• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Tuesday, 07 March 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Satyendu Shekher Mishra
  • 2 years ago

ତରଙ୍ଗର ୨ଦିନିଆ ସିନେ କନକ୍ଲେଭ୍ ‘ତରଙ୍ଗ ସିନେ ଫ୍ଲିକ୍ସ’, ପ୍ରଦର୍ଶିତ ହେବ ୧୦ ରାଜ୍ୟର ଫିଲ୍ମ

୧୧ ଓ ୧୨ରେ ତରଙ୍ଗ ପକ୍ଷରୁ ୨ଦିନିଆ ସିନେ କନକ୍ଲେଭ୍ । ପ୍ରଦର୍ଶିତ ହେବ ଆଞ୍ଚଳିକ ଭାଷାର ସିନେମା । More
  • Satyendu Shekher Mishra
  • 2 years ago

ଆଉ ଯାତ୍ରାରେ ଚଳିବନି ଅଶ୍ଳୀଳତା-ନଗ୍ନତା-ଅଙ୍ଗ ପ୍ରଦର୍ଶନ କିମ୍ବା ଦ୍ୱିଅର୍ଥ ବୋଧକ ଶବ୍ଦ

​​​​​​​ଜିଲ୍ଲାପାଳଙ୍କୁ ରାଜ୍ୟ ସଂସ୍କୃତି ବିଭାଗର ନିର୍ଦ୍ଦେଶ । କଳାକାରଙ୍କ ସ୍ୱାଗତ, ସଫଳ କାର୍ଯ୍ୟକାରିତାକୁ ନେଇ ପ୍ରଶ୍ନ । More
  • Satyendu Shekher Mishra
  • 2 years ago

ଭକ୍ତଙ୍କ ସହ ଭଗବାନଙ୍କ ରଙ୍ଗ ଖେଳ, ଦୋଳ ମେଳଣରେ ଦୁଲୁକୁଛି ଗାଁ ଦାଣ୍ଡ

ସୁନାବେଶରେ ଦର୍ଶନ ଦେଲେ ଶ୍ରୀଜିଉ । ରାତି ପାହିଲେ ରଙ୍ଗର ପର୍ବ ହୋଲି । More
  • Satyendu Shekher Mishra
  • 2 years ago

'ପାଗଳ ନୁହେଁ ଗୋପାଳ ଦାସ', 'ସୁପାରୀ ଦେଇଥିବା ବ୍ୟକ୍ତି ହିଁ ଖସାଇବାକୁ ଦେଇଛି ପ୍ରତିଶ୍ରୁତି' !

କ୍ରାଇମବ୍ରାଞ୍ଚ ତଦନ୍ତ ପ୍ରକ୍ରିୟା ଉପରେ ବଢିିଲା ସନ୍ଦେହ । କ୍ରାଇମବ୍ରାଂଚ ଓ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ । More
  • Satyendu Shekher Mishra
  • 2 years ago

ମର୍ଡର ନୁହେଁ, ପାଣିରେ ବୁଡ଼ି ଚିନ୍ମୟୀଙ୍କ ମୃତ୍ୟୁ ! ବିଶ୍ୱାସ କରିପାରୁ ନାହାନ୍ତି ପରିବାର ଲୋକ...

ଅଭିଯୁକ୍ତର ବାପା ଗୃହ ବିଭାଗରେ ଅଫିସର ଥିବାରୁ ତାଙ୍କୁ ପୋଲିସଠାରୁ ନ୍ୟାୟ ମିଳିବନି ବୋଲି ଦୋହରାଇଛନ୍ତି ଚିନ୍ମୟୀଙ୍କ ମାଆ । ତେଣୁ ନ୍ୟାୟ ପାଇଁ ଦରକାର ପଡ଼ିଲେ ହାଇକୋର୍ଟରୁ ସୁପ୍ରିମକୋର୍ଟ ଯାଏଁ ଯିବୁ ବୋଲି କହିଛନ୍ତି ଚିନ୍ମୟୀଙ୍କ ମାଆ । More
  • Satyendu Shekher Mishra
  • 2 years ago

ନବ ହତ୍ୟା ନେଇ ନରସିଂହଙ୍କ ନୂଆ ତଥ୍ୟ, ଝିଅ ଦୀପାଳିଙ୍କ ଇମୋସ୍‌ନାଲ ଆଟାକ୍...

