ସଂକ୍ଷେପରେ ଆଜିର ତାଜା ଖବର - Friday, 22 September 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଏବେ ବି ବଞ୍ଚିଛି ଅନ୍ଧବିଶ୍ୱାସ ! ପୁଅ ଜୀବନ ଫେରିବାକୁ ଦୁଇ ଦିନ ଘରେ ଶବ ରଖିଲା ପରିବାର

ମଲା ପୁଅ ବଞ୍ଚିବ, ପୁଣି ସଚଳ ହେବ ନିଶ୍ଚଳ ଶରୀର । ଗୁଣିଆର ପୂଜାପାଠ ଓ ତନ୍ତ୍ରମନ୍ତ୍ର ଭିତରେ ସବୁ ଠିକ୍ ଠାକ୍ ହୋଇଯିବ । ଏଇ ଭରସା ଓ ବିଶ୍ୱାସରେ ଦୀର୍ଘ ୨୪ ଘଣ୍ଟାରୁ ଅଧିକ ସମୟ ଧରି ଘର ଭିତରେ ପଡ଼ି ରହିଲା ମୃତଦେହ । More

OSSSC Recruitment: ଓଡ଼ିଶାରେ ସରକାରୀ ଚାକିରି ପାଇଁ ଚାଲିଛି ଆବେଦନ; ଦରମା ୮୦ ହଜାର ପରେ

OSSSC ନୂତନ ପଦବୀ ପାଇଁ ବିଜ୍ଞପ୍ତି ବାହାର କରିଛି। ଏହି ନିଯୁକ୍ତି ବିଭିନ୍ନ ଜିଲ୍ଲା ପ୍ରତିଷ୍ଠାନ ତଥା ମେଡିକାଲ କଲେଜ ଏବଂ ଡାକ୍ତରଖାନାରେ ହେବ। ଜିଲ୍ଲା କ୍ୟାଡର ଗ୍ରୁପ୍ ସି ପଦବୀରେ ୪୦୦ ଉପରେ ରେଡିଓଗ୍ରାଫରଙ୍କ ନିଯୁକ୍ତି ହେବ। More

ଗର୍ଜିଲେ ଅଙ୍ଗନୱାଡି କର୍ମୀ; ୧୦ ଦଫା ଦାବିରେ ଘେରିଲେ ବିଧାନସଭା

ସରକାରଙ୍କ ଆଗରେ ଦାବି ଦୋହରାଇଛନ୍ତି ଅଙ୍ଗନୱାଡି କର୍ମୀ । ତୁରନ୍ତ ସରକାରୀ ମାନ୍ୟତା ସହ ମଜୁରୀ ପ୍ରଦାନ, ମାନ୍ୟତା ମିଳିବା ପର୍ଯ୍ୟନ୍ତ ଅଙ୍ଗନୱାଡି କର୍ମୀଙ୍କୁ ମାସିକ ୧୮ ହଜାର ଏବଂ ସହାୟିକାକୁ ୯ ହଜାର ଟଙ୍କା ବେତନ ଦାବି ହୋଇଛି । More

ପାଠ ପଢାଇବାକୁ କଲମ ଧରିବା ଜରୁରୀ କିଏ କହିଲା ?

ଦେବବ୍ରତ ବାବୁଙ୍କୁ ନିଜ ବିଷୟରେ କିଛି ପଚାରିଲେ ସେ କିଛି କୁହନ୍ତି ନାହିଁ।  ପାଖାପାଖି ଅଭଏଡ୍ କରନ୍ତି। କେବଳ ଏତିକି କୁହନ୍ତି, ମୋ ପରିଚୟ ଜାଣି କ’ଣ କରିବେ, ମୋ ଠୁ କିଛି ଶିଖିବାକୁ ଚେଷ୍ଟା କରନ୍ତୁ।  More

Vastu Tips: ଗୃହ ନିର୍ମାଣ ଅଧାରେ କାହିଁକି ରହିଯାଏ; ଜାଣନ୍ତୁ କାରଣ ଓ ପ୍ରତିକାର

ବେଳେ ବେଳେ ଏମିତି ହୁଏ ପାଖରେ ପର୍ଯ୍ୟାପ୍ତ ଧନ ଥିବ ଆଉ ଭୂମି ଉପରେ ଘର ମଧ୍ୟ ନିର୍ମାଣ ହେଉଥିବ। କିନ୍ତୁ ଘର କାମ ଅଧାରେ ଏମିତି ଅସୁବିଧା ଦେଖାଯାଏ ଯେ ନିର୍ମାଣ କାମକୁ ଅଧାରେ ରଖିବାକୁ ପଡେ। ତେବେ ଏହା ପରେ କ’ଣ ରହିଛି ବାସ୍ତୁ ସିଦ୍ଧାନ୍ତ ଆସନ୍ତୁ ଜାଣିନେବା। More

