ସଂକ୍ଷେପରେ ଆଜିର ତାଜା ଖବର - Tuesday, 18 July 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ରାଜ୍ୟରେ ଦାରିଦ୍ର୍ୟତା କମୁଛି ହେଲେ, ରାଜ୍ୟ ଅଧିକ ଗରିବ ହେଉଛି

ନୀତି ଆୟୋଗ ରିପୋର୍ଟ କହୁଛି, ଗତ ୫ ବର୍ଷରେ ଦେଶର ଦାରିଦ୍ର୍ୟ ହାର ୨୪.୮୫ । ପ୍ରତିଶତରୁ ଖସି ୧୪.୯୬ ପ୍ରତିଶତରେ ପହଞ୍ଚିଥିବା ବେଳେ ସାଢ଼େ ୧୩ କୋଟି ଲୋକ । More

ଓଡ଼ିଶାରେ ବି ପଡୁଛି ଜାତୀୟ ରାଜନୀତିରେ ପ୍ରଭାବ ! କ’ଣ କରିବ BJD ?

NDA କ୍ୟାଂପରେ ୩୮, INDIA କ୍ୟାଂପରେ ୨୬ ଦଳ । ଜୟରାମ ରମେଶଙ୍କ ତ୍ରିଶଙ୍କୁ ମନ୍ତବ୍ୟକୁ ନେଇ ତେଜିଲା ରାଜନୀତି । More

ଯାଜପୁର କୁଆଖିଆ ନିକଟରେ ଟଳିଲା ବଡ଼ ଦୁର୍ଘଟଣା, ନିର୍ମାଣ ତ୍ରୁଟିରୁ ଅଘଟଣ ମାନିଲେ NHAI କର୍ତ୍ତୃପକ୍ଷ

ନିରାପଦ ରାଜପଥରେ ଆସନ୍ନ ବିପଦର ସ୍ପଷ୍ଟ ଚିହ୍ନ, କିନ୍ତୁ ସୌଭାଗ୍ୟକୁ ଅଳ୍ପକେ ଟଳିଯାଇଛି ବଡ଼ ଦୁର୍ଘଟଣା More

ପୁଣି ବାଲେଶ୍ୱରରେ ଅଘଟଣ: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ମେମୁ ଟ୍ରେନ୍‌

ବାଲେଶ୍ୱର ଜିଲ୍ଲା ନୀଳଗିରି ରୋଡ୍‌ ଷ୍ଟେସନ ପାଖରେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ମେମୁ ଟ୍ରେନ୍‌। ଲୋକୋ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଦୁର୍ଘଟଣା ଟଳି ଯାଇଛି। More

ଦାରିଦ୍ର୍ୟ ତାଲିକାରେ ଓଡ଼ିଶା ସ୍ଥିତି ଆହୁରି ଖରାପ, ମାଲକାନଗିରି ସବୁଠୁ ଗରିବ ଜିଲ୍ଲା

ଦାରିଦ୍ର୍ୟରେ ନବମ ସ୍ଥାନରେ ଥିବା ଓଡ଼ିଶା ଏବେ ଦେଶର ଅଷ୍ଟମ ଗରିବ ରାଜ୍ୟ। ଓଡ଼ିଶାରେ ମାଲକାନଗିରି ଜିଲ୍ଲା ସବୁଠୁ ଗରିବ ଜିଲ୍ଲା ବୋଲି ଜଣାପଡ଼ିଛି।  More

Panchang Today 18th July 2023: ଜାଣନ୍ତୁ ଆଜିର ପଞ୍ଚାଙ୍ଗ, ଶୁଭ ଓ ଅଶୁଭ ସମୟ..

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ରାତ୍ରି ୧୦.୩୨ ଗତେ କର୍କଟ । ତିଥି- ପ୍ରତିପଦ ରାତ୍ରି ୦୨.୧୦ ଗତେ ୨ୟା । ଘାତ ଚନ୍ଦ୍ର- ନାସ୍ତି । More

ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ ! ୨୪ ଘଣ୍ଟାରେ ୪ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ବର୍ତ୍ତମାନର ଲଘୁଚାପ ଦୁର୍ବଳ ହୋଇଥିବା ବେଳେ ଏହାର ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ୨୪ ଘଣ୍ଟା ମଧ୍ୟରେ ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। More

