ସଂକ୍ଷେପରେ ଆଜିର ତାଜା ଖବର - Tuesday, 10 October 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଉଦଘାଟନକୁ ମାସେ ପୁରିଲା, ଖୋଲୁନି ଅର୍ବାନ ହାଟ

କଟକ ଛତ୍ରବଜାର ଅର୍ବାନ ହାଟକୁ ନେଇ ବିବାଦ ଥମିବାର ନା ଧରୁନି। ପିଣ୍ଡି ଆବଣ୍ଟନକୁ ନେଇ ବିବାଦ ବଢିବାରୁ ହାଟ ଖୋଲିପାରୁନି । ଦେଖନ୍ତୁ ଉଦଘାଟନ ପରେ କେମିତି ଅଳିଆ ଆବର୍ଜନାରେ ଭର୍ତ୍ତି ହୋଇଛି ହାଟ । More

ରାଜଧାନୀର ବାରରେ ଉଡୁଛି ଅବକାରୀ ନିୟମର ଧଜ୍ଜିଆ, ଡ୍ୟାନ୍ସ ଫ୍ଲୋରରୁ ଓହ୍ଲାଇବା ପରେ ଦେହ ବ୍ୟବସାୟ ପାଇଁ ଡିଲ୍

ବାରରେ କେମିତି ହୁଏ ଦେହ ପାଇଁ ଡିଲ୍ ? ବାରର ରଙ୍ଗୀନ ରାତିରେ କେମିତି ଚାଲେ ନିଷିଦ୍ଧ ବେପାର ? ରାଜଧାନୀର ଜଣେ ବାର୍ ଗାର୍ଲଙ୍କ ମୁହଁରୁ ଏତେ ସମୟ ଧରି ଶୁଣୁଥିଲେ ଚାଞ୍ଚଲ୍ୟକର ବୟାନ। ଆଉ ଏବେ ଆମେ ଦେଖାଉଛୁ, ସେହି ଦେହ ସୌଦାର କଳା କାହାଣୀ। More

କୁମାର ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ; ଜାଣନ୍ତୁ କେତେବେଳେ ପାକତ୍ୟାଗ ଓ ସର୍ବମୋକ୍ଷ..

ଏବର୍ଷ କୁମାରପୂର୍ଣ୍ଣିମା ଦିନ ପଡ଼ୁଛି ଚନ୍ଦ୍ର ଗ୍ରହଣ । ଏମିତି ସେମିତି ନୁହେଁ, ଇଏ ରାହୁଗ୍ରସ୍ତ ଖଣ୍ଡଗ୍ରାସ ଗ୍ରହଣ । More

ଆଖି ଆଗରେ ପଚିଗଲା ହାଡ଼ଭଙ୍ଗା ପରିଶ୍ରମ, ପଚ ପଚ କାଦୁଅରେ ସଢୁଛି ଫସଲ

ଚଳିତବର୍ଷ ଖରିଫ୍ ଋତୁରେ ଜଗତସିଂହପୁର ଜିଲ୍ଳାରେ ୮୬ ହଜାର ହେକ୍ଟରରୁ ଅଧିକ ଜମିରେ ଧାନ ଚାଷ କରାଯାଇଛି । ଗତ ସେପ୍ଟେମ୍ବର ମାସରେ ହୋଇଥିବା ଲଗାଣ ବର୍ଷା ଯୋଗୁ ଶହ ଶହ ହେକ୍ଟର ଚାଷଜମିରେ ପାଣି ଜମି ଫସଲ ହାନି ହୋଇଥିଲା । More

କର୍ମକ୍ଷେତ୍ର ହେଉ କି ପାଠ ପଢ଼ା ପ୍ରେସର, ବିସ୍ଫୋରକ ରୂପ ନେଉଛି ବାରଆଡୁ ବଢୁଥିବା ମାନସିକ ଚାପ

ବିଶ୍ୱରେ ପ୍ରତି ୮ ଜଣରୁ ଜଣେ ବ୍ୟକ୍ତି ବିଭିନ୍ନ କାରଣରୁ ମାନସିକ ସ୍ୱାସ୍ଥ୍ୟ ସମସ୍ୟା ଦେଇ ଗତି କରୁଥିବା କହିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ। ଏମିତିକି ମାନସିକ ଅସୁସ୍ଥତା ଯୋଗୁଁ ଲୋକେ ଆତ୍ମହତ୍ୟା କରିବାକୁ ବି ପଛାଉନାହାନ୍ତି। More

ଗ୍ରାମାଞ୍ଚଳ ଭୋଟ୍ ନେବା ପାଇଁ ବିଜେଡିର ବଡ଼ ଫନ୍ଦି, ଆରମ୍ଭ ହେଲା ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ସ୍କିମ୍

