• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Friday, 07 July 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Tanmay Kumar Mahalik
  • 10 months ago

୫ ଦିନିଆ ରିମାଣ୍ଡରେ ଗଲେ ବାହାନଗା ଅଭିଯୁକ୍ତ

ସିବିଆଇ ପକ୍ଷରୁ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ପ୍ରଥମେ ମେଡିକାଲ ଚେକ୍ ଅପ୍ କରାଯାଇଥିଲା । କଡ଼ା ସୁରକ୍ଷାରେ ଭୁବନେଶ୍ୱର ସିବିଆଇ ଅଫିସରୁ ୩ ଅଭିଯୁକ୍ତଙ୍କୁ କ୍ୟାପିଟାଲ ହସପିଟାଲ ଅଣାଯାଇଥିଲା । More
  • Tanmay Kumar Mahalik
  • 10 months ago

କଡ଼ା ସୁରକ୍ଷାରେ ଭିତରେ କୋର୍ଟରେ ହାଜର ହେଲେ ବାହାନଗା ଅଭିଯୁକ୍ତ

ସ୍ୱାସ୍ଥ୍ୟ ପରୀକ୍ଷା ପରେ କୋର୍ଟରେ ସେମାନଙ୍କୁ ହାଜର କରାଯାଇଛି ସିବିଆଇ । କଡ଼ା ସୁରକ୍ଷା ଭିତରେ ସିବିଆଇ ଅଫିସ୍‌ରୁ ୩ ଅଭିଯୁକ୍ତଙ୍କୁ ନିଆଯାଇ ପ୍ରଥମେ ସେମାନଙ୍କ ମେଡିକାଲ ଚେକ୍‌ଅପ କରାଯାଇଥିଲା । More
  • Satyendu Shekher Mishra
  • 10 months ago

DN Groupରେ ତିନି ଦିନ ହେଲାଣି ସରୁନି ରେଡ୍, ଖୋଳତାଡ଼ କରୁଛି IT

ଆଇଟି ସ୍କାନରରେ ୧୦୫ କୋଟିର ରିୟଲ ଇଷ୍ଟେଟ୍ ବିଜନେସ୍ । କାହିଁକି ଆକ୍ସନ ମୋଡକୁ ଆସୁନି ଓରେରା ? More
  • Tanmay Kumar Mahalik
  • 10 months ago

ସହମତିରେ ଶାରୀରିକ ସଂପର୍କ ଦୁଷ୍କର୍ମ ନୁହେଁ: ଓଡ଼ିଶା ହାଇକୋର୍ଟ

ଆବେଦନକାରୀ ମନୋରଞ୍ଜନ ଦାସଙ୍କର ଜଣେ ବିବାହିତା ମହିଳାଙ୍କ ସହ ବନ୍ଧୁତା ହୋଇଥିଲା । ପରେ ଉଭୟଙ୍କ ମଧ୍ୟରେ ବିବାହର ପ୍ରତିଶ୍ରୁତି ଏବଂ ଶାରୀରିକ ସମ୍ପର୍କ ମଧ୍ୟ ସୃଷ୍ଟି ହୋଇଥିଲା । ତେବେ ପରବର୍ତ୍ତୀ ସମୟରେ କୌଣସି କାରଣରୁ ମନୋରଞ୍ଜନ ଆଉ ବିବାହ କରିବାକୁ ରାଜି ନହେବାରୁ ସଂପୃକ୍ତ ମହିଳା ଭୁବନେଶ୍ୱର ଏସଡିଜେଏମ କୋର୍ଟରେ କମ୍ପ୍ଲେନ କେସ ଦାୟର କରିଥିଲେ । More
  • Satyendu Shekher Mishra
  • 10 months ago

IPS ସ୍ତରରେ ବଡ଼ ଧରଣର ଅଦଳବଦଳ, ସଫିନ୍ ଅହମ୍ମଦ କ୍ରାଇମବ୍ରାଞ୍ଚ IG

ସାର୍ଥକ ଷଡ଼ଙ୍ଗୀଙ୍କୁ ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ଭାବେ ଦାୟିତ୍ୱ ଦିଆଯାଇଥିବା ବେଳେ ସତ୍ୟଜିତ ନାୟକଙ୍କୁ ଏଚ୍‌ଆର୍‌ପିସି ଡିଆଇଜି ଭାବେ ନିଯୁକ୍ତି କରାଯାଇଛି । More
  • Chandan Shishu
  • 10 months ago

