ସଂକ୍ଷେପରେ ଆଜିର ତାଜା ଖବର - Thursday, 03 August 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ବଞ୍ଚିଥିଲା ବେଳେ ପଚାରିଲେନି; ମଲା ମାଆ ମୁହଁରେ ମୁଖାଗ୍ନି ଦେବାକୁ ମନା କଲା ବାପା

ବାପା, ମା’ଙ୍କୁ ହତାଦର କରିଥିବା ସନ୍ତାନଙ୍କୁ ସବକ୍ ଶିଖାଇଲେ ବାପା । ମା’ର ଦେହାନ୍ତ ପରେ ମୁଖାଗ୍ନି ଦେବାରୁ ବଞ୍ଚିତ କଲେ ନିଜ ୩ ପିଲାଙ୍କୁ । More

ବର୍ଷା ଜନିତ ବନ୍ୟା ଯୋଗୁଁ ୧.୨୦ ଲକ୍ଷ ଲୋକ ପ୍ରଭାବିତ: SRC

୯୦ଟି ବ୍ଲକର ୭୬୨ ଗାଁ ଓ ୧୭ଟି ସହରାଞ୍ଚଳର ୬୬ ୱାର୍ଡ ପ୍ରଭାବିତ More

ଯିଏ ଯାହା ପାଇଲା ରାସ୍ତାକଡ଼ରେ ବିକିଲା; ଖାଦ୍ୟର ମାନ ପରଖୁଛି କିଏ ?

ବାହାରେ ମିଳୁଥିବା ଚଟପଟା ଫାଷ୍ଟଫୁଡ୍ କେତେ ସ୍ୱାସ୍ଥ୍ୟକର ? More

କମ୍ ପଡୁଛି ଅଙ୍ଗଦାତାଙ୍କ ସଂଖ୍ୟା: ଜାତୀୟ ଅଙ୍ଗଦାନ ଦିବସ ଅବସରରେ ଚିନ୍ତା ପ୍ରକଟ

ଗତ ବର୍ଷ ମେ ୧୫ରେ ୧୫ ବର୍ଷର ଝିଅ ସାଇସମୃଦ୍ଧିକୁ ହରାଇଥିଲେ। ହେଲେ ଆଶ୍ୱାସନା ଏତିକି ନିଜର ପ୍ରଥମ ସନ୍ତାନର ଜୀବନ୍ତ ସ୍ମୃତିକୁ ପାଇବାର ସୌଭାଗ୍ୟ ମିଳିଛି। କାହିଁକି ନା ମୃତ୍ୟୁ ପରେ ନିଜର କିଡନୀ ଦେଇ ଆଉ ଜଣଙ୍କୁ ଜୀବନ ଦେଇ ଯାଇଛନ୍ତି ସାଇସମୃଦ୍ଧା। More

୧୯ ଦିନର ଟଣାଓଟରା ପରେ ଖୋଲିଲା ମାର୍କେଟ୍ ବିଲଡିଂ; ବସିପାରିବେନି ଅସ୍ଥାୟୀ ବ୍ୟବସାୟୀ

ପୁଣି ଚଳଚଂଚଳ ହୋଇଛି ରାଜଧାନୀର ବ୍ୟସ୍ତ ବହୁଳ ବଜାର। More

ଭୟ ବଢ଼ାଇଲା ବୈତରଣୀର ଜଳସ୍ତର: କେନ୍ଦୁଝର, ଢେଙ୍କାନାଳ, ଯାଜପୁର ଓ ଭଦ୍ରକକୁ ଭୟ

ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି କୋରାଇ ବ୍ଲକ ସାଳବା ଗାଁ। କେବଳ କୋରାଇ ବ୍ଲକ ନୁହେଁ, ଜିଲ୍ଲାର ଯାଜପୁର ବ୍ଲକ ସମେତ ଦଶରଥପୁର, ବିଞ୍ଝାରପୁର ବ୍ଲକ ସାଂଘାତିକ ପ୍ରଭାବିତ ହେଲାଣି ବୈତରଣୀ ନଦୀରେ ଆସିଥିବା ବର୍ଷର ପ୍ରଥମ ବନ୍ୟା ଜଳରେ।  More

