• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Monday, 24 April 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Satyendu Shekher Mishra
  • 1 year ago

Corona Virus: ପୁଣି ଫେରୁଛି କରୋନା, ମାସ୍କ ବାଧ୍ୟତାମୂଳକ କଲେ ସରକାର

କ୍ଲିନିକ୍ ଓ ଲାବୋରେଟାରୀରେ କାର୍ଯ୍ୟରତ ଷ୍ଟାଫ୍ ମଧ୍ୟ ପିନ୍ଧିବେ ମାସ୍କ । ଥଣ୍ଡାକାଶରେ ପୀଡ଼ିତ ବ୍ୟକ୍ତି ମାସ୍କ ପିନ୍ଧିବା ବାଧ୍ୟତାମୂଳକ । More
  • Satyendu Shekher Mishra
  • 1 year ago

୧୫ ବଡ଼ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର, ଜାଣନ୍ତୁ କ’ଣ...

ଭାରତୀୟ ହକି ଦଳର ଆଉ ୧୦ ବର୍ଷ ପ୍ରାୟୋଜକ ହେବ ଓଡ଼ିଶା । ୨୦୩୩ ପର୍ଯ୍ୟନ୍ତ ପ୍ରାୟୋଜକ ହେବାକୁ ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି । More
  • Manoranjan Behera
  • 1 year ago

ଭାରତୀୟ ହକି ଦଳର ଆଉ ୧୦ ବର୍ଷ ପ୍ରାୟୋଜକ ହେବ ଓଡ଼ିଶା

୨୦୩୩ ଯାଏଁ ଭାରତୀୟ ହକି ଦଳର ପ୍ରାୟୋଜକ ଭାବେ ଓଡ଼ିଶା ଖଣି ନିଗମ ରହିବ ବୋଲି ଆଜି କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି । More
  • Satyendu Shekher Mishra
  • 1 year ago

ସମ୍ବଲପୁର ହିଂସାକୁ ୧୨ ଦିନ; ଥମୁନି ବିଜେପି-ବିଜେଡି କଳି, ଥାର୍ଡ ଫ୍ଲୋରକୁ ଧର୍ମେନ୍ଦ୍ରଙ୍କ ଟାର୍ଗେଟ୍

ସମ୍ବଲପୁର ହିଂସା ଓ ଗୁଡ୍ଡୁ ମୁସଲିମ୍ ଓଡ଼ିଶା ଲିଙ୍କର ହେଉ ତଦନ୍ତ-ସୁରେଶ ପୂଜାରୀ More
  • Satyendu Shekher Mishra
  • 1 year ago

ବିଦ୍ୟୁତ କାଟ୍ ନେଇ ସରକାରଙ୍କୁ ଘେରିଲା ଉପଭୋକ୍ତା ସଂଘ, ୨୦ବର୍ଷ ତଳର ଭିତ୍ତିଭୂମିରେ ସେବାକୁ ନେଇ ପ୍ରଶ୍ନ

ଘେରିଲା ଉପଭୋକ୍ତା ସଂଘ, ୨୦ବର୍ଷ ତଳର ଭିତ୍ତିଭୂମିରେ ସେବାକୁ ନେଇ ପ୍ରଶ୍ନ । ଗ୍ରାଉଣ୍ଡ ଜିରୋରୁ ଆସୁଛି ବିଜୁଳି କାଟ୍ ଯନ୍ତ୍ରଣା ଓ ପରିଣାମର ମାଳ ମାଳ ଚିତ୍ର । More
  • Satyendu Shekher Mishra
  • 1 year ago

ଭୋଟ୍ ପୂର୍ବରୁ BJD ଖେଳିଲା ଚାଷୀ କାର୍ଡ, ୩୫ ଲକ୍ଷ ଚାଷୀଙ୍କୁ ୪୪୧ କୋଟିର ସୁଧ ରିହାତି !

