ସଂକ୍ଷେପରେ ଆଜିର ତାଜା ଖବର - Thursday, 23 March 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ନୌବାହିନୀରେ ସାମିଲ ହେବେ ପ୍ରଥମ ବ୍ୟାଚ୍ ଅଗ୍ନିବୀର

ଚିଲିକାର ଗଭୀର ଜଳରେ ନୀଳ ଢେଉ ଚିରି ଆଗକୁ ଯାଉଛନ୍ତି ଭାରତର ନୂଆ ସୁରକ୍ଷା କବଚ । ଭାରତୀୟ ନୌସେନାରେ ସାମିଲ ହେବାକୁ ଯାଉଥିବା ପ୍ରଥମ  ବ୍ୟାଚ୍ ଅଗ୍ନିବୀର । More

ଜୀବନ ବିନ୍ଦୁ ନାଁରେ ଏକି ଜାଲିଆତି ?

ଜୀବନ ବିନ୍ଦୁ ରକ୍ତ ସଂକଟ ଦୂର ପାଇଁ ଦଳର ଏଇ କାର୍ଯ୍ୟକ୍ରମକୁ ଜନ ଆନ୍ଦୋଳନ କୁହେ ବିଜେଡି । ହେଲେ ବାସ୍ତବରେ ଦଳର ଏ ମହତ ଅଭିଯାନ ଚାଲିଛି କେମିତି ? ସତର କିଭଳି ଭିତ୍ତି ଉପରେ ଚାଲିଛି ଦଳର ଏ ଫ୍ଲାଗସିପ୍ ପ୍ରୋଗ୍ରାମ ? More

ବିନା ଲାଞ୍ଚରେ ପତ୍ର ହଲୁନି; ‘ପିସି ପସନ୍ଦ ନହେଲେ ଫାଇଲ ଘୁଞ୍ଚୁନି’

‘ପିସି ନାହିଁ ତ କାମ ନାହିଁ, ହାତଗୁଞ୍ଜା ନଦେଲେ ଫାଇଲ ଚାଲିବା ବନ୍ଦ’ । ରାଜ୍ୟରେ ଆଦୌ ପିସି କାରବାର ହେଉନି ଏବଂ ଏକ ସ୍ୱଚ୍ଛ ଓ ଦୁର୍ନୀତିମୁକ୍ତ ଶାସନ ଚାଲିଛି ବୋଲି ବିଧାନସଭାରେ ସରାକାରଙ୍କ ବାହାସ୍ଫୋଟ ପରେ ଏ ହେଉଛି ଗ୍ରାଉଣ୍ଡର ସ୍ଥିତି । More

ସାଧାରଣ ନିର୍ବାଚନ ପୂର୍ବରୁ ମନମୋହନଙ୍କୁ ଗୁରୁଦାୟିତ୍ୱ

ଗୁରୁତ୍ୱପୂର୍ଣ୍ଣ କଥା ହେଲା କିଛି ମାସ ତଳେ ଧାମନଗର ଉପନିର୍ବାଚନରେ ମନମୋହନଙ୍କ ଷ୍ଟ୍ରାଟେଜିରେ ମାତ୍ ଖାଇଥିଲା ବିଜେଡି । More

୯୭ ସେକେଣ୍ଡର ଫୋନ କଲ୍‌ରେ ଲୁଚି ରହିଛି DJ Azexଙ୍କ ମୃତ୍ୟୁ ରହସ୍ୟ !

ସେଦିନ ଥିଲା ମାର୍ଚ୍ଚ ୧୮, ସମୟ ସଂଧ୍ୟା । ଯେଉଁ ସଂଧ୍ୟା ଥିଲା ଆଜେକ୍ସ ପାଇଁ ଶେଷ ସଂଧ୍ୟା । ଯେଉଁ କଲ୍ ଥିଲା ଜିଜ୍ଞାସାଙ୍କ ଉଦ୍ଦେଶ୍ୟରେ ଲାଷ୍ଟ କଲ୍ । ଯାହା ଲାଗିଛି ପୋଲିସ ହାତରେ । More

ଓଡ଼ିଶାରେ ବହୁତ ଭଲ ଆତିଥ୍ୟ ଓ ଚର୍ଚ୍ଚା ମିଳିଲା: ମମତା ବାନାର୍ଜୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । More

ଘରୋଇ ଉପଭୋକ୍ତାଙ୍କ ପାଇଁ ଖୁସି ଖବର; ବଢ଼ିବନି ବିଦ୍ୟୁତ ଦର

ଘରୋଇ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ ରହିବ ବୋଲି ସୂଚନା ଦିଆଯାଇଛି । More

ମଦ ପିଇ ଗାଡ଼ି ଚଳାଇଲେ ତ୍ରାହି ନାହିଁ : ସିଧା ଜେଲ୍ ଯିବେ ଡ୍ରାଇଭର

ସୂଚନା ଦେଲେ ପରିବହନ ଏନଫୋର୍ସମେଣ୍ଟ ଅତିରିକ୍ତ କମିଶନର More

ମୃତ୍ୟୁ ପୂର୍ବରୁ ଆଜେକ୍ସଙ୍କ ୯୭ ସେକେଣ୍ଡର କଲ୍ . . ବାନ୍ଧବୀଙ୍କୁ କ’ଣ କହିଥିଲେ ?

