• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Tuesday, 19 September 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Manoranjan Behera
  • 8 months ago

ଗଜାନନଙ୍କ ଭିନ୍ନ ଭିନ୍ନ ରୂପ; କେଉଁଠି ବାହାନଗା ଟ୍ରାଜେଡି, କେଉଁଠି ଚନ୍ଦ୍ରୟାନ..

ଗଣେଶ ପୂଜା ପାଇଁ ଉତ୍ସବ ମୁଖର ସାରା ରାଜ୍ୟ । ସବୁଠି ଆନନ୍ଦ ଉଲ୍ଲାସରେ ଚାଲିଛି ଅଗ୍ରପୂଜ୍ୟଙ୍କ ଅବାହନ । ତେବେ ସବୁ ବର୍ଷ ଭଳି ଏ ବର୍ଷ ବି ରାଜ୍ୟର ବିଭିନ୍ନ ସ୍ଥାନରେ ଗଣେଶ ମୂର୍ତ୍ତି ଓ ପୂଜା ପେଣ୍ଡାଲରେ ଆକର୍ଷିଣୀୟ ଥିମ୍ ସହ ଏକ୍ସପେରିମେଣ୍ଟ କରିଛନ୍ତି ବିଭିନ୍ନ ପୂଜା କମିଟି । More
  • Satyendu Shekher Mishra
  • 8 months ago

ସଂଘରେ ଫାଟ ସତ୍ତ୍ୱେ ଥମିନି ଶିକ୍ଷକ ଆନ୍ଦୋଳନ !

୩ଦଫା ଦାବି ପୂରଣ ନହେବା ଯାଏଁ ସ୍କୁଲ ନଫେରିବାକୁ ଚେତାବନୀ । More
  • Sarbeswar
  • 8 months ago

ଭୟଙ୍କର ଅବସ୍ଥା ! ଗୋଟିଏ ଶ୍ରେଣୀରେ ପଢୁଛନ୍ତି ୪ କ୍ଲାସ୍‌ର ପିଲା

ନୟାଗଡ ରଣପୁର ବ୍ଲକ ଗୋପାଳପୁର ପଞ୍ଚାୟତ ଗମେଣ୍ଟ ହାଇସ୍କୁଲ । ଯେଉଁଠାରେ ଗୋଟିଏ ଶ୍ରେଣୀ ଗୃହରେ ପ୍ରଥମଠାରୁ ଚତୁର୍ଥ ଶ୍ରେଣୀର ପ୍ରାୟ ୭୫ ଜଣ ପିଲା ପାଠ ପଢୁଛନ୍ତି । ଖାଲି ଏତିକି ନୁହେଁ ବରଂ ଗୋଟିଏ କ୍ଲାସ୍‌ରେ ୪-୪ ଜଣ ଶିକ୍ଷୟିତ୍ରୀ ଦୁଇଟି ବ୍ଲାକବୋର୍ଡରେ ପାଠ ପଢାଉଛନ୍ତି । ଯେଉଁଥି ଲାଗି କୌଣସି ଗୋଟିଏ ଶ୍ରେଣୀର ପିଲା ଠିକ୍‌ରେ ପାଠ ପଢିପାରୁନଥିବା ଅଭିଯୋଗ ହୋଇଛି More
  • Sarbeswar
  • 8 months ago

କ୍ୟାନସରରେ ସ୍ୱାମୀ ପଡିଛି...ନଳି ଲଗାଇ ସ୍ତ୍ରୀ ସେବା କରୁଛି

ଏମିତି ସ୍ତ୍ରୀ ଭାଗ୍ୟରେ ଥିଲେ ମିଳେ । କ୍ୟାନସର ରୋଗରେ ଘାଣ୍ଟି ହେଉଛନ୍ତି ସ୍ୱାମୀ । ନାକରେ ନଳି ଲଗାଇ ଖାଇବାକୁ ଦେବା ସହିତ ଦିନରାତି ସେବା କରୁଛି ସ୍ତ୍ରୀ । ଚିକିତ୍ସା ପାଇଁ କାନ୍ଦି କାନ୍ଦି ମାଗୁଛି ସାହାଯ୍ୟ More
  • Satyendu Shekher Mishra
  • 8 months ago

