• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Tuesday, 24 October 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Manoranjan Behera
  • 1 year ago

କୁସ୍ଚିତ ମାନସିକତା; ସ୍ୱାମୀ ପାଖରୁ ଟାଣିନେଲେ, ଗଣଦୁଷ୍କର୍ମ କଲେ

ଘଟଣା ଚାଞ୍ଚଲ୍ୟକର..ସଭ୍ୟ ସମାଜ ପାଇଁ ଅତି ଲଜ୍ଜାକର..ଆଗେ ସ୍ୱାମୀଙ୍କୁ ଦୁବୃର୍ତ୍ତ ମିଶି ନିସ୍ତୁକ ମାଡ଼ ମାରିଲେ। ପରେ ପତ୍ନୀଙ୍କୁ ଜଙ୍ଗଲକୁ ଟାଣି ନେଇ ଗଣଦୁଷ୍କର୍ମ କଲେ। More
  • Manoranjan Behera
  • 1 year ago

ଚାପରେ ନା ବିରୋଧୀଙ୍କ ଚ୍ୟାଲେଞ୍ଜ ଆକ୍ସେପ୍ଟ କଲେ ପାଣ୍ତିଆନ ?

ବିରୋଧୀଙ୍କ ଜୋରଦାର ପ୍ରତିବାଦ, ବିକ୍ଷୋଭ..ସରକାରୀ ଚାକିରି ଛାଡ଼ି ରାଜନୀତିକୁ ଆସିବାକୁ ଆହ୍ୱାନ। ଏସବୁ ଦାବି ଆଗରେ କଣ ମୁଣ୍ଡ ନୁଆଁଇ ଓ ବିରୋଧୀଙ୍କ ଚ୍ୟାଲେଞ୍ଜକୁ ଗ୍ରହଣ କରି IAS ଚାକିରିରୁ VRS ନେଲେ କି ପାଣ୍ଡିଆନ? More
  • Manoranjan Behera
  • 1 year ago

କାଲି ଅବସର, ଆଜି ନିଯୁକ୍ତି : କ୍ୟାବିନେଟ୍‌ ରାଙ୍କ ଥିବାରୁ CSଙ୍କୁ ଦେଇପାରିବେ ନିର୍ଦ୍ଦେଶ

ସରକାର ଓ ରାଜନୀତିରେ ପାଣ୍ଡିଆନ୍‌ଙ୍କ ନୂଆ ରୂପାନ୍ତର ! ପ୍ରଶାସନରୁ ସିଧା ସରକାରକୁ ଲମ୍ବ ଡିଆଁ । ଆଉ ବ୍ୟାକ୍ ଡୋର ନୁହେଁ, ଏଣିକି ଫ୍ରଣ୍ଟଫୁଟରେ ବ୍ୟାଟିଂ। କାଲିଠୁ ଆଜି ଭିତରେ ରାଜ୍ୟ କ୍ଷମତା ଅଳିନ୍ଦରେ ବଡ଼ ପରିବର୍ତ୍ତନ। More
  • Manoranjan Behera
  • 1 year ago

ମଣ୍ତପରେ ଦୁର୍ଗାଙ୍କ ବଦଳରେ ପୂଜା ପାଉଛନ୍ତି ମା’ ନୀଳ ସରସ୍ଵତୀ

ଭଦ୍ରକ ଜିଲ୍ଲା ଧାମନଗର ବ୍ଲକର ଗୋବିନ୍ଦପୁର ପଞ୍ଚାୟତରେ ପୂଜା ପାଉଛନ୍ତି ମା’ ନୀଳ ସରସ୍ୱତୀ । ମାଆଙ୍କ ବର୍ଣ୍ଣ ନୀଳ ରଙ୍ଗ । More
  • Manoranjan Behera
  • 1 year ago

ବିଜୟା ଦଶମୀରେ ରାବଣପୋଡ଼ି; ରାଜଧାନୀର ବିରାଟ ଆୟୋଜନ

ପଟିଆ, ନୟାପଲ୍ଲୀ, ବରମୁଣ୍ଡା, ବରମୁଣ୍ଡା ଏବଂ ନହରକଣ୍ଟା ଆଦି ପୂଜା ମଣ୍ଡପରେ ରାବଣ ପୋଡି ଆୟୋଜନ କରାଯାଇଛି। More
  • Manoranjan Behera
  • 1 year ago

