• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Wednesday, 01 November 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Tanmay Kumar Mahalik
  • 1 year ago

ବାରମ୍ବାର ବେଆଇନ୍‌ ବାଣ ନେଉଛି ଜୀବନ; କେବେ ଚେତିବ ପ୍ରଶାସନ ?

ବେଆଇନ୍ ବାଣ ତିଆରି ଓ ବିକ୍ରି କରିବା କେତେ ଯେ ବିପଦପୂର୍ଣ୍ଣ ଇଏ ତାର ଏକ ଜ୍ୱଳନ୍ତ ଉଦାହରଣ । ପ୍ରତି ମୁହୂର୍ତ୍ତରେ ଜୀବନ ଚାଲିଯିବାର ଭୟ, ଆଶଙ୍କା । More
  • Tanmay Kumar Mahalik
  • 1 year ago

ଶ୍ରୀମନ୍ଦିରରେ ଶଙ୍ଖ ବାଜେନି, ସତ ନା ଗୁଜବ ?

ଦିନ ଥିଲା, ଇଏ ଥିଲା ସେବକ ପ୍ରିୟ ମାଧବ ଶ୍ରୀଜଗନ୍ନାଥଙ୍କ ଏକ ପ୍ରମୁଖ ସେବା । ଦେବଦାସୀ ସେବା । ଆଉ ଥିଲେ ମହାପ୍ରଭୁଙ୍କ ଦେବଦାସୀ ପରଂପରାର ଶେଷ ସେବିକା ପରସ ମଣି । ସେ ବି ୨୦୨୧ରୁ ଇହଧାମ ଛା଼ଡ଼ିଲେଣି । ତେବେ ଦେବଦାସୀ ପ୍ରଥା ବନ୍ଦ ହେବା ପରେ ଜୀବନର ଶେଷ ସମୟ ପର୍ଯ୍ୟନ୍ତ ଏମିତି ଗୀତ ଗୋବିନ୍ଦ ଗାଉଥିଲେ ପରସ ମଣି । More
  • Tanmay Kumar Mahalik
  • 1 year ago

ଦୁର୍ଗନ୍ଧରେ ଫାଟିପଡୁଛି ରାଜଧାନୀ; ଆବର୍ଜନାର ପାହାଡ଼ ପାଲଟିଛି ସୈନିକ ସ୍କୁଲ ପଛ

ସହର ଭିତରେ ଅଳିଆର ପାହାଡ଼ । ଇଏ ପାହାଡ଼ ତ ନୁହେଁ ପର୍ବତ । ଗଦା ହୋଇ ରହିଛି ପୁରା ସ୍ମାର୍ଟ ସିଟିର ଅଳିଆ ଆବର୍ଜନା । ପ୍ରତିଦିନ ଟନ୍ ଟନ୍ ଅଳିଆ ବୁହା ହୋଇ ଆସୁଛି, ଆଉ ଖୁନ୍ଦି ଖୁନ୍ଦି ଭର୍ତ୍ତି କରାଯାଉଛି । ମଲା ଗାଈ ଗୋରୁ, କୁକୁର ଏବଂ ପଶୁପକ୍ଷୀଙ୍କ ବି ଏହା ମଶାଣି ପାଲଟିଛି । More
  • Tanmay Kumar Mahalik
  • 1 year ago

କାହାର ଏ ୨ହଜାର ନୋଟ୍‌ ? RBI ସାମ୍ନାରେ ଲାଗୁଛି ଲାଇନ୍, ଆକ୍ସନ୍ ମୋଡରେ EOW ଏବଂ ED

ସକାଳ ୮ଟା ବେଳେ ଭୁବନେଶ୍ୱର RBI ସାମ୍ନାରେ ଗତକାଲି ଭଳି ଆଜି ବି ଲୋକଙ୍କ ଲମ୍ବା ଲାଇନ୍ । ହେଲେ ଆଜି କିନ୍ତୁ ବଦଳି ଯାଇଥିଲା ନୋଟ୍ ବଦଳର ତରିକା । କାଲି ଲାଇନ ଲଗାଇଥିବା ଅଧିକାଂଶ ଲୋକଙ୍କ ହାତରେ ୨ ହଜାର ଟଙ୍କିଆ ନୋଟ୍ ନଥିଲା । RBI ଗେଟ୍ ପାଖରେ ସେମାନେ ପହଞ୍ଚିବା ପରେ ଦୂରରେ ଛିଡ଼ା ହେଉଥିବା ଏଜେଣ୍ଟମାନେ ସେମାନଙ୍କୁ ଟଙ୍କା ବଢ଼ାଇ ଦେଉଥିଲେ । More
  • Pramod Behera
  • 1 year ago

