ସଂକ୍ଷେପରେ ଆଜିର ତାଜା ଖବର - Thursday, 17 August 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ମାଟ୍ରିକ୍ ପରେ ପ୍ଲସ୍ ଟୁ ପରୀକ୍ଷା ଚିନ୍ତା, ଆସନ୍ତା ଫେବ୍ରୁଆରୀରେ ହେବ ଦୁଇଟି ବୋର୍ଡର ପରୀକ୍ଷା

ମାଟ୍ରିକ୍ ପରେ ଯୁକ୍ତ ଦୁଇ। ୬ ମାସ ପୂର୍ବରୁ ଘୋଷଣା ହେଲା ତାରିଖ। ଫେବ୍ରୁଆରୀ ୧୪ରୁ ମାର୍ଚ୍ଚ ୧୩ ଯାଏ ହେବ ପରୀକ୍ଷା। ନିର୍ବାଚନୀ ବର୍ଷରେ ଶୃଙ୍ଖଳିତ ପରୀକ୍ଷା ଲାଗି ସିଏଚ୍ଏସ୍ଇ କିଛି ଏଭଳି ପ୍ରସ୍ତୁତି କରୁଛି। More

ଆତ୍ମହତ୍ୟା ନା ଅନରକିଲିଂ ? ବିଜେଡି ନେତାଙ୍କ ମାମଲା ରଫାଦଫା ଉଦ୍ୟମକୁ ନେଇ ପ୍ରଶ୍ନ

୧୫/୧୬ ବର୍ଷ ବୟସର ନାବାଳିକାଟିଏ ଆଜି ଯେଭଳି ପ୍ରାଣ ହରାଇଲା ମାହାଙ୍ଗା ଅଞ୍ଚଳରେ, ୨ ମାସ ପରେ ଚେତା ପଶିଛି ପୋଲିସର । ପୋଲିସ ଦପ୍ତରଠୁ ପଲିଟିକାଲ୍ ମୈଦାନ ଯାଏଁ ହୁଲସ୍ତୁଲ ହେବା ପରେ ଆରମ୍ଭ ହୋଇଛି ଖୋଳତାଡ଼ । More

ରାଜ୍ୟରେ ଘାଇଁ ଘାଇଁ ବଢୁଛି ଡେଙ୍ଗୁ ମିଟର; ୨ ହଜାର ଡେଇଁଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ଯୁଆଡ଼େ ଦେଖିବ, ସେଆଡ଼େ ଡେଙ୍ଗୁ । ଭୁବନେଶ୍ୱରରୁ ବଲାଙ୍ଗିର, ପୁରୀରୁ ବାଲେଶ୍ୱର ସବୁଠି ଆତଙ୍କ ମଚାଇଲାଣି ହୁ ହୁ ବଢୁଥିବା ଡେଙ୍ଗୁ ଜ୍ୱର । ରାଜଧାନୀ ଭୁବନେଶ୍ୱରରେ ଅଣାୟତ୍ତ ହେବା ପରେ ଏବେ ରାଜ୍ୟର ଅନ୍ୟ ଅଞ୍ଚଳକୁ ଡେଇଁଛି ଡେଙ୍ଗୁ। More

୩ ଦିନ ଛେଚିବ ! କାଲି ସକାଳ ଯାଏଁ ୧୫ ଜିଲ୍ଲାକୁ ସତର୍କବାଣୀ

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛିଛି। ଏହା ପ୍ରଭାବରେ ୩ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। More

ବଦଳିବ ସବୁ ସରକାରୀ ଅଫିସ୍‌ର ଫ୍ୟାନ୍: ୫ ବର୍ଷ ପୁରୁଣା ଫ୍ୟାନ୍ ଓ AC ବଦଳାଇବାକୁ ପ୍ରସ୍ତାବ

ଶକ୍ତି ବିଭାଗର ଏଭଳି ନିଷ୍ପତ୍ତିକୁ ନେଇ ଉଠିଛି ପ୍ରଶ୍ନ। କାହିଁକି ନା ଓଡିଶା ହେଉଛି ବିଜୁଳି ବଳକା ରାଜ୍ୟ। ତଥାପି କାହିଁକି ଶକ୍ତି ବିଭାଗକୁ ଘାରିଲା ସରକାରୀ କାର୍ଯ୍ୟାଳୟରେ ବିଜୁଳି ବଞ୍ଚାଇବା ଚିନ୍ତା। ଆଉ ମାତ୍ର ୫ ବର୍ଷର ଫ୍ୟାନ, ଏସି ଖୋଲି ନୂଆ  ଲାଗିଲେ କେତେ ବିଜୁଳି ବଞ୍ଚାଇ ପାରିବ ଶକ୍ତି ବିଭାଗ ? More

ବ୍ୟାପକ ବୃକ୍ଷ ରୋପଣ ଦ୍ଵାରା ତାପମାତ୍ରା ବୃଦ୍ଧିକୁ ରୋକା ଯାଇପାରିବ

ଓଡ଼ିଶା ପରିବେଶ ସମିତି ଏଵଂ ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ମିଳିତ ଆନୁକୂଲ୍ୟରେ ବୃକ୍ଷରୋପଣ କାର୍ଯକ୍ରମ ଆୟୋଜନ କରାଯାଇଛି। More

ସାବଧାନ ! କଟକ-ଭୁବନେଶ୍ୱରରେ ପ୍ରବଳ ବର୍ଷା, ଘରୁ ବାହାରନ୍ତୁ ନାହିଁ...

