• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Monday, 06 November 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Manoranjan Behera
  • 6 months ago

ଭୁବନେଶ୍ୱରରେ ଲଜ୍ଜା ! ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ସହ ହତ୍ୟା ଅଭିଯୋଗ

ଏୟାରଫିଲ୍ଡ ଥାନା କେଳା ବସ୍ତିରେ ଘଟିଛି ଏହି ଲଜ୍ଜାଜନକ ଘଟଣା । More
  • Kausik Mohapatra
  • 6 months ago

ଯନ୍ତାରେ ବାଘ ଗାଁ ପାଖ ଜଙ୍ଗଲରେ ବୁଲୁଛି ବାଘୁଣୀ, ଭୟଭିତ ଗ୍ରାମବସୀ

କଲରାପତରିଆ ଯନ୍ତାରେ ପଡ଼ିବା ପରେ ବି ନୂଆପଡ଼ା ଲୋକଙ୍କ ମନରୁ ତୁଟୁନି ଭୟ । ବାଘ ପରେ ଏବେ ଘାରିଲାଣି ବାଘୁଣୀ ଭୟ। More
  • Kausik Mohapatra
  • 6 months ago

ଜଳସେଚନର ସୁବିଧା ନାହିଁ ତ ଭୋଟ୍ ନାହିଁ

ଜମିକୁ କେନାଲ ଜରିଆରେ ଜଳସେଚନର ସୁବିଧା କରିଥିବା କହୁଛନ୍ତି ସରକାର। ହେଲେ ବର୍ଷା ଅଭାବ ଓ ଜଳ ସେଚନର ଅବ୍ୟବସ୍ଥାରୁ ଶୁଖିଲା ପଡିଛି ହଜାର ହଜାର ହେକ୍ଟର ଚାଷ ଜମି। ପାଣି ନପାଇ ଜମି ଫାଟି ଆଁ କରିଛି। More
  • Manoranjan Behera
  • 6 months ago

ଅମ୍ବାଭୋନା ଥାନା ଆକ୍ରମଣ ପଛରେ ବିଧାୟକ ସୁଶାନ୍ତ ସିଂ: ମନମୋହନ ସାମଲ

ପୋଲିସକୁ ଚ୍ୟାଲେଞ୍ଜ୍..ଆଇନ୍‌ଶୃଙ୍ଖଳାର ଧଜିଆ ଉଡ଼ାଇ ଥାନା ଉପରେ ହମଲା । ଭଙ୍ଗାରୁଜା, ହଙ୍ଗାମା ବେଳେ ସିସିଟିଭିରେ କଏଦ୍ ହୋଇଥିଲା ଦୃଶ୍ୟ । ଉତ୍ପାତକାରୀଙ୍କ ସଂଖ୍ୟା ବି ଏବେ ସମସ୍ତଙ୍କ ଆଗରେ । ଏହି ଘଟଣାରେ ବିଧାୟକ ସୁଶାନ୍ତ ସିଂଙ୍କ ଲିଙ୍କ୍ ଅଭିଯୋଗ ଆଣିଛି ବିଜେପି । More
  • Mihir Pattnayak
  • 6 months ago

AI, Deepfake କ’ଣ, ଆପଣ ଜାଣନ୍ତି କି ?

Deep Learningରୁ ଏହି Deepfacke ଶବ୍ଦ ଆସିଛି। ଯାହାକି ଏକ ଟେକନିକାଲ ଟର୍ମ । AIକୁ ଉପଯୋଗ କରି ମଲ୍ଟିପୁଲ ଆଲଗୋରିଦମ୍ ବ୍ୟବହାରରେ କୌଣସି ଫେକ୍ କଣ୍ଟେଣ୍ଟକୁ ସତ୍ୟରେ ରୂପାନ୍ତରଣ କରିବାକୁ ଏହା ଗୋଟିଏ ପ୍ରକ୍ରିୟା। ଏଥିରେ ମଲ୍ଟିପୁଲ ଲେୟାର ଡାଟା ବ୍ୟବହାର ହୋଇଥାଏ ବୋଲି ଟେକନିକାଲ ଗବେଷଣା ସନ୍ଦର୍ଭ କହୁଛି। More
  • Manoranjan Behera
  • 6 months ago

କ୍ଲାସ୍‌ରୁମ୍‌ରେ ଛାତ୍ରୀଙ୍କୁ ଟଣାଓଟରା; ପ୍ରଧାନଶିକ୍ଷକଙ୍କୁ ପିଟିଲେ ଗାଁଲୋକେ

ପାଠ ପଢ଼ାଇବା ବଦଳରେ କ୍ଲାସ୍‌ ରୁମ୍‌ରେ ଛାତ୍ରୀଙ୍କୁ ଟଣାଓଓଟରା କରୁଥିଲେ ସାର୍‌। ଥରେ କି ଦୁଇଥର ନୁହେଁ, ଏମିତି ବାରମ୍ୱାର କରୁଥିବା ଅଭିଯୋଗ ହୋଇଛି। More
  • Manoranjan Behera
  • 6 months ago

ଟୁଟୁ ନାୟକଙ୍କୁ ଏବେ ନିସ୍ତାର ନାହିଁ; ଘୁଞ୍ଚିଲା ଜାମିନ ଆବେଦନର ଶୁଣାଣି

ସମସ୍ତ ତଥ୍ୟ ଆସିଲା ପରେ ଆସନ୍ତା ୮ ତାରିଖରେ ଜାମିନ ଆବେଦନର ଶୁଣାଣି ହେବ ବୋଲି ଭୁବନେଶ୍ୱର SDJM କୋର୍ଟ । More
  • Pramod Behera
  • 6 months ago

