ସଂକ୍ଷେପରେ ଆଜିର ତାଜା ଖବର - Friday, 14 April 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ପ୍ରାର୍ଥନା ଚ୍ୟାନେଲର ତ୍ରୟୋଦଶତମ ସ୍ୱନକ୍ଷତ୍ର ଦିବସ; କଟକ ବାଲିଯାତ୍ରା ପଡ଼ିଆରେ ବିଶାଳ ହନୁମାନ ଉତ୍ସବ

ଅପରାହ୍ଣରେ ହନୁମାନ ଜୁନିଅର ଓ ସିନିୟର୍ ବର୍ଗକୁ ନେଇ ଦୁଇଟି ବିଭାଗରେ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତାର ଆୟୋଜନ କରାଯାଉଛି । More

କଡ଼ା ସୁରକ୍ଷା ବଳୟରେ ହେଲା ଶୋଭାଯାତ୍ରା, ସାରା ସହରରେ ପୋଲିସ ଛାଉଣୀ

ସମ୍ବଲପୁରରେ ଆରମ୍ଭ ହେଲା ହନୁମାନ ଜୟନ୍ତୀ ଶୋଭାଯାତ୍ରା । ଶୋଭାଯାତ୍ରା ପାଇଁ ସମ୍ବଲପୁରରେ ଅଭୁତପୂର୍ବ ସୁରକ୍ଷା ବ୍ୟବସ୍ଥା  । More

ପୁଣି ସକ୍ରିୟ ହେଲେଣି କି ଗୁରୁଜୀ ?

ସର୍ବନିମ୍ନ ସୁବିଧା ସୁଯୋଗରୁ ବଞ୍ଚିତ ଆଦିବାସୀ ବି ଗୁରୁଜୀଙ୍କ ଉପଦ୍ରବୀ ଚେହେରାକୁ ଭୁଲି ତାଙ୍କ ଫଟୋ ଥିବା ଗଞ୍ଜି ପିନ୍ଧିବା ସହ ବ୍ୟବସ୍ଥା ବିରୋଧରେ ବର୍ଷିଲେଣି । More

ଦାଗୀ ନେତାଙ୍କ ତାଲିକାରେ ବିଜେଡିର ଆଉ ଜଣେ ମନ୍ତ୍ରୀ, ଦଳୀୟ ନେତ୍ରୀ କରିଛନ୍ତି ଅଭିଯୋଗ

ହସ୍ପିଟାଲରୁ ବାହାରିବା ବେଳେ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି ସଂଯୁକ୍ତା କହିଥିଲେ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ବିରୋଧରେ ତାଙ୍କର ଅଭିଯୋଗ ରହିଛି। More

ଓଡ଼ିଆ ନବ ବର୍ଷ: ଗାଁଠୁ ସହର ଜମିଲା ପଣାପାଣିର ଆସର

ଆଜି ହେଉଛି ଓଡ଼ିଆ ନବ ବର୍ଷର ପ୍ରଥମ ଦିନ ମହା ବିଷୁବ ସଂକ୍ରାନ୍ତି ତଥା ପଣା ସଂକ୍ରାନ୍ତି। ବିଭିନ୍ନ ସ୍ଥାନରେ ଝାମୁ ଯାତ୍ରା ସାଙ୍ଗକୁ ଦଣ୍ଡପର୍ବ ମଧ୍ୟ ଅନୁଷ୍ଠିତ ହୋଇଛି। More

ଆସିଲା ନୂଆ ପଞ୍ଜିକା: ପୂର୍ବଭାଗରେ ହିଂସା, ଯୁଦ୍ଧ ସଙ୍କଟ ଓ ପ୍ରାକୃତିକ ବିପର୍ଯ୍ୟର ଆଶଙ୍କା

ଉତ୍କଳୀୟ ନବବର୍ଷ ଅବସରରେ ଆଜିଠୁ ରାଜ୍ୟରେ ପ୍ରଚଳନ ହୋଇଛି ନୂଆ ପଞ୍ଜିକା। ଗ୍ରହ ଚଳନକୁ ଦୃଷ୍ଟିରେ ରଖି ଏ ବର୍ଷ ରାଜ୍ୟ, ଦେଶ ତଥା ବିଶ୍ୱର ଭାଗ୍ୟ ଭବିଷ୍ୟତ ନେଇ ଅନେକ ନୂଆ ସମାଚାର ଆଣିଛି ନୂଆ ପାଂଜିକା। More

