• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Saturday, 18 March 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Tanmay Kumar Mahalik
  • 2 years ago

‘ଲୋକଙ୍କ ପାଇଁ ମୁଁ କ୍ରୀତଦାସ ହେବାକୁ ମଧ୍ୟ ରାଜି’

‘ମୁଁ ଲୋକଙ୍କୁ ଏଠାକୁ ଆସିବାକୁ ଡାକିଥିଲି । ଓଡ଼ିଶାବାସୀଙ୍କ କାମ ପାଇଁ ଦ୍ୱାରପାଳ ନୁହେଁ କ୍ରୀତଦାସ ହେବାକୁ ମୁଁ ରାଜି ଅଛି’ ବୋଲି କହିଛନ୍ତି ପ୍ରଣବ । More
  • Tanmay Kumar Mahalik
  • 2 years ago

ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା

ବାଲେଶ୍ୱର ସହରରେ ଆଜି ଆକାଶରେ ହଠାତ୍‌ କଳାହାଣ୍ଡିଆ ମେଘ ଘୋଟି ଆସିବା ସହ କିଛି ସମୟ ଧରି ବର୍ଷା ଲାଗି ରହିଥିଲା । ପବନ ଓ ଘଡ଼ଘଡ଼ି ସାଙ୍ଗକୁ କୁଆପଥର ବର୍ଷା ବି ହୋଇଥିଲା । More
  • Tanmay Kumar Mahalik
  • 2 years ago

ପୁଣି ମାଟ୍ରିକ୍‌ ବିଭ୍ରାଟ; ଦ୍ୱନ୍ଦ୍ୱରେ ପକାଇଲା ପ୍ରଶ୍ନପତ୍ର ତ୍ରୁଟି

ଆଜି ଥିଲା ସାମାଜିକ ବିଜ୍ଞାନ ପରୀକ୍ଷା । ଇତିହାସ ଓ ରାଜନୀତି ବିଜ୍ଞାନ ବିଷୟର ବି-ସେଟରେ କିଛି ତ୍ରୁଟି ଦେଖି ଘାବରାଇ ଯାଇଥିଲେ ପରୀକ୍ଷାର୍ଥୀ । More
  • Tanmay Kumar Mahalik
  • 2 years ago

ରାଜ୍ୟରେ ଚାଲିଛି କି ଅମଲା ଶାସନ ? ଅଫିସର୍ ରାଜରେ ପ୍ରଭାବିତ ମନ୍ତ୍ରୀ, ବିଧାୟକ !

ବିରୋଧୀଙ୍କ ଅଭିଯୋଗକୁ ନେଇ ବିଧାନସଭା ହୁଲସ୍ତୁଲ ହୋଇଥିବା ବେଳେ ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧୀ । ମୁଖ୍ୟ ଶାସନ ସଚିବଙ୍କୁ ମନ୍ତ୍ରୀ ରୀତା ସାହୁ ଏକ ଚେକ୍ ଦେବା ସମୟର ଫଟୋକୁ ନେଇ ସରକାରଙ୍କୁ ଟାର୍ଗେଟ୍ କରିଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । More
  • Tanmay Kumar Mahalik
  • 2 years ago

ଉପଭୋକ୍ତାଙ୍କ ଉପରେ ଦାଉ ସାଧୁଛି ଟାଟା ପାୱାର ! ମାଟ୍ରିକ ପରୀକ୍ଷା ବେଳେ ବିଜୁଳି ଯନ୍ତ୍ରଣା

ଠିକ୍ ମାଟ୍ରିକ ପରୀକ୍ଷା ବେଳେ ହିଁ ଉପଭୋକ୍ତାଙ୍କୁ ବିଜୁଳି ଛାଟ । ପିଲାଙ୍କ ଗୁରୁତ୍ୱପୂର୍ଣ୍ଣ ପାଠପଢ଼ା ସମୟରେ ହିଁ ଘରୁ ବିଜୁଳି ସଂଯୋଗ ବିଚ୍ଛିନ୍ନ । ଏବେ ସାରା ରାଜ୍ୟରେ ମାଟ୍ରିକ ପରୀକ୍ଷା ଚାଲିଥିବା ବେଳେ ଠିକ୍ ଏହି ସମୟରେ ହିଁ ବକେୟା ବିଲ ଆଦାୟ ପାଇଁ ଗାଁ ଗାଁରୁ ବିଜୁଳି କାଟ୍ ଅଭିଯୋଗ । More
  • Prangyan Parimita
  • 2 years ago

୬ ଦିନର ଝିଅକୁ ମାରି ମା’ ଗିରଫ

କମର୍ଦ୍ଦା ପୋଲିସ ନିଜ ଆଡୁ ମାମଲା ରୁଜୁ କରି ଗିରଫ କଲା More
  • Tanmay Kumar Mahalik
  • 2 years ago