NALCO Recruitment 2023: ଓଡ଼ିଶାରେ ସରକାରୀ ଚାକିରି, ଦରମା ୮୦ ହଜାର

ଭୁବନେଶ୍ୱରରେ କିଏ ବା ନ ଚାହେଁ ଖଣ୍ଡେ ସରକାରୀ ଚାକିରି ପାଇବାକୁ। ଏଭଳି ପ୍ରାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ନ୍ୟାସ୍‌ନାଲ୍ ଆଲୁମିନିୟମ୍ ଲିମିଟେଡ୍ କମ୍ପାନୀ(NALCO) ଆଡଭାଇଜର୍ ପଦବୀ ପୂରଣ ବିଜ୍ଞପ୍ତି ପ୍ରକାଶ କରିଛି। ଅଫ୍‌ଲାଇନ୍ ମୋଡ୍‌ରେ ଏହି ଆବେଦନ ଚାଲିଛି। More
  • Swadesi Megha Mallhar Prusty
  • 6 months ago

ଗର୍ଭବତୀଙ୍କୁ ମାରି ଫିଙ୍ଗିଦେଲେ, ମୃତ୍ୟୁର କାରଣ ଅସ୍ପଷ୍ଟ

ଭଦ୍ରକ ଭଣ୍ଡାରୀପୋଖରୀରେ ଅଭାବନୀୟ ଘଟଣା । ଗର୍ଭବତୀଙ୍କ ସନ୍ଦେହଜନକ ମୃତ୍ୟୁ । More
  • Deepak Acharya
  • 6 months ago

Panchang Today 6th Nov 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଦିବା ୦୧.୨୨ ଗତେ ସିଂହ । ଜାଣନ୍ତୁ କେଉଁ ସମୟ ଆପଣଙ୍କ ପାଇଁ ଶୁଭ... More
  • Kausik Mohapatra
  • 6 months ago

ଭୟଙ୍କର ବାୟୁ ପ୍ରଦୂଷଣରେ ଆକ୍ତାମାକ୍ତା ଦିଲ୍ଲୀବାସୀ, ଚିନ୍ତା ଭୁବନେଶ୍ୱରବାସୀ

ବାୟୁ ପ୍ରଦୂଷଣରେ ଅଣନିଶ୍ୱାସୀ ଦିଲ୍ଲୀବାସୀ। ଦିନ ଦ୍ୱିପ୍ରହରରେ ବି ଛାଡ଼ୁନି କୁହୁଡ଼ି। ଘରୁ ବାହାରକୁ ବାହାରିଲେ ନିଶ୍ୱାସ ନେବାକୁ କଷ୍ଟ ହେଉଛି, ଆଖି ପୋଡ଼ୁଛି... More
  • Kausik Mohapatra
  • 6 months ago

ମଣ୍ଡି ନ ଖୋଲୁଣୁ ଗାଁ ଗାଁ ବୁଲିଲେଣି ଅସାଧୁ ବ୍ୟବସାୟୀ, ଚିନ୍ତାରେ ଚାଷୀ

ସଚିବ ବୁଲିବେ ଧାନ ମଣ୍ଡି। ସେଠାକାର ସ୍ଥିତି କଣ ? ପ୍ରସ୍ତୁତି କେମିତି ରହିଛି ? ଜିଲ୍ଲା ଗସ୍ତ ସମୟରେ ଅନୁଧ୍ୟାନ କରିବେ। କିନ୍ତୁ ଗ୍ରାଉଣ୍ଡ ରିଅଲିଟି ହେଉଛି କିଛି ଅଲଗା... More
  • Kausik Mohapatra
  • 6 months ago

ବାଘ ଆତଙ୍କରେ ଥରହର ନୂଆପଡ଼ା, ୭ ଦିମରେ ଗଲାଣି ୨ ଜଣଙ୍କ ଜୀବନ

ବାଘ ଆତଙ୍କକୁ ନେଇ ଚର୍ଚ୍ଚାରେ ନୂଆପଡ଼ା। ଜଙ୍ଗଲରୁ ଗାଁ ମୁହାଁ ହୋଇ ବାଘ କେତେବେଳେ ମଣିଷ ଶିକାର କଲାଣି, ତ କେତେବେଳେ ଗାଈ ଗୋରୁଙ୍କୁ ମାରି ଖାଇଦେଉଛି। More
  • Manoranjan Behera
  • 6 months ago

‘ଆମକୁ କିଛି ଆସୁନି, ଅଧିକ ଆଶା ରଖନି’; ସାର୍‌ ନାହାନ୍ତି ବୋଲି..

ଶିକ୍ଷା ବ୍ୟବସ୍ଥାର ବିଚିତ୍ର ଚିତ୍ର । ଶିକ୍ଷକ ମରୁଡ଼ିର ଉତ୍କଟ ସ୍ଥିତି ଉତୁରି ଆସିଲା ପିଲାଙ୍କ ପରୀକ୍ଷା ଖାତାରେ । ପିଲା ଲେଖିଲେ, ସାର୍ ନାହାଁନ୍ତି, ଅଧିକ ଆଶା ରଖନି । More
  • Kausik Mohapatra
  • 6 months ago

ସହରୀ ଭୋଟରଙ୍କ ଉପରେ ବିଜେପିର ଟାର୍ଗେଟ୍

ପାଖେଇ ଆସୁଛି ୨୪ ନିର୍ବାଚନ। ତେଣୁ ସବୁ ରାଜନୈତିକ ଦଳ ଏବେ ଭୋଟରଙ୍କ ମନ ଜିଣିବା ଲାଗି କସରତ ଚଳାଇଛନ୍ତି। More