• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Sunday, 03 September 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Manoranjan Behera
  • 1 year ago

ରାଜ୍ୟରେ ବଢୁଛି ଜାଲ୍ ନୋଟର କାରବାର; ଆତଙ୍କୀ ଲିଙ୍କ୍ ନେଇ ଚାଲିଛି ତଦନ୍ତ

ରାଜ୍ୟରେ ବଢୁଛି ଜାଲ୍ ନୋଟର କାରବାର । ଗତକାଲି ସୋନପୁରରୁ ୪୧ ଲକ୍ଷରୁ ଅଧିକ ଟଙ୍କାର ୫ଶହ ଟଙ୍କିଆ ଜାଲ୍ ନୋଟ୍ ଜବତ କରିଛି କ୍ରାଇମବ୍ରାଂଚ STF । More
  • Sarbeswar
  • 1 year ago

କୁସୁମଙ୍କ ପ୍ରଶ୍ନ ବାଣ : ୧୪ ମେ ଓ ୨୮ ଜୁନ୍‌ରେ କେଉଁ ସରକାରୀ କାର୍ଯ୍ୟକ୍ରମ ଥିଲା ? କାହିଁକି ସଚିବ ବ୍ୟବହାର କରିଥିଲେ ହେଲିକପ୍ଟର?

କୁସୁମ ଟେଟେ ଆହୁରି ମଧ୍ୟ  ଲେଖିଛନ୍ତି, ଜଣେ ସଚିବ ବାହାଘର ଭୋଜି ଖାଇବା ପାଇଁ, ପାରିବାରିକ ଉତ୍ସବରେ ଯୋଗ  ଦେବା ପାଇଁ ସରକାରୀ ହେଲିକପ୍ଟର ବ୍ୟବହାର କରିପାରିବେ କି ବୋଲି ଗତକାଲି ବିଜେପି ପକ୍ଷରୁ ପ୍ରଶ୍ନ କରାଯାଇଥିଲା । ୧୪ ମେ ଓ ୨୮ ଜୁନ୍ ରେ କେଉଁ ସରକାରୀ କାର୍ଯ୍ୟକ୍ରମ ଥିଲା ଯେ, ମୁଖ୍ୟମନ୍ତ୍ରୀଙ୍କ ସଚିବ ସରକାରୀ ହେଲିକପ୍ଟର ବ୍ୟବହାର କରିଥିଲେ, ତାହା  ଆପଣ ସ୍ପଷ୍ଟ କଲେ ଭଲ ହୁଅନ୍ତା More
  • Manoranjan Behera
  • 1 year ago

ଭୟଙ୍କର ବଜ୍ରପାତରୁ କେମିତି ବଞ୍ଚିବେ, ଜାଣନ୍ତୁ ଟ୍ରିକ୍‌..

ରାଜ୍ୟରେ ୩ ଦିନ ହେଲା ଆତଙ୍କ ମଚାଇଛି ବଜ୍ରପାତ। ମାରୁଛି ଘନଘନ ବିଜୁଳି-ଘଡ଼ଘଡ଼ି । ଚାଲିଯାଉଛି ବହୁ ମୂଲ୍ୟବାନ ଜୀବନ । ଗତକାଲି କେବଳ ଗୋଟିଏ ଦିନରେ ରାଜ୍ୟରେ ୧୨ ଜଣଙ୍କ ଜୀବନ ଯାଇଥିବା ବେଳେ ଗତ ୫ ବର୍ଷରେ ବଜ୍ରପାତ ନେଲାଣି ୧୭ଶହରୁ ଅଧିକ ଜୀବନ । More
  • Manoranjan Behera
  • 1 year ago

୨୪ ରେ ନବୀନଙ୍କୁ ଗାଦିଚ୍ୟୁତ କରିବାକୁ ବିଜେପିର ମାଷ୍ଟର ପ୍ଲାନ୍; ନେତୃତ୍ୱ ନେବେ..