ପ୍ରବଳ ବର୍ଷା ସମୟରେ ଘରୁ ନ ବାହାରିବାକୁ ମଧ୍ୟ ପରାମର୍ଶ ଦେଇଛି ପାଣିପାଗ ବିଭାଗ । More

JEE ମେନ୍ ପରୀକ୍ଷାର ତ୍ରୁଟିପୂର୍ଣ୍ଣ ମାର୍କସିଟ୍ ନେଇ CBI ତଦନ୍ତ ନିର୍ଦ୍ଦେଶ

୪ ମାସ ମଧ୍ୟରେ ତଦନ୍ତ ସାରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । More

Today Panchang 17th August 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର ସିଂହ ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୧୭ ତାରିଖ ଗୁରୁବାର, ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ... More

ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ପ୍ରଭାବରେ ଆଜିଠୁ ବଢିବ ବର୍ଷା ପରିମାଣ

ଆଜିଠୁ ବଢିବ ବର୍ଷା ପରିମାଣ,ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ More

ଆକାଶରୁ ଖସିଲା ଆକସ୍ମିକ ମୃତ୍ୟୁ, ବଜ୍ରପାତରେ ଚାଲିଗଲା ୫ ଜଣଙ୍କର ଜୀବନ

ବାଲେଶ୍ୱର ଜିଲ୍ଲା ବସ୍ତା ଅଞ୍ଚଳରେ ୪ ମୃତ, ୬ ଆହତ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ଅଞ୍ଚଳରେ ଜଣେ ମୃତ, ୩ ଆହତ । More

ସକାଳୁ ସକାଳୁ ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ପରେ ‘ମୋ ମାଟି ମୋ ଦେଶ ଅଭିଯାନ’ରେ ସାମିଲ ହେବେ,ସଦାଶିବ ସଂସ୍କୃତ ବିଶ୍ବବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ More

ଲୁଗା ଧୋଇବାକୁ ଯାଇଥିଲେ...ଟାଣି ନେଇ ଖାଇଦେଲା କୁମ୍ଭୀର

ଲୁଗା ଧୋଇବାକୁ ନଈକୁ ଯାଇଥିଲେ । ଛକିଥିଲା କୁମ୍ଭୀର...ହଠାତ୍‌ ପାଣି ଭିତରକୁ ନେଲା ଟାଣି । ଯେତେ ପାଟି କଲେ ବି କେହି ଶୁଣିବାକୁ ନଥିଲେ । ଖିନଭିନ୍‌ କରି ଅଧାରୁ ଅଧିକ ମହିଳାଙ୍କ ଶରୀରକୁ ଖାଇଦେଲା More

ଓଡ଼ିଶାରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

୨ ଦିନିଆ ଗସ୍ତରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ More

ଫେବ୍ରୁଆରୀ ୧୪ରେ ଯୁକ୍ତ ଦୁଇ ପରୀକ୍ଷା, ଜାନୁଆରୀରେ ପ୍ରାକ୍ଟିକାଲ

ଜାନୁଆରୀ ପ୍ରଥମ ସପ୍ତାହରେ ହେବ ପ୍ରାକ୍ଟିକାଲ ପରୀକ୍ଷା । CHSE ପକ୍ଷରୁ ପ୍ରକାଶିତ ଏକାଡେମିକ କ୍ୟାଲେଣ୍ଡରରେ ଏନେଇ ଉଲ୍ଲେଖ କରାଯାଇଛି । More

ଡରାଇଲାଣି ଡେଙ୍ଗୁ ! ଯେତେ ଚେଷ୍ଟା କଲେ ବି ଥମିବାର ନାଁ ଧରୁନି

କ୍ୟାପିଟାଲ ହସ୍ପିଟାଲରେ ଟେଷ୍ଟିଂ ପାଇଁ ଘଣ୍ଟା ଘଣ୍ଟା ଧରି ଲମ୍ୱା ଧାଡ଼ିରେ ଲୋକେ ଅପେକ୍ଷା କରିଥିବା ବେଳେ ବିଏମସିର ବେପରୁଆ ମନୋଭାବକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି।  More

୧୮ କୌଳିକ ବୃତ୍ତିରେ ଥିବା ହିତାଧିକାରୀଙ୍କୁ ୨ ଲକ୍ଷ ପର୍ଯ୍ୟନ୍ତ ଋଣ

ପିଏମ୍ ବିଶ୍ୱକର୍ମା ଯୋଜନାକୁ କେନ୍ଦ୍ର କ୍ୟାବିନେଟର ମଂଜୁରୀ । ପୂର୍ବରୁ ୫୦ ଶ୍ରମିକ ବର୍ଗଙ୍କ ପାଇଁ ରାଜ୍ୟ ଆଣିଛି ଯୋଜନା । More