ସଂକ୍ଷେପରେ ଆଜିର ତାଜା ଖବର - Tuesday, 17 October 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ହାଇକୋର୍ଟ ଗଲେ ସୋମାଲିକା ! ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବଢ଼ିଲା ଅଡୁଆ

ଅନ୍ୟ ଜଣଙ୍କୁ ବିବାହ ପାଇଁ ଆବେଦନ କରିଛନ୍ତି ବିଜୟଶଙ୍କର । କଟକ ସବ୍ ରେଜିଷ୍ଟ୍ରାର କୋର୍ଟରେ ବିବାହ ପାଇଁ ଆବେଦନ ହୋଇଛି । More

ରାଜଧାନୀରେ ଅପହରଣ ! ‘କଳା କାରରେ ଆସିଲେ ଜୋର ଜବରଦସ୍ତ ଟେକି ନେଲେ’

ସହିଦ ନଗର ଥାନାରେ ଅଭିଯୋଗ ହୋଇଛି । ଅପହରଣ ପଛର କାରଣ ଜଣା ପଡିନଥିବା ବେଳେ ପୋଲିସ ଛାନଭିନ ଆରମ୍ଭ କରିଛି। More

5T ସ୍କୁଲ ରୂପାନ୍ତରଣକୁ ଖୋଲା ଉପହାସ ! ବର୍ଷ ବର୍ଷ ଧରି ଗଛ ମୂଳେ ପଢୁଛନ୍ତି ପିଲା

୮ଟି କ୍ଲାସର ୧୫୬ ପିଲାଙ୍କ ପାଇଁ ଗୋଟିଏ ଶ୍ରେଣୀଗୃହ । କେବେ ବଦଳିବ ତୁମୁଡ଼ିବନ୍ଧ ଝିରିପାଣି ଉଚ୍ଚ ବିଦ୍ୟାଳୟର ଭାଗ୍ୟ ? More

ଅଡୁଆରେ ଶ୍ରୀମନ୍ଦିର ଶାଳୀନତାପୂର୍ଣ୍ଣ ପରିଧାନ ବ୍ୟବସ୍ଥା ! ମହିଳା ଭକ୍ତଙ୍କୁ କିଏ ବାରଣ କରିବ, ତାକୁ ନେଇ ପ୍ରଶ୍ନ...

​​​​​​​ସ୍ୱଳ୍ପ ବସ୍ତ୍ର ପିନ୍ଧା ସାଧୁ ଓ ସେବକଙ୍କ ପାଇଁ କି ନିୟମ, ଉଠିଲା ପ୍ରଶ୍ନ । ମ୍ୟାନେଜିଂ କମିଟିର ବିନା ଅନୁମୋଦନରେ ନିଷ୍ପତ୍ତିକୁ ନେଇ ବିବାଦ । More

କେତେ ସୁରକ୍ଷିତ ରାଜଧାନୀରେ ଆପାର୍ଟମେଣ୍ଟ ଘର ? ୪ଟି ଫ୍ଲାଟରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ଟାର୍ଗେଟ୍ କରିଥିଲେ ଗୋଟିଏ ପରେ ଗୋଟିଏ ଘର । ସେମାନଙ୍କ ଫୋକସରେ ଥିଲା ବାହାରୁ ତାଲା ପଡ଼ିଥିବା ଘର । ଘରର ମୁଖ୍ୟ ତାଲା ଭାଙ୍ଗିବା ପରେ ଲୁଟି ନେଇଥିଲେ ସବୁ କିଛି । ଗତକାଲି ରାତିରେ ଏ ଆପାର୍ଟମେଣ୍ଟର ୪ଟି ଘରର ତାଲା ଭାଙ୍ଗି ସମ୍ପୂର୍ଣ୍ଣ କଳାକାନା ବୁଲାଇବା ପରେ ଆରାମରେ ଫେରାର ମାରିଥିଲେ । More

ଫିକା ପଡ଼ିବ କି ପୂଜା ମଉଜ ? ଦାନା ବନ୍ଧୁଛି ଲଘୁଚାପ, ମହାଷଷ୍ଠୀରୁ ଆରମ୍ଭ ହେବ ବର୍ଷା !

