ସଂକ୍ଷେପରେ ଆଜିର ତାଜା ଖବର - Friday, 02 June 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

Big Breaking: ଗୋଟିଏ ନୁହେଁ ଦୁଇ ଯାତ୍ରୀବାହୀ ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ, ୫୦ ମୃତ, ୨୦୦ ଗୁରୁତର

ଅନ୍ୟପଟେ ଏବେ ବି ଅନେକ ଯାତ୍ରୀ ଟ୍ରେନ୍ ତଳେ ଚପି ରହିଛନ୍ତି, ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆହତ ଯାତ୍ରୀଙ୍କ ଚିତ୍କାରରେ ଫାଟି ପଡୁଛି ପରିବେଶ । More

କରମଣ୍ଡଳ ଏକ୍ସପ୍ରେସ୍‌ ଦୁର୍ଘଟଣାଗ୍ରସ୍ତ, ଓଲଟିପଡ଼ିଲା ଏକାଧିକ ବଗି

ଖବର ପାଇ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଦୁର୍ଘଟଣାଗ୍ରସ୍ତ ହୋଇଥିବା ଟ୍ରନ୍‌ଟି କରମଣ୍ଡଳ ଏକ୍ସପ୍ରେସ୍‌ ବୋଲି ଜଣାପଡ଼ିଛି । More

୧୬ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ, ହନ୍ତସନ୍ତ ହେବେ ଭକ୍ତ..!

ମହାପ୍ରଭୁଙ୍କ ସ୍ନାନଯାତ୍ରାକୁ ଆଉ କମ୍ ସମୟ ଥିବା ବେଳେ ବେଶ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି । More

ଏମିତି ସ୍ଥିତି ! ଗଛ ବଢ଼ୁ ନାହିଁ କି ଆଉ ଏ ପ୍ରକଳ୍ପ ପାଇଁ କୌଣସି ଯୋଜନା ନାହିଁ

ମାଟି ପରୀକ୍ଷା ନକରି ଗଛ ଲାଗାଇବା ଏବଂ ପଥୁରିଆ ଭୂଇଁକୁ ଦାୟୀ କରିଛନ୍ତି ବୁଦ୍ଧିଜୀବୀ । More

ଦିନକୁ ଦିନ ବଢ଼ି ଚାଲିଛି ଦୁର୍ଘଟଣା ! ଅକାରଣେ ଯାଉଛି ଜୀବନ...

ଲୋକଙ୍କୁ ଏସମ୍ପର୍କରେ ବୁଝାଇବା ସତ୍ତ୍ୱେ ଏହା ଉପରେ ରୋକ ନଲାଗିବା ଏବେ ଚିନ୍ତାର କାରଣ ପାଲଟିଛି । More

ଦୃଷ୍ଟିବାଧିତ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ: ଟ୍ରଫି ଜିତିଲା ମୟୂରଭଞ୍ଜ

ବିଜୟ ଟିମ୍‌କୁ ଅର୍ଥରାଶି ଓ ଟ୍ରଫି ପ୍ରଦାନ କରାଯାଇଥିଲା।   More

କାମ ଦେଲାନି ଚୋରି ବିଦ୍ୟା: ଅଣ୍ଟିରେ ପୂରେଇ ସପିଂ ମଲ୍‌ରେ ଚୋରି କରୁଥିଲେ, ଧରାପଡ଼ିଗଲେ...

ରାଜଧାନୀରେ ଧରାପଡ଼ିଲେ ଲେଡି ଲୁଟେରା ଗ୍ୟାଙ୍ଗ। ମଲ୍‌ ଭିତରେ ପଶି ଶାଢ଼ୀ ଭିତରେ ଦାମୀ ସାମଗ୍ରୀ ଭର୍ତ୍ତି କରି ଏମାନେ ଲୁଟ୍‌ କରିଥାନ୍ତି। More

ଓଡ଼ିଶା ଆସିବେ ଅମିତ ଶାହ, ଜେପି ନଡ୍ଡା

ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।  More

ପ୍ରକାଶ ପାଇଲା OJEE ରେଜଲ୍ଟ, ବି-ଫାର୍ମରେ ସୌରଭ ପତି ଟପ୍ପର

ଗତ ମେ’ ୮ରୁ ମେ’ ୧୫ ପର୍ଯ୍ୟନ୍ତ ହୋଇଥିଲା ଓଜେଇଇ ପରୀକ୍ଷା। ପ୍ରାୟ ୫୬ ହଜାର ପିଲା ପରୀକ୍ଷା ଦେଇଥିଲେ। More

‘ତୁ କେତେ ଆମାଉଣ୍ଟ ଦେଇପାରିବୁ, ସବୁଦିନ ପାଇଁ ଚାକିରି କରିବୁ ନା...’ ଆଶାୟୀ ଅଙ୍ଗନବାଡ଼ି ପ୍ରାର୍ଥୀଙ୍କୁ ଟଙ୍କା ମାଗୁଛନ୍ତି ସିଡିପିଓ

ଅଙ୍ଗନବାଡ଼ି କର୍ମୀ ପାଇଁ ଆଶାୟୀ ପ୍ରାର୍ଥୀଙ୍କୁ ନିଯୁକ୍ତିର ପ୍ରଲୋଭନ ଦେଖାଇ ଟଙ୍କା ମାଗୁଛନ୍ତି ସିଡିପିଓ। ମୂଲଚାଲ ବି କରୁଛନ୍ତି, ଟଙ୍କା ନଦେଲେ ନିଯୁକ୍ତି ନମିଳିବା ନେଇ ବି କହୁଛନ୍ତି। ଯାହାର ଏକ ଟେଲିଫୋନିକ ଅଡିଓ ଏବେ ଭାଇରାଲ୍ ହେଉଛି। More

