ସଂକ୍ଷେପରେ ଆଜିର ତାଜା ଖବର - Saturday, 18 November 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ରାଜଧାନୀରେ ପୁଣି ଚେକିଂ ଜୋରଦାର୍, ୯୦ଟି ବାଇକ୍ ଉଠାଇ ଆଣିଲା ଟ୍ରାଫିକ୍ ପୋଲିସ

ଖାଲି ରଙ୍ଗ୍ ରୁଟ୍ ଡ୍ରାଇଭିଂ କାହିଁକି ବିକଟାଳ ହର୍ନ ବଜାଉଥିଲେ, ବେଆଇନ ସାଇଲେନ୍ସର ଲଗାଇଥିଲେ ବି ହୋଇ ଯାଆନ୍ତୁ ସାବଧାନ। ଏସବୁ ନିୟମ ପ୍ରତି ଏବେ ଟ୍ରାଫିକ୍ ପୋଲିସ ତୀକ୍ଷ୍ଣ ନଜର ରଖିଛି। More

Block Level Job: ଓଡ଼ିଶାରେ ସରକାରୀ ଚାକିରି; କଟକ-ଭୁବନେଶ୍ୱରରେ ବି ନିଯୁକ୍ତି ସୁଯୋଗ

ଓଡ଼ିଶାରେ ସରକାରୀ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ। ଜିଲ୍ଲା ନିଯୁକ୍ତି ବିନିମୟ କାର୍ଯ୍ୟାଳୟ, କୋରାପୁଟ ଫାର୍ମାସିଷ୍ଟ / ଗ୍ରାହକ ସେବା ଆସୋସିଏଟ୍ / ଜୁନିଅର ଆସିଷ୍ଟାଣ୍ଟ ପଦବୀ ପାଇଁ ନୂତନ ବିଜ୍ଞପ୍ତି ପ୍ରକାଶ କରିଛି। କଟକ ଓ ଭୁବନେଶ୍ୱରରେ ମଧ୍ୟ ନିଯୁକ୍ତି ସୁଯୋଗ ଅଛି। More

ପୂରଣ ହେବ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସ୍ୱପ୍ନ; ବାଦାମପାହାଡ଼କୁ ଗଡ଼ିବ ଏକ୍ସପ୍ରେସ ଟ୍ରେନ୍‌

ରାଷ୍ଟ୍ରପତି କେବଳ ୩ଟି ଟ୍ରେନର ଶୁଭାରମ୍ଭ କରିବେ ତାହା ନୁହେଁ, ସେଥିମଧ୍ୟରୁ ଗୋଟିଏ ଟ୍ରେନର ଯାତ୍ରୀ ବି ହେବେ । କୋଲକାତାକୁ ଯୋଡ଼ିବାକୁ ଥିବା ବାଦାମପାହାଡ଼ ସାଲିମାର ଏକ୍ସପ୍ରେସର ଏସି-୧ କୋଚରେ ରାଇରଙ୍ଗପୁର ଯାଏଁ ପାଖାପାଖି ୩୨ କିଲୋମିଟର ଯାତ୍ରା କରିବେ । More

ଆସନ୍ତାକାଲି ଓଡ଼ିଶାରେ ‘ପିଏମ୍‌ଶ୍ରୀ’ର ହେବ ଶୁଭାରମ୍ଭ, ଶୁଭାରମ୍ଭ କରିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଦେଶରେ ସ୍କୁଲ୍ ଶିକ୍ଷାର ମାନ ବୃଦ୍ଧି ତଥା ଭିତ୍ତିଭୂମିର ବିକାଶ ଲାଗି କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ସ୍କୁଲ୍ ଫର୍ ରାଇଜିଂ ବା ପିଏମଶ୍ରୀ ଯୋଜନା। ରାଜ୍ୟ ସରକାର ଏଥିରେ ପଛଘୁଞ୍ଚା ଦେଉଥିଲେ ବି ଆସନ୍ତାକାଲି ଓଡ଼ିଶାରେ କେନ୍ଦ୍ର ସରକାରଙ୍କ ସ୍କୁଲ୍ ଗୁଡ଼ିକରେ ଏହାର ଶୁଭାରମ୍ଭ ହେବାକୁ ଯାଉଛି। More

