ସଂକ୍ଷେପରେ ଆଜିର ତାଜା ଖବର - Monday, 12 June 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ବଜ୍ରାଘାତରେ ୧୨ ମାଙ୍କଡ଼ପଲ ମୃତ

ଆଜି ସନ୍ଧ୍ୟାରେ ବାଲିଆପାଳ ଓ ଜଳେଶ୍ୱର ଅଂଚଳରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ଘଡଘଡି ସହ ବର୍ଷା ହୋଇଥିଲା। More

ଅସହ୍ୟ ତାତିରେ ଅତିଷ୍ଠ ଜୀବଜନ୍ତୁ; ବରଫରେ ଖେଳୁଛି ଭାଲୁ, ପାଣିରେ ବୁଡ଼ିଛି ବାଘ

କଲବଲ କରୁଛି ଟାଇଁ ଟାଇଁ ଖରା । ଜନଜୀବନ ପୁରା ଅସ୍ତବ୍ୟସ୍ତ । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରୁ ବାଦ୍ ପଡ଼ିନାହାନ୍ତି ଜୀବଜନ୍ତୁ । ଭୁବନେଶ୍ୱର ନନ୍ଦନକାନନ ଚିଡ଼ିଆଖାନାରେ ଖରା ଦାଉରୁ ଟିକେ ଆଶ୍ୱସ୍ତି ପାଇଁ ବରଫ ଖଣ୍ଡ ସହ ଖେଳୁଛନ୍ତି ଭାଲୁପଲ । More

ଡ୍ରାଇଭରଙ୍କ ପାଇଁ ବଡ଼ ଘୋଷଣା, ଡ୍ୟୁଟି ବେଳେ ପ୍ରାଣ ହରାଇଲେ ମିଳିବ ୪ ଲକ୍ଷ

ଦୁର୍ଘଟଣା ଜନିତ ମୃତ୍ୟୁକ୍ଷେତ୍ରରେ ମୋଟର ଯାନ ଡ୍ରାଇଭର କର୍ମଚାରୀଙ୍କ ନିକଟତମ ଆତ୍ମୀୟଙ୍କୁ ଦିଆଯିବ ୪ଲକ୍ଷ ଟଙ୍କା। More

ନେତ୍ର ଉତ୍ସବକୁ ଆଉ ୬ ଦିନ; ଜଗାର ସେବା ପାଇଁ ଦିନରାତି ଏକ କରିଦେଇଛନ୍ତି ଦରଜୀ ସେବାୟତ

ରଥଖଳାରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ । ତିନି ରଥରେ ସୌନ୍ଦର୍ଯ୍ୟ ଭରିବାରେ ବ୍ୟସ୍ତ ରୂପକାର ଓ ଚିତ୍ରକାର ସେବାୟତ । ଆଉ ଏପଟେ ଦରଜୀ ସେବାୟତଙ୍କୁ ବି ତର ନାହିଁ । କିଏ ମେସିନରେ କପଡ଼ା ସିଲେଇରେ ବ୍ୟସ୍ତ, ତ କିଏ ଲାଗିଛନ୍ତି ହାତ କାମରେ । More

ରେକର୍ଡ ତାତି ସହ ଆଷାଢ଼ରେ ଜଳୁଛି ଓଡ଼ିଶା, ସମ୍ବଲପୁର ୪୬ଂ

୪୬ ଡିଗ୍ରୀ ସହ ରେକର୍ଡ କଲା ସମ୍ବଲପୁର ସହରର ପାରଦ । ୪୪.୫ ଡିଗ୍ରୀରେ ଭାଜିହେଲା ରାଜଧାନୀ ଭୁବନେଶ୍ୱର । More

ବିଜୁଳି ଯନ୍ତ୍ରଣାରେ ଛଟପଟ ସାରା ରାଜ୍ୟ, ଶକ୍ତିମନ୍ତ୍ରୀଙ୍କ ସଭାରେ ବି କଟିଲା ଲାଇନ

ସଂସ୍କୃତି ମନ୍ତ୍ରୀଙ୍କ ଘରେ ବିଜୁଳି ଗାଏବ । ଟାଟା ପାୱାର ଅଫିସରେ ବି ବିଜୁଳି ବିଭ୍ରାଟ । More

ସିବିଆଇ ଧରିଲା କି ବାହାନଗା ଟ୍ରେନ ଟ୍ରାଜେଡିର ଅସଲ କାରଣ ?

