• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Sunday, 19 March 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Manoranjan Behera
  • 1 year ago

ସାବଧାନ ! ନଦୀରେ ବୁଲୁଛି ବଉଳା କୁମ୍ଭୀର

ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ଗମେଇ ନଦୀରେ କୁମ୍ଭୀର ମାତିଥିବାର ଖବର ଜଣାପଡ଼ିବା ପରେ ଏବେ ଗାଁ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯ।ଇଛି । ଖବର ଜଣାପଡ଼ିବା ପରେ ସତର୍କ କରାଇଛି ବନ ବିଭାଗ... More
  • Manoranjan Behera
  • 1 year ago

କୋମାକୁ ଚାଲିଗଲାଣି କୋରାପୁଟର ସବୁ ଆୟୁର୍ବେଦିକ ସଂସ୍ଥା

କୋରାପୁଟ ଜିଲ୍ଲାରେ ସ୍ୱାସ୍ଥ୍ୟ ସେବାର ବିକଳ ଚିତ୍ର ଦେଖିବାକୁ ମିଳିଛି । କେବଳ କୋରାପୁଟ କାହିଁକି ଅବିଭକ୍ତ କୋରାପୁଟ ଜିଲ୍ଲାରେ ଥିବା ସମସ୍ତ ଆୟୁର୍ବେଦିକ ଚିକିତ୍ସାଳୟ ସବୁ କୋମାକୁ ଚାଲିଗଲାଣି । ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି.. More
  • Manoranjan Behera
  • 1 year ago

ଧାଏଁ ଧାଏଁ ବଢୁଛି ସୁନା ଦର, ୧୦ ଦିନରେ ୫ ହଜାର ବୃଦ୍ଧି

ଉପରମୁହାଁ ସୁନା ଦର । ୧୦ ଦିନରେ ମହଙ୍ଗା ହେଲାଣି ୫ ହଜାର । ଛୁଇଁଛି ସର୍ବକାଳୀନ ରେକର୍ଡ । ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦାମ ଆଜି ୧୦ ଗ୍ରାମ୍ ପିଛା ୫୫ ହଜାର ୪୦୦ ଟଙ୍କାରେ ପହଞ୍ଚିଛି । More
  • Manoranjan Behera
  • 1 year ago

ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଛାଟ; 'ଦୈନିକ ୫୩୩ ଟଙ୍କା ଦିଅ, ପିଛିଲା ଭାବରେ ଲାଗୁ କର'

ଏଲ୍ ଆଣ୍ଡ୍ ଟି ଘଟଣା ପରେ ଏବେ ହୋମାଗାର୍ଡଙ୍କ ଭତ୍ତା ମାମଲା । ବର୍ଷ ବର୍ଷର ଲଢ଼େଇ ପରେ ପୁଣି ଓଡ଼ିଶା ସରକାରଙ୍କୁ ସୁପ୍ରିମ୍ ଝଟକା । More
  • Manoranjan Behera
  • 1 year ago

ସନ୍ଦେହ ଘେରରେ ଡିଜେ ଆଜେକ୍ସଙ୍କ ମୃତ୍ୟୁ; ଆତ୍ମହତ୍ୟା ନା ହତ୍ୟା ?

ଚାରି ଦିନ ତଳେ ବେଶ୍ ଖୁସ ମିଜାଜରେ ବନ୍ଧୁଙ୍କ ବାର୍ଥ ଡେ’ ପାଳିଥିଲେ ଡିଜେ ଆଜେକ୍ସ । କେକ୍ ଖୁଆଇଥିଲେ, ସେଲଫି ବି ନେଇଥିଲେ । ହେଲେ ଦିନ ଚାରିଟା ଯାଇନି ବଦଳିଯାଇଛି ସମସ୍ତ ଚିତ୍ର । ଆଉ ନାହାଁନ୍ତି ବିନ୍ଦାସ, ଖୁସ ମିଜାଜ ଫେମସ ଡିଜେ ଆଜେକ୍ସ। More
  • Manoranjan Behera
  • 1 year ago

ଆସନ୍ତା ୨ ଦିନ ଘଡ଼ଘଡ଼ି ସହ ବର୍ଷା; ୧୦ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସନ୍ତାକାଲି ପାଇଁ ରାଜ୍ୟର ୧୦ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । More
  • Manoranjan Behera
  • 1 year ago

'ଲୋକଙ୍କର ନୁହେଁ, ପ୍ରଶାସନିକ ଅଧିକାରୀଙ୍କ କ୍ରୀତଦାସ ହେବାକୁ ଚାହୁଁଛନ୍ତି ବବି'

’ବବି କହୁଛନ୍ତି ନବରଙ୍ଗପୁରକୁ CMO ଆସିଛି, ହେଲେ ପ୍ରଶ୍ନ କରିଛନ୍ତି CMO କିଏ । 5T ଯଦି ଏକ ଚିନ୍ତାଧାରା ତେଣୁ ଚିନ୍ତାଧାରା CMO କେମିତି ହେଲା । ନିଜ ଚାକିରି ବଞ୍ଚାଇବାକୁ କ୍ରୀତଦାସ ହେବାକୁ ବବି ଚାହୁଁଛନ୍ତି’ । More
  • Rajalaxmi Sahoo
  • 1 year ago

ମାଟ୍ରିକ ପରୀକ୍ଷା ଦେବାକୁ ୪୫ କି.ମି. ଯା’ଆସ କରୁଛନ୍ତି ଛାତ୍ରଛାତ୍ରୀ, ତା’ବି ପୁଣି ୧୫୦ ଟଙ୍କା ଅଟୋ ଭଡ଼ା...

