ସଂକ୍ଷେପରେ ଆଜିର ତାଜା ଖବର - Thursday, 26 October 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଠାକୁରଙ୍କ ଜମିର ସୁରକ୍ଷା ପାଇଁ ଖୋଦ୍ ଠାକୁରଙ୍କୁ ଦଣ୍ଡ !

୨ ଦିନ ଧରି ଖାଡ଼ା ଉପାସରେ ପ୍ରଭୁ ଲିଙ୍ଗରାଜ । ସେବାୟତଙ୍କ ବିବାଦରେ ବଳି ପଡ଼ିଛି ଠାକୁରଙ୍କ ନୀତି ! More

ଭୟ-ଭକ୍ତି ନା ଆନୁଗତ୍ୟ ? ଟିକଟ କଟିବା ଭୟରେ ପ୍ରଶଂସାରେ ଶତମୁଖ ବିଜେଡି ନେତା...!

ପାଣ୍ଡିଆନ୍‌ଙ୍କ ଗୁଣଗାନରେ ମାତିଛନ୍ତି ବିଜେଡି ନେତା । ଟିକେଟ୍ କଟିବାର ଭୟ ଘାରିଛି । More

ବିଶିଷ୍ଟ କଥାକାର ଭୀମ ପୃଷ୍ଟିଙ୍କୁ ସମ୍ମାନଜକନ ଶାରଳା ପୁରସ୍କାର

ଇମ୍ଫା ଚାରିଟେବଲ ଟ୍ରଷ୍ଟ ବା ‘ଇମ୍ପାକ୍ଟ’ ପକ୍ଷରୁ ୧୯୮୦ ମସିହାରୁ ଆଜି ପର୍ଯ୍ୟନ୍ତ ଦୀର୍ଘ ୪୩ ବର୍ଷ ଧରି ସାହିତ୍ୟ କ୍ଷେତ୍ରରେ ବିଶେଷ କୃତି ଲାଗି ସମ୍ମାନଜନକ ଶାରଳା ପୁରସ୍କାର ପ୍ରଦାନ କରାଯାଇ ଆସୁଛି। More

ଜୁଆ ବାଜିରେ ଲାଗୁଛି ଜୀବନ, ସର୍ବସ୍ୱାନ୍ତ ହେବା ପରେ ବି ଛାଡୁନି ନିଶା

ବାଜିରେ ଲାଗୁଛି ଜୀବନର ସବୁକିଛି, ବନ୍ଧା ପଡ଼ୁଛି ଘର ବାଡ଼ି, ଏମିତିକି ସାତପୁରୁଷର ଅର୍ଜିତ ସମ୍ପତ୍ତି। ଖେଳ ଏମିତି ଯାହା ବଦଳାଇ ଦେଇଛି ପରିଚୟ। ଗଞ୍ଜାମ ଜିଲ୍ଲାର ଜୁଆ ଖେଳ। ଯିଏ ଖେଳିଛି ସିଏ ଜାଣିଛି, ଆଉ ଯିଏ ଖେଳିନି ସେ ବି ଏହାର ପରିଣାମ ସମ୍ପର୍କରେ ଅଳ୍ପ ବହୁତ ଶୁଣିଛି । More

ମଜା ଭିତରେ ସଜା ଦେଉଛି DJ, କାନଫଟା ଓ ଛାତି ଥରା ଶବ୍ଦରେ କମ୍ପୁଛି ସର୍ବାଙ୍ଗ

ଭୟଙ୍କର ଶବ୍ଦରେ କାନ ତାବଦା ହୋଇଯାଉଛି। ବିକଟାଳ ଶବ୍ଦ ଭିତରେ ଥରି ଉଠୁଛି ସର୍ବାଙ୍ଗ । ଆଖି ଝଲସା ଆଲୁଅ ଆଉ ହାଇ ଭଲ୍ୟୁମର ଡିଜେ ଭିତରେ ମତୁଆଲା କିଛି ଯୁବ ଗୋଷ୍ଠୀ। ହେଲେ ଆଖପାଖରେ ଥିବା ଛୋଟ ପିଲା କିମ୍ବା ବୟସ୍କଙ୍କ କଥାକୁ ବୁଝୁଛି କିଏ ? More

