• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Friday, 23 June 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Chandan Shishu
  • 11 months ago

ପୁଣି କଡ଼ାକଡ଼ି ହେଲା ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ଯାଞ୍ଚ୍, ନିୟମ ଉଲ୍ଲଂଘନକାରୀଙ୍କୁ ୫ ହଜାର ଟଙ୍କାର ମୋଟା ଫାଇନ୍

ଯେଉଁମାନେ ବିନା ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ଲଗାଇ ଗାଡ଼ି ଚଳାଉଥିଲେ ସେମାନଙ୍କ ଉପରେ କଷିଥିଲେ ମୋଟା ଅଙ୍କର ଫାଇନ୍। ଆଜି ପ୍ରଥମ ଦିନରେ ପ୍ରଥମ ଥର ପାଇଁ ନିୟମ ଉଲ୍ଲଂଘନକାରୀଙ୍କୁ ୫ ହଜାର ଓ ଦ୍ବିତୀୟ ଥର ପାଇଁ ୧୦ ହଜାର ଟଙ୍କା ଲେଖାଏଁ ଜରିମାନା ଦେବାକୁ ପଡ଼ିଛି। More
  • Satyendu Shekher Mishra
  • 11 months ago

Odisha Politics: ଏଠି ଅଧିକାରୀଙ୍କୁ ଭଡ଼ାରେ ସରକାର ଚଲାଇବାକୁ ଦେଇଦିଆଯାଇଛି କହିଲେ ନଡ୍ଡା

ଭବାନୀପାଟଣା ଟାଉନହଲରେ ଆୟୋଜିତ ଦଳୀୟ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେଇ ଦଳର ସାଙ୍ଗଠନିକ ସ୍ଥିତିକୁ ସୁଦୃଢ଼ କରି ୨୪ ସାଧାରଣ ନିର୍ବାଚନ ପାଇଁ ବିଜୟ ମନ୍ତ୍ର ଦେଇଛନ୍ତି ନଡ୍ଡା। More
  • Satyendu Shekher Mishra
  • 11 months ago

Odisha Politics: ରାଜ୍ୟରେ ଖୋଲିବ ଆବାସ ଜାଲିଆତିର ପୋଲ୍ ! ଜେଲ ଯିବେ ଭ୍ରଷ୍ଟାଚାରୀ...

ଭବାନୀପାଟଣା ସଭାରେ ରାଜ୍ୟ ସରକାରଙ୍କୁ କଡା ସମାଲୋଚନା । ରାଜ୍ୟ ସରକାର ଉପରେ ବର୍ଷିଲେ ନଡ୍ଡା । More
  • Satyendu Shekher Mishra
  • 11 months ago

ତାଜୁବ କଲା ଲାଞ୍ଚୁଆ ବାବୁଙ୍କ ଟଙ୍କାର ପାହାଡ଼ ! ଭିଜିଲାନ୍ସ ରେଡ୍ ବେଳେ ମିଳିଲା ଆଖି ଖୋସା ସମ୍ପତ୍ତି

ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳଙ୍କ ଘରୁ ୩ କୋଟିର କ୍ୟାସ୍ । ଭୁବନେଶ୍ୱରରେ ପଡ଼ୋଶୀଙ୍କ ଛାତରୁ ମିଳିଲା ପେଟି ପେଟି ଟଙ୍କା । More
  • Satyendu Shekher Mishra
  • 11 months ago

ମହାପ୍ରଭୁଙ୍କ ନାଁରେ ସାଇବର ଠକେଇ ! ବିଭିନ୍ନ ପୂଜା ପାଇଁ ଭିନ୍ନ ଭିନ୍ନ ରେଟ୍ ଚାଟ୍

ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ପୂଜା କରିବା ପାଇଁ ୨୪୦୧ ଟଙ୍କା, ଶ୍ରୀମନ୍ଦିରରେ ଧ୍ୱଜା ବାନ୍ଧିବା ପାଇଁ ୨୧୫୧ ଟଙ୍କା, ମନ୍ଦିରରେ ନାମ ଏବଂ ଗୋତ୍ର ସଂକଳ୍ପ ପାଇଁ ୮୦୧ ଟଙ୍କା ଆଦାୟ କରୁଛି ଏହି ସଂସ୍ଥା। More
  • Satyendu Shekher Mishra
  • 11 months ago

ବର୍ଷିଲେ ନଡ୍ଡା ! ପଚାରିଲେ ଓଡ଼ିଶାରେ କିଏ ଚଳାଉଛି ସରକାର, ସଚିବ ନା ନେତା ?

