• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Tuesday, 19 December 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Manoranjan Behera
  • 1 year ago

ମହାପ୍ରଭୁଙ୍କୁ ୧.୭୫ କେଜି ସ୍ୱର୍ଣ୍ଣ ଅଳଙ୍କାର ଦାନ କଲେ ଗୁଜରାଟର ଭକ୍ତ

ଅଳଙ୍କାର ଗୁଜୁରାଟର ସ୍ୱତନ୍ତ୍ର ବଣିଆଙ୍କ ଦ୍ୱାରା ଶ୍ରୀମନ୍ଦିର ପ୍ରଶାସନର ମାପ ଅନୁଯାୟୀ ୨୪ କ୍ୟାରେଟ୍ ସୁନାର ଦୁଇଟି ଚିତା ତିଆରି କରାଯାଇଥିବା କୁହାଯାଉଛି । ଆଜି ଏହାକୁ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପିତ କରାଯାଇଛି। More
  • Satyendu Shekher Mishra
  • 1 year ago

ମିମିକ୍ରିରେ ଉପରାଷ୍ଟ୍ରପତିଙ୍କୁ ବିଦ୍ରୁପ କଲେ TMC ସାଂସଦ, ମୋବାଇଲରେ ସୁଟିଂ କଲେ ରାହୁଲ ଗାନ୍ଧି

ଗୃହ ଭିତରେ ଓ ବାହାରେ ହାଇଡ୍ରାମା ! ଲଜ୍ଜାଜନକ କହିଲେ ଖୋଦ୍ ଉପରାଷ୍ଟ୍ରପତି । More
  • Satyendu Shekher Mishra
  • 1 year ago

ନାଟକୀୟ ଭାବେ ପିହୁର ଅପହରଣ, ଆଶ୍ଚର୍ଯ୍ୟଜନ ଢଙ୍ଗରେ ଉଦ୍ଧାର

ଗତକାଲି  ଦେବଗଡରୁ ଅପହରଣ କରିନେଇଥିଲେ ଦୁର୍ବୃତ୍ତ । ଭୋରରୁ ସୁନ୍ଦରଗଡ଼ ବଡଗାଁରୁ ଉଦ୍ଧାର ହୋଇଥିଲା କୁନି ଝିଅ । More
  • Satyendu Shekher Mishra
  • 1 year ago

ଖୋଲିବ ସନ୍ଦିଗ୍ଧ କାଶ୍ମୀରୀ ଆତଙ୍କୀ ବୁଖାରୀର କଳାଚିଠା

ବୁଖାରୀକୁ ୫ ଦିନିଆ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ STF । ବୁଖାରୀକୁ ପଚରାଉଚରା ପାଇଁ ଭୁବନେଶ୍ୱରରେ IB । More
  • Manoranjan Behera
  • 1 year ago

ମାଟ୍ରିକ୍ ଡ୍ରପ୍‌ ଆଉଟରେ ବିହାରକୁ ପଛରେ ପକାଇ ଓଡ଼ିଶା ନଂ ୧

ମାଟ୍ରିକ ଡ୍ରପ୍ ଆଉଟ୍‌ରେ ଓଡିଶା ନମ୍ୱର ୱାନ୍ । ୨୦୨୧-୨୨ରେ ପାଠ ଛାଡିଛନ୍ତି ୪୯.୯ ପ୍ରତିଶତ ଦଶମ ଛାତ୍ରଛାତ୍ରୀ । ଲୋକସଭାର ଏକ ତାରକା ପ୍ରଶ୍ନ ଉତ୍ତରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯେଉଁ ତଥ୍ୟ ରଖିଛନ୍ତି ତାହା ସମସ୍ତଙ୍କୁ ଚମକାଇଲା ଭଳି । More
  • Manoranjan Behera
  • 1 year ago

ଷ୍ଟିଲ୍‌ସିଟିରେ ହଇଜା ଭୟ; ଗଲାଣି ୬ ଜୀବନ, ହଜାରେରୁ ଅଧିକ ଆକ୍ରାନ୍ତ

ଝାଡ଼ାବାନ୍ତି ନୁହେଁ, ଷ୍ଟିଲ ସିଟିରେ ମାଡ଼ିଚାଲିଛି ହଇଜା । ବୋଲ ମାନୁନି । ଅଣାୟତ୍ତ ହେଲାଣି ସ୍ଥିତି । ଗତକାଲି ସୁଦ୍ଧା ଏ ସ୍ମାର୍ଟସିଟିରେ ୧ ହଜାର ୨୫ ଜଣ ରୋଗୀ ଚିହ୍ନଟ ହେଲେଣି । More
  • Tanmay Kumar Mahalik
  • 1 year ago

