• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Monday, 18 December 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Satyendu Shekher Mishra
  • 4 months ago

ଦେବାଳିଆ ହେଲାଣି କି ଦେଶର ସର୍ବପୁରାତନ ଦଳ ?

୨୪ ନିର୍ବାଚନ ପୂର୍ବରୁ ପାଣ୍ଠି ସଂଗ୍ରହ ପାଇଁ ଆରମ୍ଭ କଲା କ୍ରାଉଡ୍ ଫଣ୍ଡିଂ । ସାଂସଦ ଧୀରଜ ସାହୁଙ୍କଠୁ ହୋଇଥିଲା ୩୫୦ କୋଟିରୁ ଅଧିକ ଟଙ୍କା ସିଜ୍ । More
  • Manoranjan Behera
  • 4 months ago

ଡାଇରିଆ ଡେଥ୍‌ରେ ଲାଗୁନି ରେକ୍‌; ଏପଟେ ସହର ସାରା ଫଟା ପାଇପ୍ ଅଣ୍ଡାଳୁଛି ୱାଟକୋ

ରାଉରକେଲା ସରକାରୀ ହସପିଟାଲ ଭିତରରେ ଝାଡ଼ାବାନ୍ତି ରୋଗୀ ହାଉଜାଉ । ୱାର୍ଡରେ ଆଉ ଯାଗା ନାହିଁ । ଗୁରୁତରଙ୍କୁ ଆରଜିଏଚ୍ ନହେଲେ ହାଇଟେକ୍ ମେଡିକାଲ ପଠାଯାଉଛି । More
  • Satyendu Shekher Mishra
  • 4 months ago

ପାଣ୍ଡିଆନଙ୍କ ଅନ୍ଧ ଉପାଖ୍ୟାନର କଡ଼ା ଜବାବ ରଖିଲେ ବିଜେପି-କଂଗ୍ରେସ

ବିଭିନ୍ନ ସ୍ଥାନରେ 5T ସ୍କୁଲ ରୂପାନ୍ତରଣକୁ ନେଇ ଅସନ୍ତୋଷ । ନିମ୍ନମାନର ନିର୍ମାଣ କାମକୁ ନେଇ ଆସିଲା ଅଭିଯୋଗ ।  More
  • Manoranjan Behera
  • 4 months ago

AI ର କମାଲ..ତାମିଲ ଭାଷାରେ ମୋଦିଙ୍କ ହିନ୍ଦୀ ଭାଷଣ

ରବିବାର ବାରାଣସୀର ‘ନମୋ ଘାଟ’ରେ କାଶୀ ତାମିଲ ସଙ୍ଗମମ୍‌-୨.୦ର ଉଦଘାଟନ୍‌ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ମୋଦି ହିନ୍ଦୀରେ ଭାଷଣ ଦେଇଥିଲେ । ଯାହାକୁ ତାମିଲରେ ଅନୁବାଦ କରିଥିଲା AI । More
  • Satyendu Shekher Mishra
  • 4 months ago

୧୨୦୦ କିଲୋମିଟରକୁ ୪୦ ଦିନରେ ଚାଲିବେ ସାଧୁ ସନ୍ଥ...!

ଆଉ ୧୨୦୦ କିଲୋମିଟର ୪୦ଦିନରେ ଅତିକ୍ରମ କରିବେ ବୋଲି ସାଧୁ ସନ୍ଥ ମାନେ କହିଛନ୍ତି । More
  • Manoranjan Behera
  • 4 months ago

ନାଟ ମଣ୍ଡପ ମରାମତି; ହାଇକୋର୍ଟରେ ରିପୋର୍ଟ ଦାଖଲ କଲେ ଆମିକସ କ୍ୟୁରି

ଜଗମୋହନ ଓ ନାଟମଣ୍ଡପ ମଧ୍ୟରେ ଲାଗିଥିବା କାଠ ଓ ମୂର୍ତ୍ତୀ ଖୋଲାଯାଇ ଶ୍ରୀଜଗନ୍ନାଥଙ୍କ ସଂଗ୍ରହାଳୟରେ ରଖାଯାଇଛି । More
  • Manoranjan Behera
  • 4 months ago

ଶିମିଳିପାଳରେ ମହାବଳଙ୍କ ମହାଫାଇଟ୍‌; କିଏ ଜିତିଲା, କିଏ ଦେଲା ପଛଘୁଞ୍ଚା ? ଜାଣନ୍ତୁ..