ବଡ଼ ଖବର ହେଉଛି, ବାହାନଗା ଷ୍ଟେସନର ସିଗ୍ନାଲ ଅଫିସର ଏବଂ ଷ୍ଟେସନ ମାଷ୍ଟରଙ୍କୁ ଚାନ୍ଦିପୁରର ଏକ ଗୁପ୍ତ ସ୍ଥାନରେ ରଖି ପଚରାଉଚରା କରୁଛି ସିବିଆଇ ଟିମ୍। More

CM ରିଲିଫ୍ ଫଣ୍ଡ୍ ଥାଉ ଥାଉ କାହିଁକି ଲୋଡ଼ା ପଡ଼ିଲା SHG ରିଲିଫ୍ ଫଣ୍ଡ୍ ?

ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ରାଜ୍ୟ ସରକାରଙ୍କ ମାତ୍ରାଧିକ ଅନୁକଂପା ! CMRF ଥାଉ ଥାଉ ଗଠନ ହେବ SHG ରିଲିଫ୍ ଫଣ୍ଡ ସମାନ୍ତରାଳ ସହାୟତା ପାଣ୍ଠି ଗଠନ ନେଇ ଘନଉଛି ବିବାଦ । ଫୋକସରେ ମହିଳା ଭୋଟ୍ । More

'ଦୁର୍ବଳ ମୁହୂର୍ତ୍ତର ଫଟୋ ଓ ଭିଡିଓ ରଖି ବ୍ଲାକମେଲ କରୁଥିଲେ ସୌରୀନ'

ହିନ୍ଦୀ, ଓଡ଼ିଆ ଓ ବଙ୍ଗଳା ସିନେ ଇଣ୍ଟଷ୍ଟ୍ରୀରେ ବହୁ ହିଟ୍ ଗୀତ ଗାଇଥିବା ଆଗଧାଡ଼ିର ପ୍ଲେ ବ୍ୟାକ୍ ସିଙ୍ଗର ସୌରୀନ୍‌ଙ୍କ ବିରୋଧରେ ଏଭଳି ସଙ୍ଗୀନ୍ ଅଭିଯୋଗ ଆଣିଛନ୍ତି କଟକ ଜଗତପୁର ଅଞ୍ଚଳର ଜଣେ ଯୁବତୀ । More

୩୮ଲକ୍ଷର ଗହଣା, ଟୁଇନ୍ ସିଟିରେ ୭ଟି ପ୍ଲଟ୍..ସହକାରୀ ଯନ୍ତ୍ରୀଙ୍କ ସଂପତ୍ତି ଦେଖି ତାଜୁବ୍ ଭିଜିଲାନ୍ସ...

କଟକ ସଦର ବ୍ଲକ୍ ସହକାରୀ ଯନ୍ତ୍ରୀ ବିକାଶ ଚନ୍ଦ୍ର ଭୂୟାଁ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସରକାରୀ ବାବୁଙ୍କ ଏକାଧିକ ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ More

ଓଃ କି ଖରା..ଭୁବନେଶ୍ୱର ସମ୍ବଲପୁରରେ ରେକର୍ଡ ଭାଙ୍ଗିଲା ତାତି

ତାତିରେ ରେକର୍ଡ ଭାଙ୍ଗିଲା ସମ୍ବଲପୁର । ଆଜି ସମ୍ବଲପୁରରେ ୪୬.୧ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । More

+୩ ଅନଲାଇନ୍‌ ଆଡମିଶନ ପାଇଁ ତାରିଖ ପ୍ରକାଶ; ଜାଣନ୍ତୁ ଆବେଦନର ତାରିଖ..

