• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Sunday, 19 November 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Tanmay Kumar Mahalik
  • 1 year ago

ବିଶିଷ୍ଟ ହୃଦ୍ ରୋଗ ବିଶେଷଜ୍ଞ ଜେ.ପି. ଦାସଙ୍କ ଦେହାନ୍ତ

ଏସସିବି ମେଡିକାଲ କଲେଜ ହୃଦରୋଗ ବିଭାଗର ମୁଖ୍ୟ ଭାବେ କାର୍ଯ୍ୟ କରିଥିଲେ ସ୍ୱର୍ଗତ ଲୋକପ୍ରିୟ ଡାକ୍ତର ପ୍ରଫେସର ଯଦୁନାଥ ପ୍ରସାଦ ଦାସ । More
  • Tanmay Kumar Mahalik
  • 1 year ago

ଆସନ୍ତାକାଲି ନାମାଙ୍କନ; କିଏ ହେବେ ବିଧାନସଭାର ପରବର୍ତ୍ତୀ ଉପବାଚସ୍ପତି ?

ଆଗକୁ ସାଧାରଣ ନିର୍ବାଚନ । ସରକାରୀ ଦଳର ଫୋକସ ଏବେ ସଂଗଠନ ଉପରେ । କାରଣ ପୂର୍ବତନ ଉପବାଚସ୍ପତି ରଜନୀକାନ୍ତ ସିଂହଙ୍କ ଜିଲ୍ଲା ତଥା ନିର୍ବାଚନ ମଣ୍ଡଳୀ ଅନୁଗୁଳରେ ସଂଗଠନ ଦୁର୍ବଳ ହେବା କାରଣରୁ ସେ ଇସ୍ତଫା ଦେଇ ସଂଗଠନ ସଜାଡିବା କାମରେ ଲାଗିଛନ୍ତି । More
  • Tanmay Kumar Mahalik
  • 1 year ago

ଉତ୍କଣ୍ଠାରେ ମୟୂରଭଞ୍ଜବାସୀ; କାଲି ବାରିପଦାରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ହେବା ପରେ ନିଜ ଜିଲ୍ଲା ମୟୂରଭଂଜକୁ ଆସୁଛନ୍ତି ଆସନ୍ତାକାଲି ଦ୍ୱିତୀୟ ଥର ପାଇଁ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତେଣେ ମାଟିର ଝିଅକୁ ସ୍ୱାଗତ ପାଇଁ ସାଧବ ବୋହୁ ପରି ସଜେଇ ହେଲାଣି ବାରିପଦା ଓ ରାଇରଙ୍ଗପୁର । More
  • Kausik Mohapatra
  • 1 year ago

ବାଲେଶ୍ୱର ମ୍ୟୁନିସିପାଲିଟିରେ ବାବୁ ଛୁଟିରେ, ଭତ୍ତା ପାଇଁ ଦହଗଞ୍ଜ ହିତାଧିକାରୀ

ଅଫିସର ଛୁଟିରେ ଥିବାରୁ ହିତାଧିକାରୀ ହିନସ୍ତା ହେଉଛନ୍ତି। ସରକାରୀ ଭତ୍ତା ପାଇବାରୁ ବଞ୍ଚିତ। ଏମିତି ଚାଲିଛି ସରକାରୀ ଶାସନ ବ୍ୟବସ୍ଥା। କିଏ ଦିବ୍ୟାଙ୍ଗ ଭତ୍ତା ପାଇଁ ତ ଆଉ କିଏ ବାର୍ଦ୍ଧକ୍ୟ ଅଥବା ବିଧବା ଭତ୍ତା ପାଇଁ ସକାଳ ୭ଟାରୁ ପୌରପାଳିକା ଅଫିସ ସାମ୍ନାରେ ଲାଇନରେ ଛିଡ଼ା ହେବାକୁ ପଡୁଛି। More
  • Tanmay Kumar Mahalik
  • 1 year ago

