ସଂକ୍ଷେପରେ ଆଜିର ତାଜା ଖବର - Saturday, 07 October 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ବାହା ହେବା ପାଇଁ ବିଜୟଙ୍କ ମନ ଉଚ୍ଛନ; ପଛ ଛାଡ଼ୁନାହାନ୍ତି ପୂର୍ବତନ ପ୍ରେମିକା

ବଢି ବଢି ଚାଲିଛି ବିଜେଡି ବିଧାୟକ ବିଜୟ ଶଙ୍କର ଦାସଙ୍କ ପ୍ରେମ ଆଉ ପ୍ରତାରଣା ବିବାଦ । ଆଜି କଟକ ବିବାହ ପଞ୍ଜିକରଣ କାର୍ଯ୍ୟାଳୟରେ ପହଞ୍ଚି ଅନ୍ୟ ଜଣେ ଯୁବତୀଙ୍କୁ ବିଜୟଙ୍କ ବିବାହ ଆବେଦନ ଉପରେ ଆପତ୍ତି ଉଠାଇଛନ୍ତି ପୂର୍ବତନ ପ୍ରେମିକା ସୋମାଲିକା ଦାସ । ପୂର୍ବରୁ ତାଙ୍କ ସହ ବିବାହ ପାଇଁ ଆବେଦନ କରିଥିବା ବିଧାୟକ ଆଉ କେତେ ଥର, କାହା ସହ ବିବାହ ପାଇଁ ଆବେଦନ କରିବେ ବୋଲି କହି ଏହାକୁ ବାତିଲ ପାଇଁ ଆବେଦନ କରିଛନ୍ତି । More

କିଏ ଏହି ଦୁଇ ମହିଳା ? ବସ୍ତ୍ର ଦେଇ ଇଜ୍ଜତ ବଞ୍ଚାଇଲେ ବିଧାୟିକା କୁସୁମ ଟେଟେ

ମହାନତା ଦେଖାଇଲେ BJP ବିଧାୟିକା କୁସୁମ ଟେଟେ । ବସ୍ତ୍ର ଦେଇ ଉଲଗ୍ନ ଦୁଇ ଅଜଣା ମହିଳାଙ୍କ ବଞ୍ଚାଇଲେ ଇଜ୍ଜତ। More

ଛାତିର କୋହ ଓ ଆଖିର ଲୁହକୁ ଚାପି ଗୁମୁରି ଗୁମୁରି କାନ୍ଦୁଛି କେନ୍ଦୁଢିପ ଗାଁ

ଯାହାକୁ ଦିନେ ଘରୁ ସାଙ୍ଗରେ ଆଣି ଦେଶ ସେବା ପାଇଁ ପଠାଇଥିଲେ, ଆଜି ତାରି ମରଶରୀରକୁ ପୁଣି ଘରକୁ ଫେରାଇ ନେବାକୁ ଆସିଛନ୍ତି ଯେତେବେଳେ, ଛାତିର କୋହ ଓ ଆଖିର ଲୁହକୁ କେମିତି ବା ଚାପି ରଖିପାରନ୍ତେ ସହିଦ ସରୋଜଙ୍କ ବଡ଼ଭାଇ ମନୋଜ ଦାଶ । More

OSSC Recruitment 2023: ଗ୍ରାଜୁଏଟ୍‌ଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ; ଓଡ଼ିଶାରେ ପାଇପାରିବେ ସରକାରୀ ଚାକିରି

ଓଡ଼ିଶାରେ ସରକାରୀ ଚାକିରି ଖୋଜୁଥିବା ପ୍ରାର୍ଥୀଙ୍କ ପାଇଁ ଖୁସି ଖବର। ଓଡିଶା କର୍ମଚାରୀ ଚୟନ ଆୟୋଗ(OSSC) ବିଭିନ୍ନ ପଦବୀ ପାଇଁ ବିଜ୍ଞାପନ ପ୍ରକାଶ କରିଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ମୋଟ ୪୯୫ଟି ପୋଷ୍ଟ୍ ପୂରଣ ହେବ। More

