ସଂକ୍ଷେପରେ ଆଜିର ତାଜା ଖବର - Sunday, 17 September 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ପରଲୋକରେ ଗୀତା ମେହେଟ୍ଟା; ବଡ଼ ଭଉଣୀଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ସ୍ତବ୍ଧ ନୂଆଦିଲ୍ଲୀର ଅବଦୁଲ କଲାମ୍ ରୋଡ୍ ସ୍ଥିତ ବାସଭବନ... ଶୋକାଭିଭୁତ ସାରା ଅଞ୍ଚଳ... ସମସ୍ତଙ୍କ ମୁହଁରେ ସେହି ଗୋଟିଏ କଥା, ଗୀତା ମେହଟ୍ଟା ଆଉ ନାହାଁନ୍ତି... ପରଲୋକ ପରଠୁ ଦିଲ୍ଲୀ ବାସଭବନକୁ ଛୁଟୁଛି ଆତ୍ମୀୟ ସ୍ୱଜନ, ବନ୍ଧୁ ପରିଜନଙ୍କ ସୁଅ... More

ନାକେଦମ୍ ହେଲେଣି ସରକାର; କାମ କରୁନି ବ୍ୟାକ୍ ଅପ୍ ପ୍ଲାନ୍‌, ଜିଦ୍‌ରେ ଅଟଳ ପ୍ରାଥମିକ ଶିକ୍ଷକ

ଦଶମ ଦିନରେ ଶିକ୍ଷକ ଆନ୍ଦୋଳନ । ସରକାର ହେଲେଣି ନାକେଦମ୍ । କିନ୍ତୁ ଜିଦରେ ଅଟଳ ପ୍ରାଥମିକ ଶିକ୍ଷକ । ସ୍କୁଲରେ ଫିକା ପଡିବ କି ଗଣେଶ ପୂଜା? ସେପଟେ ଅଙ୍ଗନୱାଡି କର୍ମୀ ଓ ଅଭିଭାବକ ସଂଘର ଶିକ୍ଷକ ଆନ୍ଦୋଳନକୁ ସମର୍ଥନ । More

ମାଆ ଛେଉଣ୍ତ କରିଦେଲା ବାପା; ଏବେ ଭାଗ୍ୟ ଭରସାରେ ୬ ଶିଶୁ

ପାରିବାରିକ କଳହକୁ ନେଇ ନିଶାଗ୍ରସ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କଲା । ସ୍ତ୍ରୀ ସୁବୁନି ଗଲା ଆରପାରିକୁ ଆଉ ହତ୍ୟାକାରୀ ସ୍ଵାମୀ ସନା ଗଲା ଜେଲ । More

ଓଡ଼ିଶା ମାଟିରେ ପଡ଼ିଶା ରାଜ୍ୟର ମୂର୍ତ୍ତିର ଦବ୍‌ଦବା

ଓଡ଼ିଶା ମାଟିରେ ପଡ଼ିଶା ରାଜ୍ୟର ମୂର୍ତ୍ତିର ଦବ୍‌ଦବା। ମାର୍କେଟ୍‌ ସାରା ଯୁଆଡ଼େ ଦେଖିବେ ସିଆଡ଼େ ପ୍ଲାଷ୍ଟର ଅଫ୍‌ ପ୍ୟାରିସ୍‌ ମୂର୍ତ୍ତି। ଛୋଟ ଠାରୁ ବଡ଼ ମୂର୍ତ୍ତି, ଏବେ ଗଣେଶ ମୂର୍ତ୍ତି ମାକେର୍ଟ ସାରା ଛାଇ ହୋଇଯାଇଛି। More

ଖର୍ଚ୍ଚ ହେଲା ୧ କୋଟିରୁ ଅଧିକ ଟଙ୍କା,ହେଲେ ଏପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇନି ବସଷ୍ଟାଣ୍ଡ

ଯୋଗଧାରିରୁ କେବେ ଗଡିବ ବସ ? କେବେ କାର୍ଯ୍ୟକ୍ଷମ ହେବ ବସଷ୍ଟାଣ୍ଡ ? More

ପ୍ଲାଷ୍ଟର ଅଫ୍ ପ୍ୟାରିସ ମୂର୍ତ୍ତି ବ୍ୟାନ୍‌; ମୂର୍ତ୍ତି ହେବ ତ କେବଳ ମାଟିରେ

ପଲିଥିନ୍ ପରେ ଏବେ ପ୍ଲାଷ୍ଟର ଅଫ୍ ପ୍ୟାରିସ ଉପରେ ସମ୍ପୂର୍ଣ କଟକଣା ଲଗାଇଛି ଗଜପତି ଜିଲ୍ଲା ପ୍ରଶାସନ । More

