• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Thursday, 04 May 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Chandan Shishu
  • 2 years ago

ଭୁବନେଶ୍ୱରରୁ ପୁରୀର ଦୂରତା କେତେ? ୫୬, ୫୨ ନା ୫୦ କିମି?

ଏମିତି କେମିତି ସମ୍ଭବ ? ରାସ୍ତା କଡ଼ରେ ମାଇଲ ଖୁଣ୍ଟ କେଉଁ ଆଧାରରେ ପୋତା ଯାଇଛି? ଦୂରତା ନିର୍ଦ୍ଧାରଣ କରୁଛି କିଏ? ଦୂରତାରେ ତାରତମ୍ୟ ରହୁଥିବାରୁ ବସ୍ ଭଡ଼ାରେ ଯାତ୍ରୀମାନେ ଠକାମିର ଶିକାର ହେଉ ନାହାନ୍ତି ତ। More
  • Chandan Shishu
  • 2 years ago

ସୁପ୍ରିମ କମାଣ୍ଡରଙ୍କୁ ପାଖରେ ପାଇ ଭାବବିହ୍ୱଳ ପାହାଡ଼ପୁର

ଦେଶ ପ୍ରଥମ ନାଗରିକ ତଥା ଆଦରର ଦିଦିଙ୍କୁ ସ୍ୱାଗତ ପାଇଁ ଯେ କେବଳ ପରିବାର ତା ନୁହେଁ, ସାରା ପାହାଡ଼ପୁର ଗାଁ ଲୋକେ ବି ଏକଜୁଟ୍ ହୋଇଥିଲେ। More
  • Prangyan Parimita
  • 2 years ago

ଘର ଗୋଟିଏ, ହେଲେ ହିତାଧିକାରୀ ତିନି ଜଣ : ଗୋଟିଏ ଘରକୁ ଦେଖାଇ ୧୬ ଲକ୍ଷ ହଡ଼ପ

ଆଶ୍ଚର୍ଯ୍ୟର କଥା ହେଲା ହିତାଧିକାରୀମାନେ ହେଉଛନ୍ତି ଗୋଟିଏ ପରିବାରର ସଦସ୍ୟ। ସେମାନେ ହେଲେ ବିଚିତ୍ରାନନ୍ଦ ଜେନା, ତାଙ୍କ ପତ୍ନୀ ଅନନ୍ୟା ରାଉତରାୟ ଓ ପୁଅ ବିଶ୍ୱଜିତ ରାଉତରାୟ। More
  • Prangyan Parimita
  • 2 years ago

ଠକେଇ ଟଙ୍କାରେ ଅଏସ୍ ! ଅଭିଯୁକ୍ତ ଚଢୁଥିଲା ନାମିଦାମୀ ଗାଡି

ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକେଇ। ଆଉ ସେହି ଟଙ୍କାରେ ଅୟସ କରୁଥିଲା ଅଭିଯୁକ୍ତ । More
  • Rajalaxmi Sahoo
  • 2 years ago

ଜନ୍ମମାଟି, ଜନ୍ମଭୂମିରେ ରାଷ୍ଟ୍ରପତି: ଜାଣନ୍ତୁ ମଧ୍ୟାହ୍ନ ଭୋଜନରେ କ’ଣ ଖାଇଲେ ଦ୍ରୌପଦୀ ମୁର୍ମୁ ? 

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଉତ୍ସବମୁଖର ସାରା ମୟୂରଭଞ୍ଜ। ସତେ ଯେମିତି ନୂଆ ରୂପରେ ସଜେଇ ହୋଇଛି ପୁରା ଜିଲ୍ଲା। ରାଷ୍ଟ୍ରପତିଙ୍କ ପାଇଁ ଓଡ଼ିଆ ଖାଦ୍ୟର ବ୍ୟବସ୍ଥା ହୋଇଥିଲା। More
  • Satyendu Shekher Mishra
  • 2 years ago

ପହଞ୍ଚିଲେ ରାଷ୍ଟ୍ରପତି, ସ୍ୱାଗତ କଲେ ରାଜ୍ୟପାଳ ଗଣେଶୀ ଲାଲ..

ତାଙ୍କୁ ସ୍ୱାଗତ କରିଛନ୍ତି ରାଜ୍ୟପାଳ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସ୍ୱାଗତ କଲେ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ମଧ୍ୟ ସ୍ୱାଗତ କରିଛନ୍ତି । More
  • Satyendu Shekher Mishra
  • 2 years ago

ଖଣ୍ଡଗିରି-ଉଦୟଗିରିକୁ ବିଶ୍ୱ ଐତିହ୍ୟ ଘୋଷଣା ପାଇଁ ଦାବି କଲେ ସାଂସଦ

ପ୍ରଥମ ଖ୍ରୀଷ୍ଟାବ୍ଦର ସମ୍ରାଟ ଖାରବେଳ ସମୟରେ ଅନେକ ଶିଳାଲିପି ମଧ୍ୟ ପାହାଡରେ ଖୋଦିତ ହୋଇ ରହିଛି । More
  • Tanmay Kumar Mahalik
  • 2 years ago

Today Panchang 4th May 2023: ଜାଣନ୍ତୁ ଆଜିର ପଞ୍ଚାଙ୍ଗ, ଶୁଭ ମୁହୂର୍ତ୍ତ ଦେଖି ଘରେ କରନ୍ତୁ ଶୁଭ କାର୍ଯ୍ୟ

ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀ ୦୪ ତାରିଖ ଗୁରୁବାର । ଜାଣିନିଅନ୍ତୁ ଶୁଭ ଅଶୁଭ ସମୟ More
  • Rajalaxmi Sahoo
  • 2 years ago

ଝାରସୁଗୁଡ଼ା ଉପନିର୍ବାଚନ: ପ୍ରଚାର ବେଳେ ହିଂସା, ଥାନାରେ ମାମଲା

ଝାରସୁଗୁଡ଼ା ଉପ ନିର୍ବାଚନ ପ୍ରଚାର ବେଳେ ହିଂସା ହୋଇଥିବା ଅଭିଯୋଗ ହୋଇଛି। ଘଟଣାକୁ ନେଇ ବିଜେପି ଓ ବିଜେଡି ମଧ୍ୟରେ ଆରୋପ ଓ ପ୍ରତ୍ୟାରୋପ ଜୋର ଧରିବା  ପରେ ଥାନାରେ ମାମଲା ରୁଜୁ ହୋଇଛି। More
  • Satyendu Shekher Mishra
  • 2 years ago

ଝାରସୁଗୁଡ଼ା ଉପନିର୍ବାଚନ: BJP ପ୍ରାର୍ଥୀଙ୍କୁ ଆକ୍ରମଣ, ପ୍ରଚାରରେ ବାଧା ଦେଲା ବିଜେଡି !

କେନ୍ଦ୍ରୀୟ ଫୋର୍ସ ମୁତୟନ ନେଇ ସିଇଓଙ୍କ ପାଖେ ବିଜେପିର ଦାବି । ପଦ୍ମ ଛାଡ଼ି ଶଙ୍ଖ ଧରିଲେ ଜିଲ୍ଲା ବିଜେପି ସଭାପତି ମଙ୍ଗଳ ସାହୁ । More
  • Satyendu Shekher Mishra
  • 2 years ago

ଭଣ୍ଡ ମୌଲାନା କୈଫି ଖାନର ଫିଟୁଛି ମହାଗୁମର, ଏବେ ସାମ୍ନାକୁ ଆସିଛି ଗ୍ୟାଙ୍ଗଷ୍ଟର ଲିଙ୍କ୍‌...

ଗୁପ୍ତଧନ ଓ ଭୂତ ଛଡ଼ାଇବାର ଭାଣ୍ଡାମି କରି ଲଗାଉଥିଲା ଚୂନା । ସାମ୍ନାକୁ ଆସିଲାଣି ୬ଟି ମାମଲା, ଦେଢ଼ କୋଟିର ମିଳିଛି ହିସାବ । ୪ ଦିନିଆ ପୋଲିସ ରିମାଣ୍ଡରେ ଗଲା ଭଣ୍ଡ ମୌଲାନା କୈଫି ଖାନ୍ । More
  • Satyendu Shekher Mishra
  • 2 years ago

ମଦ ପିଇ ଗାଡ଼ି ଚଳାଉଥିଲେ ସାବଧାନ ! ଏଣିକି ୨ ବର୍ଷ ଜେଲ୍, ୧୫୦୦୦ ଫାଇନ୍

କଡ଼ା ନିୟମ ନେଇ ଡିଜିପିଙ୍କୁ ପରିବହନ ସଚିବଙ୍କ ଚିଠି । କାର୍ଯ୍ୟକାରିତା ନେଇ ପ୍ରଶ୍ନ ଉଠାଇଲେ ବିଶେଷଜ୍ଞ । More
  • Satyendu Shekher Mishra
  • 2 years ago

ଜାଗା ମାଫିଆର ଖେଳ ଖତମ୍ ! କବଜାକୁ ଆସିଲା ଶହେ ବାଉନସରଙ୍କ ସର୍ଦ୍ଦାର...

ଦେଢ଼ମାସର ଲୁଚକାଳି ପରେ ରାଘବ ଜେନା ଗିରଫ । ଫୁଙ୍ଗୁଳା ଦେହରେ ଚଲେଇ ଚଲେଇ କୋର୍ଟଚାଲାଣ । More
  • Tanmay Kumar Mahalik
  • 2 years ago

ଆସୁଛନ୍ତି ରାଷ୍ଟ୍ରପତି, ସଜେଇ ହେଉଛି ଜନ୍ମମାଟି ରାଇରଙ୍ଗପୁର

ରାଷ୍ଟ୍ରପତିଙ୍କ ପାଇଁ ପ୍ରସ୍ତୁତ ରହିଛି ପାହାଡପୁରର ପୂଜାସ୍ଥଳ ଗୋଷାଣୀ । ଏଠାରେ ଆଦିବାସୀ ରୀତିନୀତିରେ ପୂଜା କରିବେ ରାଷ୍ଟ୍ରପତି । ପୂର୍ବରୁ ଝାଡ଼ଖଣ୍ଡ ରାଜ୍ୟପାଳ ଥିବା ସମୟରେ ସେ ଗୋଷାଣୀକୁ ଆସି ପୂଜା କରିଥିଲେ । ହେଲେ ରାଷ୍ଟ୍ରପତି ହେବାପରେ ଏହା ତାଙ୍କର ପ୍ରଥମ ଗସ୍ତ । More