେପରେ ଆଜିର ତାଜା ଖବର - Wednesday, 01 March 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ମଣ୍ଟୁ ଛୁରିଆଙ୍କ ନାଁରେ ଫେକ ଆକାଉଣ୍ଟ ଖୋଲି ‘ପବ୍‌ ଜି’ ଖେଳୁଥିଲା ସାଇବର ଠକ

ଅଭିଯୁକ୍ତର ଘର ଦେବଗଡ ଜିଲ୍ଲାରେ ବୋଲି ଜଣାପଡ଼ିଛି । ଆଜି ତାକୁ କୋର୍ଟ ଚାଲାଣ କରାଯାଇଛି । More

ନୂଆ ମୁଖ୍ୟ ଶାସନ ସଚିବଙ୍କ ଆଗରେ ୧୦ ବଡ଼ ଚ୍ୟାଲେଞ୍ଜ !

ଶ୍ରୀମନ୍ଦିରରୁ ଆଶିଷ ନେବା ପରେ ଦାୟିତ୍ୱ ଗ୍ରହଣ କଲେ ବାବୁ ନମ୍ବର ୱାନ୍ ତଥା ମୁଖ୍ୟ ସଚିବ ପ୍ରଦୀପ ଜେନା । More

ବୁର୍ଲା ଭିସୁଟ୍ ଛାତ୍ରୀ ଚିନ୍ମୟୀଙ୍କ କେମିତି ହେଲା ମୃତ୍ୟୁ ? କ’ଣ ଘଟିଲା ବୁର୍ଲା ପାୱାର ଚାନେଲରେ ?

ହତ୍ୟା, ଆତ୍ମହତ୍ୟା ନା କୌଣସି ଦୁର୍ଘଟଣା ? ୨୦ ଘଣ୍ଟା ପରେ ବି ଲାଗିରହିଛି ସସପେନ୍ସ । More

BJP-BJD ତୁତୁ ମେମେ ଭିତରେ ତେଜିଲା ଟୁଇଟ୍ ୱାର୍

ଲୋୟର ପିଏମ୍‌ଜି ଖଣ୍ଡଯୁଦ୍ଧ ପରେ ବିଜେପି-ବିଜେଡି ମୁହାଁମୁହିଁ । ଧର୍ମେନ୍ଦ୍ରଙ୍କ ଇଙ୍ଗିତରେ ପୋଲିସକୁ ଆକ୍ରମଣ କରାଯାଇଛି କହିଛି ବିଜେଡି । More

୨୦୨୪ ନିର୍ବାଚନ ପୂର୍ବରୁ ବିଜେଡି ଖେଳୁଛି କି ଜାତି କାର୍ଡ ? ସରକାର ଆଣିବେ କି ସ୍ପେଶାଲ ସ୍କିମ୍ ?

ଘୋଷଣାର ଦୀର୍ଘଦିନ ପରେ ଓବିସି ସର୍ଭେକୁ ଗ୍ରୀନ୍ ସିଗ୍ନାଲ । ପଛୁଆ ବର୍ଗର ଭୋଟ୍ ନେବାକୁ କସରତ ଆରମ୍ଭ । More

+୨ ପରୀକ୍ଷା ଆରମ୍ଭରୁ ପ୍ରଶ୍ନପତ୍ର ଭାଇରାଲ୍ ! ପ୍ରଶ୍ନପତ୍ର ଲିକ୍ ଉପରେ କେବେ ଲାଗିବ ରୋକ୍?

ସୋସିଆଲ ମିଡିଆରେ ବୁଲୁଥିବା ପ୍ରଶ୍ନପତ୍ର ନକଲି କହିଲେ ମନ୍ତ୍ରୀ । ସାଇବର ଥାନାରେ ଗଣଶିକ୍ଷା ବିଭାଗର ଏତଲା । More

କାହିଁକି ବ୍ରିଜ୍‌ରୁ ଡେଇଁଲେ ଭିସୁଟ୍‌ ଛାତ୍ରୀ ? ଏମିତି ଥିଲା ଶେଷ କେଇ ଘଣ୍ଟା...