ସ୍ୱାମୀ-ସ୍ତ୍ରୀ ଭାବେ ରହିବା ପାଇଁ ବର୍ଷାଙ୍କ ଆବେଦନକୁ ବି ଖାରଜ କଲେ କୋର୍ଟ

ଉଭୟ ଆବେଦନକୁ ଖାରଜ କଲେ କଟକ ପରିବାର ଅଦାଲତ । More

ମେଟ୍ରୋ ପାଇଁ ଆସିଲା ୨୧୦ କୋଟିର ବଜେଟ, ଏପଟେ ମୁଣ୍ଡ ପିଛା ଋଣ ୧୯ ହଜାର

ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନା ପାଇଁ ୧୧୦ କୋଟି, ସହର ଭିତ୍ତିଭୂମି ବିକାଶ ପାଇଁ ୧୦୦ କୋଟି, ଓଡ଼ିଶା ମୋଟର ପରିବହନ ଡ୍ରାଇଭର କଲ୍ୟାଣ ପାଇଁ ୨୧ କୋଟି, ନିର୍ବାଚନ ପରିଚାଳନା ପାଇଁ ବଜେଟରେ ୧୯୬ କୋଟି, ବ୍ଲକସ୍ତରରେ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ୧୪ କୋଟି ବ୍ୟୟବରାଦ କରାଯାଇଛି । More

ଓଡ଼ିଶାରେ ବାତ୍ୟା ସୂଚନା ନାହିଁ କହିଲେ IMD DG

ବାତ୍ୟା ନେଇ ଏପର୍ଯ୍ୟନ୍ତ କୌଣସି ସୂଚନା IMD ଜାରି କରି ନାହିଁ । ତାସହ ଲୋକଙ୍କୁ ଗୁଜବରେ ବିଶ୍ୱାସ ନକରିବାକୁ ସେ ପରାମର୍ଶ ଦେଇଛନ୍ତି । More

ଏସିଆନ୍‌ ଗେମ୍‌ସ: ୪୦ ବର୍ଗରେ ୪୮୧ଟି ସ୍ୱର୍ଣ୍ଣ ପଦକ ପାଇଁ ହେବ ଫାଇଟ୍

ଟ୍ରାକ ଆଣ୍ଡ ଫିଲଡ ଇଭେଣ୍ଟରେ ଓଡ଼ିଆ ଜାଭେଲିନ ଫିଙ୍ଗାଳି କିଶୋର ଜେନାଙ୍କ ଉପରେ ମେଡାଲ ଆଶା ରହିଛି। More

ଲଗାତାର ତୃତୀୟ ଦିନରେ ରେଡ୍ ! ସମ୍ବାଦର ଆକାଉଣ୍ଟସ୍ ବିଭାଗ ସିଲ୍ ସହ କାଗଜପତ୍ର ଜବତ

ଦୈନିକ ଖବର କାଗଜ ସମ୍ବାଦ କାର୍ଯ୍ୟାଳୟରେ EOWର ଚଢ଼ାଉ । ଦୀର୍ଘ ୧୧ ଘଣ୍ଟା ପରେ ସମ୍ବାଦ କାର୍ଯ୍ୟାଳୟରୁ ବାହାରିଲା EOW । More

Today Panchang 22nd September 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ, ଶୁକ୍ରବାର। ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ.. More

ଓଡ଼ିଶା ବିଧାନସଭା ପାଇଲା ପ୍ରଥମ ମହିଳା ବାଚସ୍ପତି, ପ୍ରମିଳା ମଲ୍ଲିକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ...

ଓଡ଼ିଶା ବିଧାନସଭା ପାଇଲା ପ୍ରଥମ ମହିଳା ବାଚସ୍ପତି। ବାଚସ୍ପତି ଭାବେ ପ୍ରମିଳା ମଲ୍ଲିକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। More

‘ଯଦି ସଚିବ ସବୁ କରିବେ, ତା’ହେଲେ ବିଧାନସଭା କାହିଁକି ଚାଲିବ ?’