ନବୀନ ସରକାରକୁ ଗାଦିଚ୍ୟୁତ କରିବା ପାଇଁ ବିଜେପିର ଆକ୍ସନ ପ୍ଲାନ । ଉଭୟ ବିଧାନସଭା ଓ ଲୋକସଭା ନିର୍ବାଚନରେ କିଭଳି ଅଧିକରୁ ଅଧିକ ସିଟ୍ ମିଳିବ ସେଥିପାଇଁ ରୋଡ୍ ମ୍ୟାପ୍ ଉପରେ ଦଳର କୋର୍ ଟିମ୍ ବୈଠକରେ ହୋଇଛି ବିସ୍ତୃତ ଆଲୋଚନା । More
  • Manoranjan Behera
  • 1 year ago

କଣ ହେବ ଗଞ୍ଜାମ ବିଜେଡି ରାଜନୀତିର ଭବିଷ୍ୟତ ?

ଗଞ୍ଜାମରେ ନେତୃତ୍ବ ସଂକଟରେ ବିଜେଡି । ୨୪ ପାଇଁ ଚ୍ୟାଲେଞ୍ଜ ପାଲଟିବ ବଢୁଥିବା ଗୋଷ୍ଠୀ କନ୍ଦଳ । More
  • Manoranjan Behera
  • 1 year ago

ପଞ୍ଚଭୂତରେ ବିଲୀନ ସୂର୍ଯ୍ୟ; ବିଧାନସଭାରୁ ଦିଗପହଣ୍ଡି ଶୁଭିଲା 'ଅନ୍ନା ଅମର ରହେ'

ଚାରିଆଡ଼ ଅନ୍ନା ଅମର ରହେ ନାରା ଶୁଭୁଥିଲା । ତାରି ଭିତରେ ବଡ଼ ପୁଅ ବିପ୍ଲବ ପାତ୍ର ମୁଖାଗ୍ନି ଦେବା ପରେ ପଞ୍ଚଭୂତରେ ବିଲୀନ ହୋଇଗଲେ ଗଂଜାମ ଜିଲ୍ଲାର ଅନ୍ୟତମ ଟାଣୁଆ ନେତା ତଥା ପୂର୍ବତନ ମନ୍ତ୍ରୀ, ପୂର୍ବତନ ବାଚସ୍ପତି ଓ ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର । More
  • Manoranjan Behera
  • 1 year ago

ପଞ୍ଚଭୂତରେ ବିଲୀନ ହେଲେ ସୂର୍ଯ୍ୟ ନାରାୟଣ ପାତ୍ର

ଗଂଜାମ ଦିଗପହଣ୍ଡିରେ ସୂର୍ଯ୍ୟ ପାତ୍ରଙ୍କ ଅନ୍ତିମ ସଂସ୍କାର କରାଯାଇଛି । More
  • Sarbeswar
  • 1 year ago

ପୋଖରୀରେ ବୁଡି ମଲା ପୁଅ : ବଂଚାଇବା ଲାଗି ଠାକୁରାଣୀଙ୍କ ପାଖରେ ପୂଜା କରୁଛି ମାଆ

ଗାଧୋଉ ଗାଧୋଉ ପୋଖରୀରେ ବୁଡି ମରିଗଲା ପୁଅ । ଡାକ୍ତର କହିଲେ ବଞ୍ଚିବା ଅସମ୍ଭବ । ହେଲେ ବି ପରିବାର ଲୋକଙ୍କ ମନ ବୁଝିଲାନି । ଦେବୀଙ୍କ ପାଖରେ ଝୁଣା ଦେଲେ, ପୁଅକୁ ବଂଚାଇବାକୁ ଚେଷ୍ଟା କଲେ । ଗାଁରେ ଲାଗିଲା ପ୍ରବଳ ଭିଡ More
  • Sarbeswar
  • 1 year ago

‘ ଆମର କେହି ନାହାନ୍ତି, ଜଗନ୍ନାଥ ହିଁ ଆମର ସବୁକିଛି ’

