• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Wednesday, 30 August 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Manoranjan Behera
  • 9 months ago

ଦ୍ୱନ୍ଦ୍ୱ ଭିତରେ ରାକ୍ଷୀ ସେଲିବ୍ରେସନ; ଭାଇ ହାତରେ ଭଉଣୀ ବାନ୍ଧିଲା ସମ୍ପର୍କର ରେସମୀ ଡୋରି

ଶୁଭ-ଅଶୁଭ ଓ ମଙ୍ଗଳ-ଅମଙ୍ଗଳର ଦ୍ୱନ୍ଦ୍ୱ ଭିତରେ ସାରା ଦେଶରେ ଆଜି ବେଶ୍ ଉତ୍ସାହର ସହ ପାଳିତ ହୋଇଛି ଭାଇ ଭଉଣୀଙ୍କ ପବିତ୍ର ସମ୍ପର୍କର ପର୍ବ ରକ୍ଷାବନ୍ଧନ । ଭାଇ ହାତରେ ରେସମୀ ଡୋରିଟିଏ ବାନ୍ଧି ଭଉଣୀ ତା ଶୁଭ ମନାସିବା ସହିତ ନିଜର ସୁରକ୍ଷା କାମନା ବି କରିଛି । More
  • Manoranjan Behera
  • 9 months ago

ଏଣିକି ପୁରା ରାଜଧାନୀ ରହିବ ସିସିଟିଭି ସର୍ଭେଲାନ୍ସରେ..

ସବୁ ଘଟଣା, ଦୁର୍ଘଟଣା, ଅପରାଧ ରେକର୍ଡ ହୋଇ ରହୁଛି କ୍ୟାମେରାରେ, ଅଭିଯୁକ୍ତର ଅଜାଣତରେ । ପୋଲିସ ତଦନ୍ତ ବେଳେ ଏଥିରୁ ମିଳୁଛି ଠୋସ୍ ପ୍ରମାଣ । ଅପରାଧ ରୋକିବାକୁ, ଅପରାଧୀଙ୍କୁ ଚିହ୍ନଟ କରିବାକୁ ବେଶ୍ କାମରେ ଆସୁଛି ସିସିଟିଭି ସର୍ଭେଲାନ୍ସ । More
  • Manoranjan Behera
  • 9 months ago

ଭୁବନେଶ୍ୱର ଏୟାରପୋର୍ଟରେ ନୂଆ ATC ଟାୱାର; ଜିରୋ ଭିଜିବିଲିଟିରେ ବିମାନକୁ କରିବ ଟ୍ରାକ୍

କାର୍ଯ୍ୟକ୍ଷମ ହୋଇଛି ଭୁବନେଶ୍ୱର ବିମାନବନ୍ଦର ନୂଆ ଏୟାର ଟ୍ରାଫିକ୍ କଂଟ୍ରୋଲ୍ ବା ଏଟିସି ଟାୱାର । ଅଗଷ୍ଟ ୨୪ରୁ ଆରମ୍ଭ ହୋଇଛି ଟ୍ରାଏଲ ରନ୍ । ଉଭୟ ପୁରୁଣା ଓ ନୂଆ ଏଟିସିରୁ ଚାଲିଛି ସମାନ୍ତରାଳ ଅପରେସନ । More
  • Satyendu Shekher Mishra
  • 9 months ago

ପ୍ରଫୁଲ୍ଲ ସାମନ୍ତରାଙ୍କ କିଡ୍‌ନାପ ପଛରେ କିଏ ? ୨୪ ଘଣ୍ଟା ପରେ ବି ଫିଟୁନି ରହସ୍ୟ

ଘଟଣାକୁ ‘ଷ୍ଟେଟ୍ ଟେରରିଜମ୍’ କହି ବର୍ଷିଲେ ପ୍ରଫୁଲ୍ଲ ସାମନ୍ତରା । ଶିଳ୍ପ ନାଁରେ ଶୋଷଣ ଅଭିଯୋଗ ଆଣି ରାଜ୍ୟ ସରକାରଙ୍କୁ ନିଶାନା । More
  • Satyendu Shekher Mishra
  • 9 months ago

ବିଜେଡିର ମହିଳା ଭୋଟ୍ ବ୍ୟାଙ୍କକୁ ଚେକ୍ ଦେବ କି କେନ୍ଦ୍ରର ନିଷ୍ପତ୍ତି ?