୩୫ ଲକ୍ଷ ଖରିଫ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୪୪୧ କୋଟିର ସୁଧ ରିହାତି ଘୋଷଣା । ଭେଳିକି କହି ଅସଲ ଚାଷୀଙ୍କ ପ୍ରଶ୍ନ, କୁଆଡ଼େ ଯାଉଛି ଋଣ ଟଙ୍କା ଓ ସୁବିଧା ? More
  • Manoranjan Behera
  • 1 year ago

OSSC ପ୍ରଶ୍ନପତ୍ରରେ ବଡ଼ ବିଭ୍ରାଟ: ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ଯିବା ପୂର୍ବରୁ ଯାଞ୍ଚ ହେଉ ନାହିଁ କି ?

ଓଡ଼ିଶା ଷ୍ଟାଫ୍ ସିଲେକସନ କମିଶନ(OSSC)ଙ୍କ ନୂଆ ଓଡ଼ିଆ ପ୍ରଶ୍ନପତ୍ର ଦେଖିଲେ ଆପଣଙ୍କ ମୁଣ୍ତ ବୁଲାଇଦେବ । ଏମିତିକି ପ୍ରଶ୍ନପତ୍ର ଦେଖି ପରୀକ୍ଷାର୍ଥୀଙ୍କ ମୁଣ୍ତ ବୁଲାଇ ଦେଉଛି । More
  • Tanmay Kumar Mahalik
  • 1 year ago

ଆହୁରି ଚମକିବ ସିଲଭର୍‌ ସିଟି; କଟକ ରିଂ ରୋଡ୍ ହେବ ୬ ଲେନ୍

କଟକ ରିଂ ରୋଡ୍ ୬ ଲେନ୍ ବିଶିଷ୍ଟ କରିବାକୁ କ୍ୟାବିନେଟ ନିଷ୍ପତ୍ତି ନେଇଥିବାବେଳେ ଖାନନଗର ଠାରୁ ଲିଙ୍କ୍ ରୋଡ୍ ପର୍ଯ୍ୟନ୍ତ ୬ ଲେନ୍ ହେବ ବୋଲି ସୂଚନା ଦିଆଯାଇଛି । More
  • Chandan Shishu
  • 1 year ago

ପ୍ରଶ୍ନପତ୍ରରେ ତ୍ରୁଟି ପରେ ବାତିଲ ହେଲା OSSC ପରୀକ୍ଷା

ପ୍ରଶ୍ନପତ୍ର ସଠିକ ଭାବେ ଯାଞ୍ଚ ହୋଇନଥିବା ଅଭିଯୋଗ ଆଣିଥିଲେ ପରୀକ୍ଷାର୍ଥୀ। ତେଣୁ ପୁଣିଥରେ ପରୀକ୍ଷା କରିବାକୁ ଦାବି କରିଥିଲେ ପରୀକ୍ଷାର୍ଥୀ। More
  • Chandan Shishu
  • 1 year ago

ରାଜ୍ୟରେ ହେଉନି ବିଦ୍ୟୁତ କାଟ: ପ୍ରତାପ ଦେବ

ସମସ୍ୟା ଦେଖାଗଲେ ତୁରନ୍ତ ମରାମତି ଲାଗି କର୍ମଚାରୀ ଓ ଅଧିକାରୀଙ୍କୁ ତାଗିଦ କରାଯାଇଛି। ବୈଷୟିକ ଜନିତ ତ୍ରୁଟି କାରଣରୁ ଲୋ ଭୋଲଟେଜ୍ ଜନିତ ସମସ୍ୟା ରହୁଛି। More
  • Chandan Shishu
  • 1 year ago