କାର୍ଯ୍ୟରତ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଆବେଦନ ପାଇଁ ଲୌକାର୍ପିତ ହେଲା ନୂଆ ପୋର୍ଟାଲ

ପୂର୍ବରୁ ଅଫଲାଇନରେ ଏହି ପ୍ରକ୍ରିୟା ହେଉଥିବା ବେଳେ ଚଳିତ ବର୍ଷରୁ ଏହାକୁ ଅନଲାଇନ ମାଧ୍ୟମରେ କରାଯାଉଛି। More
  • Manoranjan Behera
  • 10 months ago

ହାଇକୋର୍ଟଙ୍କ ବଡ଼ ରାୟ; ବନ୍ଧୁତ୍ୱରୁ ଆରମ୍ଭ ଶାରୀରିକ ସଂପର୍କ ଦୁଷ୍କର୍ମ ନୁହେଁ

ଶାରୀରିକ ସଂପର୍କକୁ ନେଇ ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ବନ୍ଧୁତ୍ୱରୁ ଆରମ୍ଭ ହୋଇଥିବା ଶାରୀରିକ ସଂପର୍କ ଦୁଷ୍କର୍ମ ବିବେଚିତ ହେବନି । ସେଭଳି କ୍ଷେତ୍ରରେ ଦୁଷ୍କର୍ମ ଅଭିଯୋଗ ଆସିଲେ ଗ୍ରହଣୀୟ ନୁହେଁ ବୋଲି କହିଛନ୍ତି କୋର୍ଟ । More
  • Chandan Shishu
  • 10 months ago

Panchang Today 7th July 2023: ଜାଣନ୍ତୁ ଆଜିର ପଞ୍ଚାଙ୍ଗ, ଆପଣଙ୍କ ଶୁଭ ଓ ଅଶୁଭ ସମୟ..

ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ  ଶୁକ୍ରବାର। ଚନ୍ଦ୍ର – ମକର ଦିବା ୦୧.୩୮ ଗତେ କୁମ୍ଭ; ତିଥି – ୫ମୀ ରାତ୍ରି ୧୨.୧୭ ଗତେ ୬ଷ୍ଠୀ। ଘାତ ଚନ୍ଦ୍ର– ମିଥୁନ, ମୀନ ଅହୋରାତ୍ର, ଘାତ ବାର – ବିଛା, ଧନୁ ଓ ମୀନ More
  • Manoranjan Behera
  • 10 months ago

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଜିଲ୍ଲାରେ ରୋଗୀଙ୍କୁ ମିଳିଲାନି ୧୦୮ ଆମ୍ବୁଲାନ୍ସ

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଜିଲ୍ଲାରେ ରୋଗୀଙ୍କୁ ଆମ୍ବୁଲାନ୍ସ ଟିଏ ନ ମିଳିବାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ସ୍ଥାନୀୟ ବାସିନ୍ଦା । More
  • Manoranjan Behera
  • 10 months ago

ଆଜିଠୁ ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ନାମଲେଖା

ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି ୪ ଲକ୍ଷ ୧୨ ହଜାର ୩୬୮ ଜଣ । More
  • Tanmay Kumar Mahalik
  • 10 months ago

ରାଜ୍ୟରେ ବ୍ୟାପିଲାଣି ଆଖିଧରା ରୋଗ; ମାର୍ଗଦର୍ଶିକା ଜାରି କଲା ସ୍ୱାସ୍ଥ୍ୟ ବିଭାଗ

ଆଖିଧରାରେ ଆକ୍ରାନ୍ତ ବ୍ୟକ୍ତିଙ୍କ ରୁମାଲ, ତଉଲିଆ, ତକିଆ ଏମିତିକି ଆଇ-ଡ୍ରପ୍କୁ ବି ବ୍ୟବହାର କରନ୍ତୁ ନାହିଁ । ଚଷମା ପିନ୍ଧୁଥିଲେ, ନିୟମିତ ସଫା କରନ୍ତୁ । ସୁଇମିଂ ପୁଲ କିମ୍ବା ପୋଖରୀରେ ମୁହଁ ବୁଡ଼ାନ୍ତୁ ନାହିଁ । More
  • Tanmay Kumar Mahalik
  • 10 months ago

