ସଂକ୍ଷେପରେ ଆଜିର ତାଜା ଖବର - Thursday, 18 May 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ରାତି ପାହିଲେ ସାବିତ୍ରୀ ଓଷା: ବଜାରରୁ ଫଳ କିଣିଲାବେଳକୁ କରେଣ୍ଟ ମାରୁଛି ଆକାଶଛୁଆଁ ଦର

ସେଓ କିଲୋଗ୍ରାମ ପ୍ରତି ଦର ୨୦୦ରୁ ୨୫୦ ଟିପିଥିବା ବେଳେ ଲିଚୁ ୨୦୦ ଛୁଇଁଛି। ଅଙ୍ଗୁର ୨୦୦ରୁ ତେଣିକି ଏବଂ ପିଜୁଳି କିଲୋ ୧୦୦ରୁ ଅଧିକ। More

୨୦୨୪ରେ ପୁଣି ଥରେ ମୋଦି ପ୍ରଧାନମନ୍ତ୍ରୀ ହେବେ ବୋଲି ଆକଳନ କରୁଛନ୍ତି କି ନବୀନ ?

ମୋଦିଙ୍କ ଆଡ଼କୁ ଢଳୁଛନ୍ତି କି ନବୀନ ? ୨୦୨୪ ନିର୍ବାଚନ ପୂର୍ବରୁ ନୂଆ ସମୀକରଣ ହେଉଛି କି ? More

ଅଶୋକ ପଣ୍ଡା କେଉଁ ବିଭାଗର ମନ୍ତ୍ରୀ..ଜାଣନ୍ତିନି କି ଉନ୍ନୟନ କମିଶନର ?

ରାଜ୍ୟରେ କେମିତି ଚାଲିଛି ଶାସନ ? ମନ୍ତ୍ରୀ, ବିଧାୟକଙ୍କୁ ମିଳୁଛି କି ଉପଯୁକ୍ତ ସମ୍ମାନ ? ମନ୍ତ୍ରୀଙ୍କ ପାଖରେ କେଉଁ କେଉଁ ବିଭାଗ ଜାଣିଛନ୍ତି ତ ସଚିବ ? More

ପୁରୀରୁ ହାୱଡ଼ା ଦୌଡ଼ିଲା ବନ୍ଦେ ଭାରତ; ଖୁବଶୀଘ୍ର ଗଡ଼ିବ ବନ୍ଦେ ମେଟ୍ରୋ ଓ ବନ୍ଦେ ସ୍ଲିପର

ଉତ୍କଣ୍ଠା ଓ ପ୍ରତୀକ୍ଷାର ଅନ୍ତ ହେଲା ।ପୁରୀରୁ ଦୌଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ । ଦିଲ୍ଲୀରୁ ଭର୍ଚୁଆଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁଜ ପତାକା ଦେଖାଇବା ପରେ ଜଗନ୍ନାଥଙ୍କ ଧାମ ପୁରୀରୁ ପଶ୍ଚିମବଙ୍ଗର ହାୱଡ଼ା ଅଭିମୁଖେ ଗଡ଼ିଥିଲା ବନ୍ଦେ ଭାରତ ଏକ୍ସପ୍ରେସ । More

ମାଟ୍ରିକ ପରୀକ୍ଷାରେ କମାଲ୍ ଦେଖାଇଲେ ପାନ ଦୋକାନୀ, ମେକାନିକ ଓ ରୋଷେୟାଙ୍କ ପୁଅଝିଅ

ସଫଳତାର ଶୀର୍ଷ ଛୁଇଁଥିବା ଏମିତି କିଛି ବିଦ୍ୟାର୍ଥୀଙ୍କ କଥା ଜାଣିବା, ଯାହାଙ୍କ ସଫଳତା ଶୁଣିଲେ ଆପଣଙ୍କୁ ପ୍ରେରଣା ଦେବ। More

IPS ସ୍ତରରେ ବଡ଼ ଧରଣର ଅଦଳ ବଦଳ, ବଦଳିଲେ ୫ ଏସ୍‌ପି

୫ ଜିଲ୍ଲାର ଏସପିଙ୍କ ସମେତ ମୋଟ ୧୮ ଜଣଙ୍କ ବଦଳି ହୋଇଛି।  More

ସମ୍ବଲପୁର, ଝାରସୁଗୁଡ଼ା ଓ ଗଂଜାମ ଜିଲ୍ଲାରେ ଗଡ଼ିବ ‘ମୋ ବସ୍’

