• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Friday, 28 April 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Chandan Shishu
  • 1 year ago

ସମ୍ବଲପୁର ହିଂସା: ହିନ୍ଦୁ ସମାଜ ପ୍ରତି ଅତ୍ୟାଚାର ବଢୁଛି କହିଲେ ଧର୍ମେନ୍ଦ୍ର

ସମ୍ବଲପୁର ହିଂସାକୁ ନେଇ ଥମୁନି ବିବାଦ। ଏଥିପାଇଁ କିଏ କରିଥିଲା ଷଡ଼ଯନ୍ତ୍ର? ପୋଲିସ, ଗୁଇନ୍ଦା, ଓ ପ୍ରଶାସନିକ ବିଫଳତା ଦାୟୀ କି? More
  • Chandan Shishu
  • 1 year ago

ଆତଙ୍କ ଦୁନିଆରୁ ଫେରିଆସିଲେ ୬ ଓଡ଼ିଆ, ବଖାଣିଲେ ଅଙ୍ଗେଲିଭା କଥା

ସୁଦାନରେ ଫସିଥିବା ଭାରତୀୟ ନାଗରିକଙ୍କୁ ଘରକୁ ଫେରାଇ ଆଣିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅପରେସନ କାବେରୀ ଜାରି ରହିଛି। ଯାତ୍ରୀଙ୍କୁ ପ୍ରଥମେ ନୌସେନାର INS ସୁମେଧାରେ ପୋର୍ଟ ସୁଦାନରୁ ସାଉଦି ଆରବର ଜେଦାହକୁ ଅଣାଯାଉଛି। More
  • Chandan Shishu
  • 1 year ago

ଗୁପ୍ତଧନ ଆଳରେ ତନ୍ତ୍ରବିଦ୍ୟାର ମିଛ ନାଟକ: କଟକରେ ଭଣ୍ଡ ମୌଲାନା ଗିରଫ

ମହଙ୍ଗା ପଡ଼ିଲା ତନ୍ତ୍ରବିଦ୍ୟାର ମିଛ ନାଟକ...ଭାଣ୍ଡାଫୋଡ୍ ହେଲା ଗୁପ୍ତଧନ ନାଁରେ କଳା ବେପାର। ବିଡ଼ା ବିଡ଼ା ଟଙ୍କା ଆଉ ମାଳ ମାଳ ମୋବାଇଲ।କେବଳ ଟଙ୍କାକି ମୋବାଇଲ ନୁହଁ। ନାମୀ ଦାମୀ ଗାଡ଼ି ଚଢ଼ୁଥିଲେ ମୌଲାନା କୈଫି ଖାନ୍। More
  • Chandan Shishu
  • 1 year ago

ଝାରସୁଗୁଡ଼ା ଉପନିର୍ବାଚନ: କାହା ପାଖକୁ ଯିବ ଆଦିବାସୀ ଓ ଅଘରିଆ ଭୋଟ୍ ?

କଂଗ୍ରେସରୁ ଆସି ବିଜେଡିରେ ଯୋଗ ଦେଇଥିବା ମହେନ୍ଦ୍ର ନାୟକଙ୍କୁ ଧରି ବିଜେଡି ଆଦିବାସୀ ଭୋଟ୍ ନେବାକୁ ରଣନୀତି କରିଛି। ଅନ୍ୟପକ୍ଷରେ ସ୍ବାଧୀନତା ସଂଗ୍ରାମୀ କରୁଣାକର ସିଂ ନାୟକଙ୍କ ଦାୟାଦ ଅମରେନ୍ଦ୍ର ପ୍ରତାପ ସିଂଙ୍କୁ ବିଜେପି ସାମିଲ କରି ଆଦିବାସୀ ଭୋଟ ନେବାକୁ ଉଦ୍ୟମ କରିଛି। More
  • Chandan Shishu
  • 1 year ago

ନ୍ୟାୟ ମିଳିବା କଥା ଯାହା କହୁଛନ୍ତି, ଭଗବାନ ଅଛନ୍ତି: ଦୀପାଳି ଦାସ

ବାପା ତ ଚାଲିଗଲେ, ତାଙ୍କୁ ତ ଆଉ ଫେରାଇ ଆଣି ହେବନି। କାରଣ ଯାହା ବି ଥାଉ, ଏହା ବିଧିର ବିଧାନ ଥିଲା... More
  • Rajalaxmi Sahoo
  • 1 year ago

Today Panchang 28th April 2023: ଜାଣନ୍ତୁ ଆଜିର ଘାତ ଚନ୍ଦ୍ର ଓ ଘାତ ବାର, ଏହି ସମୟରେ ଶୁଭ କାର୍ଯ୍ୟ କରନ୍ତୁ...

ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ଶୁକ୍ରବାର, ଚନ୍ଦ୍ର – କର୍କଟ, ଅହୋରାତ୍ର ତିଥି – ୮ମୀ, ଦିବା ୦୪.୦୧ ଗତେ ୯ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ - ନାସ୍ତି। ଜାଣନ୍ତୁ ଆଜିର ଘାତ ଚନ୍ଦ୍ର ଓ ଘାତ ବାର... More
  • Satyendu Shekher Mishra
  • 1 year ago

ସେ ଓଡିଶାର ପ୍ରଥମ ଗ୍ରାଜୁଏଟ୍-ପ୍ରଥମ MA-ପ୍ରଥମ ବିଲାତ ଯାତ୍ରୀ- ପ୍ରଥମ LLB...

ଦେଶ ତଥା ରାଜ୍ୟ ପାଇଁ ଯାହାର ଅବଦାନ ଅବର୍ଣ୍ଣନୀୟ ତାଙ୍କୁ ଆଜି ପର୍ଯ୍ୟନ୍ତ ଭାରତ ରତ୍ନ ସମ୍ମାନ ନମଳିବାକୁ ନେଇ ଦେଖାଦେଇଛି ଅସନ୍ତୋଷ । More
  • Satyendu Shekher Mishra
  • 1 year ago

ରାଜଧାନୀରେ ପୁଣି ଚାଞ୍ଚଲ୍ୟ, ପଟିଆ ଷ୍ଟେସନ ନିକଟରେ ଜଣେ ଠିକାଦାରଙ୍କୁ ହତ୍ୟା !

ହତ୍ୟା ଅଭିଯୋଗ ଆଣିଲେ ମୃତ ଠିକାଦାରଙ୍କ ଭାଇ । ସଠିକ ତଦନ୍ତ କରି ହତ୍ୟାକାରୀଙ୍କୁ ଧରିବାକୁ ଦାବି । More
  • Satyendu Shekher Mishra
  • 1 year ago

୪ ଦିନ ପ୍ରବଳ ବର୍ଷିବ, ଏହି ସବୁ ଜିଲ୍ଲାକୁ ଦିଆଗଲା ସତର୍କବାଣୀ

ଆସନ୍ତା ୩ରୁ ୪ ଦିନ ରାଜ୍ୟରେ ଜାରି ରହିବ କାଳବୈଶାଖୀ । ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ଆଜି କାଳବୈଶାଖୀ ସମ୍ଭାବନା । More
  • Satyendu Shekher Mishra
  • 1 year ago

ଓଡ଼ିଶାରେ ‘ବନ୍ଦେ ଭାରତ’ର ଟ୍ରାଏଲ ରନ୍, ପୁରୀ-ହାୱଡ଼ା ରୁଟ୍‌ରେ ଗଡ଼ିଲା ଏକ୍ସପ୍ରେସ୍

ଖଡ଼ଗପୁର, ଭଦ୍ରକ, ଯାଜପୁର, କଟକ, ଭୁବନେଶ୍ବର, ଖୋର୍ଦ୍ଧାରେ ରହଣି । ୧୨ଟା ୩୫ରେ ପୁରୀରେ ପହଞ୍ଚି ପୁଣି ୧ଟା ୫୦ରେ ପୁରୀ ଛାଡ଼ିବ । More
  • Chandan Shishu
  • 1 year ago