ମିଳିଲାନି ମହାପ୍ରୟାଣ ଗାଡ଼ି; ୮ କି.ମି କାନ୍ଧରେ ବୁହା ହେଲା ଶବ

ଶବ ନେବାକୁ ମହାପ୍ରୟାଣ ଗାଡ଼ି ନମିଳିବାରୁ ଶେଷରେ କାନ୍ଧରେ ମୃତଦେହକୁ ବୋହିନେଲେ ପରିବାର ଲୋକେ। More
  • Manoranjan Behera
  • 1 year ago

ଓଡ଼ିଆ ଅଭିନେତା ମନୋଜ ମିଶ୍ରଙ୍କୁ ୨ ବର୍ଷ ପାଇଁ ବାସନ୍ଦ

ଓଡ଼ିଶା ଫିଲ୍ମର ଚର୍ଚ୍ଚିତ ଅଭିନେତା ମନୋଜ ମିଶ୍ର ବାସନ୍ଦ। ତାଙ୍କୁ ଦୁଇ ବର୍ଷ ପାଇଁ ବାସନ୍ଦ କରିଛନ୍ତି କିଛି ଫିଲ୍ମ ପ୍ରଯୋଜକ । More
  • Rajalaxmi Sahoo
  • 1 year ago

‘ବିଜେପି-ବିଜେଡି ଏକ ଓ ପାଣ୍ଡିଆନ ସେମାନଙ୍କର ପଲିଟିକାଲ ଏଜେଣ୍ଟ ଭାବେ କାମ କରିବେ’

ପିସିସି ସଭାପତି କହିଛନ୍ତି, ବିଜେପି-ବିଜେଡି ଏକ ବୋଲି ପୁଣି ଥରେ ପ୍ରମାଣିତ ହୋଇଛି । କେନ୍ଦ୍ରର ବିଜେପି ସରକାରଙ୍କ ଆଶୀର୍ବାଦ ତାଙ୍କ ଉପରେ ରହିଛି । More
  • Swadesi Megha Mallhar Prusty
  • 1 year ago

ନୃଶଂସ ଭାବେ ମାରିଲେ, ସ୍ତ୍ରୀକୁ ନେଇ ଗଣଦୁଷ୍କର୍ମ କଲେ

ସ୍ବାମୀଙ୍କୁ ମାଡ଼ ମାରିଲେ, ସ୍ତ୍ରୀକୁ ଗଣଦୁଷ୍କର୍ମ କଲେ । ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା । ଦଶହରା ଛୁଟିରେ ସ୍ବାମୀଙ୍କ ସହ ବାଇକରେ ଘରକୁ ଫେରୁଥିଲେ ।  More
  • Rajalaxmi Sahoo
  • 1 year ago

କାହିଁକି VRS ନେଲେ ପାଣ୍ଡିଆନ୍‌ ? ସାମ୍ନାକୁ ଆସିଲା ବଡ଼ ସୂଚନା...

ଭି.କେ. ପାଣ୍ଡିଆନ୍‌ଙ୍କ VRS ସମ୍ପର୍କରେ ବଡ଼ ସୂଚନା ସାମ୍ନାକୁ ଆସିଛି । କାହିଁକି VRS ନେଲେ ଏହାର କାରଣ ସମ୍ପର୍କରେ ଏହି ସୂଚନା ସାମ୍ନାକୁ ଆସିଛି । More
  • Rajalaxmi Sahoo
  • 1 year ago

ପାଣ୍ଡିଆନ୍‌ଙ୍କୁ କ୍ୟାବିନେଟ୍‌ ପାହ୍ୟା: ନରସିଂହ କହିଲେ- ‘କୌଣସି ବେଆଇନ୍‌ କାମ କି ଅସାମ୍ବିଧାନିକ କାମ ହୋଇନି’

ପାଣ୍ଡିଆନ୍‌ଙ୍କୁ କ୍ୟାବିନେଟ୍‌ ପାହ୍ୟା ପ୍ରସଙ୍ଗରେ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ‘ମୁଁ ଅନୁମାନ କରୁଥିଲି, ହେଲେ ଆଶ୍ଚର୍ଯ୍ୟଚକିତ ନୁହେଁ । ’ More
  • Satyendu Shekher Mishra
  • 1 year ago

Panchang Today 24th October 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୌର ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୪ ତାରିଖ  ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି - ୧୦ମୀ ଦିବା ୦୩.୧୪ ଗତେ ୧୧ଶୀ । More
  • Satyendu Shekher Mishra
  • 1 year ago

