• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Monday, 20 March 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Satyendu Shekher Mishra
  • 2 years ago

ଗର୍ଭରେ ଗୃହରେ ଉତ୍ପାତ କରୁଛନ୍ତି ମୁଷା-ଅସରପା !

ପାରମ୍ପରିକ ଉପାୟରେ କର୍ପୁର, ଚୂଆ, ଚନ୍ଦନ ଓ କସ୍ତୁରୀରେ ପ୍ରସ୍ତୁତ ସାମଗ୍ରୀରେ ଅସରପା ବଂଶ ନିପାତ ସହ ମୂଷାମରା ଯନ୍ତ୍ର ବହୁଳ ବ୍ୟବହାର ପାଇଁ ଉଠିଛି ଦାବି । More
  • Satyendu Shekher Mishra
  • 2 years ago

ନବ ହତ୍ୟା ଘଟଣାରେ ଛାତ୍ର କଂଗ୍ରେସର ଗର୍ଜନ, ଗୋପାଳକୁ ନେଇ ବିଧାନସଭାରେ ମନ୍ତ୍ରୀ ଦେଲେ ନୂଆ ତଥ୍ୟ..

ବିଜେପି ବି ସୁଶାନ୍ତଙ୍କ ଆଡ଼କୁ ଉଠାଇଲା ଅଙ୍ଗୁଳି । ଗୋପାଳ ପାଗଳ କି ନା ବିଧାନସଭାରେ ସରଗରମ ଚର୍ଚ୍ଚା । More
  • Satyendu Shekher Mishra
  • 2 years ago

ଏଥର ମାଟ୍ରିକ୍‌ ପରୀକ୍ଷାରେ ବିଭ୍ରାଟ ସୀମା ଟପିଲା ! ପ୍ରଶ୍ନପତ୍ର ଲିକ୍‌ ନେଇ କମ୍ପିଲା ଗୃହ...

ଗଣଶିକ୍ଷା ମନ୍ତ୍ରୀ କାଉଣ୍ଟର ଆଟାକ୍ କରି କହିଛନ୍ତି, ମାଟ୍ରିକ ପରୀକ୍ଷା ଶୃଙ୍ଖଳିତ ଭାବେ ଶେଷ ହୋଇଛି । କିନ୍ତୁ ବିରୋଧୀ ଦଳମାନେ ପିଲାଙ୍କୁ ନେଇ ରାଜନୀତି କରୁଛନ୍ତି । More
  • Tanmay Kumar Mahalik
  • 2 years ago

ସୋସିଆଲ ମିଡିଆରେ ପଖାଳ କ୍ରେଜ୍; ଟ୍ରେଣ୍ଡିଂ ପାଲଟିଛି ପଖାଳ ଦିବସ

ଗୋଟିଏ ଦିନରେ ପଖାଳ ଦିବସ ଏବଂ ଅନ୍ତର୍ଜାତୀୟ ହସ ଦିବସ ଥିବାରୁ ସମସ୍ତଙ୍କ ମୁହଁରେ ହସର ଚମକ ଦେଖିବାକୁ ମିଳିଛି । ସେ ଗାଁ ହେଉ କି ସହର ସବୁଠି ସମସ୍ତେ ପଖାଳ ଖାଇବା ସହ ଖୁବ୍‌ ଖୁସିରେ ଆଜିର ଦିନଟିକୁ ମନାଇଛନ୍ତି । More
  • Satyendu Shekher Mishra
  • 2 years ago

ରାଜ୍ୟ ସରକାରଙ୍କୁ ଭର୍ତ୍ତୃହରିଙ୍କ ତେର୍ଚ୍ଛା ବାଣ ! କହିଲେ ବାଟ ହୁଡ଼ିଲାଣି ରାଜନୀତି...

ଆମ୍ ଆଦମୀ ପାର୍ଟିର ନାଁ ନେଇ, ଏଭଳି ଦଳସବୁ ନିର୍ବାଚନ ଜିତିବା ଲାଗି ଯେ କୌଣସି ଉପାୟ ଅବଲମ୍ବନ କରିବାକୁ ପ୍ରସ୍ତୁତ ବୋଲି ଲେଖିଛନ୍ତି ଭର୍ତ୍ତୃହରି । More
  • Tanmay Kumar Mahalik
  • 2 years ago

ପଶ୍ଚିମା ଝଡ଼ ପ୍ରଭାବ; ରାଜଧାନୀରେ କୁଆପଥର ସହ ବର୍ଷା

ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଭଲ ବର୍ଷା ହେବା ସହ ଜୟଦେବ ବିହାର, ଆଚାର୍ଯ୍ୟ ବିହାର, ସିଆରପି ଛକ ଏବଂ ଘାଟିକିଆରେ କୁଆପଥର ବର୍ଷା ହୋଇଛି । More
  • Rajalaxmi Sahoo
  • 2 years ago