ଯାଜପୁରରେ ବଡ଼ ଅଘଟଣ: NH-୧୬ରେ ଭୁଶୁଡ଼ିଲା ବ୍ରିଜ୍

NH-୧୬ରେ ଭୁଶୁଡ଼ିଲା ବ୍ରିଜ୍। ଯାଜପୁର ଜିଲ୍ଲାରେ ‌ଏହି ଅଘଟଣ ଘଟିଛି।  More

ଭୁବନେଶ୍ୱର ଛାତି ଉପରେ ଥିବା ୟୁନିଟ୍-ଟୁ ମାର୍କେଟ୍ ବିଲ୍ଡିଂରେ ତାଲା

ରାଜଧାନୀର ହାର୍ଟ ଅଫ୍ ମାର୍କେଟ୍- ୟୁନିଟ-୨ମାର୍କେଟ୍ ବିଲ୍ଡିଂ। ଯେଉଁଠି ପୁଣି ଥରେ ସାମ୍ନାସାମ୍ନି ହୋଇଛନ୍ତି ବ୍ୟବସାୟୀ ଓ ଉଠାଦୋକାନୀ। ଦୋକାନ ବନ୍ଦ କରି ଅନିର୍ଦ୍ଦିଷ୍ଟକାଳ ପାଇଁ ଧାରଣାକୁ ଓହ୍ଲାଇଛି ସେଣ୍ଟ୍ରାଲ ମାର୍କେଟ ବିଲ୍ଡିଂ ଆସୋସିଏସଏନ୍। More

ଏତେ ବର୍ଷା ! ଘରେ ପଶିଲାଣି ପାଣି, ଦୋକାନ ବଜାର ଖୋଲୁନି; ଚାରିଆଡ଼େ ଜଳମଗ୍ନ...

ଦେଶରେ ସକ୍ରିୟ ରହିଛି ମୌସୁମୀବାୟୁ । ଉତ୍ତର-ପୂର୍ବ ଭାରତର ଅନେକ ରାଜ୍ୟରେ ବର୍ଷା ଜାରି । ଉତ୍ତରାଖଣ୍ଡ ଓ କୋଙ୍କଣରେ ହେବ ଭାରି ବର୍ଷା କହିଲା IMD । More

ଆଖି ନାହିଁ କିନ୍ତୁ ଜନ୍ମରୁ ହୃଦୟରେ ମହାଦେବ

ସେମିତି ଶରୀରକୁ କଷ୍ଟ ଦେଇ ଶିବ ଭକ୍ତିରେ ତଲ୍ଲୀନ ଇଏ ଆଉ ଜଣେ ଅନନ୍ୟ ଭକ୍ତ ଅନନ୍ତ ବୈରାଗୀ। ଏମିତି ଦଣ୍ଡ ପ୍ରଣାମ କରି କରି କୋରାପୁଟ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ଗୁପ୍ତେଶ୍ୱର ବାବାଙ୍କୁ ନିଜ ଦୁଃଖ ଜଣାଇବାକୁ ବାହାରିଛନ୍ତି। More

ଚାରି ଦ୍ୱାରରେ ଏଣ୍ଟ୍ରି ଅନୁମତି କେବେ ? ଅବଢ଼ା ପାଇଁ ବି ଓଳିଏ ଛିଡ଼ା ହେବାକୁ ପଡ଼ୁଛି ଲାଇନ୍‌ରେ...

ପୁରୀ ବାସିନ୍ଦାଙ୍କ କହିବାନୁସାରେ- ଏବେ ସମସ୍ତଙ୍କୁ କେବଳ ଗୋଟିଏ ବାଟ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ଛଡ଼ାଯାଉଛି। ବାକି ତିନି ଦ୍ୱାରରେ ଲାଗିଛି କଟକଣା। More

Odisha Politics: ଜଗନ୍ନାଥ ସଂସ୍କୃତି ଆଳରେ ଏଣ୍ଟ୍ରି ମାରୁଛି କି ଧର୍ମ ରାଜନୀତି ?

‘ନବୀନ ଓଡ଼ିଶା’ ସ୍କିମକୁ ଅସ୍ତ୍ର କରିଛି କି ଶଙ୍ଖ ଦଳ? ଧାର୍ମିକ ଭାବାବେଗକୁ ଧରି ଗାଁ ଭୋଟ୍ ଟାଣିବାକୁ ଫନ୍ଦି କହିଲା ବିଜେପି  । More