ନଡ୍ଡାଙ୍କ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବୈଜୟନ୍ତ ପଣ୍ଡା ମଧ୍ୟ ରଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । More
  • Satyendu Shekher Mishra
  • 11 months ago

‘ଓଡ଼ିଶାରେ ଦୁର୍ନୀତି-କମିଶନ ଚାଲିଛି, ସବୁ କିଛିର ତଦନ୍ତ ହେବ ଆଉ ଦୋଷୀକୁ ଜେଲ୍ ପଠାଯିବ’

ଲୋକମାନେ ଏହି ସରକାର ପ୍ରତି ଅତିଷ୍ଠ ହୋଇସାରିଲେଣି । ତେଣୁ ପରିଶ୍ରମ କଲେ ଏଥର ଓଡ଼ିଶାରେ ମଧ୍ୟ ହେବ ବିଜେପି ସରକାର । More
  • Tanmay Kumar Mahalik
  • 11 months ago

ବାହାରିଲାଣି ନଗଦ ୩ କୋଟି; ବାବୁଙ୍କ ଘର ନା ଟଙ୍କା ଗୋଦାମ !

ରେଡ୍ ଜାରି ରହିଥିବାରୁ ଆହୁରି ଅଧିକ ଟଙ୍କା ଓ ଧନ ସଂପତ୍ତି ମିଳିପାରେ ଅନୁମାନ କରାଯାଉଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ଭୁବନେଶ୍ୱର, ନବରଙ୍ଗପୁର ଓ ଭଦ୍ରକର ୯ଟି ସ୍ଥାନରେ ଏକକାଳୀନ ଚଢଉ କରୁଛି । More
  • Rajalaxmi Sahoo
  • 11 months ago

ନିଜ ନିଖୋଜର ନିଜେ ରଚିଲେ ମହା ନାଟକ, ୩ ଦିନ ପରେ ଜଙ୍ଗଲରୁ ଉଦ୍ଧାର...

ନିଖୋଜର ୩ ଦିନ ପରେ ଉଦ୍ଧାର ହେଲେ ବୃଦ୍ଧ। ନିଜେ କୁଆଡ଼େ ରଚିଥିଲେ ନିଖୋଜର ଏହି ମହା ନାଟକ। More
  • Tanmay Kumar Mahalik
  • 11 months ago

ଭବାନୀପାଟଣାରେ ବିଜେପି କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ ନଡ୍ଡା

ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏହି ସଭାକୁ ସମ୍ବୋଧିତ କରିବେ । ବୁର୍ଲା ଏମସିଏଲ ଗେଷ୍ଟ ହାଉସରୁ ବାହାରି ଭବାନୀପାଟଣା ପହଞ୍ଚିବା ପରେ ମାଆ ମାଣିକେଶ୍ୱରୀଙ୍କ ଦର୍ଶନ କରିବେ ନଡ୍ଡା । More
  • Rajalaxmi Sahoo
  • 11 months ago

ଛାତ ଉପରେ ବିଡ଼ାବିଡ଼ା ଟଙ୍କା, ଖାଲି ୫୦୦ ଟଙ୍କିଆ...

ପଡ଼ୋଶୀଙ୍କ ଘର ଛାତରୁ ୫୦୦ ଟଙ୍କିଆ ଭର୍ତ୍ତି ୬ଟି ପେଟି ଜବତ ହୋଇଛି। ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କ ପଡ଼ୋଶୀଙ୍କ ଛାତରୁ ଏହିସବୁ ଟଙ୍କା ଜବତ ହୋଇଛି।  More
  • Tanmay Kumar Mahalik
  • 11 months ago

ଆଜିଠୁ ଚେକିଂ ହେବ ହାଇ ସିକ୍ୟୁରିଟି ନମ୍ବର; HSRP ନଥିଲେ ଗଣିବେ ୫ରୁ ୧୦ ହଜାର ଫାଇନ୍‌

M.V ଆକ୍ଟ, ୧୯୮୮, ଧାରା ୧୯୨ ଅଧୀନରେ ଯଦି ଗାଡିଟିରେ HSRP ନଥିବ, ତେବେ ସେହି ଗାଡି ବିରୋଧରେ ଇ-ଚାଲାଣ କଟାଯିବ । ତହାସହ ୫୦୦୦/ - କିମ୍ବା ୧୦, ୦୦୦/ - ହଜାର ଟଙ୍କା ଜୋରିମାନା ଆଦାୟ କରାଯିବ । More
  • Rajalaxmi Sahoo
  • 11 months ago