ପଦ୍ମକେଶରୀପୁରରେ କେବେ ଫେରିବ ଶାନ୍ତି ? ମୁଖ୍ୟମନ୍ତ୍ରୀଙ୍କୁ ଅପରାଜିତାଙ୍କ ଚିଠି

ଗୋଷ୍ଠୀ ସଂଘର୍ଷକୁ ବିତିଯାଇଛି ପ୍ରାୟ ୩ ମାସ । ମାମଲାରେ ୧୫୦ରୁ ଅଧିକଙ୍କୁ ଗିରଫ କରି ଜେଲ୍ ପଠାଇଛି ପୋଲିସ । ଅଥଚ ଶାନ୍ତି ଫେରାଇବାକୁ ନା କୌଣସି ଶାନ୍ତିକମିଟି ତିଆରି କରିଛନ୍ତି ରାଜ୍ୟ ସରକାର ନା କୋର୍ଟରେ କୌଣସି ଚାର୍ଜସିଟ ଦାଖଲ କରିଛି ପୋଲିସ । More

ଏମିତି ବି ଆସେ ମୃତ୍ୟୁ, ପୁତୁରାର ଶବ ସତ୍କାରକୁ ଯାଇ ବଡ଼ବାପାଙ୍କ ମୃତ୍ୟୁ

ପୁତୁରାର ଅନ୍ତିମ ସଂସ୍କାର ପରେ ହଠାତ୍ ତୈଲୋକ ମହାନ୍ତି ସେଠି ଟଳି ପଡ଼ିଥିଲେ। ନିଜେ ଅସୁସ୍ଥ ଥିଲେ କିନ୍ତୁ ପୁତୁରାର ମୃତ୍ୟୁ ଖବର ଶୁଣି ସେ ଗାଁରୁ ପୁରୀ ଦୌଡ଼ି ଯାଇଥିଲେ। ପୁତୁରା ମୃତ୍ୟୁ ତାଙ୍କୁ ଗଭୀର ଆଘାତ ଦେଇଥିଲା। More

ପୋଲିସ ଡିଜି ସୁନୀଲ ବଂଶଲଙ୍କୁ ଅବସର ଅନୁମତି

ସରକାରୀ ଚାକିରିରୁ ଅବସର ନେବାକୁ ଅନୁମତି। ଅବସର ପାଇଁ ଅନୁମତି ଦେଲେ ରାଜ୍ୟ ସରକାର। ଡିସେମ୍ବର ୩୧ରେ ଅବସର ନେବାକୁ ସରକାରଙ୍କ ଅନୁମତି। More

ମାହାଙ୍ଗା ଡବଲ ମର୍ଡର: ହାଇକୋର୍ଟର ବିଚାରାଧୀନ ଦର୍ଶାଇ ସମୟ ମାଗିଲେ ପ୍ରତାପ ଜେନା

ପୂର୍ବରୁ ଏ ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ହତ୍ୟା, ହତ୍ୟା ଷଡ଼ଯନ୍ତ୍ର ଓ ଧମକ ଭଳି ସଂଗୀନ ଦଫା ଚାଲୁ ରଖିବାକୁ ସାଲେପୁର JMFC କୋର୍ଟ ନିର୍ଦ୍ଦେଶ ଦେଇଥିଲେ। କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କ ହତ୍ୟା ମାମଲାରେ ଫସିଛନ୍ତି ମାହାଙ୍ଗା ବିଧାୟକ ପ୍ରତାପ ଜେନା। More