ମାଟ୍ରିକ ପରୀକ୍ଷାରେ ଭଲ ନହେବାରୁ ଆତ୍ମହତ୍ୟା କଲେ ଛାତ୍ରୀ

ପରୀକ୍ଷା ଭଲ ନହେବାରୁ ଜୀବନ ହାରିଲେ ମାଟ୍ରିକ ଛାତ୍ରୀ। ଛାତ୍ରୀଙ୍କ ଶେଷ ଦୁଇଟି ପରୀକ୍ଷାରେ ଭଲ ହୋଇନଥିବା ପରିବାର ଲୋକେ କହିଛନ୍ତି। More
  • Tanmay Kumar Mahalik
  • 2 years ago

ନବ ଦାସ ହତ୍ୟା ମାମଲା; ବିଧାୟକ ସୁଶାନ୍ତ ସିଂଙ୍କ ଘରକୁ ଟମାଟୋ ମାଡ଼ କଲା ଛାତ୍ର କଂଗ୍ରେସ

ଆଜି ବିଧାୟକ ସୁଶାନ୍ତ ସିଂହଙ୍କ ବାସଭବନ ଘେରିବା ସହ ତାଙ୍କ ଘର ଉପରକୁ ଟମାଟୋ ମାଡ଼ କରିଛି ଛାତ୍ର କଂଗ୍ରେସ । ଖାଲି ସେତିକି ନୁହେଁ, ଆଜି ଛାତ୍ର କଂଗ୍ରେସର କର୍ମୀମାନେ ବିଧାୟକ ସୁଶାନ୍ତ ସିଂଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନ ଘେରିଥିଲେ । More
  • Rajalaxmi Sahoo
  • 2 years ago

ସାବଧାନ ! ! ! ବୁଲୁଛି ମହାବଳ, ବାଡ଼ିରୁ ବୃଦ୍ଧାଙ୍କୁ ଝାମ୍ପି ନେଇ ନେଲା ଜୀବନ...

ବାଡ଼ିରୁ ଝାମ୍ପି ନେଇ ବୃଦ୍ଧାଙ୍କ ଜୀବନ ନେଲା ମହାବଳ ବାଘ। ରଠାରୁ କିଛି ଦୂରକୁ ନେଇ ମହାବଳ ବାଘ ବୃଦ୍ଧାଙ୍କୁ ମାରି ଛାଡ଼ି ପଳାଇଥିବା ଜଣାପଡ଼ିଛି। More
  • Prangyan Parimita
  • 2 years ago

ଶେଷ ହେଲା ମାଟ୍ରିକ୍‌ ପରୀକ୍ଷା : ଆସନ୍ତା ୩ରୁ ଖାତାଦେଖା ଆରମ୍ଭ

ମୋଟ ୫୬ଟି କେନ୍ଦ୍ରରେ ଖାତା ଦେଖା ହେବ: ବୋର୍ଡ ସଭାପତି More
  • Rajalaxmi Sahoo
  • 2 years ago

Today Panchang 20th March 2023: ଜାଣନ୍ତୁ, ଆଜିର ଘାତ ଚନ୍ଦ୍ର ଓ ବାର

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ, ସୋମବାର, ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୪ଶୀ ରାତ୍ରି ୦୧.୪୭ ଗତେ ଅମାବାସ୍ୟା, ଘାତ ଚନ୍ଦ୍ର – ମିଥୁନ, ମୀନ ଅହୋରାତ୍ର, ଘାତ ବାର- ମିଥୁନ,ପୁଷ୍କର ଦୋଷ – ରାତ୍ରି ୦୭.୩୯ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ More
  • Prangyan Parimita
  • 2 years ago

କୋଟିଏ ଟଙ୍କାର ପୋଖରୀ : ସୌନ୍ଦର୍ଯ୍ୟକରଣ ଓ ପୁନରୁଦ୍ଧାର ନାଁରେ ହରିଲୁଟ୍

କୋଟିଏ ଟଙ୍କାର ପୋଖରୀ । ଏମିତି ଏକ ପୋଖରୀ ଯାହାର ସୌନ୍ଦର୍ଯ୍ୟକରଣ ଓ ପୁନରୁଦ୍ଧାର ପାଇଁ କାଗଜପତ୍ରରେ ୧ କୋଟି ୩୩ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ହେଲେ ଗ୍ରାଉଣ୍ଡ ଜିରୋର ଚିତ୍ର ଯେ ସଂପୂର୍ଣ୍ଣ ଭିନ୍ନ । More
  • Rajalaxmi Sahoo
  • 2 years ago

ଆହୁରି ୨ ଦିନ ତାଣ୍ଡବ ରଚିବ ପଶ୍ଚିମା ଝଡ଼ ! ଆଜି ୧୦ ଜିଲ୍ଲାରେ ବର୍ଷା ସମ୍ଭାବନା...