କମିଲା ଗ୍ୟାସ୍ ଦର, ରାଜ୍ୟରେ ଆଉ ୫ ଲକ୍ଷ ହିତାଧିକାରୀଙ୍କୁ ମିଳିବ ଉଜ୍ଜ୍ୱଳା । More
  • Satyendu Shekher Mishra
  • 9 months ago

ଶ୍ରାବଣରେ ତ୍ରାହି ତ୍ରାହି ଡାକୁଛି କ୍ଷେତ, ୧୧ ଜିଲ୍ଲାରେ ସ୍ଥିତି ସଂଗୀନ !

କଣ୍ଟିଜେନସି ପ୍ଲାନ କରାଯାଇଥିବା SRCଙ୍କ ସୂଚନା । ଏଥର ମରୁଡ଼ି ପରିସ୍ଥିତି ପଛରେ ଲଘୁଚାପ ଅଭାବ କହିଛି ପାଣିପାଗ ବିଭାଗ । More
  • Satyendu Shekher Mishra
  • 9 months ago

ଓଡ଼ିଶାରେ ବଡ଼ ନିଯୁକ୍ତି ସୁଯୋଗ, ପୂରଣ ହେବ ୧୦୬୫ ଅଧ୍ୟାପକ ପଦବୀ

ସମସ୍ତ ପ୍ରାର୍ଥୀଙ୍କୁ ରାଜ୍ୟରେ ଥିବା ଅଣ ଅନୁଦାନ ପ୍ରାପ୍ତ କଲେଜ ଗୁଡ଼ିକରେ ନିଯୁକ୍ତି ଦିଆଯିବ । More
  • Satyendu Shekher Mishra
  • 9 months ago

୨ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା

୪ ତାରିଖ ଠାରୁ ବିସ୍ତୃତ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ କେନ୍ଦ୍ର । More
  • Rajalaxmi Sahoo
  • 9 months ago

ରୋଗୀଙ୍କ ଜୀବନ ସହ ଖେଳ: A+ ବ୍ଳଡ୍‌ ଗ୍ରୁପ୍‌ ବଦଳରେ ଦେଇଦେଲେ B+ ବ୍ଲଡ୍‌

ରୋଗୀଙ୍କ ଜୀବନ ସହ ଖେଳ। କଟକର ଏକ ଘରୋଇ ହସ୍ପିଟାଲରେ ଜଣେ ରୋଗୀଙ୍କୁ ଭିନ୍ନ ଗ୍ରୁପ୍‌ର ରକ୍ତ ଦେବାରୁ ସଂପୃକ୍ତ ରୋଗୀ ଗୁରୁତର ହୋଇପଡ଼ିଥିବା ଅଭିଯୋଗ ହୋଇଛି। More
  • Rajalaxmi Sahoo
  • 9 months ago

ଓଟିଭି କେୟାର୍ସ: ୨୫ ଛାତ୍ରଛାତ୍ରୀଙ୍କୁ ଦିଆଗଲା ସ୍ୱତନ୍ତ୍ର ପ୍ରଶିକ୍ଷଣ

ଭୁବନେଶ୍ୱର ସ୍ଥିତ ହ୍ୟୁମାନ୍‌ ଲାଇଫ ସେଣ୍ଟରରେ ଓଟିଭି କେୟାର୍ସ ପକ୍ଷରୁ ୨୫ ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ସ୍ୱାବଲମ୍ବୀ କରିବା ନିମନ୍ତେ ଗତ ୪ ମାସ ଧରି ପ୍ରଶିକ୍ଷଣ ଦିଆଯାଥିବା ବେଳେ ସେମାନଙ୍କର ଶିକ୍ଷା ସମାପ୍ତ ହୋଇଛି। More
  • Rajalaxmi Sahoo
  • 9 months ago