ଜାନୁଆରୀ ୧ରେ ମେଟ୍ରୋ ଟ୍ରେନ୍ ଶିଳାନ୍ୟାସ

ଜାନୁଆରୀ ୧ରେ ମେଟ୍ରୋ ରେଲ୍‌ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । More

ଯୁକ୍ତ ୨ ପରୀକ୍ଷା ପାଇଁ କୋଶ୍ଚିନ୍ ବ୍ୟାଙ୍କ ପ୍ରକାଶ କଲା CHSE

ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେବାକୁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ଖୁସି ଖବର। ପ୍ରଥମ ଥର ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ପ୍ରକାଶ କରିଛି କୋଶ୍ଚିନ ବ୍ୟାଙ୍କ। More

କାହା ପାଇଁ ମହାପ୍ରୟାଣ ସେବା ? ଶବ ନେବାକୁ ମନା କରିଦେଲା ସରକାରୀ ଆମ୍ବୁଲାନ୍ସ, ଶେଷରେ ଟ୍ରଲିରେ ବୁହା ହେଲା...

ଟ୍ରଲିରେ ବୁହା ହେଲା ଶବ। ଆମ୍ବୁଲାନ୍ସ ସେବା କିମ୍ବା ମହାପ୍ରୟାଣ ସେବା ସବୁ କିଛି କେବଳ ପ୍ରହସନ ସାଜିଥିବା ମୃତକଙ୍କ ସ୍ୱାମୀ ଅଭିଯୋଗ କରିଛନ୍ତି। More

ଭୁବନେଶ୍ୱରରେ ପହଞ୍ଚିଲା ସହିଦ ସରୋଜଙ୍କ ମରଶରୀର

ସିକ୍କିମ୍ ବନ୍ୟାରେ ସହିଦ ସରୋଜ ଦାସଙ୍କ ମରଶରୀର ପହଞ୍ଚିଲା More

‘ପ୍ରତିବର୍ଷ ବିଜୟ ଶଙ୍କରଙ୍କ ନୂଆ ଝିଅ ଦରକାର, ତାଙ୍କ ନାଁରେ ମୋ ପାଖରେ ସବୁ ପ୍ରମାଣ ଅଛି’

ବିଜୟଙ୍କ ବୟସକୁ ନେଇ ସୋମାଲିକା ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି, ‘ବିଜୟଶଙ୍କର କ’ଣ ବୟସ ବଢୁନି ? ଗତବର୍ଷ ମୋ ସହ ବିବାହ ଆବେଦନ ବେଳେ ବୟସ ୩୦ ଥିଲା। ଏବେ ଦେଢ଼ ବର୍ଷ ପରେ ବୟସ ପୁଣି ସେହି ୩୦ ଲେଖିଛନ୍ତି।  More

ମାଳ ମାଳ କନକ୍ଲେଭ୍, ଗଦା ଗଦା ଏମଓୟୁ...ଚାକିରି ବେଳକୁ ପ୍ରତିଶ୍ରୁତି ଫୁସ୍

ଓଡ଼ିଶା ସ୍କିଲ୍ ଡେଭଲପମେଣ୍ଟ ହବ୍ କହି ଫୁଟାଣି ମାରୁଛନ୍ତି ରାଜ୍ୟ ସରକାର। ତେଣେ ରାଜ୍ୟରେ ହୁ ହୁ ହୋଇ ବଢ଼ି ଚାଲିଛି ବେକାରୀ ଇଞ୍ଜିନିୟରଙ୍କ ସଂଖ୍ୟା ଓ ଖାଲି ପଡ଼ିଛି ୨୪ ହଜାର ଇଞ୍ଜିନିୟରିଂ ସିଟ୍। More

ବଢ଼ିଲା ବିଧାୟକ ବିଜୟଙ୍କ ଅଡ଼ୁଆ, କଟକ ସବ୍‌ରେଜିଷ୍ଟ୍ରୀ ଅଫିସରେ ପହଞ୍ଚିଲେ ପ୍ରେମିକା ସୋମାଲିକା