ଓଡ଼ିଶା ସରକାର ଗୋପାଳକୁ ବଞ୍ଚେଇବାକୁ ପାରୁ ପର୍ଯ୍ୟନ୍ତ ଚେଷ୍ଟା କରୁଥିବା କହି ସାଂଘାତିକ ଅଭିଯୋଗ କରିଛନ୍ତି ଜୟନାରାୟଣ । More
  • Satyendu Shekher Mishra
  • 2 years ago

ପ୍ରକୃତି କୋଳରେ କୋଳାହଳଠୁ ଦୂରରେ, ବରକନ୍ୟା ଜଳପ୍ରପାତ; ଗୋଟିଏ ସ୍ଥାନରେ ୪ ଝରଣା..

ଗୋଟିଏ ସ୍ଥାନରେ ୪ଟି ପ୍ରପାତର ମଜା ଉଠାଇପାରିବେ । ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେବାକୁ ଅଂଚଳବାସୀଙ୍କ ଦାବି । More
  • Prangyan Parimita
  • 2 years ago

ଗୋପାଳର ମେଡିକାଲ ରିପୋର୍ଟକୁ ନେଇ ରାଜନୀତି ଜୋର : ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ୍

‘ହତ୍ୟା ପଛରେ କିଏ, ଉଦ୍ଦେଶ୍ୟ କଣ, ପୋଲିସ ବାହାର କରିବାକୁ ଚାହୁଁନି’ More
  • Rajalaxmi Sahoo
  • 2 years ago

‘ମର୍ଡର ନୁହେଁ, ପାଣିରେ ବୁଡ଼ି ଚିନ୍ମୟୀଙ୍କ ମୃତ୍ୟୁ ହୋଇଛି’

‘ଚିନ୍ମୟୀଙ୍କୁ ମର୍ଡର କରାଯାଇ ନାହିଁ। ପାଣିରେ ବୁଡ଼ି ଚିନ୍ମୟୀଙ୍କର ମୃତ୍ୟୁ ହୋଇଛି।’ ବୁର୍ଲା ଭିସୁଟ୍‌ର ପୂର୍ବତନ ଛାତ୍ରୀ ଚିନ୍ମୟୀ ସାହୁ ମୃତ୍ୟୁ ଘଟଣାକୁ ନେଇ ପ୍ରେସ୍‌ମିଟ୍‌ରେ ଏହି ସୂଚନା ଦେଇଛନ୍ତି। More
  • Rajalaxmi Sahoo
  • 2 years ago

ଭୁବନେଶ୍ୱରରେ ବିଜେପି କର୍ମୀଙ୍କ ବିକ୍ଷୋଭ ବେଳେ ପୋଲିସ୍‌ କାର୍ଯ୍ୟାନୁଷ୍ଠାନ, ରାଜ୍ୟ ସରକାରଙ୍କୁ ବିଜେଡି ସାଂସଦଙ୍କ ଟାର୍ଗେଟ୍‌

ଭୁବନେଶ୍ୱରରେ ବିକ୍ଷୋଭ ବେଳେ ବିଜେପି କର୍ମୀଙ୍କ ଉପରେ ପୋଲିସର ଆକ୍ରମଣ ଓ ବ୍ୟବହାରକୁ ନେଇ ବିଜେଡିର ବରିଷ୍ଠ ସାଂସଦ ଭର୍ତ୍ତୃହରି ମହତାବ ପ୍ରଶ୍ନ ଉଠାଇଛନ୍ତି।  More
  • Rajalaxmi Sahoo
  • 2 years ago

ଯେଉଁଦିନ ପ୍ରମୋସନ ପାଇଲେ, ସେଦିନ ଭିଜିଲାନ୍ସ ହାତରେ ଧରାପଡ଼ିଲେ...

ଯେଉଁଦିନ ପ୍ରମୋସନ ପାଇଲେ, ସେଦିନ ଭିଜିଲାନ୍ସ ହାତରେ ଧରାପଡ଼ିଲେ। ଲମତାପୁଟ ଏସିଏଫ୍ ସୁରଜିତ୍‌ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି। More
  • Rajalaxmi Sahoo
  • 2 years ago

