ସଂକ୍ଷେପରେ ଆଜିର ତାଜା ଖବର - Tuesday, 20 June 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଅଟକିଲେ ଦେବଦଳନ ଓ ନନ୍ଦିଘୋଷ, କାଲି ପୁଣି ଟଣାହେବ ରଥ

ଭକ୍ତମାନେ ଆସନ୍ତାକାଲି ମଧ୍ୟ ରଥଟଣାର ସୁଯୋଗ ପାଇବେ। ସହ କାଲି ମଧ୍ୟ ଶରଧାବାଲିରେ ରଥ ଉପରେ ତିନି ଠାକୁରକଙ୍କ ଦର୍ଶନ କରିପାରିବେ ଭକ୍ତ। More

ସିବିଆଇକୁ ମିଳିଛି କି ଗୁରୁତ୍ୱପୂର୍ଣ୍ଣ ସୁରାଗ ? ସିଗନାଲ JE ଅମୀର ଖାନଙ୍କୁ ୬ ଘଣ୍ଟାର ଜେରା

ଦୁର୍ଘଟଣା ପଛରେ ରହିଛି କି କାହା ଷଡ଼ଯନ୍ତ୍ର? କାରଣ ପୁଣି ଆକ୍ଟିଭ୍ ମୋଡ୍‌ରେ ସିବିଆଇ। ଏଥର ସ୍କାନରରେ ସୋର ରେଲୱେ ସେକ୍ସନର ସିଗନାଲ୍ ଜେଇ ଅମୀର ଖାନ୍ । More

ବଡ଼ଦାଣ୍ତରେ ଏକାକାର ଭକ୍ତ ଆଉ ଭଗବାନ; ଚକାଆଖିରେ ଆଖି ମିଶାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି ଦିଅଁ । ଏକାକାର ହୋଇଛନ୍ତି ଭକ୍ତ ଓ ଭଗବାନା କେହି ବି ଏହି ଦିବ୍ୟ ସୁଯୋଗକୁ ହାତ ଛଡ଼ା କରିବାକୁ ଚାହିଁ ନାହାନ୍ତି । More

ଆଜି ସବୁଆଡ଼େ ଜଗନ୍ନାଥମୟ; ଭକ୍ତ ଆଉ ଭଗବାନଙ୍କ ମିଳନରେ କମ୍ପିଲା ସାରା ଜଗତ

ରାଜ୍ୟର ଅନ୍ୟ ପ୍ରମୁଖ ସ୍ଥାନରେ ଭକ୍ତି ଭାବର ସହିତ ରଥ ଟଣା ଯାଇଛି । More

ବିଜେପିର ଫୋକସ ଓଡ଼ିଶା, ୨୨ରେ ୨ ଦିନିଆ ଗସ୍ତରେ ଆସୁଛନ୍ତି ଜେ.ପି.ନଡ୍ଡା

ଆସନ୍ତା ୨୩ରେ କଳାହାଣ୍ଡିରେ ବିଶାଳ ସମାବେଶ । ଓଡ଼ିଶା ଆସୁଥିବା ନଡ୍ଡାଙ୍କ ଆଭିମୁଖ୍ୟ ଉପରେ ସମସ୍ତଙ୍କ ନଜର । More

୨୪ ଘଣ୍ଟାରେ ଓଡ଼ିଶା ଛୁଇଁବ ମୌସୁମୀ !

ରାଜ୍ୟର କିଛି ସ୍ଥାନରେ ପ୍ରାକ ମୌସୁମୀ ବର୍ଷା ଆରମ୍ଭ ହୋଇଥିବା ସୂଚନା ମିଳିଛି। କାଲି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବଢ଼ିପାରେ ବର୍ଷା ପରିମାଣ ବଢିବ। More

ସ୍ୱେଚ୍ଛାସେବୀଙ୍କ ସେବାରେ ଧନ୍ୟ ହେଲା କାଳିଆର ବଡ଼ଦାଣ୍ଡ

ସେବା ହିଁ ଧର୍ମ, ସେବା ହିଁ ଇଶ୍ୱର। ମାନବ ସେବାରେ ମାଧବ ପ୍ରାପ୍ତି। ଏ ଉକ୍ତିରେ ବିଶ୍ୱାସ ରଖୁଥିବା ଶହ ଶହ ସଂଖ୍ୟାରେ ସ୍ୱେଚ୍ଛାସେବୀଙ୍କ ଉପସ୍ଥିତିରେ ଧନ୍ୟ ହୋଇଥିଲା କାଳିଆର ବଡ଼ଦାଣ୍ଡ। ଏମାନଙ୍କ ନିରବଚ୍ଛିନ୍ନ ସେବା ଓ କର୍ତ୍ତବ୍ୟରେ କୃତକୃତ ହୋଇଥିଲେ ଅଗଣିତ ଭକ୍ତ ଓ ସେବକ। More

