ସଂକ୍ଷେପରେ ଆଜିର ତାଜା ଖବର - Tuesday, 16 May 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

‘ଓଡ଼ିଶାରେ ଫାଳେ ଇଞ୍ଜିନରେ ଚାଲିଛି ସରକାର’

ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କଟାକ୍ଷ , ତେଜିଲା ଆରୋପ ପ୍ରତ୍ୟାରୋପ More

ଏଇ ଗୁରୁବାର ସକାଳ ୧୦ଟା ସୁଦ୍ଧା ବାହାରିବ ମାଟ୍ରିକ ରେଜଲ୍ଟ

୧୨ ଟାରୁ ୱେବସାଇଟରେ ଉପଲବ୍ଧ, ଏସଏମଏସରେ ଜାଣି ହେବ । ୧୦ମ ଶ୍ରେଣୀ ରେଜଲ୍ଟ ଅପେକ୍ଷାରେ ୫ ଲକ୍ଷ ୪୧ ହଜାରରୁ ଅଧିକ ଛାତ୍ରଛାତ୍ରୀ । More

ମୁଣ୍ଡଫଟା ଖରା, ଅସହ୍ୟ ଗୁଳୁଗୁଳି, ଅସ୍ତବ୍ୟସ୍ତ କରୁଛି ଗରମ ! ପଶ୍ଚିମରେ ପାରଦ ୪୪ଂ ଉପରେ

କାଳବୈଶାଖୀ ପ୍ରଭାବରେ ଦକ୍ଷିଣ ଓଡ଼ିଶା ଓ ଉପକୂଳର କିଛି ସ୍ଥାନରେ ବର୍ଷା ହେବା ଫଳରେ ଲୋକେ ତାତିରୁ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି। । More

ଅଡୁଆରେ BJD ବିଧାୟକ ଶଶିଭୂଷଣ, ବୋହୂ ଆଣିଲେ ଯୌତୁକ ନିର୍ଯାତନା ଅଭିଯୋଗ

ବାଙ୍କୀ ଥାନାରେ ମାମଲା ରୁଜୁର ୨ ମାସ ପରେ ସାମ୍ନାକୁ ଆସିଲେ ବୋହୂ । ନିର୍ଯାତନାର କାହାଣୀ ବଖାଣିଲେ ବୋହୂ ରୋନାଲି, ଶଶି କହିଲେ ଭିତ୍ତିହୀନ । More

Royal Family Dispute: ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲା ବଲାଙ୍ଗିର ରାଜାଘର ଗୁମର

ସଂଗୀନ ଅଭିଯୋଗ ଆଣିଲେ ଅନଙ୍ଗ ଉଦୟଙ୍କ ବୋହୁ ଅଦ୍ରିଜା ସିଂଦେଓ । ଅର୍କେଶ ଡିଭୋର୍ସ ଦେବାକୁ ଚାହିଁବାର କାରଣ ଜାଣିପାରୁନି କହିଲେ ଅଦ୍ରିଜା । କୋର୍ଟରେ ମାମଲା ବିଚାରାଧୀନ ରହିଛି କହିଲେ ଅର୍କେଶ ସିଂଦେଓ । More

ରାତି ଅଧରେ କରେଣ୍ଟ ବିନା କଲବଲ ଜନ ଜୀବନ : ଘଡ଼ିଏ ଘର ଭିତରେ ତ, ଆର ଘଡ଼ିକ ବାହାରେ

ଭୁବନେଶ୍ୱରରୁ ବାଲେଶ୍ୱର ଯାଏଁ ବିଜୁଳି ଯନ୍ତ୍ରଣାର ଦୟନୀୟ ଚିତ୍ର । ଗ୍ରାହକଙ୍କ ମୁଣ୍ଡକୁ ଦୋଷ ଠେଲିଲେ ଟିପିସିଓଡିଏଲ୍ ଅଧିକାରୀ । ଅଧିକ ଏସି ବ୍ୟବହାରରୁ ହେଉଛି ସମସ୍ୟା- TPCODL କର୍ତ୍ତୃପକ୍ଷ । More

ଜୁଏଲାରୀ ଦୋକାନ ଲୁଟର ୨୪ ଘଣ୍ଟା ପରେ ବି ପୋଲିସ୍ ହାତ ଖାଲି, ୩ଜଣଙ୍କ ଫଟୋ ଜାରି କରି ପୁରସ୍କାର ଘୋଷଣା

ହାଇୱେ ପାଖ ଗହଣା ଦୋକାନ ଓ ବ୍ୟାଙ୍କ ଲଟପାଟକୁ ନେଇ ବଢ଼ିଲା ଚିନ୍ତା More

ଭୁବନେଶ୍ୱର ବାସିନ୍ଦାଙ୍କୁ କେବେ ମିଳିବ ସ୍ମାର୍ଟ ପାର୍କିଂ ସୁବିଧା ?