ଆଉ ୩ଟି ଜିଲ୍ଲାରେ ‘ମୋ ବସ୍’ ସେବା More

ଏବର୍ଷ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ୨୩ରୁ ରିଚେକିଂ

ଗତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇପାରି ନଥିଲା, କିନ୍ତୁ ଏଥର ହେବ। ଫେଲ୍‌ କିମ୍ବା ଡ୍ରପଆଉଟ୍ ହୋଇଥିବା ପିଲାଙ୍କ ପାଇଁ ଏହି ପରୀକ୍ଷା ହେବ। More

ଗଡ଼ିଲା ବନ୍ଦେ ଭାରତ, ହାୱଡ଼ା ଅଭିମୁଖେ ପ୍ରଥମ ଯାତ୍ରା

ରାଜ୍ୟ ପାଇଁ ଆଉ ୨ଟି ବନ୍ଦେ ଭାରତ ଦାବି କଲେ ମୁଖ୍ୟମନ୍ତ୍ରୀ । ପୁରୀ-ରାଉରକେଲା ଓ ଭୁବନେଶ୍ୱର-ହାଇଦ୍ରାବାଦ ବନ୍ଦେ ଭାରତ ଦାବି । More

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । ସକାଳ ୧୦ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଫଳାଫଳ ଘୋଷଣା କରାଯାଇଛି। More

ପୁଣି ଥାନାର ଦ୍ୱାରସ୍ଥ ହେଲେ ଅନୁଭବ, ଆଣିଲେ ଏମିତି ଅଭିଯୋଗ...

ପୁଣି ଥାନାର ଦ୍ୱାରସ୍ଥ ହେଲେ ସାଂସଦ ଅନୁଭବ ମହାନ୍ତି। ଅନୁଭବଙ୍କ ଏତଲା ପରେ ପୋଲିସ ମାମଲା ରୁଜୁ କରିଛି।  More

କଟକ ବଡ଼ ମେଡିକାଲରେ ଲଜ୍ଜା ! ମହିଳା ସ୍ୱିପରଙ୍କୁ ହଷ୍ଟେଲକୁ ରୁମ୍‌ରେ ଦୁଷ୍କର୍ମ କଲେ ସୁପରଭାଇଜର !

କଟକ ବଡ଼ ମେଡିକାଲରେ ଲଜ୍ଜା ! ଜଣେ ମହିଳା ସ୍ୱିପରଙ୍କୁ ଏସ୍ଆର୍ ହଷ୍ଟେଲକୁ ରୁମ୍‌ ସଫା କରିବା ବାହାନାରେ ଡାକି ସୁପରଭାଇଜର ଜଣକ ଦୁଷ୍କର୍ମ କରିଥିବା ଥାନାରେ ଅଭିଯୋଗ ହୋଇଛି। More

ସାବିତ୍ରୀ ବ୍ରତ ପାଇଁ ଆକାଶ ଛୁଆଁ ଫଳ ରେଟ୍‌, ଆମ୍ବକୁ ଛାଡ଼ିଦେଲେ ସବୁ ମହଙ୍ଗା

କଟକ ଛତ୍ରବଜାର ଫଳ ଗୋଦାମରେ ଫଳ ବିକ୍ରି ଜୋର ସୋରରେ ଚାଲିଛି। ସେଓ, ଅଙ୍ଗୁର, ଆମ୍ବ, କଦଳୀ, ଲିଚୁ, କମଳା ଓ ଡାଳିମ୍ବ ଆଦି ଫଳ କିଣିବାରେ ବ୍ୟସ୍ତ ଗ୍ରାହକ। More

ପ୍ରେମିକା ମୃତ୍ୟୁର ପ୍ରତିଶୋଧ ନେଲା ପ୍ରେମିକ, ଲୋକ ଲଗାଇ ବିଚ୍‌ ବଜାରରେ ଗୋଡ଼ାଇ ଗୋଡ଼ାଇ ହାଣିଲେ

ପ୍ରେମିକା ମୃତ୍ୟୁର ପ୍ରତିଶୋଧ ନେଲା ପ୍ରେମିକ। ପ୍ରେମିକାର ବାପାକୁ ବିଚ୍‌ ବଜାରରେ ଗୋଡ଼ାଇ ଗୋଡ଼ାଇ ହାଣିଲେ। ଯଦିଓ ଅଭିଯୁକ୍ତ ଜଣକ ଜେଲ୍‌ ଭିତରେ ଥିଲା, ତଥାପି ସେଠାରୁ ମର୍ଡର ପ୍ଲାନ୍‌ କରି ଲୋକ ଲଗାଇ ହତ୍ୟା କରିଥିଲା।  More