ସାଂସଦଙ୍କ ଗାଁକୁ ଭଲ ରାସ୍ତା ନାହିଁ, ପ୍ରତିବାଦରେ ରାସ୍ତାରେ ଧାନ ରୋଇଲେ ଲୋକେ

କାଦୁଅ ପଚ ପଚ ରାସ୍ତାରେ ଯିବା ଆସିବା ଅସମ୍ଭବ..ଭିତ୍ତିପ୍ରସ୍ତର ସ୍ଥାପନର ୩ ମାସ ପରେ ବି କାମ ନାହିଁ More

Today Panchang 17th September 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୌର  କନ୍ୟା  ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ, ରବିବାର। ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ.. More

ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ଭଉଣୀ ଗୀତା ମେହେଟ୍ଟା

ଗୀତା ମେହେଟ୍ଟା ହେଉଛନ୍ତି ବିଜୁ ପଟ୍ଟନାୟକଙ୍କ ଏକମାତ୍ର ଝିଅ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ । ପୂର୍ବରୁ ଗୀତାଙ୍କ ସ୍ୱାମୀଙ୍କ ମଧ୍ୟ ପରଲୋକ ହୋଇସାରିଛି । More

ଜିଦ୍‌ରେ ଅଟଳ ଶିକ୍ଷକ ଓ ସରକାର: ଅନ୍ଧାର ହେବାକୁ ବସିଲାଣି ପିଲାଙ୍କ ଭବିଷ୍ୟତ

୯ ଦିନରେ ପହଞ୍ଚିଲାଣି ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ। ୩ ଦଫା ଦାବି ନେଇ ଧାରଣାରେ ବସିଥିବା ଶିକ୍ଷକ ସଂଘ ଯିଦରେ ଅଟଳ ଥିବା ବେଳେ ସରକାର ବି ନିରବ। ଏଭଳି ସ୍ଥିତିରେ ବିପର୍ଯ୍ୟସ୍ତ ଅବସ୍ଥାକୁ ଆସିଗଲାଣି ରାଜ୍ୟର ପ୍ରାଥମିକ ଶିକ୍ଷା ବ୍ୟବସ୍ଥା। More

ସୌମ୍ୟରଂଜନ ପଟ୍ଟନାୟକଙ୍କ ନାଁରେ ଲୋନ୍ ଦୁର୍ନୀତି ଅଭିଯୋଗ

ସମ୍ବାଦର ସମ୍ପାଦକ ସୌମ୍ୟରଂଜନ ପଟ୍ଟନାୟକଙ୍କ ବିରୋଧରେ ଅଭିଯୋଗ । ଏଚଆର୍ ହେଡ୍ ବୈଜୟନ୍ତି କରଙ୍କ ବିରୋଧରେ ବି ଅଭିଯୋଗ ହୋଇଛି । More

ନିୟମ ଅଠରନଳା ପାରି ହୋଇ ବନ୍ଧୁ ବାନ୍ଧିବା ମନା ! ଯଦି ମନ ପସନ୍ଦର ପାତ୍ର ନମିଳେ?

ଶ୍ରୀମନ୍ଦିର ସେବା ପୂଜାରେ ଆଗକୁ ବ୍ୟାଘାତ ଆଣିବ କି ଭିନ୍ନ କୂଳ ବିବାହ ? କାହିଁକିନା, ସେବାୟତ ପରିବାରର ପ୍ରଥା ପରମ୍ପରା ରହିଛି ଅଠରନଳା ପାରି ହୋଇ ବନ୍ଧୁ ବାନ୍ଧିବା ମନା । More

କେଁ କଟର ଭିତରେ ଉଦଘାଟିତ ହେଲା ନେତାଜୀ ବସ୍ ଟର୍ମିନାଲ

କଟକବାସୀଙ୍କ ମାଳ ମାଳ ଆପତ୍ତି ଓ ଅଭିଯୋଗ ସହ ତୀବ୍ର ଅସନ୍ତୋଷ ଭିତରେ ଲୋକାର୍ପିତ ହେଲା ନେତାଜୀ ବସ୍ ଟର୍ମିନାଲ୍। More