ନୂଆ ସଂସଦର ପ୍ରଥମ କାର୍ଯ୍ୟ ଦିବସରେ ମୋଦିଙ୍କ ମାଷ୍ଟର ଷ୍ଟ୍ରୋକ୍

ନାରୀଶକ୍ତି ବନ୍ଦନ ଅଧିନିୟମ ନାଁରେ ଆଗତ ହେଲା ମହିଳା ସଂରକ୍ଷଣ ବିଲ୍ । ଲୋକସଭା ଓ ବିଧାନସଭାରେ ମହିଳାଙ୍କ ପାଇଁ ୩୩% ସ୍ଥାନ ସଂରକ୍ଷଣ ବ୍ୟବସ୍ଥା । More
  • Sarbeswar
  • 8 months ago

ଖବର ବାଜିଲା, ବୃଦ୍ଧାଙ୍କୁ ପେନସନ୍‌ ମିଳିଲା : ଓଟିଭିକୁ ଜଣାଇଲେ ଧନ୍ୟବାଦ

ଆମେ କହୁଛୁ ବାଲେଶ୍ୱରର ସେଇ ବୟସ୍କା ବୃଦ୍ଧାଙ୍କ କଥା । ଯାହାଙ୍କ ପେନସନ ଟଙ୍କା ଆସୁଥିବା ଆକାଉଣ୍ଟକୁ ୟୁକୋ ବ୍ୟାଙ୍କ ଅଚଳ କରିଦେଇଥିଲା । ସ୍ୱାମୀ ବଂଚିଥିବା ବେଳେ ଯାହା ଯେତିକି ରୋଜଗାର କରୁଥିଲେ ସେତିକିରେ ପରିବାର ଚଲୁଥିଲା More
  • Satyendu Shekher Mishra
  • 8 months ago

ଧୁମ୍‌ଧାମ୍‌ରେ ଚାଲିଥିଲା ବିସର୍ଜନ ଉତ୍ସବ.. ହଠାତ୍‌ ୧୧ କେଭି ତାରରେ ବିଜେଲା ବାନା...

ଭୁବନେଶ୍ୱରରେ ବିଶ୍ୱକର୍ମା ଭସାଣ ବେଳେ କୁଆଖାଇ ନଦୀରେ ଭାସିଯାଇ ନିଖୋଜ ଅଛନ୍ତି ସହଦନଗର ଶାନ୍ତିପଲ୍ଲୀ ବସ୍ତିର ଜଣେ ଯୁବକ । More
  • Pramod Behera
  • 8 months ago

Cricket World Cup 2023: ଗାଭାସ୍କରଙ୍କ ଉଲ୍ଲେଖନୀୟ କ୍ୟାରିଅର୍‌ର ଅଲୋଡ଼ା କୀର୍ତ୍ତି

୧୭୪ ବଲ୍‌ରେ ଅପରାଜିତ ୩୬ ରନ୍‌, ତାହା ପୁଣି ଦିିନିକିଆ କ୍ରିକେଟ୍ ବିଶ୍ୱକପ୍‌ରେ। ଆଜିର ଆକ୍ରମଣାତ୍ମକ କ୍ରିକେଟ୍‌ରେ ନୂଆ ପିଢ଼ି ପାଇଁ ଏହା ବିଶ୍ୱାସଯୋଗ୍ୟ ନ ହେଲେ ବି କଥାଟି ସତ। ବିଶ୍ୱକପ୍ ଇତିହାସର ଏହା ସବୁଠାରୁ ଧୀମା ଇନିଂସ୍। କିମ୍ବଦନ୍ତୀ ବ୍ୟାଟର୍ ସୁନୀଲ ଗାଭାସ୍କରଙ୍କ ଉଲ୍ଲେଖନୀୟ କ୍ୟାରିଅର୍ ସହ ଯୋଡ଼ି ହୋଇରହିଛି ଏହି ଅଲୋଡ଼ା କୀର୍ତ୍ତି। More
  • Tanmay Kumar Mahalik
  • 8 months ago