ଘୋଷଯାତ୍ରାରେ ବାହାରିଛନ୍ତି ଜଗତ ଠାକୁର: ଭକ୍ତଙ୍କ ଗହଣରେ ଶ୍ରୀଗୁଣ୍ଡିଚା ଅଭିମୁଖେ ଶ୍ରୀଜୀଉ

କାଳିଆର ଦିବ୍ୟଲୀଳା। ପୁଣି ଜନ ସମୁଦ୍ରରେ ଭାବରଠାକୁରଙ୍କ ଘୋଷଯାତ୍ରା। ବରଷକ ପରେ ଜଗତଠାକୁରଙ୍କ ଦିବ୍ୟସାନିଧ୍ୟ ପାଇଁ ଭକ୍ତିିରେ ଉଛୁଳିଥିଲା ଭକ୍ତର ମନ More

ଗଡ଼ିଲା ରଥ, ଲକ୍ଷାଧିକ ଭକ୍ତଙ୍କ ଗହଣରେ ରଥଟଣା ଆରମ୍ଭ

ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ଚଳଚଞ୍ଚଳ ହୋଇ ଉଠିଛି ଶ୍ରୀକ୍ଷେତ୍ର । ବଡ଼ଦାଣ୍ଡରେ ଗଡ଼ିଛି ରଥ More

ଓଡ଼ିଶାର ଏହି ୨ ଜିଲ୍ଲାରେ ବଢ଼ିଲା ଖରା ଛୁଟି, ଜାଣନ୍ତୁ କେବେ ଖୋଲିବ ସ୍କୁଲ୍‌...

୨ ଜିଲ୍ଲାରେ ୨୧ ତାରିଖ ପରିବର୍ତ୍ତେ ୨୨ ତାରିଖ ସ୍କୁଲ୍‌ ଖୋଲିବା ନେଇ ନୋଟିସ୍‌ ଜାରି ହୋଇଛି। ଏହାସହ ସ୍କୁଲ୍‌ ଟାଇମିଂରେ ମଧ୍ୟ ପରିବର୍ତ୍ତନ ହୋଇଛି। More

ବଡ଼ଦାଣ୍ଡରେ ଅସହ୍ୟ ଗୁଳୁଗୁଳି, ତଥାପି ଭକ୍ତଙ୍କ ମନରେ ନାହିଁ ସଙ୍କୋଚ

ହୀରାକୁଦ ୩୩.୪ ଡିଗ୍ରୀ, ପାରାଦୀପ ୩୩ ଡିଗ୍ରୀ, ଗୋପାଳପୁର ୩୨.୬ ଡିଗ୍ରୀ ରହିଥିବା ବେଳେ ପୁରୀ ୩୫ ଡିଗ୍ରୀ ଛୁଇଁଛି । More

ବଡ଼ ଦାଣ୍ଡକୁ ଆସିଲାଣି କାଳିଆ, ଭକ୍ତଙ୍କୁ ଦେବ ଦର୍ଶନ; ରଥରେ ଚଢ଼ି ଯିବ ମାଉସୀ ଘର

ତୁମକୁ ଏ ଉନ୍ମୁକ୍ତ ବଡ଼ଦାଣ୍ଡରେ ଥରେ ଦେଖି, ତୁମର ସେ ବାହୁ ଯୁଗଳରେ ନିଜକୁ ହଜାଇ ଏ ପାପରୁ କ୍ଷଣିଏ ମୁକ୍ତି ଚାହୁଁ ପ୍ରଭୁ । ଆଉ ଅପେକ୍ଷା କରାଅନି ଆମକୁ  । ଶୀଘ୍ର ଚାଲିଆସ। ଆଉ ଅଝଟ ହୁଅନି ବୋଲି କୁହୁଛି ଭକ୍ତ ।  More

ଧାଡ଼ି ପହଣ୍ଡିରେ ଆସି ରଥାରୁଢ଼ ହେଲେ ସୁଦର୍ଶନଙ୍କ ପରେ ବଳଭଦ୍ର ଓ ଦେବୀ ସୁଭଦ୍ରା

ସୁଦର୍ଶନଙ୍କ ପରେ ବଡ଼ ଭାଇ ବଳଭଦ୍ର ବି ରଥରେ ବିଜେ କରିଛନ୍ତି । ତାଙ୍କ ପରେ ପରେ ଧାଡ଼ି ପହଣ୍ଡିରେ ଆସି ଦେବୀ ଭଭଦ୍ରା ବି ରଥରେ ବିରାଜମାନ ହୋଇଛନ୍ତି ।  More

