ସଂକ୍ଷେପରେ ଆଜିର ତାଜା ଖବର - Wednesday, 22 November 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

OTV ରେ ଖବର ପ୍ରସାରଣ ପରେ ଚେତିଲା ପ୍ରଶାସନ; ବରିଷ୍ଠ ନାଗରିକଙ୍କ ଦର୍ଶନକୁ ଦିଆଗଲା ଗୁରୁତ୍ୱ

କାଲିଠାରୁ ଆରମ୍ଭ ହେବାକୁ ଯାଉଛି ପଞ୍ଚୁକ ବ୍ରତ । ଏହି ୫ଦିନ ଦାରୁ ଦେବତାଙ୍କର ୫ଟି ସ୍ୱତନ୍ତ୍ର ବେଶ କରାଯିବାର ପରମ୍ପରା ରହିଛି । ସେହି ବେଶ ଦର୍ଶନ ପାଇଁ ଆଜିଠୁ ଶ୍ରୀକ୍ଷେତ୍ରକୁ ଛୁଟିଲାଣି ଶ୍ରଦ୍ଧାଳୁଙ୍କ ସୁଅ । More

ନୂଆ ନିଯୁକ୍ତି ନାହିଁ, ଥଇଥାନ ହେଉଛନ୍ତି ରିଟାୟାର୍ଡ ବାବୁ

ଦିଆଯାଉଛି ପୁନଃ ନିଯୁକ୍ତି । ବିଭାଗର ପିଅନଠୁ ସିଏମଓର  ପରାମର୍ଶଦାତା । ସରକାରୀ କଳରେ ଆଡ୍ଡା ଜମାଇଛନ୍ତି ମାଳ ମାଳ ରିଟାୟର୍ଡ ସରକାରୀ ବାବୁ । More

ପାଠ ନ କହିପାରିବାରୁ ଉଠ୍ ବସ୍ କରାଇଲେ ମ୍ୟାଡାମ୍‌; ଟଳିପଡ଼ିଲା ଚତୁର୍ଥ ଶ୍ରେଣୀ ଛାତ୍ର..

ପାଠ ନ ଆସିବାରୁ ଶାସ୍ତି ଦେଲେ ମ୍ୟାଡାମ୍‌ । ମ୍ୟାଡାମଙ୍କ ନାଲି ଆଖିକୁ ଡରି ଉଠ୍ ବସ୍ ହେଉଥିବା ବେଳେ ହିଁ ଟଳି ପଡ଼ିଲା ଚତୁର୍ଥ ଶ୍ରେଣୀ ଛାତ୍ର । More

Sports: ବିଶ୍ୱକପ୍ ବିଫଳତା ଟିମ୍ ଇଣ୍ଡିଆ ପାଇଁ କେତେ ବଡ଼ କ୍ଷତି

୨୦୨୩ ଦିନିକିଆ ବିଶ୍ୱକପ୍‌ର ଫାଇନାଲ୍‌ରେ ଅଷ୍ଟ୍ରେଲିଆ ଠାରୁ ଭାରତର ପରାଜୟ ପରେ ଦେଶର କୋଟି କୋଟି କ୍ରିକେଟ୍ ପ୍ରଶଂସକଙ୍କ ଠାରୁ ନେଇ ଡ୍ରେସିଂରୁମ୍‌ରେ ଖେଳାଳିଙ୍କ ପର୍ଯ୍ୟନ୍ତ - ସମସ୍ତେ ନିରାଶ ହୋଇଥିଲେ। ଏହା ଏବେ ବଡ଼ ଚର୍ଚ୍ଚାର ପ୍ରସଙ୍ଗ ହୋଇଛି। ପ୍ରଶ୍ନ ଉଠୁଛି ଯେ ଏହି ପରାଜୟ ଟିମ୍ ଇଣ୍ଡିଆ ପାଇଁ କେତେ ବଡ଼ କ୍ଷତି? More

ସାଲିଆ ସାହି ବସ୍ତି ବାସିନ୍ଦାଙ୍କ ହଲ୍ଲାବୋଲ, ରାସ୍ତା ଜାମ୍‌...