କୋଣାର୍କ ଏକ୍ସପ୍ରେସରୁ ବିସ୍ଫୋରକ ଜବତ

ଭୁବନେଶ୍ବର ଷ୍ଟେସନରୁ ଜବତ ହୋଇଥିଲା ଏହି ବିସ୍ଫୋରକ  More

ବାଡ଼ିରୁ ଆମ୍ବ ଖାଇଲେ ବୋଲି ନିସ୍ତୁକ ପିଟିଲେ, ୫ ଶିଶୁ ମେଡିକାଲ୍‌ରେ ଭର୍ତ୍ତି

ବାଡ଼ିରୁ ଆମ୍ବ ଖାଇଲେ ବୋଲି ନିସ୍ତୁକ ପିଟିଲେ। ଏଥିରେ ଆହତ ହୋଇ ୫ ଛୋଟ ପିଲା ମେଡିକାଲ୍‌ରେ ଭର୍ତ୍ତି ହୋଇଛନ୍ତି।  More

ମୁଣ୍ତଫଟା ଖରାରେ ସିଝୁଛି ଓଡ଼ିଶା; ଝାରସୁଗୁଡ଼ା ତାପମାତ୍ରା ୩୯.୮ ଡିଗ୍ରୀ

ଗ୍ରୀଷ୍ମପ୍ରବାହ ନେଇ ସତର୍କ ରହିବାକୁ ପରାମର୍ଶ ଦେଲେ SRC । ଖରାବେଳେ କାମ ନ କରିବାକୁ ଶ୍ରମିକଙ୍କୁ ପରାମର୍ଶ ଦିଆଯାଇଛି । ଅତି ଆବଶ୍ୟକ ନ ପଡ଼ିଲେ ଘରୁ ନ ବାହାରିବାକୁ ଲୋକଙ୍କୁ ପରାମର୍ଶ । More

ଆଜିଠୁ ନୂଆପାଞ୍ଜି: ଜାଣନ୍ତୁ ଏ ବର୍ଷ କେଉଁଠି ହେବ ବାତ୍ୟା, ଭୂମିକମ୍ପ...ଓଡ଼ିଶା ଉପରେ କ’ଣ ରହିବ ପ୍ରଭାବ

ଆଜିଠୁ ନୂତନ ପଞ୍ଜିକା ପ୍ରଚଳନ କରାଯାଇଥାଏ। ଦୋଳ ପୂର୍ଣ୍ଣିମାରେ ପଞ୍ଜିକା ପଠନ କରାଯାଇଥିଲା। ମୁକ୍ତିମଣ୍ଡପ ଓ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ଦୁଇଟି ପଞ୍ଜିକାକୁ ସ୍ୱୀକୃତି ଦିଆଯାଇଛି। More

ରାଜ୍ୟରେ କୋଭିଡରେ ଆଉ ଜଣକର ମୃତ୍ୟୁ; ଦିନକରେ ୨୫୮ ନୂଆ ପଟିଜିଭି ଚିହ୍ନଟ

ଗତ ୨୪ ଘଣ୍ଟାର ରିପୋର୍ଟ ଅନୁସାରେ ରାଜ୍ୟରେ ୨୫୮ ପଟିଜିଭି ଚିହ୍ନଟ ହୋଇଛନ୍ତି । More

କୋଭିଡ୍‌ରେ ଆକ୍ରାନ୍ତ ହୋଇ SCB ଆସିଥିଲେ, ଦିନକ ପରେ ଆଖି ବୁଜିଲେ...

କଟକ ଏସ୍‌ସିବି ମେଡିକାଲ୍‌ରେ କୋଭିଡ୍ ଜନିତ ମୃତ୍ୟୁ ଅଭିଯୋଗକୁ ମେଡିକାଲ୍‌ କର୍ତ୍ତୃପକ୍ଷ ଖଣ୍ଡନ କରିଛନ୍ତି। ବହୁବିଧ ରୋଗରେ ଓ ବୟସାଧିକ କାରଣରୁ ବୃଦ୍ଧଙ୍କର ମୃତ୍ୟୁ ହୋଇଥିବା ରେଜିଷ୍ଟ୍ରାର କହିଛନ୍ତି।  More