ଯାତ୍ରା, ମେଲୋଡିରେ ଅଶ୍ଳୀଳତା ପ୍ରଦର୍ଶନ ଉପରେ ଲାଗିଲା କଟକଣା

ଯାତ୍ରା ଓ ମେଲୋଡିରେ ଅଶ୍ଳୀଳତା ଓ ନଗ୍ନ ପ୍ରଦର୍ଶନକୁ ଆଦ୍ରୌ ପ୍ରଶୟ ଦିଆଯିବ ନାହିଁ। ଏପରିକି ଦ୍ୱିଅର୍ଥବୋଧକ ସଂଳାପ ମଧ୍ୟ ରହିବନି। More
  • Rajalaxmi Sahoo
  • 2 years ago

ଭୂଷଣ୍ଡପୁରରେ ବାଣ ବିଭୀଷିକା: ଜଳିଲା ୫ ଜୁଇ

ଭୂଷଣ୍ଡପୁର ଗାଁରେ ଭୟଙ୍କର ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। କଟକ SCB ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ଆଖି ବୁଜିଛନ୍ତି। More
  • Satyendu Shekher Mishra
  • 2 years ago

ଲୁଚାଛପାରେ ବାଣ ଭିଡ଼ାବେଳେ ଭୟଙ୍କର ବିସ୍ଫୋରଣ ! ବାପ-ପୁଅଙ୍କ ସହ ୪ ଜୀବନ ଗଲା

ଦୋଳପୂର୍ଣ୍ଣିମା ଆତସବାଜି ପ୍ରତିଯୋଗିତା ପାଇଁ ଚାଲିଥିଲା ପ୍ରସ୍ତୁତି । କେଉଁଠୁ ଆସୁଥିଲା କଞ୍ଚାମାଲ, କେମିତି ତିଆରି ହେଉଥିଲା, ତଦନ୍ତ ଜାରି । More
  • Satyendu Shekher Mishra
  • 2 years ago

କାହା ଭୁଲରୁ ଘଟୁଛି ପ୍ରାଣଘାତୀ ବାଣ ବିସ୍ଫୋରଣ ? ସପ୍ତାହକରେ ଗଲାଣି ୭ ଜୀବନ

​​​​​​​ପୋଲିସ ଓ ପ୍ରଶାସନର ଢିଲାପଣକୁ ନେଇ ଉଠିଲା ପ୍ରଶ୍ନ । ସଠିକ୍ SOP ଅନୁପାଳନ ପାଇଁ ପରାମର୍ଶ । More
  • Satyendu Shekher Mishra
  • 2 years ago

​​​​​​​ମାଟ୍ରିକ ପରୀକ୍ଷାକୁ ୩ ଦିନ, କପି ରୋକିବାକୁ ଜୋରଦାର କସରତ

ଭାଇରାଲ୍ ରୋକିବାକୁ ହୋଇଛି ସ୍ୱତନ୍ତ୍ର ଷ୍ଟ୍ରାଟେଜି । ଏକଜାମ୍ ହଲକୁ ମୋବାଇଲ୍ ମନା । ୩୧୬ ନୋଡାଲ ସେଣ୍ଟରରେ ରହିଛି ପ୍ରଶ୍ନପତ୍ର । More
  • Satyendu Shekher Mishra
  • 2 years ago

ଓଡ଼ିଶାରେ ଆକ୍ରୋଶ ରାଜନୀତି ! ସରକାରଙ୍କୁ ପ୍ରଶ୍ନ କଲେ ମିଳୁଛି ଜେଲ...

ଦୁଇ ଏବିଭିପି ଛାତ୍ରନେତା ଓ ସାଲୁଜାଙ୍କ ପୁଅ ବି ଗିରଫ ହୋଇ ଜେଲରେ । ରାଜ୍ୟ ସରକାରଙ୍କ ବିରୋଧୀ ଦମନ ଅଭିଯାନକୁ ନେଇ ପ୍ରଶ୍ନ । More
  • Satyendu Shekher Mishra
  • 2 years ago

'ବିଜୁ ଓଡ଼ିଶା' ବନାମ୍ 'ନବୀନ ଓଡ଼ିଶା' ! ଦଳର ଭବିଷ୍ୟତ ଉତ୍ତରାଧିକାରୀ ଲାଗି ଏହି ଚିନ୍ତାଧାରା କି?

ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ପ୍ରଶ୍ନବାଣକୁ ନେଇ ଚର୍ଚ୍ଚା । କ୍ଷମତାର ମହୁ ଖାଇବା ଯୋଗ୍ୟତା ତୁମର ଅଛି କି କହିଲେ ସୌମ୍ୟ । More