ମହିଳା ବେଶରେ ଛୁ' ମାରିଲେ ବିଚାରାଧୀନ ବନ୍ଦୀ

ପୋଲିସକୁ ଶୌଚ ପାଇଁ ଯିବାକୁ କହି ଶାଢ଼ୀ ପିନ୍ଧି ସାଜନ ଖସିଯାଇଥିବା ସୂଚନା ମିଳିଛି। More

ଆଜି ପ୍ରକାଶ ପାଇବ OJEE ରେଜଲ୍ଟ

ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ, ଓଜେଇଇ ୱେବସାଇଟ ଜରିଆରେ ରେଜଲ୍ଟ ମିଳିପାରିବ More

ତାତିରୁ ମିଳିବ ଆଶ୍ୱସ୍ତି ! ଆଉ ୫ ଦିନ କାଳବୈଶାଖୀ

ଗଜପତି, ଗଂଜାମ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ ଏବଂ ଜଗତସିଂହପୁର ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଏବଂ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । More

ପୁଣି ଅଧୁରା ରହିଗଲା କିଙ୍ଗ୍ କୋହଲିଙ୍କ ଆଇପିଏଲ୍ ମୁକୁଟ ସ୍ୱପ୍ନ

ଆଇପିଏଲ୍ ୨୦୨୩ର ଲିଗ୍ ରାଉଣ୍ଡ୍‌ରେ ଗୁଜରାଟ ଟାଇଟନ୍ସ ବିପକ୍ଷ ‘କର ବା ମର’ ମ୍ୟାଚ୍‌ରେ ରୟାଲ୍ ଚାଲେଞ୍ଜର୍ସ ବାଙ୍ଗାଲୋର ପକ୍ଷରୁ ବିରାଟ କୋହଲି ଶତକ ହାସଲ କରିଥିଲେ, କିନ୍ତୁ ତାହା ଯଥେଷ୍ଟ ନ ଥିଲା। ମ୍ୟାଚ୍ ହାରିଯିବାରୁ ବାଙ୍ଗାଲୋର ଟିମ୍ ପ୍ଲେଅଫ୍‌ରୁ ବଞ୍ଚିତ ହୋଇଥିଲା। ଏହା ସହିତ ପୁଣି ଥରେ ଅଧୁରା ରହିଯାଇଥିଲା କିଙ୍ଗ୍ କୋହଲିଙ୍କ ଆଇପିଏଲ୍ ମୁକୁଟ ଜିତିବାର ସ୍ୱପ୍ନ। More

ଗାଁରେ ଲାଗିଛି କାଳଶି; ଆଶ୍ଚର୍ଯ୍ୟ କରୁଛି ନିଆଁ ଗିଳା ସହ ନିଆଁରେ ଚାଲିବା ଦୃଶ୍ୟ

ବେକରେ ମନ୍ଦାର ମାଳ ପକାଇ କାଳସି ରୂପରେ ଉଭା ହୁଅନ୍ତି ପ୍ରତାପ । ସେପଟେ ବିଭିନ୍ନ ମନୋସ୍କାମନା ନେଇ ବହୁ ଦୂର ଦୂରାନ୍ତରୁ ଛୁଟି ଆସନ୍ତି ବହୁ ଲୋକ। ସେମାନଙ୍କ ବିଶ୍ୱାସ ଯେ, ପ୍ରତାପଙ୍କ ଦେହରେ ମାଆ ମଙ୍ଗଳା ସବାର ହେଉଥିବାରୁ ସେ ସବୁ ସମସ୍ୟାର ସମାଧାନ କରିପାରନ୍ତି । More

କୃତୀ ଛାତ୍ରଛାତ୍ରୀଙ୍କ କାହାଣୀ; ବସ୍ତିରେ ରହି ବିଜେବି ଟପ୍ପର

ପଙ୍କରୁ ପଦ୍ମ, ବସ୍ତିର ବର୍ଷା । ଏକାଗ୍ରତା ଓ କଠିନ ପରିଶ୍ରମ ପାଇଁ ଚମକିଛନ୍ତି । ରାଜଧାନୀରେ ତାଙ୍କ ନାଁ ଏବେ ଚର୍ଚ୍ଚାରେ । ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାରେ ସେ ୬୦୦ରୁ ୫୬୪ ନମ୍ୱର ରଖି ବିଜେବି କଲେଜ ଟପ୍ପର ହୋଇଛନ୍ତି । More

ବିଜେପି ଲିଙ୍କ୍‌ରେ କେତେ ବିଜେଡି ବିଧାୟକ ? ଶଙ୍ଖଦଳ ଛାଡ଼ିବାକୁ ପ୍ରସ୍ତୁତ ୮୦ % ନେତା !

ମନମୋହନ ଓ ବିଶ୍ୱେଶ୍ୱରଙ୍କ ପରେ ଜୁଏଲଙ୍କ ମନ୍ତବ୍ୟ । ବିଜେପି ସହ ବହୁ ନେତା ଟଚରେ କହିଲେ ଜୁଏଲ୍ ଓରାମ୍ । ପୃଥ୍ୱୀରାଜଙ୍କ ବୀଭୀଷଣ ଉପାଖ୍ୟାନକୁ ନେଇ ଚର୍ଚ୍ଚା । More