ମାଟ୍ରିକ ରେଜଲ୍ଟ ବାହାରିବା ପୂର୍ବରୁ ପୁଅ ନିଖୋଜ, ଥାନାରେ FIR ଦେଲେ ବାପା

ଆଜି ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ଯାଉଥିବା ବେଳେ ତା’ ପୂର୍ବରୁ ଭୁବନେଶ୍ୱର ଝାରପଡ଼ା ଅଞ୍ଚଳର ଜଣେ ଛାତ୍ର ନିଖୋଜ ହୋଇଥିବା ନେଇ ଅଭିଯୋଗ ଆସିଛି। More

ଆଜି ବାହାରିବ ମାଟ୍ରିକ ରେଜଲ୍ଟ, ଜାଣନ୍ତୁ କେମିତି ଚେକ୍‌ କରିବେ...

ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ସକାଳ ୧୦ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଫଳାଫଳ ଘୋଷଣା କରାଯିବ। More

ବେଙ୍ଗାଲୁରୁ-ଭୁବନେଶ୍ୱର ବିମାନରେ ଯାନ୍ତ୍ରିକ ତ୍ରୁଟି ଘଟଣା, ୪ ଘଣ୍ଟା ପରେ ଉଡ଼ିଲା ବିମାନ

ବିମାନ ସେବାରେ ତ୍ରୁଟି ଓ ଯାତ୍ରୀଙ୍କ ଅଭିଯୋଗ ନେଇ ଇଣ୍ଡିଗୋ କମ୍ପାନୀ ପକ୍ଷରୁ କୌଣସି ସୂଚନା ମିଳିପାରିନି। More

ମାତ୍ର କେଇ ଘଣ୍ଟାରେ ପଦା ପଡ଼ିଗଲା ଖୋର୍ଦ୍ଧା ତରତୁଆ ସଂରକ୍ଷିତ ଜଙ୍ଗଲ

ଶହ ଶହ ପୁରୁଣା ଗଛକୁ ବେଧଡ଼କ କାଟି ନେଲେ ଲୁଟେରା । ଭିଡିଓ ଭାଇରାଲ୍ ପରେ ରାଗିଲେ ପ୍ରକୃତିପ୍ରେମୀ । ବନ ବିଭାଗର ସଫେଇ ନୂଆ ଗଛ ଲାଗିବ, ଯିଏ କାଟିଛି ଛାଡ଼ିବୁନି । More

ରାତି ଅନିଦ୍ରା ଅନ୍ତର୍ଯ୍ୟାମୀ : ଶ୍ରୀମନ୍ଦିରରେ ନୀତି ବିଭ୍ରାଟ, ଦର୍ଶନାର୍ଥୀ ଭକ୍ତ ଛଟପଟ

ଗଲା ସୋମବାର ବୃଷ ସଂକ୍ରାନ୍ତିଠାରୁ ଶ୍ରୀମନ୍ଦିରରେ ସୃଷ୍ଟି ହୋଇଛି ଏଭଳି ଗୁରୁତର ସମସ୍ୟା।ସ୍ଥିତି ଏଭଳି ଯେ, ଠାକୁରଙ୍କ ମଧ୍ୟାହ୍ନ ଧୂପ ବା ମହାପ୍ରସାଦ ଉଠିଲାବେଳକୁ କେତେବେଳେ ସନ୍ଧ୍ୟା ହେଉଛି, ତ ସନ୍ଧ୍ୟା ଧୂପ ବେଳକୁ ରାତି ଅଧ More

ଆଉ ଦାରୁଠେଙ୍ଗରେ ପଡ଼ିବନି ସହର ଅଳିଆ

ଗାଁକୁ ଯିବନି ଭୁବନେଶ୍ୱର ଅଳିଆ, ବହୁ ବିରୋଧ ପରେ ବନ୍ଦ ହେବ ଭୁଆଶୁଣି ଡମ୍ପିଂୟାର୍ଡ । More

ବଧୂ ନିର୍ଯାତନା ଆରୋପକୁ ବାଏଁ ବାଏଁ ଉଡ଼ାଇଦେଲେ ବିଜେଡି ବିଧାୟକ ଶଶିଭୂଷଣ ବେହେରା

ଅଭିଯୋଗକୁ ଭିତ୍ତିହୀନ ବୋଲି କହିଲେ ବିଜେଡି ବିଧାୟକ ଶଶି , ଖଣ୍ଡେ ବେଡସିଟ୍ ଛଡ଼ା କିଛି ଆଣିନି More