ସ୍ୱେଚ୍ଛାକଅତ ଅବସର ପରେ ପାଣ୍ଡିଆନ୍‌ଙ୍କୁ କ୍ୟାବିନେଟ ପାହ୍ୟା

ପାଣ୍ଡିଆନ୍‌ଙ୍କ VRSକୁ ନେଇ ଉଠୁଛିପଡ଼ୁଛି ରାଜ୍ୟ ରାଜନୀତି । ତିନି ପ୍ରମୁଖ ଦଳର ନେତାଙ୍କ ମଧ୍ୟରେ ପ୍ରତିକ୍ରିୟା ଦେଖିବାକୁ ମିଳୁଛି । ବିଶେଷ କରି ବିରୋଧୀ ବିଜେପି ଓ କଂଗ୍ରେସ କଡ଼ା ପ୍ରତିକ୍ରିୟା ରଖୁଛନ୍ତି । More
  • Rajalaxmi Sahoo
  • 1 year ago

କଟକରେ ଦୁର୍ଗାପୂଜା ଭସାଣି: ଆସିଲା ଟ୍ରାଫିକ କଟକଣା, ଜାଣନ୍ତୁ କେଉଁ ରାସ୍ତା ଦେଇ ଯିବେ...

ଭସାଣି ବେଳେ ମୁଖ୍ୟ ରାସ୍ତାରେ ଯାନବାହାନ ଯିବାକୁ ଦିଆଯିବ ନାହିଁ । ଲାଗୁ ହୋଇଥିବା କଟକଣା ଉଲ୍ଲଂଘନ କଲେ ୫୦୦ରୁ ୧ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ ।  More
  • Rajalaxmi Sahoo
  • 1 year ago

ହସ୍ପିଟାଲରେ ବନ୍ଧା ପଡ଼ିଛି ଭାଇର ଶବ, ମୃତଦେହ ଆଣିବା ପାଇଁ ଭିକ୍ଷା ମାଗୁଛନ୍ତି ଭଉଣୀ...

 ମୃତଦେହ ଗାଁକୁ ଆଣିବା ପାଇଁ ଭିକ୍ଷା ବୃତ୍ତି କରୁଛନ୍ତି ମୃତକଙ୍କ ୩ ଭଉଣୀ । ଗାଁ ସାରା ବୁଲି ବୁଲି ଭିକ୍ଷା ମାଗୁଛନ୍ତି । More
  • Rajalaxmi Sahoo
  • 1 year ago

ଆଜି ବିଜୟା ଦଶମୀ, ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଭିଡ଼...

ଅସତ୍ୟ ଉପରେ ସତ୍ୟର ବିଜୟ ଏବଂ ଅନ୍ୟାୟ ଉପରେ ନ୍ୟାୟର ବିଜୟର ପ୍ରତୀକ ସ୍ୱରୂପ ପାଳନ ହୋଇଥାଏ ଦଶହରା । ଏହି ଅବସରରେ ଆଜି ବିଭିନ୍ନ ପୂଜା ମଣ୍ଡପରେ ରାବଣ ପୋଡ଼ିର ଆୟୋଜନ ମଧ୍ୟ କରାଯାଇଛି । More
  • Rajalaxmi Sahoo
  • 1 year ago

ଭୀଷଣ ବାତ୍ୟାରେ ପରିଣତ ହେଲା ‘ହାମୁନ୍’, କାଲି ସନ୍ଧ୍ୟାରେ ଲ୍ୟାଣ୍ଡ୍‌ଫଲ୍‌ କରିବ...

କାଲି ସନ୍ଧ୍ୟାରେ ବାତ୍ୟା ବାଂଲାଦେଶ ଉପକୂଳର ଖେପୁପଡ଼ା-ଚିଟ୍ଟାଗଙ୍ଗ ମଧ୍ୟରେ ସ୍ଥଳଭାଗ ଛୁଇଁବ । ଆଉ ସେତେବଳକୁ ଏହା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇ ସାରିଥିବ। More
  • Tanmay Kumar Mahalik
  • 1 year ago

VRS ନେଲେ ପାଣ୍ଡିଆନ୍‌... କଂଗ୍ରେସ କହିଲା, ସରିଲା କଳଙ୍କିତ ଅଧ୍ୟାୟ; ବିଜେପିର ପ୍ରତିକ୍ରିୟା ୨୪ ପାଇଁ ରାସ୍ତା ବନ୍ଦ