ରାଜସ୍ବ ଜମିପଟ୍ଟା ପ୍ରଦାନ ଦାବିରେ ତେଜିଲା ଆନ୍ଦୋଳନ । ଜଙ୍ଗଲ ଜମିର ରାଜସ୍ୱ ଜମିପଟ୍ଟା ପ୍ରଦାନ ଦାବିରେ ଆନ୍ଦୋଳନ । More

ପୁଣି ଲକ୍ଷ୍ମୀ ବସକୁ ବିରୋଧ, ଅଲ୍ ଓଡ଼ିଶା ବସ୍ ମାଲିକ ସଂଘର ବିକ୍ଷୋଭ 

ଭୁବନେଶ୍ୱରରେ ବସ୍ ମାଲିକ ସଂଘର ପ୍ରତିବାଦ । ଲକ୍ଷ୍ମୀ ବସ୍ ଚଳାଚଳକୁ ବିରୋଧ । More

ଦେହରେ ପେଟ୍ରୋଲ ଢାଳି ନିଜକୁ ଜାଳିଦେଲା ଯୁବକ

ପାରିବାରିକ ଝଗଡ଼ାରୁ ରାଗରେ ନିଜକୁ ନିଜେ ଜାଳିଦେଲା । ଭୁବନେଶ୍ୱର ବଡ଼ଗଡ଼ ଥାନା କେଶୁରା ଗାଁରେ ଲୋମହର୍ଷକ ଘଟଣା ଘଟିଛି । ସିସିଟିଭିରେ କଏଦ ହେଲା ଭିଜୁଆଲ । More

‘କ୍ୟାବିନେଟ ନିଷ୍ପତ୍ତି ଯେମିତି ମାଚ୍ୟୁଅର୍ଡ ହେବା କଥା, ସେମିତି ହୋଇନି’

ଆଦିବାସୀ ଜମି ପ୍ରସଙ୍ଗକୁ ନେଇ ବିଧାନସଭା ଅଚଳ । ପ୍ରଶ୍ନକାଳ ଅଚଳ ପରେ ଶୂନ୍ୟକାଳ ବି ଅଚଳ ହେଲା । ଏନେଇ ପୁଣି ସ୍ପଷ୍ଟୀକରଣ ଦେଲେ ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି । More

ଚରିତ୍ରକୁ ସନ୍ଦେହ କରି ପ୍ରେମିକାର ଜୀବନ ନେଲା ପ୍ରେମିକ !

ପ୍ରେମିକାର ସନ୍ଦେହ କରି ତାଙ୍କ ତଣ୍ଟି ଚିପି ହତ୍ୟା କରି ମୃତଦେହକୁ ଟ୍ରଲି ବ୍ୟାଗ୍‌ରେ ପୁରାଇ ମୁମ୍ବାଇରେ ଏଣେତେଣେ ବୁଲିଥିଲା ଅଭିଯୁକ୍ତ ପ୍ରେମିକ । More

ଆମାଜନ ବିକ୍ରି କରୁଛି ମହାପ୍ରଭୁଙ୍କ ନିର୍ମାଲ୍ୟ; ସିଂହଦ୍ୱାର ଥାନାରେ ଏତଲା..

ଅନ୍‌ଲାଇନ୍‌ ସପିଂ ସଂସ୍ଥା ଆମାଜନ ବିକୁଛି ମହାପ୍ରଭୁଙ୍କ ନିର୍ମାଲ୍ୟ। କେବଳ ସେତିକି ନୁହେଁ ଅନ୍‌ଲାଇନ୍‌ରେ ମିଳିଛୁ ଜଗନ୍ନାଥଙ୍କ ତୁଳସୀ ଓ ଖଜା। More

ହାଇକୋର୍ଟରୁ ନିରାଶ ହେଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର

ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ହାଇକୋର୍ଟରୁ ନିରାଶ । ଜୟନାରାୟଣଙ୍କ ଆଗୁଆ ଜାମିନ ଖାରଜ ହୋଇଛି । More

୨୬ ତାରିଖ ସୁଦ୍ଧା ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ !

୨୭ ତାରିଖ ବେଳକୁ ଲଘୁଚାପ ଅବପାତରେ ପରିଣତ ସମ୍ଭାବନା ରହିଛି । More

ନିଖୋଜ ପରେ ଭାବିଲେ କୁମ୍ଭୀର ଟାଣି ନେଇଛି, ହେଲେ ପରେ ଜଣାପଡ଼ିଲା...

କୁମ୍ଭୀର ଆତଙ୍କ ଲାଗି ରହିଥିବା ନଦୀକୂଳିଆ ଗାଁରେ ଗତ ୧୮ ତାରିଖରେ ସକାଳୁ ବ୍ରାହ୍ମଣୀ ନଦୀ କୂଳରେ ଗାମୁଛା, ଚପଲ ଓ ବାଇକ ପଡିଥିବା ଲୋକେ ଦେଖିବାକୁ ପାଇଥିଲେ । More

ଏଣିକି ଚାଲାଣ କାଟିବେନି କି ଫାଇନ୍‌ କରିପାରିବେନି ଟ୍ରାଫିକ୍ ASI...

ଗାଡ଼ି ଚାଳକଙ୍କ ଠାରୁ କୌଣସି ଚାଲାଣ କିମ୍ବା ଜରିମାନା ଆଦାୟ କରିପାରିବେନି ଟ୍ରାଫିକ୍ ASI । More

ବସ୍‌କୁ ଅପେକ୍ଷା କରିଥିଲେ : ଦ୍ରୁତ ବେଗରେ ମାଡ଼ି ଆସିଲା କାର୍‌, ୨ ମୃତ

ଆସିକା ପାଟପୁର ଥାନା ପୋଡ଼ାମାରି ବସ୍ ଷ୍ଟାଣ୍ଡରେ ଦୁର୍ଘଟଣା...ବସ୍ କୁ ଅପେକ୍ଷା କରିଥିବା ବେଳେ ହଠାତ୍ ମାଡ଼ିଗଲା କାର୍.. More

ଭିଜିଲାନ୍ସ ଜାଲରେ ପୋଲିସ SI, ଜବତ ବାଇକ୍ ଛାଡ଼ିବା ପାଇଁ ନେଉଥିଲେ ୧୫ ହଜାର ଲାଞ୍ଚ

କୋର୍ଟ ଅନୁମତି ପରେ ବି ଛାଡ଼ୁନଥିଲେ ଜବତ ଗାଡ଼ି….ବୌଦ୍ଧ ଜିଲ୍ଲା ବାଉଁସୁଣି ଥାନାର SI ବିକ୍ରମ କିଶୋର ଦେହୁରୀ … More

ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ: ବୟସ୍କଙ୍କ ପାଇଁ ହେବ ସ୍ୱତନ୍ତ୍ର ବ୍ୟବସ୍ଥା

ଶୃଙ୍ଖଳିତ ଦର୍ଶନ ପାଇଁ ଅଧିକ ସ୍ୱେଚ୍ଛାସେବୀ ନିୟୋଜିତ କରାଯିବ । ପଞ୍ଚୁକ ୫ ଦିନ ଭିଡ଼ ପରିଚାଳନା ଓ ଶୃଙ୍ଖଳିତ ଦର୍ଶନ ପାଇଁ ମରିଚକୋଟ ଛକ ଯାଏ ବ୍ୟାରିକେଡ୍‌ ବଢ଼ାଯିବ ।  More

ମୁମ୍ବାଇରେ ମିଳିଲା ଓଡ଼ିଆ ଯୁବତୀଙ୍କ ମୃତଦେହ

ମୁମ୍ବାଇ କୁର୍ଲା ରେଲ୍‌ୱେ ଷ୍ଟେସନରୁ ଏକ ଟ୍ରଲି ବ୍ୟାଗ୍‌ରୁ ସୁନ୍ଦରଗଡ଼ ଜିଲ୍ଲାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । More

Panchang Today 22nd Nov 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

 ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର- କୁମ୍ଭ ଦିବା ୧୨.୫୮ ଗତେ ମୀନ ।ତିଥି- ୧୦ମୀ ରାତ୍ରି ୧୧.୦୪ ଗତେ ୧୧ଶୀ More