5T ଟି-ସାର୍ଟ ପିନ୍ଧି ଯୁବକଙ୍କ ଗୁଣ୍ଡାଗର୍ଦ୍ଦି: ବିଜେପି କହିଲା- ‘ପ୍ରତିବାଦକୁ ଚାପି ଦେବା ପାଇଁ ଭୟ ସୃଷ୍ଟି କରାଯାଉଛି’

5T ସଚିବଙ୍କ ଯାଜପୁର ଗସ୍ତ ବେଳେ ବିରୋଧ କରୁଥିବା କଂଗ୍ରେସ କର୍ମୀଙ୍କୁ 5T ବାହିନୀ ଆକ୍ରମଣ କରିବା ଘଟଣାକୁ ବିଜେପି କଠୋର ଭାବେ ନିନ୍ଦା କରିଛି। More
  • Prangyan Parimita
  • 9 months ago

ଉତ୍କଳୀୟ ସଂସ୍କୃତିର ପ୍ରସାର ପାଇଁ ଆମେରିକାରେ ଆଞ୍ଚଳିକ ନାଟ୍ୟ ମହୋତ୍ସବ

ଗତ ୨୬ ତାରିଖରେ ଦୀର୍ଘ ୪ ଘଣ୍ଟା ଧରି ଚାଲିଥିବା ଏହି କାର୍ଯ୍ୟକ୍ରମରେ ଜର୍ଜିଆ ତଥା ପଡୋଶୀ ରାଜ୍ୟ ଟେନେସି, ଉତ୍ତର କାରୋଲିନା, ଦକ୍ଷିଣ କାରୋଲିନାର କଳାକାର ମାନଙ୍କ ଦ୍ୱାରା ବିଭିନ୍ନ କଳା ପ୍ରଦର୍ଶିତ ହୋଇଥିଲା More
  • Rajalaxmi Sahoo
  • 9 months ago

ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା: ଭାଇ ହାତରେ ରାକ୍ଷୀ ବାନ୍ଧି ନିଜର ସୁରକ୍ଷା ମନାସିଥାଏ ଭଉଣୀ

ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା। ଆଜି ଦିନରେ ଭଉଣୀ ତା ଭାଇ ହାତରେ ରାକ୍ଷୀ ବାନ୍ଧି ନିଜର ସୁରକ୍ଷା ମନାସିଥାଏ। ଆଉ ଭାଇ ନିଜ ଭଉଣୀର ସୁରକ୍ଷା ପାଇଁ ଦିଏ ପ୍ରତିଶ୍ରୁତି। More
  • Prangyan Parimita
  • 9 months ago

Today Panchang 30th August 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୩୦ ତାରିଖ ବୁଧବାର । More
  • Rajalaxmi Sahoo
  • 9 months ago

ଗିରଫ ହୋଇପାରନ୍ତି କଣ୍ଠଶିଳ୍ପୀ ସୌରିନ ଭଟ୍ଟ

ଗିରଫ ହୋଇପାରନ୍ତି କଣ୍ଠଶିଳ୍ପୀ ସୌରିନ ଭଟ୍ଟ। ଜଣେ ଯୁବତୀଙ୍କୁ ଧମକ ଚମକ ଦେଇ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇପାରେ। More
  • Rajalaxmi Sahoo
  • 9 months ago

ଜମି ପାଇଁ ଭାଇର ଜୀବନ ନେଲା ଭାଇ, ୧୧ ଦିନ ପରେ ମାଟି ଖୋଳି ମୃତଦେହ ଉଦ୍ଧାର

ଜମି ପାଇଁ ପଡ଼ୋଶୀଙ୍କ ସହ ମିଶି ଭାଇକୁ ହତ୍ୟା କଲା ଭାଇ। ହତ୍ୟା ପରେ ଶବକୁ ପୋତି ଦେଇଥିବା ବେଳେ ୧୧ ଦିନ ପରେ ମାଟି ଖୋଳି ପୋଲିସ୍‌ ମୃତଦେହ ଉଦ୍ଧାର କରିଛି। More
  • Manoranjan Behera
  • 9 months ago