ଘର ନାହିଁ କି ଦ୍ୱାର ନାହିଁ । ଛପରରୁ ଟିଣ ଉଡିଗଲାଣି...ଦୁଇ ଝିଅର ବାହାଘର ପରେ ଘରେ କେହି ନାହାନ୍ତି । ବୟସାଧିକ କାରଣରୁ ଚଲାବୁଲା କରିବା ତାଙ୍କ ପକ୍ଷରେ କଷ୍ଟ । ଏମିତି ସ୍ଥିତିରେ ଜଗନ୍ନାଥ ହିଁ ଏମାନଙ୍କ ସାଜିଛନ୍ତି ସାହାଭରସା More
  • Sarbeswar
  • 1 year ago

ଗେହ୍ଲୁ ମୁଁ ଯାଉଛି କହି ଚିଠି ଲେଖିବା ପରେ...

ଗେହ୍ଲୁ ତୁମକୁ ସ୍ୱାମୀ ରୂପରେ ପାଇ ମୁଁ ବହୁତ ଖୁସୀ । ତୁମେ ବହୁତ ଆଗକୁ ଯାଅ...ତୁମକୁ ଛାଡିଯିବାର ଇଚ୍ଛା ହେଉନି, ହେଲେ ବି ମୁଁ ଯାଉଛି । ବାସ୍‌ ଏତିକି ଚିଠି ଲେଖିବା ପରେ ଜୀବନ ହାରିଦେଲେ ନବବଧୂ । ସେପଟେ ବାପଘର ଲୋକ ଆଣିଲେ ହତ୍ୟା ଅଭିଯୋଗ । ପ୍ରକୃତରେ ଘଟଣା ଥିଲା କଣ? More
  • Sarbeswar
  • 1 year ago

ପେଶାରେ ଶିକ୍ଷକ : ନିଶା ଗଛ ଲଗାଇବା...ବୁଲି ବୁଲି ଲଗାଉଛନ୍ତି

ଇଏ ଜଣେ ଶିକ୍ଷକ । ପିଲାଙ୍କୁ ପାଠ ପଢାଇବା ତାଙ୍କର ପେଶା...କିନ୍ତୁ ପରିବେଶ ସୁରକ୍ଷା ଦିଗରେ ସେ କାମ କରୁଛନ୍ତି । ଗାଁକୁ ଗାଁ ବୁଲୁଛନ୍ତି । ନିଜେ ତାଳଗଛ ଲଗାଇବା ସହିତ ପିଲାଙ୍କୁ ଗଛ ଲଗାଇବାର ଦେଉଛନ୍ତି ବାର୍ତ୍ତା More
  • Sarbeswar
  • 1 year ago

ରାକ୍ଷୀ ବନ୍ଧିବା ପରେ...କୁନି ଝିଅ ପାଖକୁ ଜଗାର ଆସିଲା ଚିଠି

ଜଗା ପାଖକୁ ରାକ୍ଷୀ ପଠେଇଥିଲା କୁନି ଝିଅ । ସାଙ୍ଗରେ ଦେଇଥିଲା ଟଙ୍କା...ମାନସିକ ପୂରଣ ହେଲା, ଜଗନ୍ନାଥଙ୍କ ହାତରେ ରାକ୍ଷୀ ବନ୍ଧାଗଲା । ଆଉ କୁନି ଭଉଣୀ ଘରକୁ ଆସିଲା ଚିଠି । ଜଗା ରାକ୍ଷୀ ବାନ୍ଧିବା ପରେ କଣ ଲେଖିଛି ଚିଠି ଦେଖନ୍ତୁ ଏହି ଭିଡିଓ More
  • Sarbeswar
  • 1 year ago

ବାପା-ମାଆ ଯିବା ପରେ ୨ ଭଉଣୀଙ୍କୁ ସାହା ହେବ କିଏ ?