ବିଜୟଙ୍କ ବୟସକୁ ନେଇ କଟାକ୍ଷ କଲେ ପ୍ରେମିକା ସୋମାଲିକା... More

Today Panchang 7th October 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ଘାତ ଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୫.୧୭ ପର୍ଯ୍ୟନ୍ତ ଘାତ ବାର- ବୃଷ,ସିଂହ ଓ କନ୍ୟା  More

ବାପାଙ୍କୁ ମୁଖାଗ୍ନି ଦେଇ ଶେଷ ଇଚ୍ଛା ପୂରଣ କଲା ଝିଅ

ବାପାଙ୍କୁ ମୁଖାଗ୍ନି ଦେଇ ଉଦାହରଣ ସାଜିଲା ଝିଅ। ବାପାଙ୍କ ଶେଷ ଇଚ୍ଛା ପୂରଣ କରିବାକୁ ଯାଇ ବଡ଼ ଝିଅ ଶ୍ମଶାନରେ ମୁଖାଗ୍ନି ଦେଇଛନ୍ତି। More

ସଲାମ୍‌ ସରୋଜ: କାନ୍ଦୁଛି ଘର, କାନ୍ଦୁଛି ଗାଁ...ଆଜି ସହିଦ ସରୋଜ ଦାସଙ୍କ ଶେଷକୃତ୍ୟ

ସିକ୍କିମ ପ୍ରଳୟଙ୍କରୀ ବନ୍ୟାରେ ସହିଦ ହୋଇଥିବା ଢେଙ୍କାନାଳର ସରୋଜ ଦାସଙ୍କ ପାର୍ଥିବ ଶରୀର ଆଜି ଓଡ଼ିଶା ଆସିବ। More

‘ମୋ ପୁଅକୁ ଖୋଜି ଆଣନ୍ତୁ’...ନିଖୋଜ ପୁଅକୁ ଉଦ୍ଧାର ଲାଗି ଜିଲ୍ଲାପାଳଙ୍କୁ ପରିବାର ଲୋକଙ୍କ ଗୁହାରି

ସିକ୍କିମ ବୁଲିବାକୁ ଯାଇ ଢେଙ୍କାନାଳର ଜଣେ ଯୁବକ ନିଖୋଜ ଥିବା ସୂଚନା ମିଳିଛି। ୭ ଜଣ ସାଙ୍ଗଙ୍କ ସହ ମିଶି ଅକ୍ଟୋବର ୧ତାରିଖରୁ ସିକ୍କିମ ବୁଲିବାକୁ ଯାଇଥିଲେ ଯୁବକ ଜଣକ। More

ଲଜ୍ଜାକର ଓ ଅଭାବନୀୟ ଦୃଶ୍ୟ: ଉଲଗ୍ନ ହୋଇ ରାସ୍ତାରେ ଚାଲିଲେ ୨ ମହିଳା...ସମସ୍ତେ ସବୁ କିଛି ଦେଖି ଚୁପ୍‌

ଜନଗହଳିପୂର୍ଣ୍ଣ ରାସ୍ତାରେ ସମ୍ପୂର୍ଣ୍ଣ ଉଲଗ୍ନ ହୋଇ ରାସ୍ତାରେ ଚାଲିଲେ ୨ ମହିଳା। ସବୁଠାରୁ ବଡ଼ କଥା, ଏସବୁ ସମସ୍ତେ ଦେଖୁଥିଲେ, କିନ୍ତୁ ସେମାନଙ୍କ ଲଜ୍ଜା ନିବାରଣ ପାଇଁ କେହି ଗାମୁଛା କି ଲୁଗା ଖଣ୍ଡେ ନେଇ ଘୋଡ଼ାଇ ଦେବାକୁ ଆଗେଇ ଆସି ନଥିଲେ। More

ବଦନାମରୁ ବର୍ତ୍ତିଲା, କିନ୍ତୁ ବିବାଦ ତେଜିଲା, ଅଭିଯୋଗକାରୀଙ୍କ ବିରୋଧରେ ହୋଇପାରେ ଆଇନଗତ କାର୍ଯ୍ୟାନୁଷ୍ଠାନ !