ଗ୍ରାମାଂଚଳ ଭୋଟ୍ ନେବା ପାଇଁ ବିଜେଡିର ବଡ଼ ଫନ୍ଦି । ଆରମ୍ଭ ହେଲା ଆମ ଓଡ଼ିଶା, ନବୀନ ଓଡ଼ିଶା ସ୍କିମ୍। ସ୍କିମ୍ ବିଜ୍ଞାପନରେ ଶଙ୍ଖ ଚିହ୍ନ ବ୍ୟବହାରକୁ ନେଇ ଘନେଇଲା ବିବାଦ । More

ବାହାନଗା ଟ୍ରେନ୍ ଟ୍ରାଜେଡି: ୧୩୦ ଦିନ ପରେ ହେଲା ଶବ ସତ୍କାର

ଜୁନ୍ ୨ ବାହାନଗା ଟ୍ରେନ୍ ଟ୍ରାଜେଡି ପରେ ବିଭିନ୍ନ ପର୍ଯ୍ୟାୟରେ ଆସିଥିବା ୧୬୨ଟି ମୃତଦେହକୁ ଭୁବନେଶ୍ୱର ଏମ୍ସରେ ସଂରକ୍ଷିତ ରଖାଯାଇଥିଲା। ଫିଜିକାଲ ଭେରିଫିକେସନ ପରେ ସେଥିରୁ ୮୧ଟି ତତ୍କାଳ ପରିବାର ଲୋକଙ୍କୁ ହସ୍ତାନ୍ତର ହୋଇଥିଲା । More

Indian Postal Day: ଗଛ ମୂଳେ ବସି ଲୋକଙ୍କୁ ଡାକ ସେବା ଯୋଗାଉଛନ୍ତି, ପାହାଡ ଚଢି ଚିଠି ବାଣ୍ଟୁଛନ୍ତି

ଆଜିର ଡିଜିଟାଲ୍ ଦୁନିଆରେ ଡାକସେବା ମଧ୍ୟ ପଛରେ ପଡିନି। ଆଧୁନିକତାର ଢାଞ୍ଚାରେ ଅନେକ ଆଗକୁ ଯାଇଛି। ସରକାର ଜନମଙ୍ଗଳ ପାଇଁ ଯୋଗାଇଦେଉଥିବା ସମସ୍ତ ଯୋଜନା ଡିଜିଟାଲ୍‌ରେ ଚାଲିଛି। ହେଲେ ଦୁର୍ଗମ ଅଞ୍ଚଳରେ ଏହି ସବୁ ସେବା କିଭଳି ଚାଲିଛି ତା’ର ବାସ୍ତବ ଚିତ୍ର ସାମ୍ନାକୁ ଆସିଛି। More

Homeless Day: ସ୍ୱାଧୀନତାର ୭୭ ବର୍ଷ ପରେ ବି ରେଳଷ୍ଟେସନରେ ଜୀବନ

ଆଜି ବିଶ୍ୱ ପାଳୁଛି ‘ଆନ୍ତର୍ଜାତୀୟ ବାସହୀନ ଦିବସ’ l ଦେଶ ସ୍ୱାଧୀନ ହେବାର ୭୭ ବର୍ଷ ଚାଲିଗଲାଣି। ଅନେକ ସରକାର ଆସିଛନ୍ତି ଆଉ ଯାଇଛନ୍ତି। ବାସହୀନ ଲୋକଙ୍କ ପାଇଁ ଅନେକ ଯୋଜନା ମଧ୍ୟ ହୋଇଛି। କିନ୍ତୁ ଘଟଣା ‘ଯୋଉ ତିମିରେକୁ ସେହି ତିମିରେ’। More

ନିଖୋଜର ୩୫ ବର୍ଷ ପରେ ଘରକୁ ଫେରିଲା ହଜିଲା ଭାଇ

ମୁମ୍ବାଇର ଏକ ସ୍ୱେଚ୍ଛାସେବୀ ସଂଗଠନ ଯାମିନୀଙ୍କଠୁ ଠିକଣା ଖୋଜି ତାଙ୍କୁ ଗାଁରେ ପହଞ୍ଚାଇଛନ୍ତି । ଯଦିଓ ଅସୁସ୍ଥତା କାରଣରୁ ଯାମିନି କଥାବାର୍ତ୍ତା କରିପାରୁ ନାହାନ୍ତି କିନ୍ତୁ ସମସ୍ତଙ୍କୁ ଚିହ୍ନି ପାରୁଛନ୍ତି । More

ଦେହବ୍ୟବସାୟରେ ଲିପ୍ତ ଜେଲ୍ ୱାର୍ଡର

ଦେହବ୍ୟବସାୟରେ ଲିପ୍ତ ଅଛନ୍ତି ଖାକି ପୋଷାକଧାରୀ ବାବୁ। ପଦ୍ମପୁର ଉପ କାରାଗାରରେ ସେ କାର୍ଯ୍ୟରତ ଜେଲ ୱାଡର। More