ସାମସ୍  ପୋର୍ଟାଲରେ ଯାଇ ଛାତ୍ରଛାତ୍ରୀ ଆବେଦନ କରିପାରିବେ । More

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ନାଁରେ ଥାନାରେ ଏତଲା

ପ୍ରଥମେ ଜଗତପୁର ଥାନାରୁ ଯାଇ ମହିଳା ଥାନାରେ ଯୁବତୀ ଜଣକ ଏତଲା କରିଛନ୍ତି । ଯୁବତୀ ଜଣଙ୍କୁ ଗାୟିକା କରାଇ ଦେବାର ପ୍ରତିଶ୍ରୁତି ଦେଇ ଶୋଷଣ କରାଯାଇଥିବା ଅଭିଯୋଗ ହୋଇଛି । More

ଶକ୍ତି ମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ କଟିଲା ବିଦ୍ୟୁତ

ସଭା ଆରମ୍ଭରେ ବିଦ୍ୟୁତ କଟିଲା.....ଫଳରେ ଶକ୍ତିମନ୍ତ୍ରୀଙ୍କୁ କିଛି ସମୟ ପାଇଁ ଗରମ, ଗୁଳୁଗୁଳିରେ ରହିବା ପାଇଁ ପଡ଼ିଛି । More

ବାହାନଗା ଟ୍ରେନ୍ ଟ୍ରାଜେଡି ମାମଲା :୨ ଜଣଙ୍କୁ ଉଠାଇନେଲା ସିବିଆଇ

ଷ୍ଟେସନ ମାଷ୍ଟର ଓ ଟେକନିସିଆନଙ୍କୁ ଉଠାଇ ନେଇଥିବା ସୂଚନା । କୌଣସି ଏକ ଅଜ୍ଞାତ ସ୍ଥାନରେ ଚାଲିଛି ପଚରାଉଚରା। More

ଆଜି କଟକ, ଭୁବନେଶ୍ୱରରେ ଅଗ୍ନି ବର୍ଷା !

ଆଜି କଟକ ଓ ଭୁବନେଶ୍ୱରରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି। ସ୍ୱାଭାବିକ ତାପମାତ୍ରା ତୁଳନାରେ ୬.୫ ଡିଗ୍ରୀ କିମ୍ବା ଅଧିକ ରହିପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରାଇଛି। More

ବିଦ୍ୟୁତ୍‌ ଆଘାତରେ ଝିଅ ମୃତ; ବାପା, ମାଆ, ଭାଇ ଓ ପଡ଼ୋଶୀ ଗୁରୁତର

ଗୁରୁତର ହେବାରୁ ମୃତ ଝିଅଟିର ଭାଇ ଓ ପଡ଼ୋଶୀ ମଧ୍ୟ ସେମାନଙ୍କୁ ଉଦ୍ଧାର କରିବାକୁ ପ୍ରୟାସ କରିଥିଲେ । ହେଲେ ଉଦ୍ଧାର କରିବାରେ ସମସ୍ତେ ବିଫଳ ହେବା ସହ ଗୁରୁତର ହୋଇଛନ୍ତି । More

ସତର୍କ ସୂଚନା- ଆବଶ୍ୟକ ନଥିଲେ ଏହି ସମୟରେ ଘରୁ ବାହାରନ୍ତୁ ନାହିଁ

ଆସନ୍ତା ୨ ଦିନ ରାଜ୍ୟରେ ଅତ୍ୟଧିକ ଗ୍ରୀଷ୍ଣ ପ୍ରବାହ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ହିଟ୍ ୱେଭ୍ ସତର୍କତା ଜାରି କରିଛି। ଆଜି ପାଇଁ ୧୨ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି। More

ଏଇଠି କିଛି ନାହିଁ, ଜାତୀୟ ସ୍ତରରେ ନାଁ କେମିତି କମାଇବେ ?