ପରିବହନ ବିଭାଗର ଅଜବ ନିର୍ଦ୍ଦେଶ ! ଫାଇନ୍‌ କାଟି ଟାର୍ଗେଟ୍‌ ଫୁଲ୍‌ କର

ଆର୍ଟିଓୱାରୀ ଓ ଅଧିକାରୀୱାରୀ ଇ-ଚାଲାଣ ଆଦାୟ ଟାର୍ଗେଟ୍ ଦିଆଯାଇଥିବା କହିଛି ଏସଟିଏ। ଇ-ଚାଲାଣ ଜରିମାନା ଆଦାୟ ପାଇଁ ପରିବହନ ବିଭାଗର ଏଭଳି ଟାର୍ଗେଟ୍ ବ୍ୟବସ୍ଥାକୁ ନାପସନ୍ଦ କରିଛନ୍ତି ସଡ଼କ ସୁରକ୍ଷା ବିଶେଷଜ୍ଞ। More
  • Satyendu Shekher Mishra
  • 1 year ago

୬୦ରୁ ଅଧିକ ନେତାଙ୍କୁ ବିଜେଡି ଦେଇସାରିଲାଣି ଟିକଟ ଥୋପ !

ନିର୍ବାଚନ ମଣ୍ଡଳୀରେ ରହି କାମ କରିବାକୁ ସୁପ୍ରିମୋ ପରାମର୍ଶ । ଯାହାକୁ ଡକରା ଆସିନି, ସେମାନଙ୍କ ଛାତି ଧଡ୍ ଧଡ୍ । More
  • Chandan Shishu
  • 1 year ago

ମନ୍ତ୍ରୀଙ୍କୁ ଘେରିଲେ ଲୋକେ, ହାତ ଟେକିଦେଲେ ମନ୍ତ୍ରୀ !

ଆଳି ଅଞ୍ଚଳ ଗସ୍ତରେ ଆସୁଛନ୍ତି 5T ସଚିବ ଭି.କେ. ପାଣ୍ଡିଆନ। ତେଣୁ ସେତୁ ନିର୍ମାଣରେ ଚକ୍ରାନ୍ତ, ସ୍ବାସ୍ଥ୍ୟକେନ୍ଦ୍ରର ଅବନତି, ଡାକ୍ତର ଅଭାବ, ଶିକ୍ଷକ ଅଭାବ ଆଦି ସମସ୍ୟାକୁ ଧରି ଶାନ୍ତିପୂର୍ଣ୍ଣ ଭାବେ ବିରୋଧ କରାଯିବ ବୋଲି କହିଛି କଂଗ୍ରେସ। More
  • Chandan Shishu
  • 1 year ago

ଉଗ୍ର ହେଲା କଂଗ୍ରେସ କଳି, ତାରାଙ୍କ ପରେ ବର୍ଷିଲେ ସୁର

କଂଗ୍ରେସ ଭବନ ଦେଖିନଥିବା ଲୋକଙ୍କୁ କମିଟିରେ ପଦ ପଦବୀ ମିଳିଥିବା ନେଇ ଆଣିଛନ୍ତି ଅଭିଯୋଗ। କିଛି ନିର୍ଦ୍ଦିଷ୍ଟ ବ୍ୟକ୍ତି ନିଜ ସ୍ୱାର୍ଥ ଲାଗି ଚିହ୍ନା ଜଣାଙ୍କୁ କମିଟିରେ ସ୍ଥାନ ଦେଇଥିବା କହି ସାଂସଦ ସପ୍ତଗିରି ଉଲାକାଙ୍କୁ ପରକ୍ଷରେ ଟାର୍ଗେଟ କରିବା ସହ ଦଳ ଭିତରର ଗୋହି ଖୋଳିଛନ୍ତି। More
  • Tanmay Kumar Mahalik
  • 1 year ago

ଓଡ଼ିଶା ଲିଡରସିପ୍‌ ଆୱାର୍ଡ ୨୦୨୩ରେ OTVକୁ ବେଷ୍ଟ ଏମ୍ପ୍ଲୟର ବ୍ରାଣ୍ଡ ସମ୍ମାନ

ଓଡିଶା ଲିଡରସିପ୍‌ ଆୱାର୍ଡ ୨୦୨୩ ଭୁବନେଶ୍ୱରରେ ପ୍ରଦାନ କରାଯାଇଛି । ୩୧ ତମ ଓଡ଼ିଶା ଲିଡରସିପ୍‌ ଆୱାର୍ଡରେ ମନ୍ତ୍ରୀ ପ୍ରଦୀପ ଅମାତ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। More