ଅସୁସ୍ଥ ବାପାଙ୍କୁ ୩୫ କିମି ପର୍ଯ୍ୟନ୍ତ ଟ୍ରଲିରେ ବୋହିଲା ଝିଅ

ଗରିବୀ ପାଇଁ ମିଳିଲାନି ଗାଡ଼ି, ଟ୍ରଲିରେ ବୋହିଲା ଝିଅ । ଫୋନ୍ ନଥିବାରୁ ଆମ୍ବୁଲାନ୍ସକୁ କରିପାରିଲେନି ଯୋଗୋଯୋଗ । More

ଏଣିକି ଜିରୋ ଭିଜିବିଲିଟିରେ ହୋଇପାରିବ ବିମାନ ଅବତରଣ

ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଦେଶର ପ୍ରଥମ ATC । ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ୍ ସହଯୋଗରେ ନିର୍ମିତ । More

ରାଜଭବନରେ ଗଣେଶୀ ଲାଲଙ୍କୁ ଭେଟିଛନ୍ତି ନୂଆ ରାଜ୍ୟପାଳ ରଘୁବର ଦାସ

ଦାୟିତ୍ୱ ଗ୍ରହଣ ପୂର୍ବରୁ ଗତକାଲି ନୂଆ ରାଜ୍ୟପାଳ ରଘୁବର ଦାସ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି ନୂଆ ସାମ୍ବିଧାନିକ ଦାୟିତ୍ୱ ତାଙ୍କ ପାଇଁ ଏକ ଗୁରୁଦାୟିତ୍ୱ । More

ମନୋଜ-ଅନୁଭବ କଳି ! ଓଲିଉଡ୍ ବାଦ୍ ବ୍ୟକ୍ତିଗତ ପ୍ରସଙ୍ଗ ନେଇ ମୁହାଁମୁହିଁ

ଅଭିନେତା ମନୋଜ ମିଶ୍ରଙ୍କୁ ବାସନ୍ଦ ନେଇ ଓଲିଉଡ୍ ଦୁଇଫାଳ । ତେଜିବାରେ ଲାଗିଛି ଓଲିଉଡ୍ କଳାକାରଙ୍କ କଳି । More

‘ମୋ ଉପରୁ ଖୁବଶୀଘ୍ର ନିଲମ୍ବନ ହଟିବ, ମୁଁ କଂଗ୍ରେସ ଟିକଟରୁ ଲଢ଼ିବି’

କାଲି କଟକରେ ପିସିସି ସଭାପତି- ମୋକିମ୍‌ଙ୍କମଧ୍ୟରେ ହୋଇଥିଲା ଭେଟ। More

ବଦଳିଲେ କଟକ ଜିଲ୍ଲାପାଳ, କାହାକୁ ମିଳିଲା ନୂଆ ଦାୟିତ୍ୱ ?

ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ ହେଲେ ଭବାନୀ ଶଙ୍କର More

ଗଞ୍ଜାମ ଜିଲ୍ଲାରେ ମାତିଛନ୍ତି ଜୁଆଡ଼ି, ଜୁଆଡ଼େ ଦେଖିବେ ଚାଲିଛି ଖେଳ

ଜୁଆ ଖେଳ ବଢ଼ାଉଛି ଅପରାଧ ...ପୋଲିସକୁ ବି ଆକ୍ରମଣ କରିବାକୁ ପଛାଉ ନାହାନ୍ତି..କୁମାର ପୂର୍ଣ୍ଣିମାରେ ତାସ ଖେଳର ପରମ୍ପରା ରହିଛି ..ପରମ୍ପରାକୁ ଗ୍ରାସ୍ କରିଛି ଜୁଆ ଖେଳ ... More

କୌଣସି ଆନ୍ଦୋଳନ କରାଯିବନି, ଆଲୋଚନାରେ ସମାଧାନ ହେବ : ପରିବହନ ମନ୍ତ୍ରୀ

ମନ୍ତ୍ରୀ ଟୁକୁନି ସାହୁ କହିଲେ- ବସ୍‌ ମାଲିକ ସଂଘ ସେମାନଙ୍କ ପ୍ରସ୍ତାବ ୩୦ ତାରିଖ ସୁଦ୍ଧା ଲିଖିତ ଭାବେ ଦେବେ । କୌଣସି ଆନ୍ଦୋଳନ କରାଯିବନି, ଆଲୋଚନାରେ ସମାଧାନ ହେବ... More