ମହାବଳ ବାଘଙ୍କ ମଧ୍ୟରେ ମହା ଫାଇଟ୍‌ । ଏହି ମହା ଫାଇଟ୍‌ରେ ଜଣେ ବିଜେତା ହୋଇଥିବା ବେଳେ ଆଉ ଜଣେ ଦେଲା ପଛଘୁଞ୍ଚା। More
  • Santosh Kumar Sahoo
  • 4 months ago

ରାଉରକେଲା ସହରରେ ବ୍ୟାପୁଛି ଝାଡ଼ାବାନ୍ତି, ଆଜି ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ

ଗୋଟେ ସ୍ଥାନରୁ ନୁହେଁ ୧୨ ରୁ ୧୪ ଟି ୱାର୍ଡରୁ ଝାଡ଼ାବାନ୍ତି କେସ୍ ଆସୁଛି । ସେଥିପାଇଁ ୬ ଟି ରାପିଡ୍ ରେସପନ୍ସ ଟିଢ଼ୋ‌ ନିୟୋଜିତ ହୋଇଛନ୍ତି । More
  • Deepak Acharya
  • 4 months ago

Panchang Today 18 Dec 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୬ଷ୍ଠୀ ଦିବା ୦୩.୧୪ ଗତେ ୭ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶି । More
  • Santosh Kumar Sahoo
  • 4 months ago

ଶୀତରେ ଥରୁଛି ସାରା ରାଜ୍ୟ, ୮ ଡିଗ୍ରୀ ସହ ଫୁଲବାଣୀ ସବୁଠୁ ଥଣ୍ଡା

ଆଜି କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଏବଂ ମୟୂରଭଂଜ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା ରହିଛି। More
  • Santosh Kumar Sahoo
  • 4 months ago

ଓଡ଼ିଶାରୁ ସନ୍ଦିଗ୍ଧ କାଶ୍ମୀର ଆତଙ୍କୀ ଧରାପଡ଼ିବା ଘଟଣା, ବୁଖାରୀକୁ ରିମାଣ୍ଡରେ ନେବାକୁ ଆବେଦନ କରିବ କ୍ରାଇମବ୍ରାଞ୍ଚ

ଓଡ଼ିଶାରୁ ସନ୍ଦିଗ୍ଧ କାଶ୍ମୀର ଆତଙ୍କୀ ଧରାପଡ଼ିବା ଘଟଣା। ବୁଖାରୀକୁ ୭ ଦିନିଆ ରିମାଣ୍ଡରେ ନେବାକୁ ଆଜି ଆବେଦନ କରିବ କ୍ରାଇମବ୍ରାଞ୍ଚ STF। More
  • Tanmay Kumar Mahalik
  • 4 months ago

ରାଉରକେଲାରେ ବ୍ୟାପୁଛି ଡାଇରିଆ; ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି ପରେ ବଢ଼ିଲା ଚିନ୍ତା

ହଠାତ ରୋଗ ବ୍ୟାପିବାରୁ ପ୍ରଶାସନ ବି ଅକଳରେ । ହସପିଟାଲରେ ବେଡ୍ ମିଳୁନଥିବାରୁ ରୋଗୀଙ୍କୁ ତଳେ ରଖି ଚିକିତ୍ସା କରାଯାଉଥିବା ଅଭିଯୋଗ ବି ଉଠିଛି । ସ୍ମାର୍ଟସିଟି କାମବେଳେ ଫାଟିଥିବା ପାଣି ପାଇପର ଠିକ୍ରେ ମରାମତି ହୋଇନଥିବାରୁ ଏଥିରେ ଡ୍ରେନ୍ ପାଣି ମିଶି ପିଇବା ପାଣି ଦୂଷିତ ହୋଇଥିବା କୁହାଯାଉଛି । More
  • Tanmay Kumar Mahalik
  • 4 months ago