Sports: ବୋଲର୍‌ଙ୍କ ଦମ୍‌ରେ ବିଶ୍ୱବିଜୟୀ ହେବ କି ଟିମ୍ ଇଣ୍ଡିଆ

୨୦୨୩ ଦିନିକିଆ ବିଶ୍ୱକପ୍‌ରେ ଭାରତୀୟ ବୋଲର୍‌ଙ୍କୁ ନେଇ ସବୁଠାରୁ ଅଧିକ ଚର୍ଚ୍ଚା। ପେସର୍ ଯଶପ୍ରୀତ ବୁମ୍‌ରା ହୁଅନ୍ତୁ ବା ମହମ୍ମଦ ଶାମୀ ଅଥବା କୁଲଦୀପ ଯାଦବ, ରବୀନ୍ଦ୍ର ଜାଡ଼େଜାଙ୍କ ଭଳି ସ୍ପିନର୍ - ସେମାନଙ୍କ ପ୍ରଭାବଶାଳୀ ପ୍ରଦର୍ଶନ ବଳରେ ଉଜ୍ଜ୍ୱଳ ହୋଇଛି ତୃତୀୟ ବିଶ୍ୱ ମୁକୁଟ ଜିତିବାର ସମ୍ଭାବନା। More
  • Rajalaxmi Sahoo
  • 1 year ago

ବନ୍ଧାହେଲେ ବାପା, ସାବତ ମା’...ସାମାନ୍ୟ ବିସ୍କୁଟ ପାଇଁ ପିଲାଙ୍କୁ ମାଡ଼ ମାରି ଲହୁଲୁହାଣ କରିଥିଲେ

ଭାଇ,ଭଉଣୀଙ୍କୁ ନିର୍ଯାତନା ଘଟଣାରେ ବାପା ଓ ସାବତ ମା’ଙ୍କୁ ପୋଲିସ୍‌ ଗିରଫ କରିଛି । ବିସ୍କୁଟ ଖାଇଦେଲେ ବୋଲି ଭାଇ, ଭଉଣୀଙ୍କୁ ନିସ୍ତୁକ ମାଡ଼ ମାରିଥିଲେ ସାବତ ମା’ । More
  • Rajalaxmi Sahoo
  • 1 year ago

ଏଣିକି ଓଡ଼ିଶାର ସବୁ ବିଶ୍ୱବିଦ୍ୟାଳୟରେ ମିଳିବ ମାଗଣା ଇଣ୍ଟରନେଟ୍ ସେବା

ଛାତ୍ରଛାତ୍ରୀଙ୍କ ପାଠପଢ଼ାରେ ସୁବିଧା ପାଇଁ ଏଣିକି ରାଜ୍ୟର ସବୁ ବିଶ୍ୱବିଦ୍ୟାଳୟରେ ମିଳିବ ମାଗଣା WiFi ସେବା । More
  • Rajalaxmi Sahoo
  • 1 year ago

ସରକାରୀ କାର୍ଯ୍ୟକ୍ରମରେ ଜନପ୍ରତିନିଧିଙ୍କୁ ଅବହେଳା ଅଭିଯୋଗ, ହଙ୍ଗାମା କଲେ ସମର୍ଥକ...

ସରକାରୀ କାର୍ଯ୍ୟକ୍ରମରେ ଜନପ୍ରତିନିଧିଙ୍କୁ ଅବହେଳା ଅଭିଯୋଗ କରି ସମର୍ଥକଙ୍କ ହଙ୍ଗାମା । କ’ଣ ପାଇଁ ବିଧାୟକ ଓ ସାଂସଦଙ୍କୁ ଡକାଯାଇନାହିଁ ବୋଲି ପ୍ରଶ୍ନ କରିଥିଲେ । More
  • Rajalaxmi Sahoo
  • 1 year ago

ନାବାଳିକାକୁ ଗଣଦୁଷ୍କର୍ମ ! ବିଜେପିର ଅଭିଯୋଗ- ଅଭିଯୁକ୍ତଙ୍କୁ ସୁରକ୍ଷା ଦେଉଛନ୍ତି ବିଜେଡିର ଏହି ୨ ମନ୍ତ୍ରୀ...

କଲେଜ କମନ୍‌ ରୁମ୍‌ରୁ ନିଶା ଦେଇ ଅଭିଯୁକ୍ତ କିଭଳି ନାବାଳିକାକୁ ନେଇଗଲେ ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି । More
  • Rajalaxmi Sahoo
  • 1 year ago

୨ ହଜାର ଟଙ୍କିଆ ନୋଟ୍‌ ବଦଳ: EOW ପରେ RBI ସାମ୍ନାରେ ଇଡି, ଚାଲିଛି ତନାଘନା...