୧୨ ଘଣ୍ଟା ପରେ ବୁର୍ଲା ପାୱାର ଚ୍ୟାନେଲ ନିକଟରୁ ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତଦେହ ଉଦ୍ଧାର ହୋଇଛି। ଗତକାଲି କଲେଜ ସମାବର୍ତ୍ତନ ଉତ୍ସବକୁ ଆସିଥିବା ବେଳେ ପିସି ବ୍ରିଜ୍‌ରୁ ଡେଇଁ ପଡ଼ିଥିଲେ ଚିନ୍ମୟୀ। More

ଆକାଶରୁ ଖସିବ ନିଆଁ ଖଣ୍ଡ ! ଏହି ୩ ମାସ ହେବ ଅଗ୍ନି ବର୍ଷା !

ମାର୍ଚ୍ଚରୁ ମେ’ ତ୍ରାହି ନାହିଁ। ଆକାଶରୁ ଖସିବ ନିଆଁ ଖଣ୍ଡ ! ଉପକୂଳରୁ ଉପାନ୍ତ ସବୁଠି ହେବ ଅଗ୍ନି ବର୍ଷା। ଏହି ୩ ମାସ ତାପମାତ୍ର ସ୍ଵାଭାବିକ ଠାରୁ ୩ରୁ ୪ଡିଗ୍ରୀ ଅଧିକ ରହିପାରେ। More

ଖୁବ୍‌ଶୀଘ୍ର ଓଡ଼ିଶାରେ ପୂରଣ ହେବ ୨୦,୦୦୦ କନିଷ୍ଠ ଶିକ୍ଷକ ପଦବୀ

ଖୁବ୍‌ଶୀଘ୍ର ଓଡ଼ିଶା ସରକାର ଖାଲି ପଡ଼ିଥିବା ଶିକ୍ଷକ ଓ ଅଣ-ଶିକ୍ଷକ ପଦବୀ ପାଇଁ ମେଗା ନିଯୁକ୍ତି ମେଳା ଲଞ୍ଚ୍‌ କରିବାକୁ ଯାଉଛନ୍ତି। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। More

ନିଜେ ସ୍କୁଲ୍‌ ଆସୁ ନାହାନ୍ତି, ଚାବି ଦେଇ ପୁଅକୁ ପଠାଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ...ତାତିଲେ ଲୋକେ

ମା’ ସ୍କୁଲ୍‌ରେ ପ୍ରଧାନ ଶିକ୍ଷୟିତ୍ରୀ। ହେଲେ ମା’ ବଦଳରେ ତାଙ୍କ ପୁଅ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଉଛନ୍ତି। ପ୍ରଧାନ ଶିକ୍ଷୟିତ୍ରୀ ଜଣକ ଅନେକ ସମୟରେ ସ୍କୁଲ୍‌ରେ ଅନୁପସ୍ଥିତ ରହୁଥିବା ବେଳେ ତାଙ୍କ ପୁଅ ବିଦ୍ୟାଳୟରେ ପିଲାଙ୍କୁ ପଢ଼ାଉଥିବା ଭିଡିଓ ଭାଇରାଲ୍ ହୋଇଛି।  More

ବ୍ରିଜ୍‌ରୁ ଡେଇଁଲେ ଭିସୁଟ୍ ଛାତ୍ରୀ, ଚରମ ନିଷ୍ପତ୍ତି ପୂର୍ବରୁ ଯୁବକଙ୍କ ସହ ହୋଇଥିଲା ପାଟିତୁଣ୍ଡ...