ASI ଆଲିଶା ଲୁଗୁନଙ୍କ ମୃତ୍ୟୁ ମାମଲା: ସିବିଆଇ ତଦନ୍ତ ଦାବି କଲେ ସ୍ୱାମୀ ସଂଜୟ ଲାକ୍ରା

ଏସପିଙ୍କ ମନ୍ତବ୍ୟ ଦୁର୍ଭାଗ୍ୟଜନକ, ସିବିଆଇ ତଦନ୍ତ ହେଉ କହିଲେ ସଂଜୟ ଲାକ୍ରା...ଏକ୍ସାଇଟେଡ ଡେଲିରିୟମରେ ମୃତ୍ୟୁ ହୋଇଥିବା ଏସ ପ କହିବା ଦୁର୍ଭାଗ୍ୟଜନ..ପୋଷ୍ଟମର୍ଟମ ରିପୋର୍ଟ ଗ୍ରହଣ କରୁନୁ, ସିବିଆଇ ତଦନ୍ତ ହେଉ More

ରାଜଗାଙ୍ଗପୁରରୁ ଆସିଲା ଅଭାବନୀୟ ଦୃଶ୍ୟ, MLA ଦେଖିଲେ ରୋଗୀ

ଦୁଇ ଦିନ ହେଲା ଡାକ୍ତର ଆସୁନାହାନ୍ତି । ଶେଷରେ ବାଧ୍ୟହୋଇ ରୋଗୀ ଦେଖିଲେ ବିଧାୟକ । ରାଜଗାଙ୍ଗପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ବିଧାୟକ ଜଣେ ଡାକ୍ତର, ଏଣୁ ସେ ରୋଗୀ ଦେଖୁଥିଲେ ବୋଲି ଜଣା ପଡ଼ିଛି । More

ଖଣ୍ତାରେ ହାଣିଲେ ଦୁର୍ବୃତ୍ତ, ହୋଟେଲ ମାଲିକ ଗୁରୁତର

ଅପରାଧୀଙ୍କ ଚରାଭୂଇଁ ପାଲଟି ଗଲାଣି ରାଜଧାନୀ ଭୁବନେଶ୍ବର । ଦେହ ବେପାରଠାରୁ ଆରମ୍ଭ କରି, ଛିନତାଇ ପର୍ଯ୍ୟନ୍ତ, ରାଜ୍ୟରେ ରାଜଧାନୀର ନାମ ସର୍ବାଗ୍ରେ ଆସିବ । ଖବର କାଗଜ ପୃଷ୍ଠା ଲେଉଟାଇଲେ ଚୋରୀ, ହତ୍ୟା, ଦୁଷ୍କର୍ମ ଭଳି ଅପରାଧରେ ରାଜଧାନୀର ନାମ ରହିବା ନିଶ୍ଚିନ୍ତ । More

ସରକାରଙ୍କ ସହ ଚାଲିଛି ଆଲୋଚନା... ଏପଟେ ବସ୍ ମାଲିକ ସଂଘରେ ଫାଟ !

ବୈଠକରୁ ଫେରିବା ପରେ ବାଲେଶ୍ୱର ସଂଘ ସଭାପତି ବାଦଲ ଦାସ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଲକ୍ଷ୍ମୀ ବସ୍‌ ଯୋଜନାକୁ ବାଲେଶ୍ୱର ବସ୍‌ ମାଲିକ ସଂଘ ସମର୍ଥନ କରୁଛି । ଲୋକଙ୍କ ସ୍ୱାର୍ଥକୁ ବିରୋଧ କରୁଥିବା ରାଜ୍ୟ ସଂଘକୁ ସମର୍ଥନ ଦେବୁନି ବୋଲି ସେ କହିଛନ୍ତି । More

ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ପୃଥ୍ୱୀରାଜ ହରିଚନ୍ଦନ

ଲୋକଙ୍କ ଆବଶ୍ୟକତା କ’ଣ ଅଛି ତାହା ନଜାଣି ସିଧାସଳଖ ଭାବେ ତୃତୀୟ ମହଲା ନିଷ୍ପତ୍ତି ନେଉଥିବା ଅଭିଯୋଗ କରିଛି ବିଜେପି । More