+2 କଟ୍ ଅଫ୍ ତାଲିକା; ସବୁ ଷ୍ଟ୍ରିମରେ ଆଗରେ ରେଭେନ୍ସା, କାଲିଠୁ ପ୍ରଥମ ପର୍ଯ୍ୟାୟ ନାମଲେଖା

ପ୍ରକାଶ ପାଇଲା ଯୁକ୍ତ ୨ କଟ୍ ଅଫ୍ ତାଲିକା । ବିଜ୍ଞାନରେ ୯୧.୬୭% ସହ କଟକ ରେଭେନ୍ସା ହାଇଅର ସେକେଣ୍ଡାରୀ ସ୍କୁଲ ଆଗରେ ରହିଛି । ଦ୍ୱିତୀୟରେ ୯୦% ସହ ବାଲେଶ୍ୱର ଫକୀର ମୋହନ ହାଇଅର ସେକେଣ୍ଡାରୀ ସ୍କୁଲ୍ ଓ ୮୯% ସହ ବିଜେବି ହାଇଅର୍ ସେକେଣ୍ଡାରୀ ସ୍କୁଲ ତୃତୀୟରେ ରହିଛି । More
  • Tanmay Kumar Mahalik
  • 10 months ago

ବିଜେଡିରେ ବଢୁଛି ଗୋଷ୍ଠୀ କନ୍ଦଳ ! ଶଙ୍ଖଭବନରେ ତାଳିପକା ଉଦ୍ୟମ

ନିର୍ବାଚନ ପୂର୍ବରୁ ଗୋଷ୍ଠୀକନ୍ଦଳ ଦୂର ପାଇଁ ଜୋରଦାର ପ୍ରୟାସ ଶଙ୍ଖ ଦଳର ଏହି ପ୍ରୟାସ ଭିତରେ ପ୍ରଥମେ ପଡିଛି ସମ୍ବଲପୁରର ପାଳି । ନିକଟରେ ବିଜେଡି ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ଦଳର ସଙ୍ଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମ୍ବଲପୁର ଗସ୍ତବେଳେ ଦେଖିବାକୁ ମିଳିଥିଲା ଗୋଷ୍ଠୀ ବିବାଦ । More
  • Chandan Shishu
  • 10 months ago

ଷ୍ଟାଚ୍ୟୁ ଲୋଟି ପଡିଥିଲା ଏବେ ଭୁଶୁଡିପଡିଲା କାନ୍ଥ, ବିଶ୍ୱର ୧ ନମ୍ବର ହକି ଷ୍ଟାଡିୟମର ନିର୍ମାଣ କାମକୁ ନେଇ ପ୍ରଶ୍ନ

ମାସେ ହେଲାଣି ସେମିତି ମାଟିରେ ଲୋଟି ପଡିଛି ସହରର ସବୁଠୁ ଆକର୍ଷଣ ଓ ସେଲଫି କର୍ଣ୍ଣର ପାଲଟିଥିବା ଏହି ପ୍ରତିମୂର୍ତ୍ତି। ଖାଲି ସେତିକି ନୁହେଁ, ଷ୍ଟାଡିୟମର ୬ ନମ୍ବର ଗେଟକୁ ଲାଗି ରହିଥିବା କାନ୍ଥରେ ବଡ ଧରଣର ଫାଟ ସୃଷ୍ଟି ହୋଇଛି। ଫୁଟପାଥର ଅନେକ ସ୍ଥାନରେ ଟାଇଲ୍ ବି ଦବି ଗଲାଣି।  More
  • Chandan Shishu
  • 10 months ago

୧୮ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ: ବର୍ଷା ଅଭାବରୁ ଚାଷ କାର୍ଯ୍ୟରେ ଗୁରୁତର ବାଧା

ରାୟଗଡ଼ା, ମାଲକାନଗିରି ଓ ଗଜପତିରେ ଉଣା ଅଧିକେ ସବୁଠି ସମାନ ସ୍ଥିତି। କୋଉଠି ହାଲୁକା ବର୍ଷା ପରେ ଏବେ ଏବେ ଜମି ହଳ ହେଉଛି ତ କେଉଁଠି ଖରାରେ ତଳି ଶୁଖି ଜଳିଗଲାଣି। ଆଗକୁ ଭଲ ବର୍ଷା ନହେଲେ, ଚାଷକୁ ଆଉ ଚାଷୀର ଭରସା ପାଉନି। More