• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Sunday, 30 July 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Manoranjan Behera
  • 1 year ago

ଶହେ ବର୍ଷରେ ବି ଚଳଚଞ୍ଚଳ ପୂର୍ଣ୍ଣଚନ୍ଦ୍ର; ଫଟୋଗ୍ରାଫି ସହ ସଉକ ଛଉ ନୃତ୍ୟ ଓ ଅଭିନୟ

କଥା କହୁଛି ଇତିହାସର କଳା ଧଳା ଫଟୋ । ରାଜା ମହାରାଜା ଓ ଇଂରେଜଙ୍କ ଠାରୁ ତତକାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଯାଏଁ । ଅମୂଲ୍ୟ ସମ୍ପଦ ହୋଇ ରହିଛି ସବୁକିଛି । କଥାକୁହା ଫଟୋର ଶିଳ୍ପୀ ହେଉଛନ୍ତି ପୂର୍ଣ୍ଣଚନ୍ଦ୍ର ବିନ୍ଧାଣୀ । More
  • Manoranjan Behera
  • 1 year ago

ମୋଟାପା ସାଜିଛି ପୁଅଙ୍କ ଅସ୍ୱାଭାବିକ ସ୍ତନବୃଦ୍ଧିର କାରଣ !

କିଶୋରାବସ୍ଥାରେ ପୁଅଙ୍କ ଛାତିରେ ଦେଖାଯାଉଛି କି ପରିବର୍ତ୍ତନ? ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି କି ପୁଅପିଲାଙ୍କ ସ୍ତନର ଆକାର? ଯଦି ହଁ, ତେବେ ସଂକୋଚ କରନ୍ତୁନି କି ଏହାକୁ ହେଳା କରନ୍ତୁନି। ତୁରନ୍ତ ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ । More
  • Manoranjan Behera
  • 1 year ago

କାହିଁକି ଖସୁଛି ସରକାରୀ ଶିକ୍ଷାନୁଷ୍ଠାନର NIRF ରାଙ୍କ୍ ?

ଉଚ୍ଚଶିକ୍ଷା ବିଭାଗକୁ ନାକ୍ ରାଙ୍କିଂ ଚିନ୍ତା । କାହିଁକି ଖସୁଛି ସରକାରୀ ଶିକ୍ଷାନୁଷ୍ଠାନର NIRF ରାଙ୍କ୍? ଦୋଷ ତ୍ରୁଟି ରହୁଛି କେଉଁଠି? କାରଣ ଖୋଜି ଜଣାଇବାକୁ ସବୁ ଆଞ୍ଚଳିକ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଲା ଉଚ୍ଚଶିକ୍ଷା ବିଭାଗ । More
  • Chandan Shishu
  • 1 year ago

କେମିତି ମାଆ ପାଖରୁ ନିଖୋଜ ହୋଇଗଲା ନାବାଳକ ପୁଅ? ନରବଳି ନା ଯୋଜନାବଦ୍ଧ ହତ୍ୟା?

ୟା ପଛରେ ଏକ ବଡ଼ ଧରଣର ଅଙ୍ଗ ଚାଲାଣ ରାକେଟ୍  କାମ କରୁଥିବା ନେଇ ସେମାନଙ୍କ ସନ୍ଦେହ ସୃଷ୍ଟି ହୋଇଛି। ସେପଟେ ଅନୁଗୁଳ ଏସପି କହିଛନ୍ତି ଘଟଣାକୁ ବିଭିନ୍ନ ଦିଗରୁ ତଦନ୍ତ କରାଯାଉଛି। ଅଧିକ ତଥ୍ୟ ହାସଲ ଲାଗି SCB ଏଫଏମଟି ବିଭାଗର ସହଯୋଗ ଲୋଡ଼ାଯାଇଛି। More
  • Manoranjan Behera
  • 1 year ago

ଟମୋଟୋ ପରେ ଏବେ ଚାଉଳ; କିଲୋପିଛା ବଢ଼ିଲାଣି ୧୦ରୁ ୧୫ ଟଙ୍କା

ଟମାଟୋ ପରେ ଏବେ ଅମୂଲ ମୂଲ ଚାଉଳ । କେଜି ପିଛା ବଢ଼ିଛି ୧୦ରୁ ୧୫ ଟଙ୍କା । ମାସକ ତଳେ ଯେଉଁ ଉଷୁନା ଚାଉଳ ୩୫ରୁ ୪୦ ଟଙ୍କାରେ ବିକ୍ରି ହେଉଥିଲା, ଏବେ ତାହା ୪୫ରୁ ୫୦ ଛୁଇଁଲାଣି । More
  • Chandan Shishu
  • 1 year ago

Vastu Tips: କେଉଁ କାରଣରୁ ଲକ୍ଷ୍ମୀଛଡ଼ା ଦୋଷ ହୋଇଥାଏ?

