ସଂକ୍ଷେପରେ ଆଜିର ତାଜା ଖବର - Wednesday, 27 September 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଓଡ଼ିଆ ମଞ୍ଚରେ ପଡ଼ିଥିଲା ୱାହିଦାଙ୍କ କ୍ୟାରିୟରର ମୂଳଦୁଆ

ୱାହିଦାଙ୍କୁ ୧୬ରୁ ୧୭ ବର୍ଷ ବୟସରେ ହୋଇଥିବା ବେଳେ, ଏହି କବିସୂର୍ଯ୍ୟ ମଞ୍ଚରେ ପ୍ରଦର୍ଶନ କରିଥିଲେ ନିଜର ନୃତ୍ୟ ଚାତୁରୀ । More

କମନ ରୁମ୍‌ରେ ଖଟି ମନା; ସାର୍ ରହିବେ ପୁରା ୭ ଘଣ୍ଟା

ଅଧ୍ୟାପକଙ୍କ ପାଇଁ ଯେମିତି ୭ଘଣ୍ଟା କଲେଜରେ ରହିବା ବାଧ୍ୟତାମୂଳକ, ୭୫ ପ୍ରତିଶତ ଛାତ୍ରଛାତ୍ରୀ ବି କ୍ଲାସ୍ ରେ ବସିବା ସେତିକି ଜରୁରୀ । More

୨୪ ପାଇଁ ବିଜେପିର ବଡ଼ ରଣନୀତି; ସାଂସଦ ହେବେ ବିଧାୟକ ପ୍ରାର୍ଥୀ !

ମଧ୍ୟପ୍ରଦେଶ ଫର୍ମୁଲାରେ ଓଡ଼ିଶାରୁ ବିଜେପିର ୮ ସାଂସଦଙ୍କ ମଧ୍ୟରୁ ୬ ଜଣଙ୍କୁ ବିଧାନସଭା ନିର୍ବାଚନ ମୈଦାନକୁ ଓହ୍ଲାଯିବାର ସମ୍ଭାବନା ରହିଛି । More

ନିଖୋଜ ବ୍ୟାଙ୍କ ମ୍ୟାନେଜରଙ୍କୁ ଠାବ କଲା ପୋଲିସ

ବ୍ୟାଙ୍କକୁ ଯିବା ବାଟରେ ଗତ ସୋମବାର ଠାରୁ ନିଖୋଜ ଥିଲେ ତପନ । More

ବାଚସ୍ପତିଙ୍କୁ ’ଅପା’ ସମ୍ବୋଧନ କଲେ କୃଷିମନ୍ତ୍ରୀ, କହିଲେ ସବୁବେଳେ ଅପା ଡାକେ ସେଥିପାଇଁ ପାଟିରୁ ବାହାରିଗଲା

ବିରୋଧୀ ଆପତ୍ତି ଉଠାଇବା ପରେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଥିଲେ, ` ମୁଁ ଅପା ବୋଲି ସବୁବେଳେ ଡାକେ, ସେଥିପାଇଁ ପାଟିରୁ ଅପା ଶବ୍ଦ ବାହାରିଗଲ । ଆପଣମାନେ କହୁଛନ୍ତି ତେବେ Hounreble Spekaer Madam ଯଥା `ଅପା´ ବୋଲି କହି ପୁଣି ଥରେ ସମ୍ବୋଧନ କରିଥିଲେ କୃଷି ମନ୍ତ୍ରୀ । More

ଅକ୍ଟୋବର ୧୦ରେ ସାରା ରାଜ୍ୟରେ ବସ୍‌ ଧର୍ମଘଟ

ରାଜ୍ୟ ସରକାରଙ୍କ ‘ଲକ୍ଷ୍ମୀ’ ଯୋଜନାକୁ ବିରୋଧ କରି ଏହି ଧର୍ମଘଟ କରାଯାଉଛି ।  More

ରାଉରକେଲାରେ ନବମ ଶ୍ରେଣୀ ଛାତ୍ରଙ୍କୁ ହତ୍ୟା ଘଟଣାର ପର୍ଦ୍ଦାଫାସ, ବ୍ଲୁ ଟୁଥ୍ ଇଅର ଫୋନ୍ ପାଇଁ ହତ୍ୟାକାଣ୍ଡ