ବିପଦପୂର୍ଣ୍ଣ ପାଲଟିଛି ପୋଲ; ମୃତ୍ୟୁକୁ କରିଛି ଅପେକ୍ଷା

ବିପଦପୂର୍ଣ୍ଣ ପାଲଟିଛି ପୋଲ । ମୃତ୍ୟୁକୁ କରିଛି ଅପେକ୍ଷା । ପୋଲରେ ଯାତାୟାତ ନକରିବାକୁ ବାରଣ କରିଛି ପୂର୍ତ୍ତ ବିଭାଗ । ହେଲେ ହେଉନି ନୂଆ ପୋଲ ହନ୍ତସନ୍ତ ହେଉଛନ୍ତି ବାସିନ୍ଦା । ସୋମବାର ଯଇଦା ଗାଁର ଜଣେ ମହିଳା ଅସୁସ୍ଥ ହେବାପରେ ଚେତା ବୁଡ଼ିଯାଇଥିଲା । More
  • Prangyan Parimita
  • 1 year ago

ରାଉରକେଲାରେ ଝାଡ଼ାବାନ୍ତି ମୃତ୍ୟୁ ପଛରେ କଲେରା ଜୀବାଣୁ !

ପାଣି ସାମ୍ପଲରୁ କଲେରା ଜୀବାଣୁ ମିଳିଥିବା ବିଶ୍ବସ୍ତ ସୂତ୍ରରୁ ସୂଚନା.... ଭିବ୍ରିଓ କଲେରା ଜୀବାଣୁ ମିଳିଥିବା ନେଇ ମିଳିଲା ବଡ଼ ସୂଚନା... More
  • Tanmay Kumar Mahalik
  • 1 year ago

ବିଲ୍ଡିଂ ପ୍ଲାନ୍ ପାଇଁ କରୁଥିଲେ ଫେକ୍ ଚିଠି ଇସ୍ୟୁ; ଚଢ଼ାଉ କରୁଛି ଭିଜିଲାନ୍ସ

ଉଭୟଙ୍କ ଘରେ ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍ କରୁଛନ୍ତି ଭିଜିଲାନ୍ସ ଅଧିକାରୀମାନେ । ଏକକାଳୀନ ୯ଟି ସ୍ଥାନରେ ଚଢ଼ାଉ କରାଯାଉଥିବାବେଳେ ଭୁବନେଶ୍ୱର, ସମ୍ବଲପୁର, ଅନୁଗୁଳ ଓ ମୟୂରଭଞ୍ଜର ବିଭିନ୍ନ ସ୍ଥାନରେ ଚଢ଼ାଉ ହେଉଛି । More
  • Tanmay Kumar Mahalik
  • 1 year ago

କଲବଲ କରୁଛି ଜାଡ଼; ଜି. ଉଦୟଗିରି ସବୁଠୁ ଥଣ୍ଡା ସହର

କିରେଇ ୭, ଫୁଲବାଣୀ ୮.୫, କୋରାପୁଟ ୮.୭, କେନ୍ଦୁଝର ୮.୮ ଡିଗ୍ରୀ, ସୁନ୍ଦରଗଡ଼ ୯, ଝାରସୁଗୁଡ଼ା ୯.୨, ଦାରିଙ୍ଗବାଡ଼ି ୯.୫ ଡିଗ୍ରୀ, ଅନୁଗୁଳ ଓ ରାଉରକେଲା ତାପମାତ୍ରା ୯.୬ ଡିଗ୍ରୀ ସହ କଟକ ୧୩.୫ ଓ ଭୁବନେଶ୍ୱର ରାତ୍ରି ତାପମାତ୍ରା ୧୩.୮ ଡିଗ୍ରୀ ରହିଛି । More
  • Tanmay Kumar Mahalik
  • 1 year ago

ଖୋଲିବ ଗୁମର: ଆଜିଠୁ ୫ ଦିନିଆ ରିମାଣ୍ଡରେ ବୁଖାରୀ

ବୁଖାରୀକୁ ୭ ଦିନିଆ ରିମାଣ୍ଡରେ ନେବା ପାଇଁ କ୍ରାଇମବ୍ରାଞ୍ଚ STF ଆବେଦନ କରିଥିଲା । ହେଲେ ୫ ଦିନିଆ ରିମାଣ୍ଡରେ ନେବାକେଉ ଅନୁମତି ମିଳିଛି । ବୁଖାରୀକୁ ପଚରାଉଚରା ପାଇଁ ଜମ୍ମୁ କାଶ୍ମୀର ଓ ପଂଜାବ ପୋଲିସ ମଧ୍ୟ ଓଡ଼ିଶା ଆସିପାରନ୍ତି ବୋଲି ସୂଚନା ମିଳିଛି । More
  • Swadesi Megha Mallhar Prusty
  • 1 year ago

Panchang Today 19th Dec 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ମଙ୍ଗଳବାର ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୬.୨୦ ଗତେ ମୀନ ତିଥ- ୭ମୀ ଦିବା ୦୧.୦୭ ଗତେ ୮ମୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ସନ୍ଧ୍ୟା ୦୬.୨୦ ଗତେ ଧନୁ ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି- ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୧.୦୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୦୨ ଗତେ ୧ ପାଦ କୃଷିହାନି-ଭୂମିଦାନ More
  • Prangyan Parimita
  • 1 year ago

ଥରାଉଛି ଜାଡ଼: ରାଜ୍ୟରେ ଜାରି ରହିଛି ଶୀତ ଲହରୀ...

