• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Saturday, 06 May 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Chandan Shishu
  • 1 year ago

ଭୋଟ୍ ବେଳେ ପ୍ୟାକେଜ ଘୋଷଣା: ଝାରସୁଗୁଡ଼ାରେ ଆଦର୍ଶ ଆଚରଣ ବିଧିର ଖୋଲା ଉଲଂଘନ ଅଭିଯୋଗ

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବା ବେଳେ ଏହାର ଖୋଲାଖୋଲି ଉଲ୍ଲଂଘନ ଅଭିଯୋଗ। ବିଭିନ୍ନ ସମାଜ ଓ ବର୍ଗର ଭୋଟରଙ୍କୁ ଆଖି ଆଗରେ ରଖି ପ୍ୟାକେଜ୍ ଘୋଷଣା କରିଛନ୍ତି ରାଜ୍ୟ ସରକାର। More
  • Chandan Shishu
  • 1 year ago

ରାଜ୍ୟ ସରକାରଙ୍କ ଚୂନବୋଳା 5T ସ୍କୁଲ: ବାହାରେ ଚକ୍ ଚକ୍ , ଭିତରେ ଫମ୍ପା

ଖାଲି ଗୋଟିଏ କି ଦୁଇଟି ସ୍ଥାନରେ ନୁହେଁ, ରାଜ୍ୟର ଏକାଧିକ ହାଇସ୍କୁଲରେ ଏବେ ସମାନ ଅବସ୍ଥା। ସରକାରଙ୍କ 5T ସ୍କୁଲର ବିକଳ ଚିତ୍ର ଦେଖିଲେ ଯେ କେହି ଆଶ୍ଚର୍ଯ୍ୟ ହେବ। More
  • Pramod Behera
  • 1 year ago

ଟେଷ୍ଟ୍‌ କ୍ରିକେଟ୍‌ରେ ବିଶ୍ୱବିଜୟୀ ହୋଇପାରିବ କି ଭାରତ

ଆଉ ମାସେ ପରେ ଆଇସିସି ବିଶ୍ୱ ଟେଷ୍ଟ୍‌ ଚାମ୍ପିଅନ୍‌ସିପ୍‌ର ଫାଇନାଲ୍ ମ୍ୟାଚ୍। ଟିମ୍ ଇଣ୍ଡିଆ କ୍ରମାଗତ ଦ୍ୱିତୀୟ ଥର ଫାଇନାଲ୍‌ରେ ସ୍ଥାନ ପାଇଛି। ଭାରତୀୟ ଟିମ୍ ଆଗରେ ରହିଛି ଅଷ୍ଟ୍ରେଲିଆ। ବଡ଼ ପ୍ରଶ୍ନ ହେଉଛି, ଏଥର ଟିମ୍ ଇଣ୍ଡିଆର ଟେଷ୍ଟ୍‌ କ୍ରିକେଟ୍‌ରେ ବିଶ୍ୱବିଜୟୀ ହେବାର ସ୍ୱପ୍ନ ସାକାର ହେବ ତ? ଅଷ୍ଟ୍ରେଲିଆକୁ ହରାଇ ଡବ୍ଲ୍ୟୁଟିସି ଫାଇନାଲ୍ ଜିତିପାରିବ ତ ରୋହିତ ସେନା? More
  • Chandan Shishu
  • 1 year ago

ରାଷ୍ଟ୍ରପତିଙ୍କ ଭାଷଣରେ ଅନ୍ଧାର ନେଇ କ୍ଷମା ମାଗିଲେ କୁଳପତି

ବିଭ୍ରାଟ ପରେ କ୍ଷମା ମାଗିଛନ୍ତି କୁଳପତି। MSCBU କୁଳପତି ପ୍ରଫେସର ସନ୍ତୋଷ ତ୍ରିପାଠୀ କ୍ଷମା ମାଗିଛନ୍ତି। More
  • Satyendu Shekher Mishra
  • 1 year ago

ଭାଷଣ ଦେଉଥିଲେ ମହାମହିମ ରାଷ୍ଟ୍ରପତି, କଟିଗଲା ଲାଇନ୍

ହଲରେ ପୂରା କିଟିକିଟି ଅନ୍ଧାରରେ ବସିଲେ ନିମନ୍ତ୍ରିତ ଅତିଥି । ପ୍ରାୟ ୯ ମିନିଟ ପରେ ଜେନେରେଟର ଦ୍ବାରା ବିଜୁଳି ପୁନର୍ବାହାଲ ସୂଚନା । More
  • Satyendu Shekher Mishra
  • 1 year ago

ରୋଡ୍‌ ରୋମିଓଙ୍କ ଉତ୍ପାତ ! ଲେଡିଜ୍‌ ହଷ୍ଟେଲ ଭିତରେ ପଶି କଲେ ହଙ୍ଗାମା...

