ସଂକ୍ଷେପରେ ଆଜିର ତାଜା ଖବର - Wednesday, 12 April 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଝାରସୁଗୁଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଆଗରୁ ଘୋଷଣା କରିସାରିଥିଲେ More

ବୋଝ ଉପରେ ନଳିତା ବିଡ଼ା ପାଲଟିବନି ତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ?

ରଥ ଗଡ଼ିବାରେ ସମସ୍ୟା ଦେଖାଦେଇପାରେ ବୋଲି ମଧ୍ୟ ଆଶଙ୍କା କରିଛନ୍ତି ବରିଷ୍ଠ ସେବାୟତ। More

ନିର୍ବାଚନରେ ଜାତି କାର୍ଡ ଖେଳିବ କି ବିଜେଡି? ଓବିସି ସର୍ଭେ ଉପରେ ବିଜେଡିର ଫୋକସ୍ 

ପଛୁଆ ବର୍ଗ ସର୍ଭେ ପାଇଁ ନିର୍ଦ୍ଦିଷ୍ଟ ଫର୍ମ ଭରିବାକୁ ପଡ଼ିବ। ସର୍ଭେ ସେଣ୍ଟରକୁ ଯାଇ କିମ୍ବା ଅନଲାଇନ୍ ଜରିଆରେ ଫର୍ମ ପୂରଣ କରି ହେବ। More

ଆଗୁଆ ଜାଣିହେବ କାହାକୁ ହେବ କେଉଁ ରୋଗ, ଚିକିତ୍ସା ବିଜ୍ଞାନରେ ଆସୁଛି ବୈପ୍ଲବିକ ପରିବର୍ତ୍ତନ 

ରୋଗ ଚିହ୍ନଟଠାରୁ ରିପୋର୍ଟ ପ୍ରସ୍ତୁତ ଯାଏଁ ସବୁ କିଛି AI ସହାୟତାରେ କରାଯାଇପାରିବ। More

‘ଓଡ଼ିଶା ଗରିବ କିନ୍ତୁ ମୁଖ୍ୟମନ୍ତ୍ରୀ ନବୀନ ଧନୀ ଆଉ ତାଙ୍କ ଦଳ BJD ବି ଧନୀ’

ଧନୀ ତାଲିକାରେ ୫୧୦ କୋଟି ସହ ୧ ନମ୍ବରରେ ଜଗନ ରେଡ୍ଡି  । ମମତା ବାନାର୍ଜୀଙ୍କ ସଂପତ୍ତି ମାତ୍ର ୧୫ ଲକ୍ଷ, ସବୁଠୁ ଗରିବ ମୁଖ୍ୟମନ୍ତ୍ରୀ  । More

ସାମ୍ନାକୁ ଆସିଲା ନକଲି ସାର୍ଟିଫିକେଟରେ ଅସଲି ଗୁମର ! ସରକାରଙ୍କ ଜାଣତରେ ଚାଲିଥିଲା କି କାରବାର ?

୨୦୧୯ରୁ ଖବର ଥିଲା, କିନ୍ତୁ କାର୍ଯ୍ୟାନୁଷ୍ଠାନ ହୋଇନଥିଲା କାହିଁକି? ବଲାଙ୍ଗିର ମାମଲାରେ ଏଯାଏ ଜଣକୁ ବି ଗିରଫ କରିନି କ୍ରାଇମବ୍ରାଞ୍ଚ । More

ଅସହ୍ୟ ତାତି ! ସକାଳୁ ସକାଳୁ ଏତେ ଖରା ଯେ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

୧୬ ତାରିଖରେ ରାଜ୍ୟ ମଧ୍ୟକୁ ବଙ୍ଗୋପସାଗରରୁ ବାୟୁପ୍ରବାହ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଉପକୂଳ ସମେତ ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ ଏବଂ କେନ୍ଦୁଝରରେ ବର୍ଷା ସମ୍ଭାବନା ରହିଛି । More