ବିଶେଷ କରି ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, ନୟାଗଡ, ପୁରୀ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାରେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । More

ସମଲିଙ୍ଗୀଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା; ସ୍ୱାମୀ-ସ୍ତ୍ରୀ ସାଜି ପାରିବେନି ପୁରୁଷ-ପୁରୁଷ କି ନାରୀ-ନାରୀ

ଭାରତରେ ସମଲିଙ୍ଗୀ ସଂପର୍କ ଏକ ଅପରାଧ ନୁହେଁ । ଧାରା ୩୭୭କୁ ପୂର୍ବରୁ ଅପରାଧମୁକ୍ତ କରିସାରିଛନ୍ତି ସୁପ୍ରିମକୋର୍ଟ । ହେଲେ ସମଲିଙ୍ଗୀ ଯୋଡ଼ି ଆଇନତଃ ବିବାହ କରିପାରିବେ କି ନାହିଁ, ତାକୁ ନେଇ ଲାଗି ରହିଛି ବିବାଦ । More

ପାଇଖାନା ଯିବି କହି କୋର୍ଟ କ୍ୟାମ୍ପସରୁ କଏଦୀ ଛୁ !

ଫେରାର୍ ଅଭିଯୁକ୍ତକୁ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ତଲାସି ଆରମ୍ଭ କରିଛି । More

'ବାପା ପୁଅ କାହାଣୀର କମାଲ୍, ପ୍ରତୀକ୍ଷା ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର'

ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ପ୍ରତୀକ୍ଷା ଚଳଚ୍ଚିତ୍ର ପୁରସ୍କାର ପାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ 'ପ୍ରତୀକ୍ଷା'ର ଚଳଚ୍ଚିତ୍ରର ନିର୍ଦ୍ଦେଶକ ତଥା ପ୍ରଯୋଜକ ଅନୁପମ ପଟ୍ଟନାୟକ ପୁରସ୍କାର ଗ୍ରହଣ କରିଛନ୍ତି । More

୮ଟି ଶ୍ରେଣୀ, ଗୋଟିଏ ବଖରା ! କିଏ ରୋଷେଇ ଘରେ ତ କିଏ ବାରଣ୍ଡାରେ, ଅନ୍ୟମାନେ ଗଛମୂଳେ...

ଦୀର୍ଘ ୩ ବର୍ଷ ହେଲାଣି, ନଈ କୂଳ ଆମ୍ବ ଗଛ ମୂଳେ ପାଠ ପଢୁଛନ୍ତି ଷଷ୍ଠ ଶ୍ରେଣୀ ପିଲା। More

Farmer Day: ୭୨ ବୟସରେ ଚାଷ ନିଶା, ଟାଙ୍ଗରା ଭୂମିରେ ଫଳଉଛନ୍ତି ପାମୋଲିନ

ଭଦ୍ରକ ଜିଲ୍ଲା ବାସୁଦେବପୁରର ଶଙ୍କର୍ଷଣ ମଲିକ। ବୟସ ହେଲାଣି ୭୨। ଏହି ବୟସରେ ବିଶ୍ରାମ ନେବା ବଦଳରେ ସେ କରୁଛନ୍ତି ଚାଷ। ନଦୀ ପଠା ବନ୍ୟା ପ୍ରପିଡୀତ ଟାଙ୍ଗରା ଭୂମିରେ ଫଳଉଛନ୍ତି ପାମୋଲିନ। ଖାଲି ପାମୋଲିନ ନୁହେଁ ଆହୁରି ଅନେକ ଅର୍ଥକାରୀ ଫସଲ କରି ଚୂଡାମଣି ଗାଁର ଶଙ୍କର୍ଷଣ ସମସ୍ତଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। More

ଆକାଶମାର୍ଗରେ ପୂର୍ବାଞ୍ଚଳ ସହ ଯୋଡ଼ି ହେବ ଓଡ଼ିଶା, ଗୌହାଟିକୁ ମାତ୍ର ଦେଢ଼ ଘଣ୍ଟା

ଭୁବନେଶ୍ୱରରୁ ଗୌହାଟି ମାତ୍ର ଦେଢ଼ ଘଣ୍ଟା ଲାଗିବ । ପ୍ରତିଦିନ ଏହା ଅପରାହ୍ନ ୧ଟା ୨୫ରୁ ଭୁବନଶ୍ୱରରୁ ଛାଡ଼ିବ ଓ ୨ଟା ୫୫ରେ ଗୌହାଟିରେ ପହଞ୍ଚିବ । More

Farmer Day: ଦିନେ ଚୁଲି ମୁଣ୍ଡରେ ନିଜର ଭାଗ୍ୟକୁ ଦେଖୁଥିଲେ, ଆଜି ଦିଲ୍ଲୀ ଦରବାରରେ ତାଙ୍କ ନାଁ