ଅଢ଼େଇ କୋଟି ଖର୍ଚ୍ଚରେ ଜନପଥରେ ୨୦୨୧ରୁ ପ୍ରସ୍ତୁତ ହେଲାଣି ଭିତ୍ତିଭୂମି । ବ୍ୟବସ୍ଥା ସମ୍ପର୍କରେ ଲୋକେ ଅଜ୍ଞ, କର୍ତ୍ତୃପକ୍ଷ କହିଲେ ଖୁବଶୀଘ୍ର କାର୍ଯ୍ୟକାରୀ । More

ଜୁନ୍ ୪ରେ କେରଳ ଛୁଇଁବ ମୌସୁମୀ ବାୟୁ!

ଜୁନ୍ ୧ ବଦଳରେ ସାମାନ୍ୟ ବିଳମ୍ବରେ ୪ରେ ଛୁଇଁବା ସମ୍ଭାବନା More

୨୪ ନିର୍ବାଚନରେ କଂଗ୍ରେସ କମ୍‌ବ୍ୟାକ୍‌ କରିପାରିବ ତ ?

ରାଜ୍ୟରେ ଯେତୋଟି ବି ଉପ-ନିର୍ବାଚନ ହୋଇଛି । ସେଥିମଧ୍ୟରୁ ଦଳ ପ୍ରାୟତଃ ହାର୍‌ର ସାମନା କରିଛି, କେବଳ ବ୍ରଜାରାଜନଗର ଏବଂ ତିର୍ତ୍ତୋଲକୁ ଛାଡିଦେଲେ ଦଳ ଅନ୍ୟ ସବୁଠି ପ୍ରାୟତଃ ଅମାନତ ହରାଇଛି  । More

ବରିଷ୍ଠ ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶଶିଭୂଷଣ ବେହେରାଙ୍କ ନାଁରେ ଏତଲା

ଯୌତୁକ ନିର୍ଯାତନା ଓ ମାରପିଟ ନେଇ ଥାନାରେ ଏତଲା ଦେଇଛନ୍ତି ଶଶିଭୂଷଣଙ୍କ ବୋହୂ । More

Big Breaking: ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଦିନ ୧୨ଟା ସୁଦ୍ଧା ଛାତ୍ରଛାତ୍ରୀ ସେମାନଙ୍କର ରେଜଲ୍ଟ ଜାଣିପାରିବେ । More

ରାଜା ଘର ଗୁମର କଥା: ‘ଘରକୁ ଗୁଣ୍ଡା ଆଣୁଥିଲେ ଅଦ୍ରିଜାଙ୍କ ବାପା, ଜମି ମାଫିଆଙ୍କ ସହ ରହିଛି ସମ୍ପର୍କ’

ପତ୍ନୀ ଅଦ୍ରିଜାଙ୍କ ଅଭିଯୋଗ ଉପରେ ସ୍ୱାମୀ ଅର୍କେଶ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ‘ମୁଁ ତାଙ୍କ(ଅଦ୍ରିଜା) ବାପାଙ୍କୁ କହିଲି ଦଶ ଦଶଟା ଗୁଣ୍ଡା ଆଣି କାହିଁକି ଘରେ ପସାଉଛନ୍ତି? ସେ କହିଲେ ଦଶଟା କଣ ଶହେ ଗୁଣ୍ଡା ନେଇକି ଆସିବି।’ More

ଆଜି ମାଟ୍ରିକ ରେଜଲ୍ଟ ତାରିଖ ଘୋଷଣା

ଆଜି ଘୋଷଣା ହେବ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶନ ତାରିଖ । କଟକ ବୋର୍ଡ କାର୍ଯ୍ୟାଳୟରେ ଦିନ ୧୧ଟା ୩୦ରେ ଘୋଷଣା ହେବ । ଏନେଇ ସୂଚନା ଦେଲେ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି । More

ରାଜା ଘରର ବଡ଼ ଗୁମର ଖୋଲିଲେ ବୋହୂ, କହିଲେ- ‘ବେଡ୍‌ରୁମ୍‌ରେ କ୍ୟାମେରା ଲଗେଇ ଥିଲେ, ଷ୍ଟାଫ୍‌ଙ୍କୁ ପଠାଇ ପିଟିଥିଲେ’

ଅନଙ୍ଗ ଉଦୟ ସିଂ ଦେଓଙ୍କ ସାନ ପୁଅ ଅର୍କେଶ ସିଂ ଦେଓଙ୍କ ବିରୋଧରେ ତାଙ୍କ ପତ୍ନୀ ଅଦ୍ରିଜା ସିଂ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ଅଭିଯୋଗ ଅନୁସାରେ, ଶ୍ୱଶୁର ଅନଙ୍ଗ ଉଦୟ ସିଂ ଦେଓ, ବିଜୟ ଲକ୍ଷ୍ମୀ ଦେବୀ, ମେଘନା ରାଣା ଗତ ୫ ବର୍ଷ ଧରି ବାରମ୍ବାର ମାନସିକ ନିର୍ଯାତନା ଦେଉଥିଲେ। More

ସୁନା ଦୋକାନରେ ଆତଙ୍କ ଖେଳାଇଲେ ଡକାୟତ: ଭୟରେ ବେହୋସ ହେଲେ କର୍ମଚାରୀ, ସବୁ ଲୁଟି ନେଇ ପଳାଇଲେ...