୯୦ ବର୍ଷର ସ୍ୱପ୍ନ ପୂରା କଲେ ରାଷ୍ଟ୍ରପତି ବୋହୂ, ଶାଶୁଘର ପାହାଡ଼ପୁରବାସୀଙ୍କୁ ଭେଟିଦେଲେ ଏକ୍ସପ୍ରେସ ଟ୍ରେନ୍

ଏକ୍ସପ୍ରେସରେ ବସି ରାଇରଙ୍ଗପୁର ଯାଏଁ କଲେ ଯାତ୍ରା ମହାମହିମ୍ । ଆଜିଠୁ ବାଦାମପାହାଡ଼ରୁ ସାଲିମାର ଓ ରାଉରକେଲାକୁ ଚାଲିଲା ଏକ୍ସପ୍ରେସ । More

ଜଗା ଦୁଆରେ ଥମୁନି ଦର୍ଶନ ଯନ୍ତ୍ରଣା, ପଞ୍ଚୁକରେ ଭିଡ଼ ନିୟନ୍ତ୍ରଣ ଲାଗି ପ୍ରଶାସନ କଲା ସ୍ୱତନ୍ତ୍ର ବ୍ୟବସ୍ଥା

୫ ଦିନ ବ୍ୟାପି ମରିଚିକୋଟ ଛକଯାଏଁ ଲାଗିବ ବ୍ୟାରିକେଡ୍ । ବୟସ୍କଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଦର୍ଶନ ପରାମର୍ଶକୁ ରାଜନୀତି । More

ସନ୍ଦେହରେ ସ୍ତ୍ରୀକୁ ଛୁରୀ ଭୁସିଥିଲା ସ୍ୱାମୀ; ବାନ୍ଧିଲା ପୋଲିସ

କମିଶନରେଟ୍ ପୋଲିସର ସୂଚନା ଅନୁଯାୟୀ, ମଧୁସ୍ମିତା ଦାସ ଓ ତାଙ୍କ ସ୍ୱାମୀ ସପନ କରଙ୍କ ଦାଂପତ୍ୟ ଜୀବନରେ ସୁଖ ନଥିଲା । ଦୁହେଁ ୫ ବର୍ଷ ତଳେ ବିବାହ କରିଥିଲେ, କିନ୍ତୁ ପାରିବାରକ କଳହ କାରଣରୁ ୩ ବର୍ଷ ହେଲା ଅଲଗା ଅଲଗା ରହୁଥିଲେ । More

ସାକ୍ଷୀଗୋପାଳ: କାଞ୍ଚିରୁ ଶ୍ରୀକ୍ଷେତ୍ର, ଶ୍ରୀକ୍ଷେତ୍ରରୁ କଟକ ଆଉ ତା ପରେ…

ସାଲ୍ବ ନରସିଂହ, ଛେରା ପହଁରା କରୁଥିବା ଶ୍ରୀ ଜଗନ୍ନାଥଙ୍କ ଆଦ୍ୟ ସେବକଙ୍କୁ ଚଣ୍ଡାଳ କହି ବିବାହ ପ୍ରସ୍ତାବ ପ୍ରତ୍ୟାକ୍ଷାନ କରନ୍ତି। ଗଜପତି କାଞ୍ଚି ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅନ୍ତି। ପ୍ରଥମ ପରାଜୟ ପରେ ବିଜୟ ପ୍ରାପ୍ତ ହୁଏ। କାଞ୍ଚି ରାଇଜରୁ ଅନେକ କିଛି ଉତ୍କଳ ଫେରେ। More

ଆସୁଛି କି କୋଭିଡ୍ ଭଳି ଆଉ ଏକ ମହାମାରୀ ? ବଢ଼ିଲାଣି ଡିଜିଜ୍-‘X’କୁ ନେଇ ଚିନ୍ତା

ଜୁନୋଟିକ ଡିଜିଜ୍ କୁହାଯାଉଥିବା ଏଭଳି ରୋଗର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଆରମ୍ଭ ହୋଇଛି କସରତ । ଖାଲି ସେତିକି ନୁହେଁ, ଜଳବାୟୁ ପରିବର୍ତ୍ତନ କାରଣରୁ ରୋଗ ପାଟର୍ଣ୍ଣ ବି ବଦଳୁଛି । More