EOWରେ ବୈଜୟନ୍ତୀ; କହିଲେ, ସବୁ ପ୍ରମାଣ ଦେବାକୁ ଆମେ ପ୍ରସ୍ତୁତ ଅଛୁ

ସଂସ୍ଥା ବିରୋଧରେ ଆସିଥିବା ଅଭିଯୋଗକୁ ଭିତ୍ତିହୀନ କହିଛନ୍ତି ବୈଜୟନ୍ତୀ । ସମସ୍ତ ପ୍ରମାଣ ଦେବାକୁ ପ୍ରସ୍ତୁତ ଅଛୁ ବୋଲି ସେ କହିଛନ୍ତି । ଏହି ଋଣ ଜାଲିଆତି ଅଭିଯୋଗ ମାମଲାରେ ସମ୍ପାଦକ ସୌମ୍ୟ ପଟ୍ଟନାୟକ ଓ ବୈଜୟନ୍ତୀଙ୍କ ନାଁରେ ମାମଲା ହୋଇଛି । More
  • Tanmay Kumar Mahalik
  • 8 months ago

ସୌମ୍ୟଙ୍କୁ ନେଇ ବିଜେପି ରଖିଲା ମତ; ଏମିତି କହିଲେ ସମୀର ଓ ପୃଥ୍ୱୀରାଜ

ଚତୁର୍ଥ ସ୍ତମ୍ଭ ଉପରେ ରାଜନୈତିକ ଅଭିସନ୍ଧି ରଖି ସରକାର ଯେଉଁ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି, ଓଡ଼ିଶା ଭଳି ଶାନ୍ତିପ୍ରିୟ ରାଜ୍ୟରେ ତାହା ଗ୍ରହଣୀୟ ନୁହେଁ ବୋଲି କହିଛନ୍ତି ସମୀର । More
  • Prangyan Parimita
  • 8 months ago

ମାଡ଼ି ଚାଲିଛି ସ୍କ୍ରବ୍ ଟାଇଫସ୍,ସୁନ୍ଦରଗଡ଼ରେ ଆଉ ୧୦ ରୋଗୀ ଚିହ୍ନଟ

ଜିଲ୍ଲାରେ ସ୍କ୍ରବ୍ ଟାଇଫସ୍ ପଜିଟିଭ ସଂଖ୍ୟା ୧୯୩କୁ ବୃଦ୍ଧି..ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାକୁ ଯାଇଛି ସ୍ୱତନ୍ତ୍ର ଟିମ୍ More
  • Rajalaxmi Sahoo
  • 8 months ago

Today Panchang 19th September 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ, ମଙ୍ଗଳବାର। ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ.. More
  • Prangyan Parimita
  • 8 months ago

ଆଜି ରିଲିଜ୍ ହେବ ଓଡ଼ିଶାର ବହୁ ପ୍ରତିକ୍ଷିତ ସିନେମା ‘ପୁଷ୍କରା’

ରାଜ୍ୟରେ ୨୫ରୁ ଅଧିକ ସହରରେ ହେବ ରିଲିଜ୍.. More
  • Prangyan Parimita
  • 8 months ago

ଆଜି ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା: ମନ ମୋହୁଛି ବଡ ବଡ ମେଢ ସାଙ୍ଗକୁ ଆଖି ଝଲସା ତୋରଣ

ଶିକ୍ଷାନୁଷ୍ଠାନ ସହ ପୂଜା ମଣ୍ଡପରେ ପୂଜା ପାଉଛନ୍ତି..ପୂଜାମଣ୍ଡପ ଗୁଡିକୁ ଆକର୍ଷଣୀୟ ଢଙ୍ଗରେ ସଜ୍ଜାଯାଇଛି   More
  • Satyendu Shekher Mishra
  • 8 months ago

ରାଜ୍ୟରେ ହୁ ହୁ ମାଡୁଛି ସ୍କ୍ରବ୍ ଟାଇଫସ୍, ବରଗଡ଼ରେ ୬ ଜଣଙ୍କ ମୃତ୍ୟୁ !