ବ୍ରିଜ୍‌ରୁ ଡେଇଁଲେ ଭିସୁଟ୍ ଛାତ୍ରୀ। ବୁର୍ଲା ଭିସୁଟ୍‌ର ଜଣେ ପୂର୍ବତନ ଛାତ୍ରୀ ପାୱାର ଚାନେଲ୍‌ ବ୍ରିଜ୍‌ରୁ ପାଣିକୁ ଡେଇଁ ନିଖୋଜ ଥିବା ସୂଚନା ମିଳିଛି। More

ଆଜିଠୁ +୨ ପରୀକ୍ଷା, ଏଥର ସାଢ଼େ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେବେ

ଆଜିଠାରୁ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ଆରମ୍ଭ ହେବ। ଏଥର ପ୍ରାୟ ସାଢ଼େ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। More

ଲୋୟର PMGରେ ପୋଲିସ-ବିଜେପି ଖଣ୍ଡଯୁଦ୍ଧ ! ବର୍ଷିଲା ଲାଠି-ଢେଲା ପଥର

ବିଧାନସଭା ବାହାରେ ଓ ଭିତରେ ବିଜେପିର ଗର୍ଜନ । ନବ ହତ୍ୟା ପ୍ରସଙ୍ଗକୁ ନେଇ ଆଜି ବି କଂପିଥିଲା ବିଧାନସଭା । More

ହାତୀ ମୃତ୍ୟୁରେ ସବୁ ରେକର୍ଡ ଭାଙ୍ଗିବ କି ଓଡ଼ିଶା ? କିଏ ମାରୁଛି, କେମିତି ମରୁଛନ୍ତି ?

ବିଧାନସଭାରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ଉତ୍ତର । ଶିକାର ପାଇଁ ମାତ୍ର ୬ ହାତୀ ମରିଛନ୍ତି । ମନ୍ତ୍ରୀଙ୍କ ତଥ୍ୟକୁ ନେଇ ଆଶ୍ଚର୍ଯ୍ୟ ଚକିତ ପରିବେଶବିତ । More

ମନ୍ତ୍ରୀ ମର୍ଡର ମିଷ୍ଟ୍ରିକୁ ପୂରିଲା ମାସେ ! ତଦନ୍ତର ୩୦ ଦିନ ପରେ ବି ‘ମୋଟିଭ୍’ ଅସ୍ପଷ୍ଟ

ରାଜ୍ୟ ସରକାର ଓ ତଦନ୍ତ ପ୍ରକ୍ରିୟାକୁ ନେଇ ପ୍ରଶ୍ନ । ଝାରସୁଗୁଡ଼ାରେ ଜୋର ଧରିଲାଣି ରାଜନୈତିକ ବୟାନବାଜି । More

କ୍ରାଇମବ୍ରାଞ୍ଚର ୧୦ ବର୍ଷର ଟ୍ରାକ୍ ରେକର୍ଡ ଖରାପ, ନବ ହତ୍ୟା ତଦନ୍ତରେ ବଢ଼ୁଛି ସନ୍ଦେହ

କ୍ରାଇମବ୍ରାଞ୍ଚ ସତ ଲୁଚାଇ ବାଟବଣା କରୁଥିବା ଅଭିଯୋଗରେ ବର୍ଷିଲେ ବିରୋଧୀ । ନବ ହତ୍ୟା ତଦନ୍ତର ଗତିକୁ ନେଇ ସନ୍ଦେହରେ କ୍ରାଇମବ୍ରାଞ୍ଚ । More

ଆନ୍ଦୋଳନ ଛାଡ଼ି ପରୀକ୍ଷାରେ ସାମିଲ ହେବେ ଅଧ୍ୟାପକ, ଏଥର +୨ରେ ସାଢ଼େ ୩ ଲକ୍ଷ ପରୀକ୍ଷାର୍ଥୀ

ଆନ୍ଦୋଳନ ଛାଡ଼ି ପରୀକ୍ଷା ପରିଚାଳନାରେ ସାମିଲ ହେବେ ଅଧ୍ୟାପକ । ୬୬୨ ବର୍ଗ ଅଧ୍ୟାପକ ରାଜି ହେବାରୁ ଆଶ୍ବସ୍ତ ହେଲେ ରାଜ୍ୟ ସରକାର । More