ଓଡ଼ିଶାକୁ ଆତଙ୍କବାଦୀଙ୍କ ଟାର୍ଗେଟ ଆଶଙ୍କା କଲା ରାଜ୍ୟ ବିଜେପି

ପୁରୀ ଶ୍ରୀମନ୍ଦିର ସୁରକ୍ଷିତ ଥିବା ନେଇ ରାଜ୍ୟ ସରକାରଙ୍କ ବିବୃତି ଆବଶ୍ୟକ ବୋଲି ସାଂସଦ କହିଛନ୍ତି। ସମ୍ବଲପୁର ହିଂସା ନେଇ ଆମେ ଅମିତ ଶାହାଙ୍କ ଦୃଷ୍ଟି ଆକର୍ଷଣ କରିଛୁ, ରାଜ୍ୟ ସରକାର ରାଷ୍ଟ୍ରହିତ ଦୃଷ୍ଟିରୁ NIAକୁ ତଦନ୍ତ ଦାୟିତ୍ବ ଦିଅନ୍ତୁ ବୋଲି ସାଂସଦ ସୁରେଶ ପୂଜାରୀ ଦାବି କରିଛନ୍ତି। More
  • Chandan Shishu
  • 1 year ago

୯ ଜିଲ୍ଲାକୁ ଅରେଞ୍ଜ ଚେତାବନୀ: ପ୍ରବଳ ବର୍ଷିବ, ୫୦ କିମି ବେଗରେ ପହନ ବହିବ !

ଅନ୍ୟ ଉପକୂଳ ଜିଲ୍ଲାରେ ବି ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ତା ପରେ ବର୍ଷା କମିବ  ଓ ତାପମାତ୍ରା ପୁଣି ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।  More
  • Prangyan Parimita
  • 1 year ago

ନବରଙ୍ଗପୁରରେ କାଶ୍ମୀରର ଭ୍ରମ . .ଚାରିଆଡ଼େ ବରଫର ଚାଦର

ଚାଷ ଜମିରେ ବି ବରଫ ଜମି ରହିଥିବାରୁ ଫସଲ ନଷ୍ଟ ହେବାର ଆଶଙ୍କା ଉପୁଜିଛି । More
  • Prangyan Parimita
  • 1 year ago

ରାଜଧାନୀରେ ଚାଞ୍ଚଲ୍ୟ : ୮ ମହଲାରୁ ପଡ଼ି ଆଇନ୍‌ ଛାତ୍ର ମୃତ

ଭୁବନେଶ୍ୱର ଚନ୍ଦ୍ରମା ଆପାର୍ଟମେଣ୍ଟରୁ ପଡ଼ି ଯୁବକ ମୃତ More
  • Chandan Shishu
  • 1 year ago

OSSC ପରୀକ୍ଷା ପ୍ରଶ୍ନପତ୍ରରେ ସାଂଘାତିକ ତ୍ରୁଟି: ପ୍ରଶ୍ନ ପଢ଼ିବା ମୁସ୍କିଲ, ଉତ୍ତର କେମିତି ଦେବେ ପରୀକ୍ଷାର୍ଥୀ ?

ପୁଣିଥରେ ପରୀକ୍ଷା କରିବାକୁ ଦାବି କରିଛନ୍ତି ପରୀକ୍ଷାର୍ଥୀ। ବିଜେପି ନେତା ଦିଲ୍ଲୀପ ମଲ୍ଲିକ ମଧ୍ୟ ଏ ପ୍ରସଂଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। More
  • Tanmay Kumar Mahalik
  • 1 year ago