ଆଜବେଷ୍ଟସ୍‌ ଉଡିଲା, ଘରର ଜିନିଷପତ୍ର ଛିନଛତର ହୋଇ ପଡ଼ିଲା । ଏମିତିରେ କାଳେ ଜାତୀୟସ୍ତରରେ ଏମାନେ ରେକର୍ଡ କରିବେ? More

କରୋନା ପାଇଁ ଜୀବିକା ଯାଇଥିଲା...ଏବେ ସେହି କରୋନା ପାଇଁ ଭାଗ୍ୟ ବଦଳିଲା । ୟୁଟ୍ୟୁବ୍‌ ଦେଖି ମାସକୁ ରୋଜଗାର ଏବେ ଲକ୍ଷଲକ୍ଷ

ଚାଷ ବଢିବାରୁ ଏବେ ନିତିଦିନ ଘରକୁ ଦୈନିକ ଶହଶହ ଲୋକ କୁକୁଡା  କିଣିବା ପାଇଁ ଆସୁଛନ୍ତି । କୁକୁଡା ସହ ଦୟାନନ୍ଦ ବତକ ଆଉ ବଟେର ନାମକ ଏକ ପକ୍ଷୀ ମଧ୍ୟ ବିକୁଛନ୍ତି । ଖାଲି ଏତିକି ନୁହେଁ ବରଂ ଏହା ସହିତ ବିଦେଶୀ କୁକୁଡା ଚିଆଁ ମଧ୍ୟ ବିକୁଛନ୍ତି । ଦିନକୁ ଦୁଇ ଓଳି ସ୍ୱାମୀ-ସ୍ତ୍ରୀ କୁକୁଡାଙ୍କୁ ଦାନା ପାଣି ଦେଇଥାନ୍ତି । ଏବେ ମାସକୁ ରୋଜଗାର ଶୁଣିଲେ ସମସ୍ତେ ଆଶ୍ଚର୍ଯ୍ୟ ହେଉଛନ୍ତି । More

ବୟସର ଅପରାହ୍ନରେ ଭତ୍ତା ପାଇଁ ହୀନସ୍ତା: ପଂଚାୟତରୁ ବ୍ଲକ ଅଫିସ, ଦୌଡି ଦୌଡି ନୟାନ୍ତ

ବୁଢା ବୁଢୀ ବୟସରେ ସରକାରୀ ସହାୟତା ପାଇଁ ଅନାଇ ରହିଛନ୍ତି ଅନେକ ହିତାଧିକାରୀ। ଏବେ ଅପେକ୍ଷା କେବେ ଏମାନଙ୍କୁ ଭତ୍ତା ମିଳୁଛି। More

ମନ୍ତ୍ରୀ ଖୋଲିଦେଲେ ନିଜ ବିଭାଗର ଗୁମର; ବିଜୁଳି ବିଭ୍ରାଟ ପଛରେ ଦୁର୍ବଳ ଭିତ୍ତିଭୂମିକୁ ଇସାରା

ମାନିଲେ ଶକ୍ତିମନ୍ତ୍ରୀ । ଆଉ ତା ସହ ନିଜ ବିଭାଗର ପୋଲ୍ ନିଜେ ଖୋଲିଲେ । ରାଜ୍ୟରେ ଭିତ୍ତିଭୂମିର ଅଭାବ ପାଇଁ ଯାଉଛି ବିଜୁଳି । More

ରଥଯାତ୍ରା ଆଗରୁ ସରିବ ତ ଶ୍ରୀମନ୍ଦିର ଐତିହ୍ୟ କରିଡରର ବାହ୍ୟ ପ୍ରକଳ୍ପ? 

ଚନ୍ଦନ ଯାତ୍ରା ଗଲା, ସ୍ନାନଯାତ୍ରା ବି ସରିଗଲା ତଥାପି ଅନ୍ତ ହେଉନି ହେରିଟେଜ୍ କରିଡର। ଏବେ ପ୍ରଶ୍ନ ରଥଯାତ୍ରା ଆଗରୁ ସରିବ ତ ଶ୍ରୀମନ୍ଦିର ଐତିହ୍ୟ କରିଡରର ବାହ୍ୟ ପ୍ରକଳ୍ପ?  More