ଘଣ୍ଟ କାହାଳି ଶବ୍ଦରେ ଦୁଲୁକୁଛି ବଡ଼ ଦାଣ୍ଡ, ଜୟଜଗନ୍ନାଥ ଧ୍ୱନୀରେ କମ୍ପୁଛି ଶ୍ରୀକ୍ଷେତ୍ର

ପହଣ୍ଡିରେ ଆସି ରଥାରୁଢ ହେଲା ପରେ ଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିବେ ତିନିଠାକୁର । More

ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଟ୍ୱିଟ କରି ଅଭିନନ୍ଦନ ଜଣାଇବା ସହ ମହାପ୍ରଭୁ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଭରିଦେବାକୁ କାମନା କରିଛନ୍ତି । More

ଜଗନ୍ନାଥଙ୍କ ଭଜନ ଗାଇଲେ ସବ୍ୟସାଚୀ ଓ ଅର୍ଚ୍ଚିତା

ରାଜ୍ୟର ପ୍ରତିଷ୍ଠିତ ଓଲିଉଡ ନାୟକ ଓ ନାୟିକାଙ୍କ କଣ୍ଠରେ ରେକର୍ଡିଂ ହେଲା ଓଡ଼ିଆ ଭଜନ More

ବିଶ୍ୱ ବୟସ୍କ ନିର୍ଯାତନା ସଚେତନତା ଆଲୋଚନାଚକ୍ର ଅନୁଷ୍ଠିତ

ବରିଷ୍ଠ ନାଗରିକମାନେ ସୃଷ୍ଟିର ଗୋଟିଏ ଗୋଟିଏ ଫୁଲ ଓ ସେମାନେ ନିର୍ଯାତନାକୁ ଦେହକୁ ନନେଇ ପ୍ରଭୁଙ୍କ ଶରଣରେ ରହି ଶାନ୍ତିର ରାସ୍ତାରେ ଆଗେଇଯିବାକୁ ନିବେଦନ କରିଥିଲେ।  More

ସୁସ୍ଥ ହୋଇ ଫେରିଲେ ପୂର୍ବତନ ବିରୋଧୀଦଳ ନେତା ପ୍ରଦୀପ୍ତ ନାଏକ

ସେ ଗୁରୁତର ଅସୁସ୍ଥ ହୋଇ ପ୍ରଥମେ ଭୁବନେଶ୍ୱର ଏମ୍ସ ଓ ପରେ ଦିଲ୍ଲୀ ଏମ୍ସ ହସ୍ପିଟାଲକୁ ସ୍ଥାନାନ୍ତର ହୋଇ ଚିକିତ୍ସିତ ହେଉଥିଲେ। More

CM କାହିଁକି ଅସମର୍ଥ ପଚାରିଲେ ଅପରାଜିତା, ପାଣ୍ଡିଆନ୍‌ଙ୍କୁ ପାୱାର ଅଫ୍ ଆଟର୍ଣ୍ଣି ଦିଅନ୍ତୁ କହିଲେ ମୋହନ

ମୁଖ୍ୟମନ୍ତ୍ରୀ ସୁସ୍ଥ କି ନୁହେଁ, ସାଲୁଜା ମାଗିଲେ ସ୍ପଷ୍ଟୀକରଣ । 5T ସଚିବଙ୍କ ବାବଦରେ ପ୍ରଫୁଲ୍ଲ ସାମଲଙ୍କ ମନ୍ତବ୍ୟକୁ ନେଇ ଝଡ଼, ବିରୋଧୀଙ୍କ ନିଶାନାରେ ମୁଖ୍ୟମନ୍ତ୍ରୀ । More

ରଥ ବେଳେ କେଉଁଠି ରଖିବେ ଗାଡ଼ି ? ସବୁ ଟୁରିଷ୍ଟ ବସ୍ ମାଳତୀପାଟପୁରରେ ରହିବେ, ଆଉ ବାକି...

ଭୁବନେଶ୍ୱର ପଟର ନିୟମିତ ବସ୍ ତାଳବଣିଆରେ ପାର୍କିଂ । ଅନ୍ୟ ୪ ଚକିଆ ଗାଡ଼ି ITI, ଇନଡୋର ଷ୍ଟାଡିୟମ ଅଞ୍ଚଳରେ ପାର୍କିଂ । More