ବାପା ନାହାନ୍ତି କି ମାଆ ନାହାନ୍ତି...କାନ୍ଥରେ ଲାଗିଥିବା ଫଟୋକୁ ଧରି ଭୋ ଭୋ କାନ୍ଦୁଛନ୍ତି ୨ ଭଉଣୀ । ଦୁଃଖ ଯେମିତି ୟାଙ୍କ ଭାଗ୍ୟରେ ଲେଖା More
  • Prangyan Parimita
  • 1 year ago

ଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ରାଷ୍ଟ୍ର ଗୃହମନ୍ତ୍ରୀ : ଢେଙ୍କାନାଳ, କଟକ ଓ କେନ୍ଦ୍ରାପଡ଼ାରେ କାର୍ଯ୍ୟକ୍ରମ

ପ୍ରବାସୀ କାର୍ଯ୍ୟକ୍ରମରେ ୩ ଜିଲ୍ଲା ଗସ୍ତ କରିବେ ନିତ୍ୟାନନ୍ଦ ରାୟ More
  • Prangyan Parimita
  • 1 year ago

ସୂର୍ଯ୍ୟ ପାତ୍ରଙ୍କୁ ଦିଆଗଲା ଗାର୍ଡ ଅଫ୍ ଅନର, ଦିଗପହଣ୍ଡିରେ ହେବ ଅନ୍ତିମ ସଂସ୍କାର

ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ଶୋକ । ବିଭିନ୍ନ ଦଳର ନେତାଙ୍କ ସହ ବିଶିଷ୍ଟ ବ୍ୟକ୍ତିଙ୍କ ଶେଷ ଦର୍ଶନ । ସୂର୍ଯ୍ୟ ପାତ୍ରଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । More
  • Prangyan Parimita
  • 1 year ago

ଫାଇଭ୍ ଟି’ ସ୍କୁଲର ପୋଲ୍ ଖୋଲିଦେଲା ବର୍ଷା, ସ୍କୁଲରେ ଲହଡ଼ି ଭାଙ୍ଗିଲା ପାଣି

ଦୁର୍ନୀତିକୁ ଘଣ୍ଟ ଘୋଡାଇବାକୁ ଯାଇ ଫିରିଙ୍ଗିଆ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ, ଠିକାଦାର ଉପରେ ଦୋଷ ଲଦିଛନ୍ତି । ଠିକାଦାର ନିମ୍ନମାନର କାମ କରିଥିବା ମାନିଛନ୍ତି ଏବଂ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି। More
  • Prangyan Parimita
  • 1 year ago

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ପାତ୍ରଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ନୟାପଲ୍ଲୀ ଘରେ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ପରିବାରବର୍ଗଙ୍କୁ ଜଣାଇଲେ ସମବେଦନା More
  • Tanmay Kumar Mahalik
  • 1 year ago

କାଉନସିଲରରୁ ବାଚସ୍ପତି ଯାଏଁ କେମିତି ଥିଲା ସୂର୍ଯ୍ୟଙ୍କ ରାଜନୈତିକ ଯାତ୍ରା ? ଜାଣନ୍ତୁ ସଂକ୍ଷେପରେ...

ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ନିବାସୀ ସୂର୍ଯ୍ୟନାରାୟଣ ପାତ୍ର ପ୍ରଥମେ BSc ଓ ପରେ LLB କରି ଆରମ୍ଭ କରିଥିଲେ ଓକିଲାତି । ତା’ପରେ ସମାଜସେବା ଓ କ୍ରମେ ପ୍ରତ୍ୟକ୍ଷ ରାଜନୀତିରେ ପାଦ ଥାପି ବନିଯାଇଥିଲେ ବିଚକ୍ଷଣ ରାଜନେତା । More
  • Tanmay Kumar Mahalik
  • 1 year ago

ସକ୍ରିୟ ହୋଇଛି ଘୂର୍ଣ୍ଣିବଳୟ, ନେଇପାରେ ଲଘୁଚାପର ରୂପ

୩ ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଏଥି ପାଇଁ ଅତି ଜରୁରୀ ନଥିଲେ ଘରୁ ନ ବାହାରିବାକୁ କୁହାଯାଇଛି । More
  • Deepak Acharya
  • 1 year ago

Today Panchang 3rd September 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର । ଜାଣନ୍ତୁ ଆପଣଙ୍କ ଶୁଭ ଅଶୁଭ ସମୟ More
  • Sarbeswar
  • 1 year ago