ସାବଧାନ ! ଏସବୁ କାମରୁ ନିବୃତ୍ତ ରୁହନ୍ତୁ... ନହେଲେ ଘରେ ପଡ଼ିବ ଲକ୍ଷ୍ମୀଙ୍କ କୋପଦୃଷ୍ଟି More
  • Prangyan Parimita
  • 1 year ago

ଆଉ ଜଣେ ବାବାଙ୍କର ମୃତ୍ୟୁ

ପୁରୀ ଗୁରୁକୃପା ଆଶ୍ରମରେ ବାବାଙ୍କୁ ବାବାଙ୍କ ଆକ୍ରମଣ ଘଟଣା । ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ବାବାଙ୍କ ମୃତ୍ୟୁ । More
  • Tanmay Kumar Mahalik
  • 1 year ago

ତେଜିଲା ଓପିନିଅନ ପୋଲ୍ ରାଜାନୀତି; ସର୍ଭେକୁ ନେଇ BJD-BJP କଥା କଟାକଟି

ଓଡ଼ିଶାରେ ବିଜୁ ଜନତା ଦଳ ଅଧିକ ଗୋଟିଏ ସିଟ ଜିତି ୧୩ଟି ଲୋକସଭା ସିଟ ହାତେଇବ । ଭାରତୀୟ ଜନତା ପାର୍ଟି ୮ ଆସନ ପାଇବାକୁ ଥିବା ବେଳେ ଅନ୍ୟ ଦଳ ବା ସ୍ୱାଧୀନ ପ୍ରାର୍ଥୀ ଜିତି ପାରିବେ ନାହିଁ ବୋଲି ସର୍ଭେ ଆଳକନ କରିଛି । More
  • Pramod Behera
  • 1 year ago

ଘୋଷଣା ହେଲା ‘ବର୍ଷା ସାହିତ୍ୟ ସମ୍ମାନ’; ଏହି ତିନି ବହିକୁ ମିଳିବ ସମ୍ମାନ

ଘୋଷଣା ହୋଇଛି ବର୍ଷା ସାହିତ୍ୟ ସମ୍ମାନ-୨୦୨୩। ତିନି ଗୁଣାତ୍ମକ ବହିକୁ ମିଳିବ ସମ୍ମାନ। ଅଗଷ୍ଟ୧୧ରେ ହେବ ବର୍ଷା ଉତ୍ସବ। More
  • Prangyan Parimita
  • 1 year ago

ପୁଣି OSSC ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍

OSSCର ULB ଆକାଉଣ୍ଟାଣ୍ଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଅଭିଯୋଗ । ପ୍ରଶ୍ନପତ୍ର ଲିକ ଅଭିଯୋଗରେ ଭଦ୍ରକରେ ପରୀକ୍ଷାର୍ଥୀଙ୍କ ବିକ୍ଷୋଭ । More
  • Prangyan Parimita
  • 1 year ago

ନରବଳି ଅଭିଯୋଗରେ ସାଧିକା ଅଟକ, ମୃତଦେହରୁ କିଛି ଅଙ୍ଗ ଗାଏବ ଥିବା ଅଭିଯୋଗ

ଅନୁଗୁଳ କିଆକଟାରେ ନାବାଳକ ସଞ୍ଜୀବଙ୍କ ହତ୍ୟା ମାମଲା । ମୁଖ୍ୟ ସନ୍ଦିଗ୍ଧ ଗୀତାଞ୍ଜଳି ବାଘଙ୍କୁ ଉଠାଇ ନେଲା ପୋଲିସ୍ । More
  • Prangyan Parimita
  • 1 year ago