ଲିକ୍ ହୋଇନି ପ୍ରଶ୍ନପତ୍ର, ହୋଇଛି ମୁଦ୍ରଣ ତ୍ରୁଟି: ସମୀର

ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ସ୍ପଷ୍ଟୀକରଣ ଦିଆସରିଛି ବୋଲି ମନ୍ତ୍ରୀ କହିଛନ୍ତି । ଖାଲି ସେତିକି ନୁହେଁ, ଛାତ୍ରଛାତ୍ରୀମାନେ ଚିନ୍ତିତ ହୁଅନ୍ତୁନାହିଁ । କୌଣସି ଅସୁବିଧା ହେବନି । More
  • Rajalaxmi Sahoo
  • 2 years ago

ମାଟ୍ରିକ ପ୍ରଶ୍ନପତ୍ରରେ ଗୋଳମାଳ: ‘ବି’ ସେଟ୍ ପ୍ରଶ୍ନପତ୍ରରେ ‘ଏ’ ସେଟ୍‌ର ପ୍ରଶ୍ନ

ମାଟ୍ରିକ ପରୀକ୍ଷା ସୋସିଆଲ ସାଇନ୍ସ ପ୍ରଶ୍ନପତ୍ରରେ ବିଭ୍ରାଟ ହୋଇଛି। ‘ବି’ ସେଟ୍ ପ୍ରଶ୍ନପତ୍ରରେ ‘ଏ’ ସେଟ୍‌ର ପ୍ରଶ୍ନ ରହିଥିବା ଛାତ୍ରଛାତ୍ରୀ ଅଭିଯୋଗ କରିଛନ୍ତି। More
  • Satyendu Shekher Mishra
  • 2 years ago

ବିଜେଡି ନେତାଙ୍କ ନାଁରେ ସାଂଘାତିକ ଅଭିଯୋଗ, ନାମାଙ୍କନ ବେଳେ ଦେଇଛନ୍ତି ଜାଲ ଜାତି ପ୍ରମାଣପତ୍ର !

ଅଭିଯୋଗ ଆଣିଲେ ଉଭୟ ବିଜେପି ଓ କଂଗ୍ରେସ । ଅତାବିରା ଥାନାରେ ଏତଲା । ଅଭିଯୋଗକୁ ଖଣ୍ଡନ କଲେ ବିଜେଡି ପ୍ରାର୍ଥୀ । More
  • Rajalaxmi Sahoo
  • 2 years ago

ଆଜି ଅଧିକ ପ୍ରଭାବ ଦେଖାଇବ ପଶ୍ଚିମା-ଝଡ଼ ! ଏହିସବୁ ଜିଲ୍ଲାବାସୀ ସତର୍କ ରୁହନ୍ତୁ...

ଆଜି ଅଧିକ ପ୍ରଭାବ ଦେଖାଇବ ପଶ୍ଚିମା-ଝଡ଼ା ଗତ ଦୁଇ ଦିନ ଧରି ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗି ରହିଥିବା ବର୍ଷାର ପରିମାଣ ଆଜି ଅଧିକ ବଢ଼ିବ।  More
  • Rajalaxmi Sahoo
  • 2 years ago

ଗାଡ଼ିରେ ଆସିଲେ, ସୁନା ଦୋକାନ ଉପରକୁ ବୋମା ଫିଙ୍ଗି ଫେରାର ମାରିଲେ...

ଭୁବନେଶ୍ୱର ୟୁନିଟ୍‌-୪ ମାର୍କେଟ୍‌ରେ ଥିବା ଏକ ସୁନା ଦୋକାନ ଉପରକୁ ବୋମାମାଡ଼ ହୋଇଥିବା ସୂଚନା ମିଳିଛି। ଏଥିରେ ଜଣେ ଆହତ ହୋଇଥିବା ଜଣାପଡ଼ିଛି। More
  • Satyendu Shekher Mishra
  • 2 years ago

୫ ଘଣ୍ଟାର ବିରଳ ଅସ୍ତ୍ରୋପଚାର, ବେକରୁ ବାହାରିଲା ଟ୍ୟୁମର

ଦୀର୍ଘ ୧୩ ବର୍ଷ ଧରି ଯନ୍ତ୍ରଣା ପାଉଥିଲେ ମହିଳା, SCB ଡାକ୍ତର ଦେଲେ ନୂଆ ଜୀବନ । More
  • Satyendu Shekher Mishra
  • 2 years ago

ହୋମଗାର୍ଡଙ୍କ ପାଇଁ ‘ସୁପ୍ରିମ’ ନିର୍ଦ୍ଦେଶ, ବଢ଼ିଲା ଦରମା !