ସମ୍ବଲପୁରରେ ହିଂସା: ୧୦ ପୋଲିସ ଆହତ

ଦୋକାନ ଜାଳିବା ସହ କାର୍, ବାଇକ ଭାଙ୍ଗିଛନ୍ତି ଲୋକେ।  More

ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଜଳୁଛି ଓଡ଼ିଶା; ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୨.୪

ଆଜି ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡାରେ ସର୍ବାଧିକ ୪୨ ଦଶମିକ ୪ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । More

‘ଏ ବର୍ଷ ରାଜ୍ୟରେ ପାୱାର କଟ୍‌ ହେବନି’

ଚଳିତ ବର୍ଷ ରାଜ୍ୟରେ ପାୱାର କଟ୍‌ ହେବନି। ଏନେଇ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ ସୂଚନା ଦେଇଛନ୍ତି। More

ଚମକାଇଦେଲା ADR ରିପୋର୍ଟ; ନବୀନ ଦେଶର ତୃତୀୟ ଧନୀ ମୁଖ୍ୟମନ୍ତ୍ରୀ

ନବୀନ ପଟ୍ଟନାୟକ ଦେଶର ୩ୟ ଧନୀ ମୁଖ୍ୟମନ୍ତ୍ରୀ । ନବୀନଙ୍କ ସଂପତ୍ତି ହେଲା ୬୩ କୋଟି ୮୭ ଲକ୍ଷ ଟଙ୍କା । ସବୁଠୁ ଧନୀ ମୁଖ୍ୟମନ୍ତ୍ରୀ ହେଉଛନ୍ତି ଆନ୍ଧ୍ରର ଜଗନ ରେଡ୍ଡି । ଜଗନ ରେଡ୍ଡିଙ୍କ ସଂପତ୍ତି ୫୧୦ କୋଟି ୩୮ ଲକ୍ଷ । More

ସ୍ଥାୟୀ ହେବେ ଡାଟା ଏଣ୍ଟ୍ରି ଅପରେଟର

୩ ମାସରେ ଲାଗୁ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ More

ଭୁବନେଶ୍ୱରରେ ମାତିଲେ ଚେନ୍‌ ଲୁଟେରା

ଗଳି ରାସ୍ତାରେ ମହିଳା ଜଣଙ୍କ ଚାଲି ଚାଲି ଯାଉଥିବା ବେଳେ ମୁଖା ପିନ୍ଧା ଜଣେ ଲୁଟେରା ତାଙ୍କୁ ଫଲୋ କରି ବେକରୁ ଚେନ୍‌ ଛିଣ୍ଡାଇ ନେଇଥିଲେ। ଯାହାର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। More

ଆସନ୍ତାକାଲି ଯାଏ ୪ ଜିଲ୍ଲାକୁ ସତର୍କ ସୂଚନା

ଆଗାମୀ କିଛି ଦିନ ଧରି ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ଏଭଳି ଗ୍ରୀଷ୍ଣ ପ୍ରବାହ ଜାରି ରହିବ। ଆଜି ସକାଳେ ସାଢ଼େ ୮ଟାରେ ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୧ ଡିଗ୍ରୀ ରେକର୍ଡ କରାଯାଇଛି।  More

ଓଡ଼ିଶା ହାଇକୋର୍ଟରେ ଖାଲି ପଡ଼ିଛି ଏହିସବୁ ପଦବୀ, ୮ମ ପାସ୍‌ କରିଥିଲେ ଆପଣ ବି ଆବେଦନ କରିପାରିବେ...

ଖାଲି ପଡ଼ିଥିବା ବିଭିନ୍ନ ପଦବୀ ପାଇଁ ଓଡ଼ିଶା ହାଇକୋର୍ଟ(Orissa High Court ) ବିଜ୍ଞପ୍ତି ଜାରି କରିଛି। ଗ୍ରୁପ୍‌-ଡି ପଦବୀ ପାଇଁ ଏହି ବିଜ୍ଞପ୍ତି ବାହାରିଛି। More

ଆଜିଠୁ ସବୁ ସ୍କୁଲ୍‌ ଛୁଟି, ଅଙ୍ଗନବାଡ଼ି ବି ବନ୍ଦ ରହିବ...