କେନ୍ଦୁଝରରେ ସର୍ବାଧିକ ୬୨୭ ରୋଗୀ ଚିହ୍ନଟ । ଦୁଇ ଜିଲ୍ଲାକୁ ଗଲା ଜନସ୍ବାସ୍ଥ୍ୟ ବିଭାଗ ସ୍ପେଶାଲ ଟିମ୍ । More
  • Satyendu Shekher Mishra
  • 8 months ago

ପଞ୍ଚଭୂତରେ ବିଲୀନ ପ୍ରଖ୍ୟାତ ଲେଖିକା ଗୀତା ମେହେଟ୍ଟା, ଦିଲ୍ଲୀ ଲୋଧିରୋଡ଼ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ

ଭାଇ ନବୀନ ଓ ପ୍ରେମ ପଟ୍ଟନାୟକଙ୍କ ସହ ସମ୍ପର୍କୀୟ ସାମିଲ । ଶେଷ ଶ୍ରଦ୍ଧାଞ୍ଜଳି ଦେଲେ ବିଭିନ୍ନ ଦଳର ନେତା ଓ ବ୍ୟକ୍ତି । More
  • Tanmay Kumar Mahalik
  • 8 months ago

ଆସୁଛନ୍ତି ଗଜାନନ... ଝଲସୁଛି ବାରିପଦା, ଆକର୍ଷଣ ସାଜିଛି ରୁଦ୍ରାକ୍ଷ ଗଣେଶ

ଶିଳ୍ପୀଙ୍କ ଦୀର୍ଘ ୧୫ ଦିନର ଅକ୍ଳାନ୍ତ ପରିଶ୍ରମରେ ତିଆରି ହୋଇଛି ଏହି ସୁନ୍ଦର ରୁଦ୍ରାକ୍ଷ ଗଣେଷ ମୂର୍ତ୍ତି । ମୂର୍ତ୍ତି ତିଆରି ପାଇଁ ପଶ୍ଚିମବଙ୍ଗରୁ ଆସିଥିଲେ କୁଶଳୀ କାରିଗର । କଲିକତାରୁ ଏସବୁ ରୁଦ୍ରାକ୍ଷକୁ ସଂଗ୍ରହ କରାଯାଇଥିବାବେଳେ କିଛି ପ୍ଲାଷ୍ଟିକର ରୁଦ୍ରାକ୍ଷ ମଧ୍ୟ ଏଥିରେ ବ୍ୟବହାର କରାଯାଇଛି । More
  • Tanmay Kumar Mahalik
  • 8 months ago

ଥମୁନି ଶିକ୍ଷକ ଆନ୍ଦୋଳନ; ବଳ ଯୋଗାଇଲା ଅଭିଭାବକଙ୍କ ସମର୍ଥନ

ଶିକ୍ଷକ ଆନ୍ଦୋଳନ ସହ ତେଜୁଛି ରାଜନୀତି । ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ଅଧିବେଶନ । ବିରୋଧୀ ଦଳମାନେ ଶିକ୍ଷକଙ୍କ ସମସ୍ୟାକୁ ମୁଖ୍ୟ ମୁଦ୍ଦା କରିବାକୁ ସଜବାଜ ହେଲେଣି । More
  • Tanmay Kumar Mahalik
  • 8 months ago

ସୌମ୍ୟଙ୍କୁ ମହଙ୍ଗା ପଡ଼ିଲା କି 5T ସଚିବଙ୍କୁ ନିଶାନ ? ‘ସମ୍ବାଦ’ ଅଫିସରେ କ୍ରାଇମବ୍ରାଞ୍ଚର ରେଡ୍

‘ସମ୍ବାଦ’ ଅଫିସ୍‌ରେ କ୍ରାଇମବ୍ରାଞ୍ଚ EOW ଟିମ୍‌ର ରେଡ୍ । HR ହେଡ୍ ବୈଜୟନ୍ତୀ କରଙ୍କୁ ଜେରା । ଆକାଉଣ୍ଟସ୍ ସେକ୍ସନରେ ବି ଖୋଳତାଡ଼ । ନିଜ କର୍ମଚାରୀଙ୍କ ନାଁରେ ଫେକ୍ ଆକାଉଣ୍ଟ କରି ଲୋନ୍ ଠକେଇ ଅଭିଯୋଗ ମାମଲାରେ ସମ୍ବାଦ ଅଫିସ୍‌ରେ ଆଜି ଚଢାଉ କରିଛି କ୍ରାଇମବ୍ରାଞ୍ଚ EOW ଟିମ୍ । More