ଏହି ହତ୍ୟାକାଣ୍ଡ ଯୋଜନାବଦ୍ଧ ନଥିଲା । ହଠାତ ରାଗରୁ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ସୂଚନା ଦେଇଛି । ଆଜି ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିଥିଲେ । More

ଶଙ୍ଖ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ବିଜେଡି ସାଂସଦ

ମଦନପୁର ରାମପୁର ରାଜପରିବାରର ତନ୍ମୟ ପ୍ରତାପ ସିଂହଦେଓ ଓ କୁମାର ସାହେବଙ୍କ ବୋହୂ ତଥା ସେରାମିକ୍‌ ଆର୍ଟିଷ୍ଟ ପୃଥ୍ବୀରାଜ ସିଂହଦେଓଙ୍କ ପତ୍ନୀ ସଂଯୁକ୍ତା ଦେବୀ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି । More

ନା ଆସିଲେ ଆଶାକର୍ମୀ ନା ଆସିଲା ଆମ୍ବୁଲାନ୍ସ...ରାସ୍ତାକଡ଼ରେ ହେଲା ପ୍ରସବ

ପୁଣି ଜନନୀ ଯନ୍ତ୍ରଣା। ରାସ୍ତାକଡ଼ରେ ହେଲା ପ୍ରସବ। ଅଟୋରେ ହସ୍ପିଟାଲ୍‌ ନେବା ବାଟରେ ହିଁ ମହିଳାଙ୍କ ପ୍ରସବ ହୋଇଛି। More

ଘାଟିରେ ଓଲଟିଲା ସ୍କୁଲ୍‌ ବସ୍‌, ପିଇଟି ଶିକ୍ଷକ ମୃତ...

ଘାଟିରେ ଓଲଟିଲା ସ୍କୁଲ୍‌ ବସ୍‌। ଦୁର୍ଘଟଣାରେ ପିଇଟି ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। More

୩ ଟଙ୍କା ପାଇଁ ଦୋକାନୀଙ୍କୁ ୨୫ ହଜାର ଟଙ୍କା ଫାଇନ୍, ଟଙ୍କା ମାଗିବାରୁ ଗ୍ରାହକଙ୍କୁ ର୍ଦୁବ୍ୟବହାର କରିଥିଲେ...

୩ ଟଙ୍କା ପାଇଁ ଜଣେ ଜେରକ୍ସ ଦୋକାନୀଙ୍କୁ ୨୫ ହଜାର ଟଙ୍କା ଫାଇନ କରିଛନ୍ତି ଜିଲ୍ଲା ଖାଉଟି ଅଦାଲତ । ମାସେ ଭିତରେ ଟଙ୍କା ନଦେଲେ ୯ ପ୍ରତିଶତ ସୁଧ ସହ ଟଙ୍କା ଦେବାକୁ ପଡ଼ିବ। More

Panchang Today 27th September 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର । More

ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳ...ଦ୍ୱନ୍ଦ୍ୱ ଓ ଅନିଶ୍ଚିତତା ଭିତରେ ମୁକ୍ତ ବିଶ୍ୱବିଦ୍ୟାଳୟ

କେତେବେଳେ ଯେ ବନ୍ଦ ହୋଇଯିବ ବିଶ୍ୱବିଦ୍ୟାଳୟ ଆଉ ମାନ୍ୟତା ହରାଇବ ତାକୁ ନେଇ ଏବେ ବଢ଼ିଲାଣି ଚିନ୍ତା। ସମ୍ବଲପୁରରେ ଥିବା ରାଜ୍ୟର ଏକ ମାତ୍ର ମୁକ୍ତ ବିଶ୍ୱବିଦ୍ୟାଳୟ ଏବେ ଦ୍ୱନ୍ଦ୍ୱ ଓ ଆଶଙ୍କାରେ ଚାଲିଛି।  More

ଗଣେଶ ଭସାଣି ବେଳେ ମହାଭାରତ: କମେଣ୍ଟମରାକୁ ନେଇ ମାର୍‌ପିଟ୍‌, ବହିଲା ରକ୍ତ ନଦୀ...