ଶୁକ୍ରବାର ରାତି ପ୍ରାୟ ୧୦ଟା ବେଳେ ଘଟିଥିଲା ଘଟଣା । ନୟାପଲ୍ଲୀ ପୋଲିସ ଘଟଣାର ଛାନଭିନ ଜାରି ରଖିଛି । More
  • Satyendu Shekher Mishra
  • 1 year ago

ରାଷ୍ଟ୍ରପତିଙ୍କ ଗସ୍ତର ଅନ୍ତିମ ଦିନ, ସନ୍ଧ୍ୟାରେ ଫେରିଯିବେ ଦିଲ୍ଲୀ

ମୟୂରଭଞ୍ଜର ଦେଶୀ ଚାଉଳ ମୁଗେଇଶାଳର ଭାତ, ପଞ୍ଚମେଲନ ଡାଲି ଓ ପୋଟଳ-ନଡିଆ ରସରେ ପ୍ରସ୍ତୁତ କୋର୍ମା ରାଷ୍ଟ୍ରପତିଙ୍କୁ ପରଷା ଯାଇଥିଲା। More
  • Chandan Shishu
  • 1 year ago

ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର: ହସପିଟାଲରେ ଡାକ୍ତର ଅଭାବ, ରୋଗୀ ପାଇଁ ସାହା ଭରସା ଗୁଣିଆ

କେବଳ ଧରମପଲ୍ଲୀ ସ୍ୱାସ୍ଥ୍ୟକେନ୍ଦ୍ର କଥା ନୁହେଁ, ୩ ଶହ ଶଯ୍ୟା ବିଶିଷ୍ଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବି ୧୦୯ ଡାକ୍ତର ପଦବୀ ଥିବା ବେଳେ ଅଛନ୍ତି ମାତ୍ର ୩୩ ଜଣ ଡାକ୍ତର। ତେଣୁ ଭାବନ୍ତୁ ଏଠି କେମିତି ଚିକିତ୍ସା ସେବା ପାଉଥିବେ ରୋଗୀ।  More
  • Chandan Shishu
  • 1 year ago

ଝାରସୁଗୁଡ଼ାରେ ବିଜେଡିକୁ ଅଡୁଆ ଗୋଷ୍ଠୀ କନ୍ଦଳ: ଦିବଙ୍ଗତ ନବ ଓ କିଶୋର ଗୋଷ୍ଠୀ ମଧ୍ୟରେ ଛକାପଞ୍ଝା

ଝାରସୁଗୁଡ଼ା ଉପନିର୍ବାଚନରେ ବିରୋଧୀ ଅପେକ୍ଷା ବିଜେଡିକୁ ବିଜେଡିର ଚିନ୍ତା। ଅଡୁଆ ହୋଇପାରେ ଦଳରେ ଚାଲିଥିବା ଗୋଷ୍ଠୀ କନ୍ଦଳ। କାରଣ ଦିବଂଗତ ନେତା ନବ ଦାସ ଓ କିଶୋର ମହାନ୍ତିଙ୍କ ଗୋଷ୍ଠୀ ମଧ୍ୟରେ ଲାଗି ରହିଛି ଛକାପଞ୍ଝା। More
  • Sarbeswar
  • 1 year ago

କାନଖୋଲି ଶୁଣ ପ୍ରଶାସନ...ପାଣି ତ ଦେଲନି, ଆମେ ଚାଷ କରିବୁ କେମିତି?

ଶୁଣ ପ୍ରଶାସନ...ଅମଳ ବେଳକୁ ପାଣି ବନ୍ଦ କରିଦେଲ...ଆମେ ଚାଷ କରିବୁ କେମିତି? ଲୋନ୍‌ ଟଙ୍କା ସୁଝିବୁ କେମିତି? More
  • Prangyan Parimita
  • 1 year ago

ଅଘଟଣ ପରେ ଚେତିଲା ପୁରୀ ପ୍ରଶାସନ : ପୁରୀ ବେଳାଭୂମିର ୩ଟି ସେକ୍ଟରରେ ଲାଗିଲା ରେଡଫ୍ଲାଗ୍

ରେଡଫ୍ଲାଗ୍ ଲାଗିଥିବା ବେଳାଭୂମିରେ ପାଟ୍ରୋଲିଂକୁ ଜୋରଦାର କରାଯାଇଛି। ଲଗାତର ଦୁଇଦିନର ଅଘଟଣ ପରେ ବି କିଛି ଅମାନିଆ ସମୁଦ୍ର ଭିତରକୁ ଯାଇ ମଉଜ ମସ୍ତି କରୁଥିବାରୁ ଜେଟ୍ ସ୍କି ଧରି ବୁଲୁଥିବା ଲାଇଫଗାର୍ଡ ମାନେ ସେମାନଙ୍କୁ କୂଳକୁ ଯିବା ପାଇଁ ତାଦିଦ୍ କରୁଛନ୍ତି More
  • Prangyan Parimita
  • 1 year ago

ଗସ୍ତର ଦ୍ୱିତୀୟ ଦିନରେ ଶିମିଳିପାଳ ବୁଲିଲେ ରାଷ୍ଟ୍ରପତି

ସକାଳୁ ମହାଦେବଙ୍କ ପୂଜାର୍ଚ୍ଚନା କଲେ ମହାମହିମ । ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧିରେ ଦେଲେ ଶ୍ରଦ୍ଧାଞ୍ଜଳି । ପ୍ରୋଟୋକଲ ଭାଙ୍ଗି ନିଜ ଘରେ ରାତ୍ରିଯାପନ କଲେ । More