ମାଟ୍ରିକ ପରୀକ୍ଷା ଦେବେ ବୋଲି ପରୀକ୍ଷାର୍ଥୀ ଏବଂ ଅଭିଭାବକଙ୍କୁ ନାକେଦମ ହେବାକୁ ପଡୁଛି । କିଏ ୪୫ କିଲୋମିଟର ଦୂରକୁ ପ୍ରତିଦିନ ଯା’ଆସ  କରୁଛନ୍ତି ତ ଆଉ କିଏ ଘରଭଡ଼ା ନେଇ ରହିବା ସହ ପରୀକ୍ଷା ଦେଉଛନ୍ତି। More
  • Rajalaxmi Sahoo
  • 1 year ago

ଶ୍ରୀଅଙ୍ଗକୁ ମୂଷା ଓ ଅସରପା ବିପଦ, ଗର୍ଭଗୃହରେ ଲାଗିପାରିବନି ମୂଷାଙ୍କ ପ୍ରାଦୁର୍ଭାବ ରୋକିବା ମେସିନ

ଶ୍ରୀମନ୍ଦିର ଗର୍ଭଗୃହରେ ପଶି ମହାପ୍ରଭୁଙ୍କ ଶ୍ରୀଅଙ୍ଗ ପ୍ରତି ସମ୍ଭାବ୍ୟ କ୍ଷତି ପହଞ୍ଚାଉଥିବା ମୂଷାଙ୍କ ପ୍ରାଦୁର୍ଭାବକୁ ରୋକିବା ପାଇଁ ଆସିଥିବା ସ୍ୱତନ୍ତ୍ର ମେସିନ କାମରେ ଲାଗିପାରିବନି। More
  • Rajalaxmi Sahoo
  • 1 year ago

ପ୍ରେମିକାର ତଣ୍ଟି ଚିପି ହତ୍ୟା ପରେ ମୃତଦେହ କୂଅରେ ଫିଙ୍ଗିଲା ପ୍ରେମିକ !

କୂଅ ଭିତରୁ ମିଳିଲା ଯୁବତୀଙ୍କ ମୃତଦେହ। ପ୍ରେମିକାର ତଣ୍ଟି ଚିପି ହତ୍ୟା ପରେ ପ୍ରେମିକ ମୃତଦେହ କୂଅରେ ଫିଙ୍ଗି ଦେଇଥିବା ଜଣାପଡ଼ିଛି।  More
  • Rajalaxmi Sahoo
  • 1 year ago

DJ Azexଙ୍କ ମୃତ୍ୟୁ ପଛରେ ପ୍ରେମିକା ଓ ତାଙ୍କ ବନ୍ଧୁଙ୍କ ସମ୍ପୃକ୍ତି, ପରିବାର ଲୋକଙ୍କ ସାଂଘାତିକ ଅଭିଯୋଗ...

ଡିଜେ ଆଜେକ୍ସଙ୍କ ମୃତ୍ୟୁର କାରଣ କ’ଣ ? କେମିତି ଓ କାହିଁକି ଆଜେକ୍ସଙ୍କ ମୃତ୍ୟୁ ହେଲା ? ପ୍ରେମ ପାଇଁ ଚାଲିଗଲା କି ଜୀବନ ? ଏବେ ଏମିତି କିଛି ପ୍ରଶ୍ନ ଡିଜେ ଆଜେକ୍ସଙ୍କ ମୃତ୍ୟୁ ସହ ସାମ୍ନାକୁ ଆସିଛି। More
  • Rajalaxmi Sahoo
  • 1 year ago

କଟକ, ଭୁବନେଶ୍ୱରରେ ଘରଭଡ଼ା ଦେଉଛନ୍ତି କି ? ସାବଧାନ ! ନଚେତ୍‌ ଆପଣ ବି କେତେବେଳେ ଏମିତି ଫସି ଯାଇପାରନ୍ତି...