EOW ପରେ ଇଡି ଟିମ୍‌ ପହଞ୍ଚି ତନାଘନା କରିଛି । ମଜୁରୀ ନେଇ ଟଙ୍କା ବଦଳ ଖବର ସାମ୍ନାକୁ ଆସିବା ପରେ ଉଭୟ ଟିମ୍‌ ପହଞ୍ଚି ତନାଘନା ଆରମ୍ଭ କରିଛି । More
  • Rajalaxmi Sahoo
  • 1 year ago

ବର୍ଷେ ନପୁରୁଣୁ ବଦଳିଗଲା ଚିତ୍ର: ବାଲିଯାତ୍ରାରେ ମୁଖ୍ୟ ଆକର୍ଷଣ ସାଜିଥିଲା କଟକ ଇନ୍‌ କଟକ, ହେଲେ ଆଜି ଜରାଜୀର୍ଣ୍ଣ...

ଗତବର୍ଷ ବାଲିଯାତ୍ରା ସମୟରେ କଟକ ଇନ୍‌ କଟକ ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଥିଲା । ଏହାକୁ ନବବଧୂ ଭଳି ସଜା ଯାଇଥିଲା । ହେଲେ ଏବେ ଏହା ଜରାଜୀର୍ଣ୍ଣ ଅବସ୍ଥାରେ ।  More
  • Rajalaxmi Sahoo
  • 1 year ago

ଅଭିନେତା ମନୋଜଙ୍କ ସପକ୍ଷରେ ପଶ୍ଚିମ ଓଡିଶାବାସୀ, ବ୍ୟାନ୍‌ ହଟାଇବା ପାଇଁ ଦାବି

ପଶ୍ଚିମ ଓଡ଼ିଶାର ଭାଷା, ସଂସ୍କୃତି ଓ କଳାକୁ ଅପମାନ କରାଯିବା ସହ ମନୋଜ ମିଶ୍ରଙ୍କୁ ୨ ବର୍ଷ ପାଇଁ ବ୍ୟାନ୍ ବିରୋଧରେ ପ୍ରତିବାଦ କରାଯାଇଛି । More
  • Manoranjan Behera
  • 1 year ago

Panchang Today 1st Nov 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୈାର  ତୁଳା ମାସ  କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୧  ତାରିଖ ବୁଧବାର। ଚନ୍ଦ୍ର-  ବୃଷ ଦିବା ୦୪.୧୨ ଗତେ ମିଥୁନ, ତିଥି- ୪ର୍ଥୀ ରାତ୍ରି ୦୯.୧୯ ଗତେ ୫ମୀ, ଘାତ ଚନ୍ଦ୍ର- ବିଛା ରାଶିର, ଦିବା ୦୪.୧୨ ଗତେ କନ୍ୟା ରାଶିର, ଘାତ ବାର – କର୍କଟ ରାଶିର, ପୁଷ୍କର ଦୋଷ – ନାସ୍ତି More
  • Swadesi Megha Mallhar Prusty
  • 1 year ago

ଶ୍ରୀହୀନ ଚୌଦ୍ବାର, କାନ୍ଦୁଛି ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଆତ୍ମା

ଓଟିଏମରେ ତାଲା, କାଗଜ କଳରେ ତାଲା, ଲିବ୍ରା କାର୍ପେଟ କମ୍ପାନୀରେ ମଧ୍ୟ ତାଲା । More
  • Manoranjan Behera
  • 1 year ago

ରାଜଧାନୀରେ ଖୋଲାଖାଲି ଟଙ୍କା ବଦଳ ସ୍କାମ୍ ! ଏହା ପଛରେ କିଏ ?

୨ ହଜାର ଟଙ୍କିଆ ନୋଟ୍ ବଦଳ ପାଇଁ ହଠାତ ଏପରି ଭିଡ଼ କାହିଁକି? ଟଙ୍କା ବଦଳ ପାଇଁ କେଉଁଠୁ ଆସିଲେ ଏତେ ସଂଖ୍ୟାରେ ଲୋକେ ? More
  • Tanmay Kumar Mahalik
  • 1 year ago