ଡିଜେ ଆଜେକ୍ସ ଆତ୍ମହତ୍ୟା ଘଟଣାରେ ସାମ୍ନାକୁ ଆସିଲା ନୂଆ ତଥ୍ୟ More

ରାଜ୍ୟ ବିଜେପିର ନୂଆ ମୁଖିଆ ହେଲେ ମନମୋହନ ସାମଲ

ମନମୋହନ ପୂର୍ବରୁ ମଧ୍ୟ ରାଜ୍ୟ ବିଜେପି ସଭାପତି ଦାୟିତ୍ୱ ତୁଲାଇ ଥିଲେ । ରାଜ୍ୟରେ ମେଣ୍ଟ ସରକାର ବେଳେ ମନ୍ତ୍ରୀ ଥିଲେ ମନମୋହନ । More

ସୁନା ଚେନ୍‌ ପାଇଁ ବୋହୂକୁ ମାରିଦେଲେ ! ବର୍ଷକ ପୂର୍ବେ ବାହାଘର ହୋଇଥିଲା...

ସୁନା ଚେନ୍‌ ମାଗିଥିଲା ଜ୍ୱାଇଁ, ହେଲେ ଶ୍ୱଶୁର ଘର ଲୋକ ଦେଇ ନପାରିବାରୁ ଝିଅକୁ ମାରି ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। More

ଓଡ଼ିଶାର ମାଗୁଣି ଚରଣ କୁଅଁରଙ୍କୁ ମିଳିଲା ପଦ୍ମଶ୍ରୀ

ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ବିଶିଷ୍ଟ ବ୍ୟକ୍ତିଙ୍କ ମଧ୍ୟରେ ଅଛନ୍ତି ଓଡ଼ିଶାର ମାଗୁଣି ଚରଣ କୁଅଁର। More

SHG ଟଙ୍କା ଲାଗୁଛି ସୁଧରେ ! ପ୍ରକଳ୍ପ କରି ଆତ୍ମନିର୍ଭରଶୀଳ ହେବା ବଦଳରେ କରୁଛନ୍ତି ଗଫଲତି !

SHGଙ୍କ ପାଇଁ ଆସୁଥିବା ଟଙ୍କାରେ ମହାଜନୀ କାରବାର । କେଉଁଠି ସବୁ ଅର୍ଥ ଚଳୁ ତ କେଉଁଠି ସୁଧ ବେପାର ଅଭିଯୋଗ । More

ଆଗକୁ ସ୍ଥିତି ସାଂଘାତିକ ! ଶୁଖିଲା ପଡ଼ିଛି ମହାନଦୀ, ଡଙ୍ଗା ବଦଳରେ ଚାଲିକି ଯାଉଛନ୍ତି ଲୋକେ

କେନ୍ଦ୍ର ଓ ଛତିଶଗଡ଼ ଉପରେ ବର୍ଷିଲା ବିଜେଡି । ରାଜ୍ୟ କୋର୍ଟକୁ ବଲ୍ ଫିଙ୍ଗି ବିରୋଧୀଙ୍କ କଡ଼ା ସମାଲୋଚନା । More

ଡିଜେ ଆଜେକ୍ସ ମୃତ୍ୟୁ ରହସ୍ୟରେ ବଡ଼ ଟ୍ୱିଷ୍ଟ ! ଦ୍ୱିତୀୟ ଯୁବତୀଙ୍କ ସଂପୃକ୍ତିର ଥିଓରିକୁ ନେଇ ଚର୍ଚ୍ଚା...

କଂପ୍ୟୁଟରରୁ ମିଳିଲା କାନ୍ଦଭରା ଫଟୋ ଓ ଭଏସ ମେଲ୍ ! ମୃତ୍ୟୁ ପାଇଁ ପ୍ରବର୍ତ୍ତାଇବାର ପ୍ରମାଣ ଖୋଜୁଛି ପୋଲିସ । More

ଚାଷୀ ପାଇଁ କାଳ ସାଜିଲା କୁଆପଥର : ଅଦିନିଆ ଝଡ଼ବର୍ଷାରେ ଖିନଭିନ୍ ପନିପରିବା ଫସଲ

କାଲିଠୁ ଆସୁଥିବା ସମ୍ଭାବ୍ୟ ପଶ୍ଚିମାଝଡ଼କୁ ନେଇ ଚିନ୍ତା More