ଜାଣିଶୁଣି ବର୍ଷା ଦିନରେ କାମ ଆରମ୍ଭ, ମାସେ ନପୂରୁଣୁ ପାଣିରେ ପଡ଼ିଲା ଲକ୍ଷ ଲକ୍ଷ ଟଙ୍କା

ମନରେଗା ଯୋଜନାର ଅନୁଦାନକୁ କେମିତି ଆତ୍ମସାତ୍ କରାଯିବ, ତାର ବାଟ ଖୋଜାଗଲା। ଆଉ ଏବେ ପହିଲି ବର୍ଷାରେ ଧୋଇଗଲା ଗାର୍ଡୱାଲ, ଧସିଗଲା ମାଟି । More
  • Prangyan Parimita
  • 1 year ago

କି ସାହସ ! ଓଡ଼ିଶାରେ ପଶି ରାଜ୍ୟ ସରକାରଙ୍କ ବୋର୍ଡକୁ ଉପାଡ଼ିଲେ ଆନ୍ଧ୍ର ଅଧିକାରୀ

ଜଲାପୁଟ ଜଳଭଣ୍ଡାର ସୂଚନା ବୋର୍ଡକୁ ଉପାଡ଼ି ଦେଲେ । ଓଡ଼ିଶାର ସ୍ୱାଗତ ବୋର୍ଡକୁ ମଧ୍ୟ ବାହାର କରିଦେଲେ । ଜଲାପୁଟରେ ନିଜ ଦବଦବା ଜାହିର କରିବାକୁ ଉଦ୍ୟମ । More
  • Prangyan Parimita
  • 1 year ago

ଠାକୁରଙ୍କୁ ବି ଛାଡ଼ିଲେନି, ଉନ୍ନତିକରଣ ନାଁରେ ଟଙ୍କା ଆତ୍ମସାତ୍

ସିଂହନାଥ ମନ୍ଦିରର ସିଂହଭାଗ ଲୁଟ୍...ମନ୍ଦିର ଉନ୍ନତିକରଣ ପାଇଁ ୨୦୧୮ ମସିହାରେ ୨ଟି ପର୍ଯ୍ୟାୟରେ ୯୯ ଲକ୍ଷ ୯୦ ହଜାର ଅର୍ଥାତ୍ ପ୍ରାୟ ୧ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ହେଲେ ସିଂହନାଥ ମନ୍ଦିରର ଉନ୍ନତିକରଣ ଶୂନ୍ । More
  • Deepak Acharya
  • 1 year ago

Panchang Today 30th July 2023: ଜାଣନ୍ତୁ ଆଜିର ପଞ୍ଚାଙ୍ଗ, ଶୁଭ ଓ ଅଶୁଭ ସମୟ

ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର । ଚନ୍ଦ୍ର- ବିଛା ରାତ୍ରି ୧୧.୩୩ ଗତେ ଧନୁ । ଜାଣନ୍ତୁ ଆପଣଙ୍କ ଶୁଭ ଓ ଅଶୁଭ ସମୟ... More
  • Tanmay Kumar Mahalik
  • 1 year ago

ଓଲଟିଲା ଭ୍ୟାନ୍‌; ୧୨ କାଉଡ଼ିଆ ଆହତ, ଜଣେ ଗୁରୁତର

ଦୁଇଟି ଗାଡ଼ିରେ କେନ୍ଦ୍ରାପଡ଼ାରୁ କିଛି ଯୁବକ ଯୋଡ଼ା ମୂର୍ଗା ମହାଦେବଙ୍କ ନିକଟକୁ ଜଳଲାଗି ପାଇଁ ଯାଉଥିଲେ । ସେହି ସମୟରେ ଘଷିପୁରା ଥାନା ଅନ୍ତର୍ଗତ NH ୨୦ ହୋହିରା ନିକଟରେ ଗାଡ଼ି ଦୁର୍ଘଟଣା ହୋଇଥିଲା । More
  • Tanmay Kumar Mahalik
  • 1 year ago

ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ; ୨୦ ଜିଲ୍ଲାକୁ ବର୍ଷା ୱାର୍ଣ୍ଣିଂ

ଲଘୁଚାପ ପାଇଁ ଆଜି ସକାଳ ସାଢେ ୮ଟା ସୁଦ୍ଧା ୨୦ ଜିଲ୍ଲାକୁ ବର୍ଷା ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଂଜ, ଯାଜପୁର, ବଲାଙ୍ଗିର ଏବଂ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । More
  • Chandan Shishu
  • 1 year ago

ଛତ୍ରବଜାରରୁ ଟମାଟୋ ନେଇ ଗ୍ରାହକ ଛୁ, ବନ୍ଧକ ପଡ଼ିଲେ ଦୁଇ ନାବାଳକ !