ଜାଇକା ପ୍ରକଳ୍ପ ତୁରନ୍ତ ଶେଷ କରିବାକୁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା

୨୦୧୨ ମସିହାରେ ଆରମ୍ଭ ହୋଇଥିବା ଜାଇକା ପ୍ରକଳ୍ପ ନିର୍ମାଣ କାମ ୪ ବର୍ଷରେ ଶେଷ କରିବାକୁ ଚୁକ୍ତି ହୋଇଥିଲା। ଏହାମଧ୍ୟରେ ୧୨ ବର୍ଷ ବିତି ଯାଇଥିଲେ ମଧ୍ୟ ଏହା ସମ୍ପୂର୍ଣ୍ଣ ହେବାର ନାଁ ନେଉନାହିଁ । More

ଗୋଟିଏ କି ଯୋଡ଼ିଏ ନୁହେଁ ଏକାଥରକେ ୩୦ ହଜାର ପଦବୀ ପୂରଣ ହେବ !

ଏହି ପଦବୀ ପାଇଁ ଆବେଦନ କରିବାର ଶେଷ ତାରିଖ ହେଉଛି ୨୩-୮-୨୦୨୩ । More

‘ବିଲ୍‌କୁ ସମର୍ଥନ କରିଛୁ, ବିଜେପିକୁ ନୁହେଁ’

ଦିଲ୍ଲୀ ବିଲ୍‌କୁ ସଂସଦରେ ବିଜେଡିର ସମର୍ଥନ ପ୍ରସଙ୍ଗରେ ଲୋକସଭାରେ ପ୍ରତିକ୍ରିୟା ରଖିଲେ ସାଂସଦ ପିନାକୀ ମିଶ୍ର । More

ଖୋଲିଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂ

ସେଣ୍ଟ୍ରାଲ ମାର୍କେଟ ବିଲ୍ଡିଂ ସଂଘ- BMC ଆଲୋଚନା ଜାରି ରହିଛି । କ’ଣ ପାଇଁ ଶୋ’ ରୁମ୍‌ ବନ୍ଦ ରହିଛି ସେନେଇ ସଂଘ ସ୍ପଷ୍ଟ କରିନାହିଁ । More

ରାଜ୍ୟରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା: SRC

SRC ତାଙ୍କ ସୂଚନାରେ ଆହୁରି କହିଛନ୍ତି ଯେ, ସମ୍ଭାବ୍ୟ ବନ୍ୟା ପାଇଁ ମହାନଦୀ ସିଷ୍ଟମର ୭ ଜିଲ୍ଲାରେ ପ୍ରସ୍ତୁତି ହୋଇଛି । ଏଥିଲାଗି ୨୩ ଓଡ୍ରାଫ୍, ୮ ଏନ୍‌ଡିଆର୍‌ଏଫ୍ ଓ ୬୨ଟି ଅଗ୍ନିଶମ ଟିମ୍‌ ମୁତୟନ କରାଯାଇଛି । More

ମା’ ଭଟ୍ଟାରିକା ଓ ସିଂହନାଥ ପୀଠରେ ଲାଗିଲା ୧୪୪ ଧାରା

ମନ୍ଦିରରେ ପାଣି ପଶିବାରୁ ମା’ଙ୍କ ବିଗ୍ରହକୁ ରତ୍ନଗିରି ପାହାଡ଼ସ୍ଥିତ ବନ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଛି । ସ୍ଥିତିକୁ ନେଇ ମା’ ଭଟ୍ଟାରିକାଙ୍କ ପୀଠରେ ୧୪୪ ଧାରା ଜାରି କରାଯାଇଛି । More