ରାଜ୍ୟରେ ଶାସନ ବ୍ୟବସ୍ଥାକୁ ବିରୋଧ କରି ‘ମୋ ଦଳ’ ବିଧାନସଭା ଘେରାଉ କରିଛି। ଦଳର ନେତା ଅକ୍ଷୟ କୁମାରଙ୍କ ନେତୃତ୍ୱରେ ଦଳୀୟ କର୍ମୀ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। More

ସୌମ୍ୟଙ୍କୁ ବିଦା କରିବା ପରେ ଦଳରେ ପଡ଼ିବ କି ପ୍ରଭାବ..?

ଫାଇଭ୍ ଟି ସଚିବ ବିରୋଧୀ ସ୍ୱର ଚପିବ ନା ଆଗକୁ ଯିବ ? ଆଗରୁ ତ୍ୱରିତ କାର୍ଯ୍ୟାନୁଷ୍ଠାନ ପାଇଁ କାହିଁକି ପଛାଉଥିଲା ଦଳ? More

ବିଜେଡିରେ ହଲଚଲ ! ସୌମ୍ୟଙ୍କୁ ବିଦା କରିବାକୁ ସାମ୍ନାକୁ ଆସିଲେ, ନା ପୁରୁଣା ଫର୍ମକୁ ଫେରିଲେ ନବୀନ..?

ଚାଷୀଙ୍କ ଟଙ୍କା ହଡ଼ପ ଅଭିଯୋଗରେ ସୁଧାଂଶୁ ପରିଡ଼ା ବି ବିଦା । ବହୁଦିନ ପରେ ଗଣମାଧ୍ୟମ ସାମ୍ନାକୁ ଆସି ଘୋଷଣା କଲେ ସୁପ୍ରିମୋ । More

ସୌମ୍ୟ ପଟ୍ଟନାୟକ ଲୋନ୍ ସ୍କାମ୍; କ’ଣ ଏହି ବ୍ୟାଙ୍କ ଋଣ ଠକେଇ ?

ଋଣ ହେଉଥିଲା କର୍ମଚାରୀଙ୍କ ନାଁରେ, ଟଙ୍କା ପଶୁଥିଲା ମାଲିକଙ୍କ ପକେଟରେ ! ଚାକିରି ଖାଇଯିବାର ଧମକ ଦେଇ ବ୍ଲାଙ୍କ ଚେକରେ ନିଆଯାଉଥିଲା ଦସ୍ତଖତ ! ସିଧାସଳଖ ଏଚ୍.ଆର୍. ଡିପାର୍ଟମେଣ୍ଟରୁ ଆସୁଥିଲା ଧମକପୂର୍ଣ୍ଣ ଫୋନ୍‌କଲ୍ ! More

ବିଜେଡି ଖେଳିଲା ମହିଳା କାର୍ଡ; ବାଚସ୍ପତି ହେବେ ପ୍ରମିଳା

ବିଧାନସଭାରେ ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ପ୍ରମିଳା ମଲ୍ଲିକ ।ବିଧାନସଭା ସଚିବଙ୍କ ପ୍ରକୋଷ୍ଠକୁ ଯାଇ ପୂରା ଟିମ୍ ସହ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଞ୍ଝାରପୁରର ଏହି ବରିଷ୍ଠ ବିଧାୟିକା ।ନାମାଙ୍କନରେ ପ୍ରମିଳାଙ୍କ ପାଇଁ ପ୍ରସ୍ତାବକ ହୋଇଥିଲେ ନିଜେ ମୁଖ୍ୟମନ୍ତ୍ରୀ ଓ ସମର୍ଥକ ହେଲେ ମନ୍ତ୍ରୀ ନିରଞ୍ଜନ ପୂଜାରୀ । More

Nuakhai: ଖିଆ ପିଆ ତ ସରିଲା, ଏବେ ଚାଲଯିବା ରିଶିପିଟି ! ଲାଗିଛି ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼...

ଘରେ ଘରେ ହସଖୁସିର ମାହୋଲ । ସମସ୍ତେ ନୂଆ ଜାମା ପିନ୍ଧି ନବାନ୍ନ ଖାଇ ବଡ଼ ମାନଙ୍କର ଆର୍ଶୀବାଦ ନେଇଛନ୍ତି । More