ରାଜ୍ୟରେ ଲାଗୁ ହେଲା ପିଏମ୍‌ଶ୍ରୀ ଯୋଜନା; ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ରାଜ୍ୟର କେଉଁ ସ୍କୁଲରେ ଏ ଯୋଜନା ଲାଗୁ କରାଯିବ, ତାହା ମୁଖ୍ୟମନ୍ତ୍ରୀ ଠିକ୍ କରନ୍ତୁ ବୋଲି କହିଛନ୍ତି ଧର୍ମେନ୍ଦ୍ର । ଏପରିକି ମୁଖ୍ୟମନ୍ତ୍ରୀଙ୍କ ନିଜ ନିର୍ବାଚନମଣ୍ଡଳୀ ହିଞ୍ଜିଳିରୁ ଏ ଯୋଜନା ଆରମ୍ଭ କରିବାକୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ନିବେଦନ କରିଛନ୍ତି । More
  • Prangyan Parimita
  • 1 year ago

ଭଙ୍ଗା ଦଦରା ଘରେ ଗରିବ,ଭୂତ ହିତାଧିକାରୀ ହାତେଇଛନ୍ତି ଘର

ଜାଲ୍ ଦସ୍ତାବିଜ୍ ମାଧ୍ୟମରେ କେଳେଙ୍କାରୀ..ଏ ଚଞ୍ଚକତା ପଛରେ କିଏ ? More
  • Manoranjan Behera
  • 1 year ago

ଭାରସାମ୍ୟ ହରାଇ ୨୦ ଫୁଟ୍ ତଳକୁ ଖସିଲା କାର୍, ୩ ଆହତ

ସୁନ୍ଦରଗଡ଼ ଜିଲ୍ଲା ମହୁଲପଦା ଥାନା ଫୁଲଝର ନଗରିଆ ପୋଲରୁ ପ୍ରାୟ ୨୦ ଫୁଟ୍ ତଳକୁ ଏକ କାର୍ ଖସି ପଡ଼ିବାରୁ ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । More
  • Manoranjan Behera
  • 1 year ago

Panchang today 19th Nov 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୈାର ବିଛା ମାସ କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୬ଷ୍ଠୀ ପ୍ରାତଃ ୦୭.୨୩ ଗତେ ୭ମୀ, ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର, ଘାତବାର- ମେଷ ରାଶିର, ପୁଷ୍କର ଦୋଷ-  ୧ ପାଦ-କୃଷହାନିି-ଭୂମିଦାନ ପ୍ରାତଃ ୦୭.୨୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ More
  • Santosh Kumar Sahoo
  • 1 year ago

ରାଜଧାନୀରେ ପୁଣି ଚେକିଂ ଜୋରଦାର୍, ୯୦ଟି ବାଇକ୍ ଉଠାଇ ଆଣିଲା ଟ୍ରାଫିକ୍ ପୋଲିସ

ଖାଲି ରଙ୍ଗ୍ ରୁଟ୍ ଡ୍ରାଇଭିଂ କାହିଁକି ବିକଟାଳ ହର୍ନ ବଜାଉଥିଲେ, ବେଆଇନ ସାଇଲେନ୍ସର ଲଗାଇଥିଲେ ବି ହୋଇ ଯାଆନ୍ତୁ ସାବଧାନ। ଏସବୁ ନିୟମ ପ୍ରତି ଏବେ ଟ୍ରାଫିକ୍ ପୋଲିସ ତୀକ୍ଷ୍ଣ ନଜର ରଖିଛି। More
  • Pramod Behera
  • 1 year ago