ଆଜି କୃଷକ ଦିବସ। ଏଇ କୃଷକ ଦିବସରେ ଆମେ ଏମିତି ଜଣେ ସଫଳ ମହିଳା ଚାଷୀଙ୍କ କଥା କହୁଛୁ ଯିଏ ଚାଷ କରି ପଲ୍ଲୀରୁ ଦିଲ୍ଲୀ ପର୍ଯ୍ୟନ୍ତ ଯାଇପାରିଛନ୍ତି। ଚଳିତ ବର୍ଷ G20 ଶିଖର ସମ୍ମିଳନୀରେ ସେ ନିଜକୁ ସାମିଲ କରିପାରିଛନ୍ତି। ସେ ହେଲେ ମୟୁରଭଞ୍ଜ ଜିଲ୍ଲା ଜଶିପୁର ଗୁଇଲି ଗ୍ରାମର ସୁବାସା ମହାନ୍ତ। More

ରାଜଧାନୀରେ ଅସୁରକ୍ଷିତ ଆପାର୍ଟମେଣ୍ଟ ! ଗୋଟିଏ ରାତିରେ ୪ ଫ୍ଲାଟ୍‌ରୁ ଚୋରି

ଇନଫୋସିଟି ଥାନା ଅଧୀନରେ ଥିବା ରାଜବାଟିକାରୁ ଚୋରି ହୋଇଥିବାର ଅଭିଯୋଗ ହୋଇଛି । ଏକା ଥରେ ଗୋଟିଏ ଆପାର୍ଟମେଣ୍ଟର ୪ଟି ଘରୁ ଚୋରି ହୋଇଛି । More

‘କବି ବସନ୍ତ ମୁଦୁଲି କବିତା’ ପୁରସ୍କାର ଘୋଷଣା: ପୁରସ୍କୃତ ହେବେ କବି ନରେନ୍ଦ୍ର ଭୋଇ, କବି ଚିତ୍ତରଞ୍ଜନ ନାୟକ

୨୦୨୨ ପାଇଁ କବି ନରେନ୍ଦ୍ର ଭୋଇ(୧୯୭୯) ଯୋଗ୍ୟ ବିବେଚିତ ହୋଇଥିବା ବେଳେ ୨୦୨୩ ପାଇଁ କବି ଚିତ୍ତରଞ୍ଜନ ନାୟକ(୧୯୭୮) ଏହି ପୁରସ୍କାର ପାଇବେ । More

ଆସୁଛି ଲଘୁଚାପ ! ପୂଜାକୁ ଭସାଇବା ନେଇ ଆଶଙ୍କା ବଢ଼ିଲା..

୨୦ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ଆକଳନ କରାଯାଇଛି । More

ବର୍ଷା-ଅନୁଭବ ବିବାହ ବିଚ୍ଛେଦ ମାମଲାରେ; ବର୍ଷାଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

ସ୍ୱାମୀ ଅନୁଭବଙ୍କ ଆବେଦନ ଅନୁସାରେ ପତ୍ନୀ ବର୍ଷାଙ୍କୁ ନୋଟିସ୍‌ ହୋଇଛି । More

Today Panchang 17th October 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର,  ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ... More

ବାର୍‌ ସାଜିଛି ଧଳା ଜହରର ନୂଆ ଆଡ୍ଡା

ବାରରେ ଚାଲିଛି ଡ୍ରଗ୍ସ କାରବାର । ହୁକା ବାରରେ ନାଁରେ ଡ୍ରଗସ ନେଉଛନ୍ତି ଯୁବକ ଯୁବତୀ । More

ପୂଜା ଚାନ୍ଦା ହେଲା କାଳ ! ସେତୁ ଉପରୁ ୩୦ ଫୁଟ୍‌ ତଳକୁ ଖସିଲା ପିକ୍‌ଅପ୍‌ ଭ୍ୟାନ୍‌...

ଦୁର୍ଘଟଣାରେ ମୃତ୍ୟୁମୁଖରୁ ବର୍ତ୍ତି ଘଟଣାସ୍ଥଳରୁ ଫେରାର ହୋଇଥିଲେ ଡ୍ରାଇଭର । ସେତୁ ଉପରୁ ୩୦ ଫୁଟ୍‌ ତଳକୁ ଖସିଲା ପିକ୍‌ଅପ୍‌ ଭ୍ୟାନ୍‌ । More