ପର୍ଯ୍ୟଟକଙ୍କ ପସନ୍ଦ ଏବେ ତିଖାଲି ଡ୍ୟାମ୍‌, ଏଇଠି ମିଳିବ ସ୍ପିଟଡ୍‌ ବୋଠିଂର ମାଜା

ଏଣିକି ପର୍ଯ୍ୟଟକ ଏଠାକୁ ଆସିଲେ କେବଳ ଯେ, ଡ୍ୟାମ ବୁଲି ମଜା ନେବେ ତା ନୁହେଁ, ଡ୍ୟାମ୍‌ ବୁଲିବା ସହ ଏଥିରେ ସ୍ପିଡ୍ ବୋଟିଂର ବି ମଜା ନେଇପାରିବେ । More

ଏବେ ଏବେ ପଞ୍ଚାୟତ କାର୍ଯ୍ୟାଳୟ ତିଆରି ହୋଇଛି, ଅଙ୍ଗନବାଡ଼ି କେନ୍ଦ୍ର ନିର୍ମାଣ ହୋଇଛି କିନ୍ତୁ ରାସ୍ତା ୧୦ ବର୍ଷ ତଳର !

ରାସ୍ତା ମରାମତି ପାଇଁ ସ୍ଥାନୀୟ ପ୍ରଶାସନଠାରୁ ଆରମ୍ଭ କରି ବିଡିଓ, କଲେକ୍ଟର ଓ ଜନପ୍ରତିନିଧି, ସମସ୍ତଙ୍କୁ ଗୁହାରି କରିଛନ୍ତି ଗାଁ ଲୋକେ । ହେଲେ କେହି ଶୁଣୁନାହାନ୍ତି । More

ବାପା ମାଆ ନାହାନ୍ତି, ନହଲେ ପୁଅ ପାଇଁ ସେମାନଙ୍କ ଛାତି ଆଜି ଗର୍ବରେ ଫାଟି ପଡ଼ୁ ଥାନ୍ତା...

ପୂର୍ବରୁ ମଧ୍ୟ ସେ ଅନେକ ଜାତୀୟ ସ୍ତରର କ୍ରୀଡ଼ା ପ୍ରତିଯୋଗୀତାରେ ସାମିଲ ହୋଇ ପୁରସ୍କାର ପାଇଛନ୍ତି । ତାଙ୍କର ଏହି ସବୁ ଉପଲବ୍ଧି ପାଇଁ ପୁରା ଗାଁ ଆଜି ତାଙ୍କୁ କାନ୍ଧରେ ବସାଇ ବୁଲାଉଛନ୍ତି । More

ଏମିତି ବି ଆସେ ମୃତ୍ୟୁ ! ସ୍ୱାମୀ ଚାଲିଗଲା ପରେ କାନ୍ଦି କାନ୍ଦି ଟଳିପଡ଼ିଲେ

ସ୍ୱାମୀଙ୍କ ମୃତଦେହକୁ ବାହୁନି ବାହୁନି କାନ୍ଦୁଥିବା ବେଳେ ଅଚେତ ହୋଇପଡିଥିଲେ । ପରିବାର ସଦସ୍ୟ ତାଙ୍କୁ ଡାକ୍ତରଖାନା ନେଇଥିଲେ ହିଁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। More

ପୂର୍ବତନ ଛାତ୍ରଙ୍କ ଗୁଣ୍ଡାଗିରି, ବିଚ୍‌ ରାସ୍ତାରେ ଚାପୁଡ଼ା ମାରିଲେ, ସିଗାରେଟ୍ ପିଆଇଲେ...

କଳାହାଣ୍ଡି କେସିଙ୍ଗା ଉତକେଲା ଜୁନିୟର୍ କଲେଜର ଏହି ୪ ଛାତ୍ରଙ୍କୁ ଜଣେ ପୂର୍ବତନ ଛାତ୍ର ବିଚ୍‌ ରାସ୍ତାରେ ମାଡ଼ ମାରିଛନ୍ତି। ବିନା କାରଣରେ ରାସ୍ତାରୁ ଡାକି ପିଟିଛନ୍ତି। କେବଳ ମାଡ଼ ନୁହେଁ ଗାଳି ଗୁଲଜ କରିବା ସହ ୪ ଜଣ ଛାତ୍ରଙ୍କୁ ସିଗାରେଟ୍‌ ମଧ୍ୟ ପିଆଇଛନ୍ତି। More

ଲୋକଙ୍କୁ କଲବଲ କରୁଛି ଗାଡ଼କଣ ଡମ୍ପିଂ ୟାର୍ଡ, ଦୁର୍ଗନ୍ଧ ଏମିତି ଯେ ଯା’ଆସ କରିବା ମୁସ୍କିଲ...