କେଉଁଠି କମେଣ୍ଟମରାକୁ ନେଇ ହାତାହାତି ତ ଆଉ କେଉଁଠି ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମାର୍‌ପିଟ୍‌। କଟକ ଜିଲ୍ଲା ଆଠଗଡ଼ ଓ ବାଙ୍କିରେ ଗୋଷ୍ଠୀ ସଂଘର୍ଷ ଘଟି ୧୬ ଜଣ ଆହତ ହୋଇଛନ୍ତି। More

କେମିତି ହେଲା ଆସିଷ୍ଟାଣ୍ଟ କଲେକ୍ଟର ସୁସ୍ମିତା ମିଂଜଙ୍କ ମୃତ୍ୟୁ ? ସପ୍ତାହେ ପରେ ବି ଥମୁନି ସସପେନ୍ସ

​​​​​​​ସିବିଆଇ ତଦନ୍ତ ଦାବିରେ ଏକଜୁଟ୍ ହେଲେ ଶତାଧିକ ଆଦିବାସୀ ମହିଳା । ରାଉରକେଲା ଏଡିଏମ୍ ଅଫିସକୁ ଘେରାଉ ସହ ବିକ୍ଷୋଭ । More

ଦେଖିକି ନ ଚାଲିଲେ ମଲ ! ରାଜଧାନୀରେ ଡେଥ୍ ଜୋନ୍ ପାଲଟିଛି ଖାଲ-ଖମା ରାସ୍ତା

କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛନ୍ତି BMC ଓ ପୂର୍ତ୍ତ ବିଭାଗ । ମରଣଯନ୍ତାରେ ଫସୁଛନ୍ତି ଲୋକେ, କର୍ତ୍ତୃପକ୍ଷ ନୀରବ । More

ଭାରତୀୟ ନୌସେନାରେ ସାମିଲ ହେବେ ୨ ହଜାର ୬୧୬ ଅଗ୍ନିବୀର

ଦ୍ୱିତୀୟ ବ୍ୟାଚ ପ୍ରଶିକ୍ଷଣ ପାଇ ଏଠାରୁ ପରବର୍ତ୍ତୀ ୧୬ ମାସ ଲାଗି ଟ୍ରେନିଂକୁ ଯିବେ । More

କ୍ୟାପିଟାଲ ହସ୍ପିଟାଲରେ ନବଜାତ ଶିଶୁ ଅଦଳବଦଳ, ପୁଅ ହୋଇଛି କହି ଝିଅ ଧରାଇ ଦେଲେ !

ଅଭିଯୋଗ ଆଣିଲେ ରାଜକନିକା ଅଞ୍ଚଳର ବ୍ୟକ୍ତି, DNA ଟେଷ୍ଟ ଦାବି । ସତ୍ୟ ଅନୁସନ୍ଧାନ ପାଇଁ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍ ଗଠନ । More

Sports: ୨୦୨୩ ବିଶ୍ୱକପ୍‌ରେ ଗେମ୍‌-ଚେଞ୍ଜର୍ ହେବେ କି କୁଲଦୀପ ଯାଦବ

ଭାରତୀୟ ରିଷ୍ଟ ସ୍ପିନର୍ କୁଲଦୀପ ଯାଦବ ଏସିଆ କପ୍‌ରେ ଉଲ୍ଲେଖନୀୟ ବୋଲିଂ ପ୍ରଦର୍ଶନ କରି ଟିମ୍‌ରେ ତାଙ୍କ ଗୁରୁତ୍ୱ କେତେ, ତାହା ପ୍ରମାଣିତ କରିଛନ୍ତି। ଏବେ ପ୍ରଶ୍ନ ଉଠୁଛି ଯେ ୨୦୨୩ ଦିନିକିଆ ବିଶ୍ୱକପ୍‌ରେ ଟିମ୍ ପାଇଁ ଗେମ୍‌-ଚେଞ୍ଜର୍ ସାବ୍ୟସ୍ତ ହେବେ କି ରୋହିତଙ୍କ ମୁଖ୍ୟ ଅସ୍ତ୍ର ‘କୁଲଦୀପ’? ଏସିଆ କପ୍ ଭଳି କ୍ରିକେଟ୍ ମହାସମରରେ କରିବେ କି କମାଲ୍‌? More