ପ୍ରବଳ ଗ୍ରୀଷ୍ଣ ପ୍ରବାହ ପାଇଁ ଆଜିଠାରୁ ୧୬ ତାରିଖ ଯାଏ ରାଜ୍ୟର ସବୁ ସ୍କୁଲ୍‌କୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ସ୍କୁଲ୍‌ ସମେତ ଅଙ୍ଗନବାଡ଼ି କେନ୍ଦ୍ର ବି ବନ୍ଦ ରହିବ। More

ସି-ସୋର୍‌ ଚିଟ୍‌ଫଣ୍ତ ମାମଲା: ବର୍ଷକରେ ପ୍ରଭାତ ବିଶ୍ୱାଳଙ୍କ ବିଚାର ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଚିଟ୍‌ଫଣ୍ଡ ସଂସ୍ଥା ସି-ସୋର ସହ କଟକ ଚୌଦ୍ୱାର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ଆର୍ଥିକ କାରବାର ଅଭିଯୋଗ ମାମଲାରେ ହାଇକୋର୍ଟରେ ହୋଇଛି ଗୁରୁତ୍ୱପୂର୍ଣ୍ଣ ଶୁଣାଣି। More

ନୟାଗଡ଼ ଦରବ, ଓଡ଼ିଶାର ଗରବ; ସବୁଠି ଜମିଲା ବିଶ୍ୱ ଛେନାପୋଡ଼ ଦିବସ

ଛେନା ପୋଡ଼, ତାକୁ କିଏ କହେ ମିଠା ତ ପୁଣି ପ୍ରସ୍ତୁତି ଦୃଷ୍ଟିରୁ କିଏ କୁହେ ପିଠା । ପୋଡ଼ ପୋଡ଼ିଆ ପୁଣି ଲୁତୁପୁତୁଆ । ସୁଆଦ ଏମିତି- ଯିଏ ଥରେ ଚାଖିଛି, ସବୁବେଳେ ଚାହିଁଛି, ଖାଇବାକୁ ମନ କରିଛି । More

ହାରିଲା କରୋନା, ଜିତିଲେ ପ୍ରଦୀପ୍ତ; ଓଡ଼ିଶା ଫେରୁଛନ୍ତି ବିଜେପି ନେତା

ଜୀବନ ସହ ଦୀର୍ଘ ୨ ବର୍ଷର ସଂଘର୍ଷ । ମହାମାରୀ କବଳରୁ ବର୍ତ୍ତିବାକୁ ସବୁଠୁ ଲମ୍ବା ସମୟର ଲଢେଇ । ଆଉ ତା’ପରେ ଏବେ ସତ ହେବାକୁ ଯାଉଛି ଘର ବାହୁଡ଼ା ସ୍ୱପ୍ନ । More

ଝାରସୁଗୁଡ଼ାରେ ବଢୁଛି ପଲିଟିକାଲ ପାରା : ବିଜେଡି ଓ କଂଗ୍ରେସ ଫୋକସରେ ଅନୁକଂପା ଭୋଟ୍

ଦୁଇ ଦଳକୁ ଅନ୍ତର୍ଦ୍ୱନ୍ଦ୍ୱ ଚିନ୍ତା । କିଏ ହେବେ ବିଜେପି ଯୋଦ୍ଧା, ଏଯାଏଁ ଦଳରେ ଅଙ୍କକଷା ସରୁନଥିବାରୁ ଚର୍ଚ୍ଚା । More

ନେମାଳ ଅଞ୍ଚଳରେ ଚାଞ୍ଚଲ୍ୟ : କୋରିୟର କଂପାନିର ତ୍ରୁଟିରେ ଭୁଲ ଠିକଣାରେ ଆଉ ଜଣଙ୍କର ଶବ

ନିଜ ସଂପର୍କୀୟ ଭାବି ରାଜସ୍ଥାନର ଜଣଙ୍କ ଶବର ଅନ୍ତିମ ସତ୍କାର । ଓଡ଼ିଶା ଆସି ଚିତାଭସ୍ମ ନେଇ ଫେରିଗଲେ ରାଜସ୍ଥାନର ପରିବାର । More