ଆଜିକୁ ମିଶାଇ ଦୁଇ ଦିନ ଯାଏ ତାଣ୍ଡବ ରଚିବ ପଶ୍ଚିମା ଝଡ଼ । ୨ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ଆଲର୍ଟ କରିଛି। More
  • Prangyan Parimita
  • 2 years ago

ଅଣାୟତ ଟ୍ରାଫିକ ବ୍ୟବସ୍ଥା : କ୍ୟାବିନ ବ୍ୟବସାୟୀ ଏବଂ ଉଠା ଦୋକାନୀଙ୍କ ପାଇଁ ବଢୁଛି ଭିଡ଼

ଦିନକୁ ଦିନ ଅଣାୟତ ହେଲାଣି ଖୋର୍ଦ୍ଧା ସହରର ଟ୍ରାଫିକ ବ୍ୟବସ୍ଥା । କ୍ୟାବିନ ବ୍ୟବସାୟୀ ଏବଂ ଉଠା ଦୋକାନୀଙ୍କ ପାଇଁ ବଢୁଛି ଭିଡ଼... ଅବସ୍ଥା ଏଭଳି ଯେ, ଗାଡ଼ିମଟର ତ ଦୂରର କଥା ଚାଲିକି ଯିବା ମଧ୍ୟ ଅସମ୍ଭବ ହୋଇପଡ଼ିଲାଣି । More
  • Manoranjan Behera
  • 2 years ago

ସାବଧାନ ! ନଦୀରେ ବୁଲୁଛି ବଉଳା କୁମ୍ଭୀର

ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ଗମେଇ ନଦୀରେ କୁମ୍ଭୀର ମାତିଥିବାର ଖବର ଜଣାପଡ଼ିବା ପରେ ଏବେ ଗାଁ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯ।ଇଛି । ଖବର ଜଣାପଡ଼ିବା ପରେ ସତର୍କ କରାଇଛି ବନ ବିଭାଗ... More
  • Manoranjan Behera
  • 2 years ago

କୋମାକୁ ଚାଲିଗଲାଣି କୋରାପୁଟର ସବୁ ଆୟୁର୍ବେଦିକ ସଂସ୍ଥା

କୋରାପୁଟ ଜିଲ୍ଲାରେ ସ୍ୱାସ୍ଥ୍ୟ ସେବାର ବିକଳ ଚିତ୍ର ଦେଖିବାକୁ ମିଳିଛି । କେବଳ କୋରାପୁଟ କାହିଁକି ଅବିଭକ୍ତ କୋରାପୁଟ ଜିଲ୍ଲାରେ ଥିବା ସମସ୍ତ ଆୟୁର୍ବେଦିକ ଚିକିତ୍ସାଳୟ ସବୁ କୋମାକୁ ଚାଲିଗଲାଣି । ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି.. More
  • Manoranjan Behera
  • 2 years ago

ଧାଏଁ ଧାଏଁ ବଢୁଛି ସୁନା ଦର, ୧୦ ଦିନରେ ୫ ହଜାର ବୃଦ୍ଧି

ଉପରମୁହାଁ ସୁନା ଦର । ୧୦ ଦିନରେ ମହଙ୍ଗା ହେଲାଣି ୫ ହଜାର । ଛୁଇଁଛି ସର୍ବକାଳୀନ ରେକର୍ଡ । ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦାମ ଆଜି ୧୦ ଗ୍ରାମ୍ ପିଛା ୫୫ ହଜାର ୪୦୦ ଟଙ୍କାରେ ପହଞ୍ଚିଛି । More
  • Tanmay Kumar Mahalik
  • 2 years ago

ମାଟ୍ରିକ୍ ପରୀକ୍ଷା ବିଭ୍ରାଟ; ତ୍ରୁଟି ସୁଧାରିବାକୁ ବୋର୍ଡକୁ ନିର୍ଦ୍ଦେଶ

ବିବାଦ, ବିଭ୍ରାଟ, ତ୍ରୁଟି । ଏସବୁ ଯେମିତି ମାଟ୍ରିକ ପରୀକ୍ଷା ଲାଗି ପ୍ରତିଶବ୍ଦ ପାଲଟିଗଲାଣି । ଚିନ୍ତାରେ ଛାତ୍ରଛାତ୍ରୀ, ଅଭିଭାବକ । ପ୍ରତିବର୍ଷ ମାଟ୍ରିକ ପରୀକ୍ଷା ଆସିଲେ, ସାଙ୍ଗରେ ବିବାଦ ବି ଆସିଥାଏ । More
  • Tanmay Kumar Mahalik
  • 2 years ago

ହୋଇନି ତାରିଖ ଘୋଷଣା; ହେଲେ ଜମିଲାଣି ଉପନିର୍ବାଚନ ରାଜନୀତି

ଉପନିର୍ବାଚନ କେବେ ହେବ ଜଣାନାହିଁ । ନିର୍ବାଚନ କମିଶନଙ୍କଠୁ ବି କିଛି ସଙ୍କେତ ଆସିନି । ହେଲେ ଝାରସୁଗୁଡ଼ା ପାଣି ପବନରୁ କିନ୍ତୁ ସ୍ପଷ୍ଟ ବାରି ହେଲାଣି ଭୋଟ୍ ପ୍ରଚାରର ମାହୋଲ । More