୧୫ କିଲୋରୁ ଅଧିକ ମୂଲ୍ୟବାନ ସୁନା ଓ ରୂପା ଅଳଙ୍କାର ଧରି କୁଆଡ଼େ ଗଲେ ଡକାୟତ ? ଗତକାଲି ଦିନ ଦ୍ୱିପ୍ରହରରେ ଅଳଙ୍କାର ଦୋକାନରେ ପଶି କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଡକାୟତମାନେ ସୁନା, ହୀରା ଓ ରୂପା ଅଳଙ୍କାର ଲୁଟି ନେଇଥିଲେ। More

ଏପଟେ ବଢ଼ୁଛି ତାତି, ସେପଟେ ପାୱାର କଟ୍‌: ରାତି ୧୧ଟାରୁ କଟିଲା, ଭୋର ୪ଟାରେ ଆସିଲା

ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳିରେ ଲୋକମାନେ ଅସ୍ତବ୍ୟସ୍ତ ହେଉଥିବା ବେଳେ ଅଘୋଷିତ ବିଦ୍ୟୁତ୍‌ କାଟ୍ ଏହି ଦୁଃଖକୁ ଆହୁରି ବଢ଼ାଇ ଦେଇଛି। ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍‌ କାଟ୍‌କୁ ନେଇ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି। More

ଅର୍କେଶଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଲେ ପତ୍ନୀ ଅଦ୍ରିଜା ସିଂ

ଅଦ୍ରିଜା ହେଉଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ବିଶ୍ୱନାଥ ପ୍ରତାପ ସିଂଙ୍କ ନାତୁଣୀ। ଅଦ୍ରିଜା ତାଙ୍କ ପରିବାର ସହ ଏବେ ଉତ୍ତରାଖଣ୍ଡରେ ରହୁଥିବା ବେଳେ ସେଠାରେ ଏକ ଥାନାରେ ଅଭିଯୋଗ କରିଥିଲେ। More

ସରିଛି ଟ୍ରାଏଲ ରନ୍, ୧୮ରେ ଗଡ଼ିବ ପୁରୀ-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ

୧୮ରେ ପୁରୀ-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ ମୋଦି । ଓଡ଼ିଶାରେ ପ୍ରଥମ କରି ଚଳାଚଳ କରିବ ସେମି ହାଇସ୍ପିଡ୍ ଟ୍ରେନ୍ । More

ଗଡୁଛି ସମୟ, ବଢୁଛି ଦ୍ୱନ୍ଦ୍ୱ ! ୨ ମନ୍ତ୍ରୀ ଓ ବାଚସ୍ପତିଙ୍କ ଇସ୍ତଫାକୁ ୩ ଦିନ ବିତିଲା

ସ୍ପଷ୍ଟ ହେଉନି ରାଜ୍ୟ ମନ୍ତ୍ରିମଣ୍ଡଳ ଅଦଳବଦଳ ଚିତ୍ର । ଅସନ୍ତୁଷ୍ଟଙ୍କୁ ବୋଧ ଦେବାକୁ ମାପିଚୁପି ଗୋଟି ଚାଳନାରୁ ବିଳମ୍ବ ଚର୍ଚ୍ଚା । ମନ୍ତ୍ରିମଣ୍ଡଳ ଅଦଳବଦଳକୁ ନେଇ ବଢୁଛି ଆଶାୟୀଙ୍କ ତାଲିକା । More

ଟାଇଁ ଟାଇଁ ଖରା.. ଅସମ୍ଭାଳ ତାତି.. ଜଳୁଛି ପଶ୍ଚିମ ଓଡ଼ିଶା...

ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ଏଇ ୮ ସହରରେ କାଲି ୪୫ ଡିଗ୍ରୀ ଛୁଇଁପାରେ ଦିନର ସର୍ବୋଚ୍ଚ ତାପମାତ୍ରା। More

Special Report: ଗୋଟିଏ ଛାତ ତଳେ ରହୁଛନ୍ତି ୪ ପୀଢ଼ିର ୪୦ ସଦସ୍ୟ

ନ୍ୟୁକ୍ଲିୟର ଫ୍ୟାମିଲି ଯୁଗରେ ବି ବଞ୍ଚିଛି ଯୌଥ ପରିବାର ବ୍ୟବସ୍ଥା । More