ପୋଲିସ୍‌ ଛାଉଣିରେ ସମ୍ବଲପୁର, ହନୁମାନ ଜୟନ୍ତୀରେ ସନ୍ଧ୍ୟାରେ ବାହାରିବ ଶୋଭାଯାତ୍ରା

ଆଜି ହନୁମାନ ଜୟନ୍ତୀରେ ସମ୍ବଲପୁର ସହରରେ ବାହାରିବ ଶୋଭାଯାତ୍ରା। ଯେଉଁ ରାସ୍ତା ଦେଇ ଶୋଭାଯାତ୍ରା ଯିବ ସେସବୁ ଅଞ୍ଚଳରେ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଦିନକ ପୂର୍ବରୁ ସହରରେ ଅଶାନ୍ତ ପରିସ୍ଥିତି ଉପୁଜିଥିବାରୁ ୪୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। More

ଆଜି ପଣା ସଂକ୍ରାନ୍ତି ତଥା ଓଡ଼ିଆ ନୂଆ ବର୍ଷ

ଆଜି ପଣା ସଂକ୍ରାନ୍ତି ଅବସରରେ ପ୍ରତିଟି ଓଡ଼ିଆଙ୍କ ଘରେ ବିଭିନ୍ନ ପଣା ପ୍ରସ୍ତୁତ କରାଯାଇଥାଏ । ବୃନ୍ଦାବତୀ ମୂଳରେ ପଣା ପୂଜା କରାଯାଏ । More

ବେଦାନ୍ତ ମାମଲାରେ ‘ସୁପ୍ରିମ୍’ ଭର୍ତ୍ସନା ପରେ ବିରୋଧୀଙ୍କ ଟାର୍ଗେଟ

ବୁଧବାର ବହୁ ପ୍ରତୀକ୍ଷିତ ବେଦାନ୍ତ ମାମଲାର ରାୟ ଶୁଣାଇ ବେଦାନ୍ତ ବିଶ୍ବବିଦ୍ୟାଳୟରେ ପୂର୍ଣ୍ଣଛେଦ ଟାଣିଥିଲେ ସୁପ୍ରିମକୋର୍ଟ। More

ରାଜଧାନୀ ଜନ୍ମଦିନରେ ସାଂସଦ ପୁଣି ଅଲୋଡ଼ା

ଏଠି ପ୍ରଶ୍ନ ଉଠୁଛି ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ବାରମ୍ବାର ଅଡୁଆରେ ପକାଉଥିବାରୁ ଜାଣିଶୁଣି ଅପରାଜିତାଙ୍କ ପ୍ରତି ଏଭଳି ଆଭିମୁଖ୍ୟ ରଖିନି ତ ଶାସକ ଦଳ ? More

ଝାରସୁଗୁଡ଼ା ଲଢ଼େଇରେ ପାର୍ଟି ନୁହେଁ ମାଟି ଚର୍ଚ୍ଚା

ଟଙ୍କଧର ତ୍ରିପାଠୀଙ୍କୁ ବିଜେପି ପ୍ରାର୍ଥୀ ଘୋଷଣା କରିବା ପରେ ଆଜି ସେ ସ୍ଥାନୀୟ ଝାଡ଼େଶ୍ୱର ଶୈବପୀଠ ଯାଇ ମହାଦେବଙ୍କ ଦର୍ଶନ କରିଛନ୍ତି । ତା’ ସହିତ ଝାରସୁଗୁଡ଼ା ଲଢ଼େଇ ପାଇଁ ତିନି ପ୍ରମୁଖ ଯୋଦ୍ଧାଙ୍କ ଚେହେରା ସ୍ପଷ୍ଟ ହୋଇଛି । More

ରାଜ୍ୟରେ ନିୟମିତ ହେବେ ଚୁକ୍ତିଭିତ୍ତିକ ଶିକ୍ଷକ

ନିୟମିତ ହେବା ଦାବିରେ ୧୩ ଦିନ ହେବ ଧାରଣାରେ ବସିଥିଲେ।  More

ଜଳୁଛି ଓଡ଼ିଶା; ୨୫ ସହର ୪୦ ଡିଗ୍ରୀ ଉପରେ

ସମ୍ବଲପୁର ଓ ଝାରସୁଗୁଡ଼ାରେ ୪୧ ଡିଗ୍ରୀ ପାର୍‌ କଲା ତାପମାତ୍ରା । ଭୁବନେଶ୍ୱର, ଚାନ୍ଦବାଲି ଓ ହୀରାକୁଦରେ ୪୦ ଉପରେ ଆଜି ରହିଥିଲା ପାରଦ । ଗଲା ଦୁଇ ଦିନ ଭଳି ଆଜି ବି ପ୍ରଚଣ୍ଡ ତାତିରେ ସିଝିଛି ସାରା ଓଡ଼ିଶା More