Block Level Job: ଓଡ଼ିଶାରେ ସରକାରୀ ଚାକିରି; କଟକ-ଭୁବନେଶ୍ୱରରେ ବି ନିଯୁକ୍ତି ସୁଯୋଗ

ଓଡ଼ିଶାରେ ସରକାରୀ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ। ଜିଲ୍ଲା ନିଯୁକ୍ତି ବିନିମୟ କାର୍ଯ୍ୟାଳୟ, କୋରାପୁଟ ଫାର୍ମାସିଷ୍ଟ / ଗ୍ରାହକ ସେବା ଆସୋସିଏଟ୍ / ଜୁନିଅର ଆସିଷ୍ଟାଣ୍ଟ ପଦବୀ ପାଇଁ ନୂତନ ବିଜ୍ଞପ୍ତି ପ୍ରକାଶ କରିଛି। କଟକ ଓ ଭୁବନେଶ୍ୱରରେ ମଧ୍ୟ ନିଯୁକ୍ତି ସୁଯୋଗ ଅଛି। More
  • Tanmay Kumar Mahalik
  • 1 year ago

ପୂରଣ ହେବ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସ୍ୱପ୍ନ; ବାଦାମପାହାଡ଼କୁ ଗଡ଼ିବ ଏକ୍ସପ୍ରେସ ଟ୍ରେନ୍‌

ରାଷ୍ଟ୍ରପତି କେବଳ ୩ଟି ଟ୍ରେନର ଶୁଭାରମ୍ଭ କରିବେ ତାହା ନୁହେଁ, ସେଥିମଧ୍ୟରୁ ଗୋଟିଏ ଟ୍ରେନର ଯାତ୍ରୀ ବି ହେବେ । କୋଲକାତାକୁ ଯୋଡ଼ିବାକୁ ଥିବା ବାଦାମପାହାଡ଼ ସାଲିମାର ଏକ୍ସପ୍ରେସର ଏସି-୧ କୋଚରେ ରାଇରଙ୍ଗପୁର ଯାଏଁ ପାଖାପାଖି ୩୨ କିଲୋମିଟର ଯାତ୍ରା କରିବେ । More
  • Santosh Kumar Sahoo
  • 1 year ago

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ରିସଫଲ୍, ସିଏମଓରେ ସୁରେଶ ମହାପାତ୍ରଙ୍କ ନିଯୁକ୍ତିକୁ ନେଇ ବଢ଼ିଲା ଚର୍ଚ୍ଚା

ରାଜନୈତିକ ସମୀକ୍ଷକଙ୍କ ମତରେ ରାଜ୍ୟରେ ଅଣ ଓଡିଆ ଅଫିସରଙ୍କ ରାଜୁତି ବଢୁଥିବା ଚର୍ଚ୍ଚାରେ ବିରାମ ଲଗାଇବାକୁ ସୁରେଶ ମହାପାତ୍ରଙ୍କୁ ସିଏମ୍ଓର ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଛି। More
  • Santosh Kumar Sahoo
  • 1 year ago

ଆସନ୍ତାକାଲି ଓଡ଼ିଶାରେ ‘ପିଏମ୍‌ଶ୍ରୀ’ର ହେବ ଶୁଭାରମ୍ଭ, ଶୁଭାରମ୍ଭ କରିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଦେଶରେ ସ୍କୁଲ୍ ଶିକ୍ଷାର ମାନ ବୃଦ୍ଧି ତଥା ଭିତ୍ତିଭୂମିର ବିକାଶ ଲାଗି କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ସ୍କୁଲ୍ ଫର୍ ରାଇଜିଂ ବା ପିଏମଶ୍ରୀ ଯୋଜନା। ରାଜ୍ୟ ସରକାର ଏଥିରେ ପଛଘୁଞ୍ଚା ଦେଉଥିଲେ ବି ଆସନ୍ତାକାଲି ଓଡ଼ିଶାରେ କେନ୍ଦ୍ର ସରକାରଙ୍କ ସ୍କୁଲ୍ ଗୁଡ଼ିକରେ ଏହାର ଶୁଭାରମ୍ଭ ହେବାକୁ ଯାଉଛି। More