ଆଜି ବି ଉପାସରେ ଶ୍ରୀଲିଙ୍ଗରାଜ; ଗତକାଲି ମଙ୍ଗଳଆଳତି ପରଠୁ ଆଉ ହୋଇନି ନୀତିକାନ୍ତି

ସେବାୟତଙ୍କ ବିବାଦରୁ କାଲିଠୁ ଉପାସରେ ଅଛନ୍ତି ମହାପ୍ରଭୁ ଲିଙ୍ଗରାଜ । ଗତକାଲି ମଙ୍ଗଳ ଆଳତୀ ପରଠାରୁ ଆଉ ଠାକୁରଙ୍କର ନୀତିକାନ୍ତି ହୋଇନଥିଲା କି ଭୋଗ ମଧ୍ୟ ହୋଇନଥିଲା । More

Today Panchang 26th October 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୬ ତାରିଖ, ଗୁରୁବାର, ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ.. More

ଭସାଣ ବେଳେ ପୋଲିସ କଲା ଲାଠି ଚାର୍ଜ; ଲୋକେ ପକାଇଲେ ଟେକା

ଡିଜେ ବନ୍ଦ କରିବାକୁ ପୋଲିସ ପକ୍ଷରୁ ବାରମ୍ବାର କୁହାଯିବା ସତ୍ତ୍ୱେ ଏହା ବନ୍ଦ ହୋଇନଥିଲା । ତେଣୁ ଏସପି ସାଗରିକା ନାଥଙ୍କ ନିର୍ଦ୍ଦେଶରେ ଲାଠି ଚାର୍ଜ କରାଯାଇଥିବା ଜଣାପଡ଼ିଛି । More

ଖଣ୍ଡପଡ଼ାରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ବସ୍ତ୍ରାଳୟ

କୋଟିଏରୁ ଅଧିକ ଟଙ୍କାର ସଂପତ୍ତି ନଷ୍ଟ ଅଭିଯୋଗ....ଦୀର୍ଘ ୪ ଘଣ୍ଟା ପରେ ନିଆଁ ଆୟତ୍ତ...ସର୍ଟସର୍କିଟରୁ ଅଗ୍ନିକାଣ୍ଡ ସନ୍ଦେହ.... More

ରାଜ୍ୟପାଳ ନିଯୁକ୍ତ ହେବା ମୋ ପାଇଁ ଗୁରୁ ଦାୟିତ୍ୱ: ରଘୁବର ଦାସ

ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଦାୟିତ୍ୱ ନେବେ ରଘୁବର ଦାସ । ଏନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ଜାରି ହୋଇଛି । More

ଆଜି ଲକ୍ଷ୍ମୀ ବସ୍ ଚଳାଚଳକୁ ନେଇ ବସିବ ବୈଠକ; ସରକାର-ବସ୍ ମାଲିକ ସଂଘ ମଧ୍ୟରେ ହେବ ଆଲୋଚନା

ଲକ୍ଷ୍ମୀ ବସ୍ ଚାଲିଲେ, ସେମାନଙ୍କର କ୍ଷତି ହେବ ଏବଂ ବହୁ କର୍ମଚାରୀ କାମ ହରାଇବେ ବୋଲି କହିଛି ସଂଘ । ଆଗରୁ ମଧ୍ୟ ଥରେ ବୈଠକ ହୋଇଥିଲା, କିନ୍ତୁ ବାହାରି ପାରିନଥିଲା କୌଣସି ନିଷ୍କର୍ଷ । More

ଭୁବନେଶ୍ୱରରେ ଭସାଣି ଶୋଭାଯାତ୍ରା ବେଳେ ବୁଲିଲା ଖଣ୍ଡା

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପୋଲିସ ଉପସ୍ଥିତିରେ ଏଭଳି ଘଟଣା ଘଟିଛି । ଆକ୍ରମଣର ଶିକାର ହୋଇଥିବା ଲୋକେ ମଞ୍ଚେଶ୍ୱର ଥାନାରେ ଅଭିଯୋଗ ପରେ ପୋଲିସ ଏତଲା ଗ୍ରହଣ କରିନଥିବା ଅଭିଯୋଗ ହୋଇଛି । More