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ; ୨୦ରୁ ଅତିଥି ନିମନ୍ତ୍ରଣ, ୮୫୭ ମନ୍ଦିରକୁ ଯିବ ଇନଭିଟେସନ୍ କିଟ୍

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ସରସ ସୁନ୍ଦର କରିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ବି ହାତକୁ ନେଇଛନ୍ତି ଉଭୟ ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର କାର୍ଯ୍ୟାଳୟ । ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁସାରେ- ବାହାରୁ ଭକ୍ତମାନେ ଆସି ଜଗନ୍ନାଥ ବଲ୍ଲଭ ପାର୍କିଂରେ ପହଞ୍ଚିବା ପରେ ସେଠି ଏକ ଅଭ୍ୟର୍ଥନା କକ୍ଷ ସହ ପ୍ରଦର୍ଶନୀ ମଣ୍ଡପ ନିର୍ମାଣ ହେବ । More
  • Santosh Kumar Sahoo
  • 4 months ago

ଦିଲ୍ଲୀରେ ହେବ ବିଜେପିର ଓଡ଼ିଶା ଦଖଲ ଷ୍ଟ୍ରାଟେଜି; ମୋଦି, ଶାହ ଓ ନଡ୍ଡାଙ୍କଠୁ ନେବେ ୨୪ ବିଜୟ ଗୁରୁମନ୍ତ୍ର

ହିନ୍ଦୀ ହାର୍ଟଲ୍ୟାଣ୍ଡରେ ଜବରଦସ୍ତ ବିଜୟ ପରଠୁ ଉତ୍ସାହିତ ରାଜ୍ୟ ବିଜେପି । ତେଣୁ ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଆଣିବାକୁ ଏବେ ପୂରା ଆଟାକିଂ ମୋଡରେ ଗେରୁଆ କ୍ୟାମ୍ପ । More
  • Santosh Kumar Sahoo
  • 4 months ago

ଫିଟୁଛି ସନ୍ଦିଗ୍ଧ କାଶ୍ମୀରୀ ଆତଙ୍କୀ ବୁଖାରୀର ISI ଏଜେଣ୍ଟ ଲିଙ୍କ୍, ମିଳିଛି ଚାଟିଂ ଓ ଅସ୍ୱାଭାବିକ ଆର୍ଥିକ କାରବାରର ପ୍ରମାଣ

ବହୁରୂପୀ ବୁଖାରୀ ୟୁଟ୍ୟୁବ ଦେଖି ଠକେଇ କଳା ଶିଖିଥିଲା। କେଉଁ ରୋଗ ପାଇଁ କେମିତି ଡାକ୍ତରୀ ଚିକିତ୍ସା କରାଯାଏ, ତାହା ବି ଶିଖୁଥିଲା। ଶେଷରେ ୟୁଟ୍ୟୁବରୁ ପ୍ରାପ୍ତ ଜ୍ଞାନକୁ ପ୍ରୟୋଗ କରି ଜଣେ ରୋଗୀଙ୍କ ଜୀବନ ନେଇଥିବା ମଧ୍ୟ କୁହାଯାଉଛି । More
  • Santosh Kumar Sahoo
  • 4 months ago

ବାପାଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ରାସନ୍ ଉଠାଉଛନ୍ତି ଡିଲର୍ !

ଏନେଇ ଡିଲରଙ୍କ ବଡ଼ ଭାଇ କଟକ ଜିଲ୍ଲାପାଳଙ୍କୁ ଅଭିଯୋଗ କରିବା ପରେ ତଦନ୍ତ ହୋଇଛି। କାର୍ଯ୍ୟନୁଷ୍ଠାନ ପାଇଁ ଉପଜିଲ୍ଲାପାଳଙ୍କୁ ରିପୋର୍ଟ ପଠାଯାଇଥିବା ସ୍ଥାନୀୟ ବିଡିଓ କହିଛନ୍ତି । More