ଆବର୍ଜନାର ଦୁର୍ଗନ୍ଧରେ ଫାଟି ପଡ଼ୁଛି ପ୍ରାୟ ୫ କିଲୋମିଟର ପରିବ୍ୟାପ୍ତ ଅଞ୍ଚଳ। ବାଟ ଚଲା ଲୋକଠୁ ସ୍ଥାନୀୟ ବାସିନ୍ଦା ସମସ୍ତଙ୍କର ଗୋଟିଏ ଅଭିଯୋଗ, ଅସହ୍ୟ ଏ ଦୁର୍ଗନ୍ଧ । More

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପଦ୍ମକେଶରୀପୁରରେ ଶାନ୍ତି ଫେରାଇ ଆଣିବାକୁ ଅନୁରୋଧ

ବିଳମ୍ବ ନ କରି ହସ୍ତକ୍ଷେପ କରିବାକୁ ଲେଖିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ More

୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଜାଣନ୍ତୁ କ’ଣ ରହିଛି କାର୍ଯ୍ୟକ୍ରମ...

୨୦ ତାରିଖରେ ହେବାକୁ ଥିବା ୨୬ ତମ ସର୍ବ ଭାରତୀୟ ସାନ୍ତାଳୀ ଲେଖକ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । More

ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ଦାବିରେ ବନ୍ଦ : ୧୦ ଜିଲ୍ଲାରେ ବନ୍ଦ ପାଳନ, ସାମିଲ୍ ହୋଇନି ସମ୍ବଲପୁର

କୋଶଳ ରାଜ୍ୟ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବନ୍ଦ ପାଳନ ….ବନ୍ଦରୁ ଅତ୍ୟାବଶ୍ୟକ ସେବା, ମେଡିକାଲ, ପରୀକ୍ଷା ବାଦ୍….. More

ମୃତଦେହରୁ ତାଡ଼ି ନେଇଗଲେ କିଡନୀ, ଆଖି !

ମୃତଦେହରୁ ତାଡ଼ି ନେଇଗଲେ କିଡନୀ ସହ ଆଖି ! ଏଭଳି ଅଭିଯୋଗ କୌଣସି ଉପାନ୍ତ ଅଞ୍ଚଳରୁ ଆସି ନାହିଁ ବରଂ ରାଜଧାନୀ ଭୁବନେଶ୍ୱରରୁ ଆସିଛି । More

‘ଏବେ ବି ବେଦାନ୍ତ ୟୁନିଭର୍ସିଟି ମୋ ସ୍ୱପ୍ନ’

ବେଦାନ୍ତ ୟୁନିଭର୍ସିଟି ଏବେ ବି ତାଙ୍କର ସ୍ୱପ୍ନ ବୋଲି ବେଦାନ୍ତ ଗ୍ରୁପ୍‌ର ଅଧ୍ୟକ୍ଷ ଅନୀଲ ଅଗ୍ରୱାଲ କହିଛନ୍ତି । More

ବାଲୁକା କଳାରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା, ୫୬ ଫୁଟ୍‌ର ବିଶ୍ୱକପ୍ ଟ୍ରଫି

ପୁରୀ ବେଳାଭୂମିରେ ଆକର୍ଷଣୀୟ ବାଲୁକା କଳା ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ୫୬ ଫୁଟ୍ ଲମ୍ବର ଏକ ବିରାଟକାୟ ବିଶ୍ୱକପ୍ ଟ୍ରଫି ପ୍ରତିକୃତୀ ନିର୍ମାଣ କରିବା ସହ ଟିମ୍ ଇଣ୍ଡିଆକୁ ଶୁଭେଛା ଜଣାଇଛନ୍ତି। More