ବର୍ଦ୍ଧିତ ବେତନ ପିଛିଲା ଭାବେ ୩ ମାସ ମଧ୍ୟରେ ଦେବାକୁ ନିର୍ଦ୍ଦେଶ । ୨୦୧୮ ଜୁନ୍ ପହିଲାରୁ ପିଛିଲା ଭାବେ ଦେବାକୁ ନିର୍ଦ୍ଦେଶ ଦେଲେ କୋର୍ଟ । More
  • Rajalaxmi Sahoo
  • 2 years ago

ଶ୍ରୀକ୍ଷେତ୍ରରେ ବୋହିଲା ରକ୍ତ ନଦୀ

ପୁରୀ ବଡ଼ଦାଣ୍ଡ ମାର୍କେଟ ଛକରେ ହଣାହଣି ହୋଇ ୫ ଜଣ ଆହତ ହୋଇଛନ୍ତି। ଖଡ଼ିପଦା ମେଲଣରେ ଜୁଆ ଖେଳରେ ଗଣ୍ଡଗୋଳକୁ ନେଇ ହଣାହଣି। More
  • Tanmay Kumar Mahalik
  • 2 years ago

ବିଧାନସଭାରେ ତମ୍ବିତୋଫାନ; ସିଏମଓ ରିଟାୟାର୍ଡ ଅଫିସର୍ସ କ୍ଲବ୍ ?

ଅସିତ ତ୍ରିପାଠୀଙ୍କଠୁ ବାଲକ୍ରିଷ୍ଣନଙ୍କ ପର୍ଯ୍ୟନ୍ତ ଗୋଟି ଗୋଟି କରି ନାଁ ନେଇ ସିଏମଓ ରିଟାୟାର୍ଡ ଅଫିସରଙ୍କ କ୍ଲବ୍ ପାଲଟିଲାଣି ବୋଲି କହିଥିଲେ ବିରୋଧୀ ଦଳ ନେତା । More
  • Satyendu Shekher Mishra
  • 2 years ago

୩ ଦିନ ପରେ ଡ୍ରାଇଭର ଆନ୍ଦୋଳନ ସ୍ଥଗିତ, ସରକାରଙ୍କୁ ଦେଲେ ୯୦ ଦିନର ମହଲତ

୩ ମାସ ଲାଗି ଆନ୍ଦୋଳନକୁ ସ୍ଥଗିତ ରଖି ଡ୍ରାଇଭର ମହାସଂଘର ଚେତାବନୀ । ‘ଦାବି ପୂରଣ ନହେଲେ ୯୧ ଦିନରେ ନବୀନ ନିବାସ ସାମ୍ନାରେ ଆତ୍ମାହୁତି’ । More
  • Satyendu Shekher Mishra
  • 2 years ago

ଆସିଲା ପଚା ପରିବା, ଖାଉଟି ଉପରେ ପଡ଼ିଲା ଚଡ଼କ ! ଚଢ଼ା ଦରରେ ବିକିଲେ ବ୍ୟବସାୟୀ

ତୃତୀୟ ଦିନରେ ବି ସନ୍ତୁଳି ହେଉଛନ୍ତି ସାଧାରଣ ଜନତା । ଇନ୍ଧନ, ଅତ୍ୟାବଶ୍ୟକ ସାମଗ୍ରୀ ଓ ଯାତ୍ରୀ ପରିବହନ ସବୁଠି ପ୍ରଭାବ । More
  • Tanmay Kumar Mahalik
  • 2 years ago

ବିଜେଡିର ସୋସିଆଲ୍ ମିଡିଆ କ୍ୟାଂପେନରେ ନାହାନ୍ତି ନବୀନ !

୨୪ ବର୍ଷ କ୍ଷମତାରେ ରହିବା ପରେ ବିଜେଡିକୁ କାହିଁକି ଶଙ୍ଖ ମୋ ଗର୍ବ ବୋଲି କହିବାକୁ ପଡ଼ିଲା ବୋଲି ପ୍ରଶ୍ନ ଉଠିଛି । କୁହାଯାଉଛି, ବିଜେଡିକୁ ଏବେ ଭବିଷ୍ୟତ ଚିନ୍ତା ଘାରିଥିବାରୁ, ସେଇଥିପାଇଁ ଏ କ୍ୟାମ୍ପେନ୍ । ସେପଟେ ବିଜେପି ବି ସୋସିଆଲ୍ ମଡିଆରେ ଏହାକୁ ଭିନ୍ନ ବାଗରେ କାଉଣ୍ଟର କରିଛି । More
  • Tanmay Kumar Mahalik
  • 2 years ago

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର; ମିଳିବ ଇଭି ଆଡଭାନ୍ସ

ଗ୍ରୁପ୍-ଏ ବା ବି’ କର୍ମଚାରୀଙ୍କୁ ଇଲେକ୍ଟ୍ରି କାର୍ ପାଇଁ ଆଡଭାନ୍ସ ମିଳିବ । ସେହିପରି ଗ୍ରୁପ୍ ସି’ ଓ ଡି’ କର୍ମଚାରୀଙ୍କୁ ଦୁଇ ଚକିଆ ଯାନ କିଣିବାକୁ ଅଗ୍ରୀମ ଟଙ୍କା ଦେବେ ସରକାର । More