ଆଗାମୀ ୪ ରୁ ୫ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନଥିବା ପାଣିପାଗ ବିଭାଗର ସୂଚନା.. ଆଜି ୯ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା... More
  • Manoranjan Behera
  • 1 year ago

ଜଙ୍ଗଲ ଭିତରେ ଟାଇଗର ଫାଇଟ୍, ଦେଖନ୍ତୁ ଭିଡିଓ...

ସମସ୍ତଙ୍କ ମନରେ ପ୍ରଶ୍ନ, କାହିଁକି ହେଲା ଦୁଇ ମହାବଳ ଲଢ଼େଇ ? ଏନେଇ ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ନିର୍ଦ୍ଦେଶକ କହିଛନ୍ତି, ସାଧାରଣତଃ ଅଢ଼େଇରୁ ୩ ବର୍ଷ ବୟସରେ ପହଞ୍ଚିବା ପରେ ପୁରୁଷ ମହାବଳ ନିଜସ୍ୱ ଇଲାକା ଖୋଜନ୍ତି । ଆଉ ଏଥିପାଇଁ ଲଢ଼େଇ ମଧ୍ୟ କରନ୍ତି । More
  • Manoranjan Behera
  • 1 year ago

ଆତଙ୍କୀ ସୟିଦ୍ ବୁଖାରୀକୁ ଲୁଚାଇଥିଲା କି ଯାଜପୁର ଜିଲ୍ଲା ପୋଲିସ ?

ଯେଉଁ ସମୟରେ ଆତଙ୍କବାଦୀଙ୍କ ଭୂସ୍ୱର୍ଗ ଥିଲା କାଶ୍ମୀର, ସେହି ସମୟରେ କାଶ୍ମୀରରୁ ଆସି ଯାଜପୁର ଧର୍ମଶାଳା ଅଞ୍ଚଳରେ ଆତ୍ମଗୋପନ କରିଥିଲା ବୁଖାରୀ । ବନିଥିଲା ନେଉଳପୁର ଗାଁର ଜ୍ୱାଇଁ । More
  • Satyendu Shekher Mishra
  • 1 year ago

ଦେବାଳିଆ ହେଲାଣି କି ଦେଶର ସର୍ବପୁରାତନ ଦଳ ?

୨୪ ନିର୍ବାଚନ ପୂର୍ବରୁ ପାଣ୍ଠି ସଂଗ୍ରହ ପାଇଁ ଆରମ୍ଭ କଲା କ୍ରାଉଡ୍ ଫଣ୍ଡିଂ । ସାଂସଦ ଧୀରଜ ସାହୁଙ୍କଠୁ ହୋଇଥିଲା ୩୫୦ କୋଟିରୁ ଅଧିକ ଟଙ୍କା ସିଜ୍ । More
  • Manoranjan Behera
  • 1 year ago

ଡାଇରିଆ ଡେଥ୍‌ରେ ଲାଗୁନି ବ୍ରେକ୍‌; ଏପଟେ ସହର ସାରା ଫଟା ପାଇପ୍ ଅଣ୍ଡାଳୁଛି ୱାଟକୋ

ରାଉରକେଲା ସରକାରୀ ହସପିଟାଲ ଭିତରରେ ଝାଡ଼ାବାନ୍ତି ରୋଗୀ ହାଉଜାଉ । ୱାର୍ଡରେ ଆଉ ଯାଗା ନାହିଁ । ଗୁରୁତରଙ୍କୁ ଆରଜିଏଚ୍ ନହେଲେ ହାଇଟେକ୍ ମେଡିକାଲ ପଠାଯାଉଛି । More
  • Satyendu Shekher Mishra
  • 1 year ago

ପାଣ୍ଡିଆନଙ୍କ ଅନ୍ଧ ଉପାଖ୍ୟାନର କଡ଼ା ଜବାବ ରଖିଲେ ବିଜେପି-କଂଗ୍ରେସ

ବିଭିନ୍ନ ସ୍ଥାନରେ 5T ସ୍କୁଲ ରୂପାନ୍ତରଣକୁ ନେଇ ଅସନ୍ତୋଷ । ନିମ୍ନମାନର ନିର୍ମାଣ କାମକୁ ନେଇ ଆସିଲା ଅଭିଯୋଗ ।  More