ଅନ୍ଧାରୀ ଟନେଲ୍‌ରେ ଫସିଛି ଜୀବନ; ନିଶ୍ୱାସ ଯୋଗାଉଛି ପାଇପ୍‌

ଅନ୍ଧାରୀ ସୁଡଙ୍ଗରେ ଫସିଥିବା ଓଡ଼ିଆ ଶ୍ରମିକଙ୍କୁ ଓଡ଼ିଶାରୁ ଯାଇଥିବା ଶ୍ରମ ଅଧିକାରୀଙ୍କ ଆଶ୍ୱାସନା । ସମ୍ପର୍କ ସ୍ଥାପନର ଏକ ମାତ୍ର ମାଧ୍ୟମ । ଏକ ସରୁ ପାଇପ୍ ବାଟେ କଥା ହେବା ସହ ଧୈର୍ଯ୍ୟର ସହ ଅପକ୍ଷା କରିବାକୁ ପରାମର୍ଶ ଦେଇଛନ୍ତି ଶ୍ରମ ଅଧିକାରୀ । More

ମଞ୍ଜୁର ହେଉନି ଆବେଦନ, ଭୂତ ନେଉଛନ୍ତି ପେନସନ୍‌

ଭୂତ ଖାଉଛନ୍ତି ବାର୍ଦ୍ଧକ୍ୟ ଭତ୍ତା । ଟାର୍ଗେଟ ଖାଲି ଅଛି, ହେଲେ ମଞ୍ଜୁର ହେଉନି ଆବେଦନ । ଡିବିଟିରେ ହିତାଧିକାରୀଙ୍କ ପାଖକୁ ବି ଯାଉନି ଟଙ୍କା ।  More

ପ୍ରକଳ୍ପ ପାଇଁ ଭାଙ୍ଗିଦେଲେ; ବାରଦୁଆର ସୁଣ୍ତିପିଣ୍ତା ହେଉଛନ୍ତି ଶ୍ରଦ୍ଧାଳୁ

ମାଟିରେ ମିଶିଛି ମଠବାଡ଼ି । ଧୂଳିସାତ୍ ହୋଇଛି ଧର୍ମଶାଳା । ଦୂରଦୂରାନ୍ତରୁ ଜଗଦର୍ଶନ ପାଇଁ ଆସୁଥିବା ଗରିବ ଗୁରୁବା ଭକ୍ତ ରାତି ରାତି ବଡ଼ଦାଣ୍ତରେ ପଡ଼ିରହିଛନ୍ତି । More

ନିର୍ମାଣସୌଧରେ ନିଲାମୀ ପାଲା, ୧୮ ଲକ୍ଷ ଟଙ୍କା ଗଣିବା ପରେ ସ୍ଥଗିତ ରହିଲା ନିଲାମ

୧୯୭୪ରେ ନଅ ତାଲା ନିର୍ମାଣ କରିଥିବା ଠିକାସଂସ୍ଥା କଷ୍ଟ୍ରକସନ ଇଣ୍ଡିଆର ୬ ଲକ୍ଷ ଟଙ୍କା ବାକି ରଖିଥିଲେ ରାଜ୍ୟ ସରକାର। ବାରମ୍ବାର ବକେୟା ଟଙ୍କା ମାଗିବା ସତ୍ତ୍ୱେ ନ ଦେବାରୁ ୧୯୮୨ରେ ଭୁବନେଶ୍ୱର ସିଭିଲ୍ ଜଜ୍ ସିନିୟର ଡିଭିଜନ କୋର୍ଟରେ କେସ୍ କରିଥିଲେ ଠିକା ସଂସ୍ଥାର ତତ୍କାଳୀନ ମୁଖ୍ୟ ବୀରେନ୍ଦ୍ର କୁମାର ପାଠକ। More