ବଦନାମରୁ ବର୍ତ୍ତିଲା କ୍ୟାପିଟାଲ୍ ହସ୍ପିଟାଲ୍। ହେଲେ ବିବାଦରୁ ନୁହେଁ। ଡିଏନ୍ଏ ରିପୋର୍ଟ ଧୋଇଲା ଶିଶୁବଦଳ କଳଙ୍କ । ହେଲେ ଧୋଇପାରିଲାନି ବିବାଦ । ପୁଣି ମୁହାଁମୁହିଁ ହସପିଟାଲ୍ କର୍ତ୍ତୃପକ୍ଷ, ଅଭିଯୋଗକାରୀ ପ୍ରାଣକୃଷ୍ଣ । More

ନିମ୍ବପତ୍ରରେ ଅଛି ବ୍ରେଷ୍ଟ୍ କ୍ୟାନସରର ରାମବାଣ, ଗବେଷଣା ପରେ ILS ଭୁବନେଶ୍ୱରର ବଡ଼ ଦାବି

ନିମ୍ବପତ୍ରରେ ରହିଛି ବ୍ରେଷ୍ଟ୍ କ୍ୟାନସରର ରାମବାଣ । କ୍ୟାନସର ଷ୍ଟେମ୍ ସେଲକୁ ଚୁଟକିରେ ମାରିଦେବ ନିମ୍ବପତ୍ର ଔଷଧ । ILS ଭୁବନେଶ୍ୱର କରିଛି ଏଭଳି ଚମକପ୍ରଦ ଆବିଷ୍କାର । ନିମ୍ବପତ୍ରରେ ଥିବା ନିମ୍ବୋଲାଇଡର ଏଭଳି ଆଶ୍ଚର୍ଯ୍ୟକାରୀ ଗୁଣ ଥିବା ନେଇ ILS ଭୁବନେଶ୍ୱରର ବଡ଼ ଦାବି More

ବିଜେଡିକୁ ଘାରିଛି ପଦଯାତ୍ରା ଟେନସନ୍, ଖୋଲା ମଂଚରେ ବିଧାୟକ ପ୍ରାର୍ଥୀଙ୍କ ନାଁ ଘୋଷଣା କରୁଛନ୍ତି ସ୍ଥାନୀୟ ନେତା

ଧାମନଗରରୁ ଏଥର କିଏ ହେବେ ବିଜେଡି ବିଧାୟକ ପ୍ରାର୍ଥୀ ? ଉପ-ନିର୍ବାଚନରେ ହାରିଥିବା ଅବନ୍ତୀ ଦାସ ?ନା ଦଳକୁ ଫେରିବେ ସ୍ୱାଧୀନ ପ୍ରାର୍ଥୀ ହୋଇଥିବା ରାଜେନ୍ଦ୍ର ଦାସ ? More

ମାହାଙ୍ଗା ଡବଲ ମର୍ଡର: ବିଧାୟକ ପ୍ରତାପ ଜେନାଙ୍କୁ ସମନ

ଅକ୍ଟୋବର ୩୧ରେ ମାହାଙ୍ଗା ବିଧାୟକ ପ୍ରତାପ ଜେନା ହାଜର ହେବାକୁ କୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। More

ଯଦି ଓଡ଼ିଶାରୁ ଲଢ଼ିବେ, କେଉଁଠୁ ଲଢ଼ିବେ ଧର୍ମେନ୍ଦ୍ର ?

ଓଡ଼ିଶାରୁ ଲୋକସଭା ଲଢ଼ିବାକୁ ଧର୍ମେନ୍ଦ୍ର ଇଚ୍ଛା କରିଥିବା ସୂଚନା ରହିଛି । More