ଆଉ ଚଳିବନି ଅନଲାଇନ୍ କ୍ୟାବ୍ କମ୍ପାନୀଙ୍କ ମନମାନି; ବ୍ୟବସାୟ ପାଇଁ ବାଧ୍ୟତାମୂଳକ ଲାଇସେନ୍ସ

ପରିବହନ ବିଭାଗ ଜାରି କରିଛି ‘ଓଡ଼ିଶା ଅନ୍-ଡିମାଣ୍ଡ ଟ୍ରାନ୍ସପୋର୍ଟେସନ୍ ଟେକ୍ନୋଲୋଜି ଏଗ୍ରିଗେଟର୍ସ ଗାଇଡ୍ଲାଇନ୍ସ- ୨୦୨୩’ । ଦେଶର ଷଷ୍ଠ ରାଜ୍ୟ ଭାବେ ଏଭଳି ଗାଇଡଲାଇନ୍ ଆଣିଛି ଓଡ଼ିଶା । ବିଜ୍ଞପ୍ତି ଅନୁସାରେ, ଏକ ହଜାର ପର୍ଯ୍ୟନ୍ତ କ୍ୟାବ୍ ଓ ଦୁଇ ଚକିଆ ଗାଡ଼ି ଚଳାଚଳ ପାଇଁ ୧ ଲକ୍ଷ ଟଙ୍କା, ୧୦ ହଜାର ପର୍ଯ୍ୟନ୍ତ ଗାଡ଼ି ଚଳାଚଳ ପାଇଁ STA ନିକଟରେ ଅଢ଼େଇ ଲକ୍ଷ ଟଙ୍କା ସିକ୍ୟୁରିଟି ରାଶି ଜମା କରିବେ ଅନଲାଇନ୍ ଏଗ୍ରିଗେଟର । ପ୍ରତି ୫ ବର୍ଷରେ ଲାଇସେନ୍ସ ନବୀକରଣ କରିବେ । More
  • Tanmay Kumar Mahalik
  • 1 year ago

ଅକ୍ଷୟ ତୃତୀୟା ପାଇଁ ଗହଣା ଦୋକାନରେ ଗ୍ରାହକଙ୍କ ଖଚାଖଚ୍ ଭିଡ଼, ସପ୍ତାହେ ଯାଏଁ ଲାଗିଛି ଅଫର

ମହିଳାମାନେ ଭଳିକି ଭଳି ଡିଜାଇନର ଗହଣା ଦେଖି ଖୁସି ହୋଇଛନ୍ତି । ଭୁବନେଶ୍ୱରରେ ଆଜି ୨୨ କ୍ୟାରେଟ୍ ସୁନା ୧୦ଗ୍ରାମ ପିଛା ୫୫ ହଜାର ୭୦ ଟଙ୍କା ଦର ଥିବାବେଳେ ୨୪ କ୍ୟାରେଟ୍ ୧୦ ଗ୍ରାମ ସୁନା ପିଛା ୬୧ ହଜାର ୪୧ଟଙ୍କା ରହିଛି । More
  • Tanmay Kumar Mahalik
  • 1 year ago

ଆଖି ବୁଜିଦେଇଛି କି ଜିଲ୍ଲା ପ୍ରଶାସନ ? ଭତ୍ତା ପାଇଁ ଏ କି ଦହଗଞ୍ଜ !

କେବଳ ଗଙ୍ଗା, ରଙ୍ଗା କି ହଳଧରଙ୍କ କାହାଣୀ ନୁହେଁ । ଏକମାଣିଆ ପଞ୍ଚାୟତର ୫୦ରୁ ଅଧିକ ବୃଦ୍ଧ ହିତାଧିକାରୀଙ୍କ ଅବସ୍ଥା ଏଭଳି । ଆକାଉଣ୍ଟକୁ ଆସିଥିବା ଭତ୍ତା ଟଙ୍କା ଉଠାଣ ପାଇଁ ମାସ ପୂରିଲେ ବିପଦଜନକ ଯାତ୍ରା କରିବାକୁ ପଡ଼େ ଏମାଣିଆ, ନଳପହି ଓ ଦକ୍ଷିଣଦିଆ ଲୋକଙ୍କୁ । କାରଣ ପଞ୍ଚାୟତକୁ ୪ପଟୁ ଘେରିରହିଛି ବ୍ରାହ୍ମଣୀ ଓ ଖରସ୍ରୋତା ନଦୀ । More
  • Chandan Shishu
  • 1 year ago

ଓଟିଭି ସାମ୍ବାଦିକା ପ୍ରଜ୍ଞା ଚୌଧୁରୀଙ୍କୁ ପ୍ରବାସୀ ଓଡ଼ିଆ ରତ୍ନ ସମ୍ମାନ

ପ୍ରଭାବୀ ସାମ୍ବାଦିକତା ଦ୍ବାରା ସାମାଜିକ ସମସ୍ୟାର ନିରାକରଣ ପାଇଁ ଓଟିଭିର ସାମ୍ବାଦିକା ପ୍ରଜ୍ଞାଙ୍କୁ ପ୍ରବାସୀ ଓଡ଼ିଆ ରତ୍ନ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। More