ଅତିରିକ୍ତ ଉପଜିଲ୍ଲାପାଳଙ୍କ ଘରେ ଭିଜିଲାନ୍ସ ରେଡ୍‌, ୯ଟି ସ୍ଥାନରେ ଏକକାଳୀନ ଚଢ଼ାଉ

 ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଭିଜିଲାନ୍ସ ଟିମ୍‌ ରେଡ୍‌ କରିଛନ୍ତି। ଭଦ୍ରକ, ଭୁବନେଶ୍ୱର ସମେତ ୯ଟି ସ୍ଥାନରେ ଏକକାଳୀନ ଚଢ଼ାଉ ହୋଇଛି। More
  • Satyendu Shekher Mishra
  • 11 months ago

ଝଲସିବ ଶ୍ରୀମନ୍ଦିର ସିଂହଦ୍ୱାର, ଲାଗିବ ଉତ୍କଳୀୟ କାରୁକାର୍ଯ୍ୟରେ ରୂପା ଖଚିତ କବାଟ

କଡ଼ା ସୁରକ୍ଷା ବଳୟରେ ଆରମ୍ଭ ହୋଇଛି ନିର୍ମାଣ କାମ । ଶ୍ରୀମନ୍ଦିରରେ ASI, ପୂର୍ତ୍ତ ବିଭାଗ ଓ ବୈଷୟିକ କୋର କମିଟି । More
  • Satyendu Shekher Mishra
  • 11 months ago

ଓଡ଼ିଶାରେ ନଡ୍ଡା‌; ବରଗଡ଼ରେ କର୍ମକର୍ତ୍ତାଙ୍କୁ ଦେଲେ ଗୁରୁମନ୍ତ୍ର, ଭବାନୀପାଟଣା ସଭା ଉପରେ ସମସ୍ତଙ୍କ ନଜର

ବିଜେପିର ମିଶନ୍ ଓଡ଼ିଶା, ପଶ୍ଚିମ ଓଡ଼ିଶା ପ୍ରୟୋଗଶାଳା । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା । More
  • Satyendu Shekher Mishra
  • 11 months ago

ଆଗୁଆ ନିର୍ବାଚନ ସମରସଜ୍ଜାରେ ଲାଗିପଡ଼ିଲାଣି କି ଶାସକ ଦଳ ?

୨ ପର୍ଯ୍ୟାୟ ପରେ ପୁଣି ୨୪ ବିଧାୟକଙ୍କ ସହ ନବୀନଙ୍କ ବୈଠକ ଚର୍ଚ୍ଚା । ଭେଟି ନଥିବା ନେତାଙ୍କ ଟିକେଟ୍ କାଟ୍ ନେଇ କଳ୍ପନାଜଳ୍ପନା । More
  • Tanmay Kumar Mahalik
  • 11 months ago

ଜନ୍ମବେଦୀକୁ ବିଜେ କଲେ ଶ୍ରୀଜିଉ; କାଲି ଶ୍ରଦ୍ଧାଳୁଙ୍କ ପାଇଁ ବାହାରିବ ଆଡ଼ପ ଅବଢ଼ା

ସିଏ ମନୁଆ ଠାକୁର.. କୋଟି ବ୍ରହ୍ମାଣ୍ଡ ନାୟକ । ମନ ହେଲେ ତାଙ୍କ ରଥ ଗଡ଼ିବ ମନ ନ ଥିଲେ ଇଞ୍ଚେ ହଲିବନି । ଆଉ କାଳିଆ ସାଆନ୍ତଙ୍କୁ ରଥ ଉପରେ ଥରେ ଦେଖିବା ପାଇଁ କିଏ କେତେଆଡ଼ୁ ଆସିଛି । More
  • Tanmay Kumar Mahalik
  • 11 months ago

ହ୍ୱାଇଟ୍ ହାଉସର ଅତିଥି ହେଲେ ପ୍ରଧାନମନ୍ତ୍ରୀ; ମୋଦିଙ୍କୁ ମିଳିଲା ଆକର୍ଷଣୀୟ ଉପହାର

ଉପନିଷଦରେ ନିଜ ଜୀବନ କାଳରେ ୧ ହଜାର ପୂର୍ଣ୍ଣଚନ୍ଦ୍ର ଦର୍ଶନ କରିଥିବା ବା ୮୦ ବର୍ଷ ଅତିକ୍ରାନ୍ତ କରିଥିବା ବ୍ୟକ୍ତିଙ୍କ କୁଶଳ ମନାସି ଦଶଦାନ ଦିଆଯିବାର ବିଧି ରହିଛି । ତେଣୁ ବନ୍ଧୁ ବାଇଡେନଙ୍କ ସର୍ବକୁଶଳତା ପାଇଁ ଏଇ ଅନନ୍ୟ ଦାନ ଦେଇଛନ୍ତି ମୋଦି । More