ସାବଧାନ ! ଏଣିକି ରାସ୍ତାକଡ଼ରେ ଭିକାରୀ ଦେଖିଲେ ଉଠାଇ ନେବ ସ୍ପେଶାଲ ସ୍କ୍ୱାର୍ଡ

ଭିକାରୀ ମୁକ୍ତ ହେବ ଭୁବନେଶ୍ୱର । ମନ୍ଦିର ଓ ରାସ୍ତା କଡ଼ରେ ଆଉ ବୁଲିବେନି ଭିକାରୀ । ରାସ୍ତା କଡ଼ରେ ଭିକାରୀଙ୍କୁ ଦେଖିଲେ ଉଠାଇ ନେବ ବିଏମସି ସ୍କ୍ୱାର୍ଡ । BMC କମିଶନରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ନିଆଯାଇଛି । More

ବିବାହ ବିଚ୍ଛେଦ ମାମଲା; ହାଇକୋର୍ଟ ଗଲେ ଅନୁଭବ ମହାନ୍ତି

ଫ୍ୟାମିଲି କୋର୍ଟ ତାଙ୍କ ଆବେଦନକୁ ଖାରଜ କରିବା ପରେ ସୋସିଆଲ୍ ମିଡିଆରେ ପୁଣି ଭିଡିଓ ଛାଡ଼ି ଛାଡ଼ପତ୍ର ସ୍ୱୀକାର କରିବାକୁ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଅନୁରୋଧ କରିଥିଲେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି । More

ପୁରୀ ବଡ଼ଦାଣ୍ଡରୁ କଂଗ୍ରେସର ବଡ଼ ଗର୍ଜନ ! ଚାରିଦ୍ୱାର ଖୋଲିବାକୁ ଦେଲେ ଚେତାବନୀ

୨୮ ତାରିଖ ପୂର୍ବରୁ ନଶୁଣିଲେ ଆନ୍ଦୋଳନ ଚେତାବନୀ । ରତ୍ନଭଣ୍ଡାର ପ୍ରସଙ୍ଗରେ ବିଜେପି କହିଲା ଗଜପତିଙ୍କୁ ଭେଟିବୁ । More

୨୦୨୪ ନିର୍ବାଚନ ଆଗରୁ ବିଜେପି ମୁହାଁ ହେଉଛନ୍ତି କି ବିଜେଡି ବିଧାୟକ ?

ମନ୍ତ୍ରୀପଦ ଯିବା ପରେ ରୋହିତ ମନ ବଳାଇଥିବା ଜୟନାରାୟଣଙ୍କ ମନ୍ତବ୍ୟ । ଜୟନାରାୟଣଙ୍କ ମନ୍ତବ୍ୟକୁ ନେଇ ଜୋରଦାର ଚର୍ଚ୍ଚା, ରୋହିତ ପୂଜାରୀଙ୍କ ଖଣ୍ଡନ । More

ରାଜନୀତିରେ ଗୁଣି ବିଦ୍ୟା; ଦିଗପହଣ୍ଡିରେ ହଟଚମଟ… ବରଗଛ ମୂଳେ ସୂର୍ଯ୍ୟ ପାତ୍ରଙ୍କ ପୁଅ ବିପ୍ଲବଙ୍କ ଚିରା ଫଟୋ

ଗଞ୍ଜାମରେ ଗୁଣିଗାରେଡି, ଖଟବିଦ୍ୟା କିମ୍ବା ତନ୍ତ୍ରବିଦ୍ୟା ନୂଆ କଥା ନୁହେଁ । ଏହାକୁ ଅନ୍ଧବିଶ୍ୱାସ କିମ୍ବା କୁସଂସ୍କାର କହି ସଚେତନ କରାଯାଉଥିଲେ ବି ବସାବାନ୍ଧି ରହିଛି ଲୋକଙ୍କ ମନରେ । ବର୍ତ୍ତମାନ ମା’ଙ୍କ ନବଦିନାତ୍ମକ ପୂଜା ପାଠ ଜାରି ରହିଛି । More

ହଇରାଣ ହେଉଛନ୍ତି ଗ୍ରାହକ; ତିନି ଦିନ ହେଲା ଅକାମୀ SBI UPI ସେବା

ପ୍ରତିଦିନ ତାଙ୍କର ବ୍ୟବସାୟରେ ଲକ୍ଷାଧିକ ଟଙ୍କାର ଦେଣନେଣ ହୋଇଥାଏ। ସେଥିରୁ ୮୦ ଭାଗ ଦେଣନେଣ ହୁଏ ୟୁପିଆଇ ଜରିଆରେ । ଶନିବାରଠୁ କିନ୍ତୁ ସବୁ ଠପ୍ । More