କଟକ, ଭୁବନେଶ୍ୱରରେ ଯଦି ଆପଣ ଘର ଭଡ଼ାରେ ଦେଉଛନ୍ତି ତା’ହେଲେ ସାବଧାନ ! କାହିଁକି ନା ଭଡ଼ା ଶୁତ୍ରରେ ରହିବା ପରେ ବ୍ଲାକମେଲ୍ କରୁଛନ୍ତି କିଛି ଲୋକ। More
  • Rajalaxmi Sahoo
  • 1 year ago

ରହସ୍ୟ ଘେରରେ ପ୍ରସିଦ୍ଧ DJ Azexଙ୍କ ମୃତ୍ୟୁ

ରହସ୍ୟ ଘେରରେ ପ୍ରସିଦ୍ଧ ଡିଜେ ଆଜେକ୍ସ(DJ Azex)ଙ୍କ ମୃତ୍ୟୁ। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ସ୍ଥିତ ଘରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। More
  • Rajalaxmi Sahoo
  • 1 year ago

ଆଜି ବି ପ୍ରଭାବ ଦେଖାଇବ ପଶ୍ଚିମା ଝଡ଼ ! ୧୫ ଜିଲ୍ଲାକୁ ୱାର୍ଣ୍ଣିଂ, ସତର୍କ ରୁହନ୍ତୁ...

କୁଆପଥର ମାଡ଼ ସହ ୪୦ରୁ ୫୦ କି.ମି. ବେଗରେ ପବନ ବହିପାରେ। ଏନେଇ ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। More
  • Rajalaxmi Sahoo
  • 1 year ago

ପରଲୋକରେ ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେ

ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେଙ୍କ ପରଲୋକ ହୋଇଛି। ଆଜି ଭୋର ୪ଟା ସମୟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। More
  • Tanmay Kumar Mahalik
  • 1 year ago

‘ଲୋକଙ୍କ ପାଇଁ ମୁଁ କ୍ରୀତଦାସ ହେବାକୁ ମଧ୍ୟ ରାଜି’

‘ମୁଁ ଲୋକଙ୍କୁ ଏଠାକୁ ଆସିବାକୁ ଡାକିଥିଲି । ଓଡ଼ିଶାବାସୀଙ୍କ କାମ ପାଇଁ ଦ୍ୱାରପାଳ ନୁହେଁ କ୍ରୀତଦାସ ହେବାକୁ ମୁଁ ରାଜି ଅଛି’ ବୋଲି କହିଛନ୍ତି ପ୍ରଣବ । More
  • Tanmay Kumar Mahalik
  • 1 year ago

ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା

ବାଲେଶ୍ୱର ସହରରେ ଆଜି ଆକାଶରେ ହଠାତ୍‌ କଳାହାଣ୍ଡିଆ ମେଘ ଘୋଟି ଆସିବା ସହ କିଛି ସମୟ ଧରି ବର୍ଷା ଲାଗି ରହିଥିଲା । ପବନ ଓ ଘଡ଼ଘଡ଼ି ସାଙ୍ଗକୁ କୁଆପଥର ବର୍ଷା ବି ହୋଇଥିଲା । More
  • Tanmay Kumar Mahalik
  • 1 year ago

ପୁଣି ମାଟ୍ରିକ୍‌ ବିଭ୍ରାଟ; ଦ୍ୱନ୍ଦ୍ୱରେ ପକାଇଲା ପ୍ରଶ୍ନପତ୍ର ତ୍ରୁଟି

ଆଜି ଥିଲା ସାମାଜିକ ବିଜ୍ଞାନ ପରୀକ୍ଷା । ଇତିହାସ ଓ ରାଜନୀତି ବିଜ୍ଞାନ ବିଷୟର ବି-ସେଟରେ କିଛି ତ୍ରୁଟି ଦେଖି ଘାବରାଇ ଯାଇଥିଲେ ପରୀକ୍ଷାର୍ଥୀ । More
  • Tanmay Kumar Mahalik
  • 1 year ago

ରାଜ୍ୟରେ ଚାଲିଛି କି ଅମଲା ଶାସନ ? ଅଫିସର୍ ରାଜରେ ପ୍ରଭାବିତ ମନ୍ତ୍ରୀ, ବିଧାୟକ !

ବିରୋଧୀଙ୍କ ଅଭିଯୋଗକୁ ନେଇ ବିଧାନସଭା ହୁଲସ୍ତୁଲ ହୋଇଥିବା ବେଳେ ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧୀ । ମୁଖ୍ୟ ଶାସନ ସଚିବଙ୍କୁ ମନ୍ତ୍ରୀ ରୀତା ସାହୁ ଏକ ଚେକ୍ ଦେବା ସମୟର ଫଟୋକୁ ନେଇ ସରକାରଙ୍କୁ ଟାର୍ଗେଟ୍ କରିଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । More
  • Prangyan Parimita
  • 1 year ago

ମରୁ ପାଲଟିଗଲାଣି ମହାନଦୀ : ଜୀବନ ଜୀବିକା ଗୁରୁତର,ପିଇବା ପାଣି ପାଇଁ ହାହାକାର ସ୍ଥିତି

ଛତିଶଗଡରୁ ଫ୍ଲୋ ନାହିଁ . . .ହୀରାକୁଦରେ ପାଣି ନାହିଁ More