ମାହାଙ୍ଗା ଡବଲ ମର୍ଡର ମାମଲା; ହାଇକୋର୍ଟ ଗଲେ ପ୍ରତାପ ଜେନା

ଗତ ମାସ ୧୫ ତାରିଖରେ କଗନିଜେନ୍ସ ଗ୍ରହଣ କରିଥିଲେ ସାଲେପୁର JMFC କୋର୍ଟ । ହତ୍ୟା (୩୦୨) ଅପରାଧିକ ଷଡ଼ଯନ୍ତ୍ର (୧୨୦ ବି) ଏବଂ ଧମକ (୫୦୬) ଆଦି ଦଫାରେ ଆପାତତଃ ବିଚାରଯୋଗ୍ୟ ତଥ୍ୟ ରହିଥିବା କୋର୍ଟ କହିଥିଲେ । More
  • Manoranjan Behera
  • 1 year ago

ସୈତାନ ହେଲା ସାବତ ମା’; ଥରଥର ଓଠରେ ନିର୍ଯାତନାର କାହାଣୀ ବଖାଣିଲେ ଭାଇ-ଭଉଣୀ

ଜନ୍ମକଲା ବାପା ସହ ମିଶି ସାବତ ମା’ର ସୈତାନୀ କାଣ୍ଡରେ ୨ ଭାଇ ଭଉଣୀଙ୍କ ପାଦରୁ ମସ୍ତକ ଯାଏଁ କ୍ଷତ ବିକ୍ଷତ ଚିହ୍ନ। ସାମାନ୍ୟ ବିସ୍କୁଟ ଦି’ଖଣ୍ଡ ପାଇଁ କାହା ପିଠିରୁ ଛାଲ ଉତାରି ଦେଲାଭଳି ମାଡ଼ ମରାଯାଇଛି ତ ଆଉ କାହାର ମୁହଁ ହାତ ଗୋଡ଼ରେ ନିସ୍ତୁକ ପ୍ରହାର କରାଯାଇଛି। More
  • Tanmay Kumar Mahalik
  • 1 year ago

କାର୍ତ୍ତିକରେ ଆକାଶଛୁଆଁ ଅବଢ଼ା ଦର; ଆନନ୍ଦବଜାରରେ ଚଢ଼ା ଦାମରେ ବିକ୍ରି ହେଉଛି ମହାପ୍ରସାଦ

ଏ ସମସ୍ୟାକୁ ନେଇ ଖପ୍ପା ସୁଆର ଓ ମହାସୁଆର ନିଯୋଗ । ନିଯୋଗ କହିଛି, ଆନନ୍ଦ ବଜାରରେ ପୂର୍ବରୁ କେବଳ ସୁପକାର ସେବାୟତ ମହାପ୍ରସାଦ ବିକିବେ ଏବଂ ଅଣସୁପକାରଙ୍କୁ ତଡ଼ିବାକୁ ନିଷ୍ପତ୍ତି ହୋଇଥିଲା । More
  • Tanmay Kumar Mahalik
  • 1 year ago

ଜୀବନ ନେଉଛି ସଡ଼କ ଦୁର୍ଘଟଣା; ପ୍ରତିଦିନ ରାଜ୍ୟରେ ୧୫ ଜଣଙ୍କ ମୃତ୍ୟୁ

ରାଜ୍ୟରେ ଦିନକୁ ସଡ଼କ ଦୁର୍ଘଟଣାରେ ୧୫ ଜଣଙ୍କ ମୃତ୍ୟୁ ହେଉଛି । ଗତବର୍ଷ ରାଜ୍ୟରେ ଦୁର୍ଘଟଣାରେ ୫,୪୬୭ ଜଣଙ୍କ ମୃତ୍ୟୁ ହୋଇଥିଲା । ଯାହାକି ୨୦୨୧ ତୁଳନାରେ ୨୦୨୨ରେ ଦୁର୍ଘଟଣା ଜନିତ ମୃତ୍ୟୁସଂଖ୍ୟା ବଢ଼ିଥିବା ଜଣାପଡ଼ିଛି । More
  • Manoranjan Behera
  • 1 year ago

୨ ହଜାର ଟଙ୍କିଆ ବଦଳାଇବାକୁ ୩ଶହ ଟଙ୍କା ମଜୁରୀ ! ନୋଟ୍ ଜଣଙ୍କର, ବଦଳାଉଛନ୍ତି ଆଉ ଜଣେ

ଟଙ୍କା କାହାର, ଲାଇନ୍ ଦେଇଛି କିଏ ? ଦୁଇ ହଜାର ଟଙ୍କିଆ ନୋଟ୍ ବଦଳ ପାଇଁ ଭୁବନେଶ୍ୱର RBI ଆଗରେ ଲାଇନ୍ ଲଗାଇଥିବା କିଛି ଲୋକଙ୍କ କଥାରୁ ଉଠିଛି ଏମିତି ପ୍ରଶ୍ନ। More