ହତ୍ୟାର ପ୍ରତିଶୋଧ ହତ୍ୟା; କୋରାପୁଟ କୁନ୍ଦୁଲିରେ ଡବଲ୍ ମର୍ଡରକୁ ନେଇ ଚାଞ୍ଚଲ୍ୟ

ହତ୍ୟାରେ, ହତ୍ୟାର ବଦଲା । ମାତ୍ର ଘଣ୍ଟାଏ ଭିତରେ ପ୍ରତିଶୋଧ । ପାର୍ବଣର ପରିବେଶ ଭିତରେ କୋରାପୁଟ ପଟାଙ୍ଗି ବ୍ଲକ୍ କୁନ୍ଦୁଲି ହାଟପଦା ଅଞ୍ଚଳରେ ଡବଲ ମର୍ଡର । ସମୟ ସକାଳ ପ୍ରାୟ ୮ଟା । ସ୍ଥାନୀୟ ଟେମା ଗାଁର ଗୋବର୍ଦ୍ଧନ ପାଣ୍ଡକା, ହାଟପଦା ଅଞ୍ଚଳରେ ବୁଲୁଥିଲେ । More

ହଠାତ୍‌ ମୋବାଇଲରେ ବାଜିଲା ସାଇରନ୍; ଏମର୍ଜେନ୍ସି ଆଲର୍ଟ ମେସେଜ୍‌କୁ ନେଇ ହଇଚଇ

ମୋବାଇଲ୍ ଫୋନ୍ ଭାଇବ୍ରେସନ୍ ସାଙ୍ଗକୁ ଆଲର୍ଟ ସାଉଣ୍ଡ.... ଦିନ ପ୍ରାୟ ସାଢ଼େ ୧୧ଟା ବେଳେ ହଠାତ୍ ନିଜ ନିଜ ମୋବାଇଲରେ ଏମିତି ଶବ୍ଦ ଶୁଣିଥିଲେ ଉପଭୋକ୍ତା । ଫୋନ୍ ଦେଖିଲା ବେଳକୁ ସ୍କ୍ରିନରେ ଥିଲା ଏମର୍ଜେନ୍ସି ଆଲର୍ଟ ମେସେଜ୍ । More

ଧରାପୃଷ୍ଠରୁ ବିଦାୟ ନେଲେ ମହିଷାମର୍ଦ୍ଦିନୀ; କଟକ ଓ ଭୁବନେଶ୍ୱରରେ ଭବ୍ୟ ଭସାଣ ଉତ୍ସବ

ଓଏମପି, କଲେଜ ଛକ, ରାଣୀହାଟ, ମଙ୍ଗଳାବାଗ, ବକ୍ସିବଜାର ଓ ପଡ଼ିହାରୀ ପାଠାଗାର ବାଟେ ଦୁର୍ଗାମେଢ ସବୁ ଆସି ପୁରୀଘାଟ ଥାନା ପାଖ ଦେବୀଗଡ଼ାକୁ ବିସର୍ଜନ ପାଇଁ ଯାଉଛନ୍ତି । More

୨୪ରେ ଗଞ୍ଜାମରୁ ଲଢ଼ିବେ କି ଭି.କେ ପାଣ୍ଡିଆନ ? ଚର୍ଚ୍ଚା ବଢ଼ାଇଲା ଚ୍ୟାଉ ପଟ୍ଟନାୟକଙ୍କ ମନ୍ତବ୍ୟ

ବିଜେଡି ସାଂସଦ ସୁଜିତ କୁମାର କହିଛନ୍ତି ପାଣ୍ଡିଆନ ରାଜନୀତିକୁ ଆସିଲେ ଲୋକେ ଗ୍ରହଣ କରିବେ । ସେପଟେ ଗଞ୍ଜାମ ଜିଲ୍ଲା ବିଜେଡିର ସଭାପତି ରମେଶ ଚାଉପଟ୍ଟନାୟକ ଆଉ ପାଦେ ଆଗକୁ ଯାଇ କହିଛନ୍ତି, ପାଣ୍ଡିଆନ ଗଞ୍ଜାମରୁ ଛିଡା ହେଲେ ଆମେ ସ୍ୱାଗତ କରିବୁ । ତାଙ୍କ ପାଇଁ ବିପୁଳ ଜନସମର୍ଥନ ରହିଛି, ଏମିତି କି ଜିଲ୍ଲାର ୧୩ରୁ ୧୩ ନିର୍ବାଚନ ମଣ୍ଡଳୀ ଯେଉଁଠି ବି ଛିଡା ହେଲେ ଜିତିବେ । More