ଚଢ଼ିଗଲା ଟ୍ରକ୍‌; ଚାଲିଗଲା ମା’ ପୁଅଙ୍କ ଜୀବନ, ଅଳ୍ପକେ ବର୍ତ୍ତିଲେ ୪ଜଣ

ପରିବାରର ସମସ୍ତ ସଦସ୍ୟ ଗାଁ ଯାତ୍ରା ପଡ଼ିଆ ନିକଟରେ ଶୋଇଥିବାବେଳେ ବାଘମୁଣ୍ଡା ଗାଁରୁ ବାଲି ଅନଲୋଡ଼ କରି ଆସୁଥିବା ଏକ ଟ୍ରକ ମାଡି ଯାଉଥିଲା । More

Today Panchang 10th October 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୦ ତାରିଖ ମଙ୍ଗଳବାର। ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ.. More

କୋମଳ କପାଳରେ ଦୁଃଖର କାହାଣୀ; ବାପାଙ୍କ ଶୁଦ୍ଧି ପାଇଁ ଭିକ ମାଗୁଛନ୍ତି ଭାଇ-ଭଉଣୀ

ହାତରେ ବ୍ୟାଗ୍, କାନ୍ଧରେ ବାପାର ଶୁଦ୍ଧି ପାଇଁ ପଡ଼ିଥିବା ଗାମୁଛା । ସକାଳୁ ଭାଇ, ଭଉଣୀ ଗାଁକୁ ଗାଁ ବୁଲି ଭିକ ମାଗୁଛନ୍ତି । ବାପା ନାହାନ୍ତି...ତାଙ୍କ ଅନ୍ତେ ସବୁ ଦାୟିତ୍ୱ ଭାଇ, ଭଉଣୀଙ୍କ...ଶୁଦ୍ଧି ତ୍ କରିବାକୁ ପଡ଼ିବ, କ୍ରିୟା ତ୍ ସାରିବାକୁ ହେବ । More

ପୂର୍ବତନ ଡିଜିପି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ

ପୂର୍ବତନ ଡିଜିପି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ ହୋଇଛି । ୮୮ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । More

ହକିକୁ ନେଇ ପୁଣି ତୁତୁ-ମେଁମେଁ; ବିରୋଧି କହିଲେ ହକି ନାଁରେ ଆତ୍ମପ୍ରଚାର !

ପିଲାଙ୍କୁ ହକି ବିଷୟରେ ଜ୍ଞାନ ଦେବା ଉଦ୍ଦେଶ୍ୟ କମ୍, ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ଉଦ୍ଦେଶ୍ୟ ଅଧିକ ବୋଲି କହିଛନ୍ତି ବିରୋଧୀ । ବିଜେପି କହିଛି ହକି ଆଳରେ ଶ୍ରେୟ ନେବାକୁ ସ୍କୁଲ୍ ହତାକୁ ବି ଛାଡୁନି ଶାସକ ଦଳ । More

CMO ସହ ଆଲୋଚନା ପରେ ବି ତୁଟିଲାନି ଲକ୍ଷ୍ମୀ ବସ୍ କେଁ..!

୧୨ରେ ମାଲକାନଗିରିରେ ମୁଖ୍ୟମନ୍ତ୍ରୀ କରିବେ ଲକ୍ଷ୍ମୀ ବସ୍‌ର ଶୁଭାରମ୍ଭ । ବିରୋଧୀ କହିଲେ ଗାଁ ଲୋକଙ୍କୁ ଭୋଟ୍ ଥୋପ । More

ଶ୍ରୀମନ୍ଦିର ଗଲେ କ'ଣ ପିନ୍ଧିବେ ?

ଜାନୁଆରୀ 1 ତାରିଖରୁ ସିଂହଦ୍ୱାରରେ ମୁତୟନ ଜେଟିପି ଓ ଶ୍ରୀମନ୍ଦିର ଭିତରେ ରହୁଥିବା ପ୍ରତିହାରୀ ସେବକ ଭକ୍ତଙ୍କ ପୋଷାକକୁ କରିବେ ତଦାରଖ । More

ବଡ଼ଦାଣ୍ଡରୁ ସିଂହଦ୍ୱାର ଭିତରେ ନାହିଁ ଶୌଚାଳୟ; ହନ୍ତସନ୍ତ କାଳିଆ ଭକ୍ତ

ଖାଲି ଶ୍ରୀମନ୍ଦିର ପାଖ ନୁହେଁ, ପୁରୀ ବସଷ୍ଟାଣ୍ଡରୁ ମନ୍ଦିର ଯାଏଁ ରାସ୍ତା ମଝିରେ ବି କୌଣସି ଜାଗାରେ ସାଧାରଣ ଭକ୍ତଙ୍କ ପାଇଁ ଟୟଲେଟ୍ ଟିଏ ନାହିଁ । More

ବିଚ୍‌ ରାସ୍ତାରେ BJP-BJP ବାଡ଼ିଆବାଡ଼ି

ଗଣ୍ଡୋଗଳ ସ୍ଥଳରେ ବିଜେପି ବରିଷ୍ଠ ନେତା କନକ ବର୍ଦ୍ଧନ ସିଂଦେଓଙ୍କୁ ବି ଦେଖିବାକୁ ମିଳିଥିଲା ।  More