ଜାତୀୟ ପୂର୍ବାଞ୍ଚଲ ରୋଲ୍‌ ବଲ୍‌ ଚାମ୍ପିୟନସିପ୍‌ରେ ଓଡ଼ିଶା ବାଳିକା ଦଳ ଚାମ୍ପିୟନ

କୋଲକାତାର ଗୁରୁନାନକ କଲେଜ୍‌ ପରିସରରେ ଆୟୋଜିତ ଦ୍ୱିତୀୟ ୧୧ ବର୍ଷରୁ କମ୍‌ ଜାତୀୟ ପୂର୍ବାଞ୍ଚଲ ରୋଲ୍‌ ବଲ୍‌ ଚାମ୍ପିୟନସିପ୍‌ରେ ଓଡ଼ିଶା ବାଳିକା ଦଳ ଚାମ୍ପିୟନ ହୋଇଛନ୍ତି । More
  • Manoranjan Behera
  • 9 months ago

ରାଜଧାନୀରେ ଖୁଲମଖୁଲା ବୁଲୁଛି ଖଣ୍ତା; ଗୋଡ଼ାଇ ଗୋଡ଼ାଇ ହାଣୁଛନ୍ତି ଦୁର୍ବୃତ୍ତ

ରାଜଧାନୀର ଶିଶୁପାଳଗଡ଼ରେ ହାତରେ ମାରଣାସ୍ତ୍ର ଧରି ୩ଟି ବାଇକରେ ମାଡ଼ି ଆସୁଛନ୍ତି ୯ ଜଣ ଆସାମାଜିକ ଯୁବକ । ଆଉ, ରାସ୍ତା କଡ଼ରେ ଠିଆ ହୋଇଥିବା ଜଣେ ଯୁବକଙ୍କୁ ଅତର୍କିତ ଆକ୍ରମଣ କରୁଛନ୍ତି । More
  • Manoranjan Behera
  • 9 months ago

ଆସନ୍ତାକାଲି ରାକ୍ଷୀ ବନ୍ଧାଯିବ ତ ? ଗୁରୁବାର ଶ୍ରୀମନ୍ଦିରରେ ପାଳନ ହେବ ରକ୍ଷାବନ୍ଧନ

ଭାଇ ହାତରେ ସଂପର୍କର ରେଶମ ଡୋରିଟିଏ ବାନ୍ଧି ସୁରକ୍ଷାର ନିର୍ଭର ପ୍ରତିଶ୍ରୁତି ପାଇବା ଅପେକ୍ଷାରେ ଭଉଣୀ । ଏଣେ ବଜାରରେ ବି ଭଳିକି ଭଳି ରାକ୍ଷୀର ପସରା । ତେବେ ଆସନ୍ତାକାଲି ରାକ୍ଷୀ ବନ୍ଧାଯିବ ତ ? More
  • Satyendu Shekher Mishra
  • 9 months ago

ଶେଷରେ ମୁକୁଳିଲେ ସାମାଜିକ କର୍ମୀ ପ୍ରଫୁଲ୍ଲ ସାମନ୍ତରା

ପ୍ରଫୁଲ୍ଲଙ୍କୁ ଘରେ ଆଣି ଛାଡ଼ିଥିବା ବ୍ୟକ୍ତି ସାଦା ପୋଷାକରେ ଥିବାରୁ ପୋଲିସ କିମ୍ବା ଅନ୍ୟ କୌଣସି ବ୍ୟକ୍ତି ହୋଇଥାଇପାରନ୍ତି ବୋଲି ପ୍ରଫୁଲ୍ଲ ଆଶଙ୍କା କରୁଛନ୍ତି। More
  • Satyendu Shekher Mishra
  • 9 months ago

ସାଇକେଲ୍‌ ଚାଳିକା ସ୍ୱାତୀ ସିଂ ପାଇଲେ ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନ

 କୋଚ୍ ପ୍ରଦୀପ ଷଡ଼ଙ୍ଗୀ, କ୍ରୀଡ଼ା ସାମ୍ବାଦିକ ଅଜୟ ଦାସ ସମ୍ମାନିତ । More