ପାଣ୍ଡିଆନଙ୍କ VRS ସହ ଏକ କଳଙ୍କିତ ଅଧ୍ୟାୟର ପରିସମାପ୍ତି ଘଟିଲା । ତାହା ସହ ବହୁ ବରିଷ୍ଠ IAS ଅଧିକାରୀଙ୍କର କଣ୍ଠରୋଧର ଅବସାନ ଘଟିଲା ବୋଲି କହିଛନ୍ତି ବିଜୟ । More
  • Tanmay Kumar Mahalik
  • 1 year ago

ରାସ୍ତା ନିର୍ମାଣ ପାଇଁ ଅବସରପ୍ରାପ୍ତ ଶିକ୍ଷକଙ୍କ ଅନଶନ; ହେଲେ ପ୍ରଶାସନ ରଖିଲାନି ପ୍ରତିକ୍ରିୟା

ଲାଲସିଂ ପଞ୍ଚାୟତରେ ଆଦର୍ଶ ମାର୍ଗ ରାସ୍ତା, ଅଙ୍ଗନବାଡି କେନ୍ଦ୍ର ଓ ରାମ ମନ୍ଦିର ଯିବା ରାସ୍ତା ଅତି ଶୋଚନୀୟ ସ୍ଥିତିରେ ରହିଛି । ଅଳିଆ ଆବର୍ଜନା ରାସ୍ତା କଡରେ ପଡୁଛି ଡ୍ରେନ ସବୁ ମୁକୁଳା ରହିଛି । ଫଳରେ ବର୍ଷା ହେଲେ ଡ୍ରେନ ପାଣି ରାସ୍ତାରେ ଜମିବା ସହ ଅନେକ ସମୟରେ ଦୁର୍ଘଟଣାର ଶିକାର ହେଉଛନ୍ତି ଲୋକେ । More
  • Satyendu Shekher Mishra
  • 1 year ago

କେଉଁଠି ଅବିକଳ ଅଯୋଧ୍ୟାର ରାମମନ୍ଦିର ତ ଆଉ କେଉଁଠି କୋଏମ୍ବଟୁରର ଆଦିଯୋଗୀଙ୍କ ସୁଉଚ୍ଚ ପ୍ରତିମା !

ପେଣ୍ଡାଲ ବାହାରେ ଲାଗିଛି କୁନି ଝିଅଙ୍କ ମୁକୁଟ ପିନ୍ଧା ହସ ହସ ଫଟୋ । ଆଉ ପଶୁ ପଶୁ ଲେଖାଯାଇଛି ଚାଇ ନା ହୋତେ ଉମା । More
  • Tanmay Kumar Mahalik
  • 1 year ago

ଯୁବକଙ୍କ 420 ଦିମାଗ୍‌; ହାପ୍‌ ପ୍ୟାଣ୍ଟ ପିନ୍ଧି ଆସିଲେ, ଲୁଟିଲେ ନୂଆ ଜିନ୍ସ ଏବଂ ଟି-ସାର୍ଟ

ଯୁବକ ଜଣକ ଧରାପଡ଼ିଯିବା ପରେ ନିଜର ଭୁଲ ହୋଇଯାଇଛି ବୋଲି କହୁଛନ୍ତି । ନିଜର ଦୋଷ ମଧ୍ୟ ସ୍ୱୀକାର କରୁଛନ୍ତି । ହେଲେ ସେଠାରେ ଉପସ୍ଥିତ ଥିବା ଲୋକମାନେ ତାଙ୍କୁ ସବକ୍‌ ଶିଖାଇଛନ୍ତି । More
  • Satyendu Shekher Mishra
  • 1 year ago

ପୂଜା ପେଣ୍ଡାଲରେ ମାତିଛନ୍ତି କୁନି ଲୁଟେରା ! ୨୦ରୁ ଅଧିକ ମଣ୍ଡପରେ ପକେଟ୍‌ମାର...

ବିହାରୀ ଓ ଝାଡଖଣ୍ଡି ଗ୍ୟାଙ୍ଗର ୨୬ ଅଟକ । ଛୋଟ ପିଲାଙ୍କ ସହ ଗ୍ୟାଙ୍ଗରେ ଶହେରୁ ଅଧିକ ସଦସ୍ୟ । More