ମାଆ ଚାଲିଗଲା, ବାପା ଦାଦନ ଗଲେ... ୨କୁନି ଭାଇଭଉଣୀଙ୍କୁ ପାଳୁଛି ବଡ଼ ଭଉଣୀ

ଓଃ କି ଦୁଃଖ ! ମାଆ ଚାଲିଗଲା, ବାପା ଦାଦନ ଗଲେ । ଘର ନାହିଁ କି ରାସନ ନାହିଁ । ଦୁଇ କୁନି ଭାଇ-ଭଉଣୀଙ୍କୁ ମଣିଷ କରିବାକୁ ଜୀବନକୁ ବାଜିରେ ଲଗାଇ ଦେଇଛି ବଡ ଭଉଣୀ । ସ୍ୱପ୍ନ ଦେଖିବା ବୟସରେ ପରିବାରର ମୁଣ୍ଡାଇଛି ବୋଝ। More
  • Manoranjan Behera
  • 1 year ago

ମାଟ୍ରିକ ଅଧାରୁ ପାଠ ଛାଡୁଥିବା ପିଲାଙ୍କୁ କାର୍ଯ୍ୟଦକ୍ଷ କରିବାକୁ ବ୍ଲୁ ପ୍ରିଣ୍ଟ

ଉପାନ୍ତରୁ ଉପକୂଳ, ସବୁଠି ଡ୍ରପ ଆଉଟ୍ ହାର ବଢ଼ିବା ପରେ ଗଣଶିକ୍ଷା ବିଭାଗକୁ ଘାରିଛି ସେମାନଙ୍କ ଚିନ୍ତା। ଡ୍ରପ ଆଉଟ୍ ଛାତ୍ରଛାତ୍ରୀଙ୍କୁ କୁଶଳୀ କରିବାକୁ CTTC ସହ ସହଭାଗିତା କରିବାକୁ ନିଷ୍ପତ୍ତି ନେଇଛି ବିଭାଗ। More
  • Manoranjan Behera
  • 1 year ago

OSSC ପ୍ରଶ୍ନପତ୍ର ଲିକ୍ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ୍

ବାଲେଶ୍ୱର OSSC ପ୍ରଶ୍ନପତ୍ର ଲିକ୍ ଘଟଣାରେ ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ତଦନ୍ତର ମୁଖ୍ୟ ଦିଗ ରହିବ କିଏ ସେହି ଗୃହ ଶତ୍ରୁ? ଏନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । More
  • Manoranjan Behera
  • 1 year ago

ଥରହର ଟ୍ୱିନ୍‌ସିଟି; ଢୁ ଢୁ ବର୍ଷା ସାଙ୍ଗକୁ ଭୟଙ୍କର ଘଡ଼ଘଡ଼ି

କମ୍ପି ଉଠିଲା ଗଗନ ପବନ । ବର୍ଷା ଆଉ ପବନ ମାଡ଼ରେ ଥରହର ଚତୁର୍ଦ୍ଦିଗ । ଘଡ଼ଘଡ଼ିର ଗର୍ଜନରେ ତାବଦା ହୋଇଯାଉଛି କାନ ମୁଣ୍ଡ । ପାତାଳଭେଦୀ ବଜ୍ରପାତରେ ଥରି ଉଠୁଛି ଶରୀରର ସର୍ବାଙ୍ଗ । More
  • Prangyan Parimita
  • 1 year ago

5T ସଚିବଙ୍କ ଚପର୍ ବୁଲାକୁ ନେଇ ବିବାଦ, ୬ମାସରେ ୭୫ଥର ହେଲିକପ୍ଟର ଗସ୍ତ

ବିଧାୟକଙ୍କ ସାମାଜିକ କାର୍ଯ୍ୟକ୍ରମ ପାଇଁ ବି ଚପର ବ୍ୟବହାରର ସାଂଘାତିକ ଅଭିଯୋଗ । ସରକାରୀ ଗସ୍ତ ନାଁରେ ରାଜନୈତିକ ସଭା କରି ସାରା ରାଜ୍ୟ ବୁଲିଦେଲେ ସଚିବ । More