ମହାନଦୀ ସିଷ୍ଟମରେ ଛୋଟ ବନ୍ୟା ! ୧୫ ଜିଲ୍ଲା ଉପରେ ନଜର

ବନ୍ୟା ସ୍ଥିତି ମୁକାବିଲା ନେଇ SRCଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ । ଜଳସମ୍ପଦ ଅଧିକାରୀଙ୍କ ସହ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ । ତଳିଆ ଅଞ୍ଚଳଗୁଡ଼ିକରେ ଏନଡିଆରଏଫ, ଓଡ୍ରାଫ ଟିମ୍ ମୁତୟନ । More

Today Panchang 3rd August 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...କେଉଁ ସମୟରେ ଆରମ୍ଭ କରିବେ ଶୁଭ କାର୍ଯ୍ୟ

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ, ଗୁରୁବାର। ଜାଣନ୍ତୁ, ଆଜିର ଶୁଭ ଓ ଅଶୁଭ ସମୟ... More

ହଠାତ୍‌ ମାଡ଼ି ଆସିଲା ବନ୍ୟାଜଳ; ବ୍ରାହ୍ମଣୀ ନଦୀ ଭିତରେ ଫସିରହିଛନ୍ତି ୨ ଯୁବକ

ରାଧାଦେଇପୁର ପଞ୍ଚାୟତ ନୂଆପଡ଼ା ଗାଁର ୨ଜଣ ଯୁବକ ଫସିରହିଥିବା ଜଣାପଡ଼ିଛି । ଉଭୟ ଯୁବକ ନଦୀରେ ଏକ ମେଗା ପ୍ରୋଜେକ୍ଟର ସିକ୍ୟୁରିଟି ଗାର୍ଡ ଭାବେ କାମ କରୁଥିଲେ । More

ଜୀବନ ନେଇଗଲା ଲିଭ୍‌ ଇନ୍‌ ପାର୍ଟନର, ବିବାହ ପୂର୍ବରୁ ମହିଳାଙ୍କୁ ବୀଭତ୍ସ ହତ୍ୟା

ଭାଙ୍ଗିଗଲା ସ୍ୱପ୍ନ..ଚାଲିଗଲା ଜୀବନ..ପ୍ରେମିକ ପାଲଟିଲା ସୈତାନ୍ More

ଏହି ସବୁ ଜିଲ୍ଲାରେ ଆଜି ସ୍କୁଲ ଛୁଟି, ଦେଖି ନିଅନ୍ତୁ ତାଲିକା..

୧୧ ଜିଲ୍ଲାର ସରକାରୀ ଓ ଘରୋଇ ସ୍କୁଲ ଛୁଟି ରହିବ । ସ୍କୁଲ ବନ୍ଦ ଲାଗି ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ । More

ପଶ୍ଚିମ ଓଡ଼ିଶାରେ ବର୍ଷା ବିତ୍ପାତ : କେଉଁଠି ରାସ୍ତାରେ ପାଣି, ତ ଆଉ କେଉଁଠି ବୁଡ଼ିଛି ପୋଲ

ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ବନ୍ୟା ସ୍ଥିତି । ବହୁ ଅଞ୍ଚଳ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ । More

ଆସନ୍ତାକାଲି ସ୍କୁଲ ବନ୍ଦ; ରାଜ୍ୟରେ ଏହି ସମସ୍ତ ଜିଲ୍ଲା ପାଇଁ ଛୁଟି ଘୋଷଣା

ଲଗାଣ ବର୍ଷା ଓ ବନ୍ୟା ସ୍ଥିତି ଯୋଗୁଁ ଆସନ୍ତାକାଲି ସ୍କୁଲ ଛୁଟି ଘୋଷଣା ହୋଇଛି । ରାଜ୍ୟର ୯ଟି ଜିଲ୍ଲାରେ ସରକାରୀ ଓ ବେସରକାରୀ ସ୍କୁଲ ଗୁଡ଼ିକ ଆସନ୍ତାକାଲି ଛୁଟି ରହିବ । More