ଗାଡ଼ିରେ ଟମାଟୋ ରଖି ଆସୁଛି, ଆଉ ୧୦ କିଲୋ ନେବି ବୋଲି କହି ୨ କିଲୋ ଟମାଟୋ ଧରି ଖସିଯାଇଥିବା ଅଭିଯୋଗ ହୋଇଛି। ତେବେ ଦୁଇ ଘଣ୍ଟା ପରେ ବି ସେ ନଆସିବାରୁ ସନ୍ଦେହ ବଢ଼ିଥିଲା ଟମାଟୋ ବ୍ୟବସାୟୀଙ୍କର। More
  • Sarbeswar
  • 1 year ago

ଭତ୍ତା ମିଳୁନି କି ଘର ମିଳୁନି...ପାଲ ତଳେ ବାପା ସହ ରହୁଛି ଦିବ୍ୟାଙ୍ଗ ଝିଅ

ଓଃ କି ଦୁଃଖ? ବୟସ ୬୩ ଛୁଇଁଲାଣି...୧୮ ବର୍ଷର ଦିବ୍ୟାଙ୍ଗ ଝିଅ । ସରକାରୀ ସହାୟତା କିଛି ମିଳୁନି । ପ୍ରଶାସନକୁ ଗୁହାରି କରିକରି ଥକିଗଲେ ହେଲେ ଦୁଃଖ କେହି ଶୁଣିଲେନି More
  • Sarbeswar
  • 1 year ago

ବସ୍‌ରେ କାହିଁକି ପ୍ରଥମେ ଚଢନ୍ତିନି ମହିଳା?

କାହିଁକି ? କେବେଠାରୁ? ମହିଳା ଯାତ୍ରୀଙ୍କୁ ପ୍ରଥମେ ବସ୍‌ରେ ଚଢାନ୍ତି ନାହିଁ ବସ୍‌ କର୍ମଚାରୀ ? ବରମୁଣ୍ଡାରେ ଏମିତି କଣ ଘଟିଲା ଯେ ମହିଳାଙ୍କୁ ପ୍ରଥମେ ଚଢାଇବାକୁ ନିର୍ଦ୍ଦେଶ ଦେଲେ ମହିଳା କମିଶନ ଅଧ୍ୟକ୍ଷା More
  • Sarbeswar
  • 1 year ago

ବାପା ଦିନ ମଜୁରିଆ, ମାଆ ପକୁଡ଼ି ଛାଣନ୍ତି...ପୁଅ ୨ ଥର ଏମବିବିଏସ୍‌ ପାଇଲେଣି..ହେଲେ ଟଙ୍କା ନଥିବାରୁ....

ଥରେ ନୁହେଁ ଦୁଇଦୁଇ ଥର MBBS ପାଇଲେଣି । ଡାକ୍ତର ହୋଇ ରୋଗୀଙ୍କ ସେବା କରିବାକୁ ଭାରି ଇଚ୍ଛା...ହେଲେ ସ୍ୱପ୍ନ ପୂରଣରେ ବାଧକ ସାଜିଛି ଟଙ୍କା । ବାପା ମଜୁରିଆ, ମାଆ ପକୁଡ଼ି ବିକନ୍ତି...ଏତିକି ଟଙ୍କାରେ ପୁଅ ଡାକ୍ତର ପଢିବ ବା କେମିତି? ଆପଣ ସାହାଯ୍ୟ କଲେ ଡାକ୍ତରୀ ପଢିପାରନ୍ତେ ଛତ୍ରପତି More
  • Sarbeswar
  • 1 year ago

ହାତୀ ପାଇଁ ୪ ଦିନ ଅନ୍ଧାରରେ ୧୦ ହଜାର ଲୋକ

ବଣରୁ ଆସି ଗାଁରେ ବୁଲୁଛି ହାତୀ । ଡରି ଡରି ବଞ୍ଚୁଛନ୍ତି ଲୋକେ...ହେଲେ ୪ ଦିନ ହେଲାଣି ଲାଇନ୍‌ କଟିଯିବାରୁ ତେଜିଲାଣି ଅସନ୍ତୋଷ । ବିଷାକ୍ତ ସାପଙ୍କ ବାସସ୍ଥଳି ହୋଇଥିବାରୁ ଲାଇନ୍‌ ନଦେଲେ ଆନ୍ଦୋଳନ ହେବ ବୋଲି କହିଲେଣି ଲୋକେ More