ମନ୍ଦିରରେ ପଶିଲା ପାଣି; ମା’ ଭଟ୍ଟାରିକାଙ୍କ ବିଗ୍ରହ ସ୍ଥାନାନ୍ତର

ରତ୍ନଗିରି ପାହାଡ଼ସ୍ଥିତ ବନ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର ହୋଇଛନ୍ତି ମା’ଙ୍କ ବିଗ୍ରହ । ଧୀରେ ଧୀରେ ବନ୍ୟା ପାଣି ବଢ଼ିବାରୁ ଏପରି ନିଷ୍କତ୍ତି ନିଆଯାଇଛି । More

ଲଗାଣ ବର୍ଷା ତାଉରେ ବେହାଲ୍ ସାରା ରାଜ୍ୟ; ଟିକିଏ ଥମୁଛି, ପୁଣି ନିର୍ଧୂମ୍ କାଚୁଛି

କୁରୁମୁଣ୍ଡା ନାଳ ଉପରେ ପାଞ୍ଚ ଫୁଟ ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ମନମୁଣ୍ଡା-ଶଗଡା ମଧ୍ୟରେ ଯୋଗାଯୋଗ ବି ଠପ୍ ହୋଇଛି । ବୌଦ୍ଧ ଜିଲ୍ଲାର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ ହୋଇଛି । ସହରର ତଳିଆ ଅଞ୍ଚଳରେ ବର୍ଷା ପାଣି ଲୋକଙ୍କ ଘରେ ପଶି ଜୀବନ ଅସ୍ତବ୍ୟସ୍ତ କରିଛି । More

ଅସୁରକ୍ଷିତ ଡ୍ରେନେଜ୍ ପାଇଁ କଲବଲ ଜୀବନ; ବର୍ଷା ଜଳ ନିଷ୍କାସନ ସମସ୍ୟାରୁ ହୀନସ୍ତା ସହରୀ ମଣିଷ

ଡ୍ରେନ ଓ ରାସ୍ତା ଏକାକାର ହୋଇଯାଇଥିବାରୁ ମୁକୁଳା ଡ୍ରେନରେ ଗଳିପଡ଼ିଥିଲେ ସୁଜାତା । ଏଥର ବର୍ଷା ବିତ୍ପାତରେ ଖାଲି ଯେ ନୟାପଲ୍ଲୀରେ ଏଭଳି ଦୁର୍ଦ୍ଦଶା ଦେଖିବାକୁ ମିଳିଛି ତା’ନୁହେଁ । More

ସାତକୋଶିଆରେ ବାଘ ବଂଶ ବଢ଼ାଇବାକୁ ଜଙ୍ଗଲ ବିଭାଗର ବ୍ଲୁ ପ୍ରିଣ୍ଟ

ଏବେଠୁ ସାତକୋଶିଆରେ ବାଘଙ୍କ ଖାଦ୍ୟ ପାଇଁ ହରିଣ, ସମ୍ବର, କୁଟୁରା ଆଦି ତୃଣଭୋଜି ପ୍ରାଣୀଙ୍କ ବଂଶବୃଦ୍ଧି ଉପରେ ପଦକ୍ଷେପ ନିଆଯାଉଛି । ପ୍ରାଥମିକ ଭାବେ ଅନୁଗୁଳସ୍ଥିତ ନାଲକୋ ଚିଡ଼ିଆଖାନାରୁ ୬୦ଟି ଚିତ୍ରା ହରିଣକୁ ରାଇଗୁଡ଼ା ଅଞ୍ଚଳରେ ଛାଡ଼ିବା ବ୍ୟବସ୍ଥା ହୋଇଛି । More