• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Friday, 29 December 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Santosh Kumar Sahoo
  • 1 year ago

ଭୁବନେଶ୍ୱରରୁ କିଡ୍‌ନାପ୍‌, ଯାଜପୁରରୁ ଉଦ୍ଧାର

ପୋଲିସର କହିବା କଥା, ଅପହୃତ ଯୁବକ ଶଙ୍କର୍ଷଣ ଦାସ ନୁହଁ, ତାଙ୍କ ନାଁ ପିଣ୍ଟୁ ସାହୁ। ତାଙ୍କ ନାଁରେ ପୂର୍ବରୁ ଗଞ୍ଜେଇ ଚୋରାଚାଲାଣ ଓ ବନ୍ଧୁକ କାରବାର ନେଇ ଖଣ୍ଡଗିରି ଏବଂ ତମାଣ୍ଡୋ ଥାନାରେ ଏକାଧିକ ମାମଲା ରହିଛି। ଏ More
  • Manoranjan Behera
  • 1 year ago

ରାଜଧାନୀରେ କୁକୁରଙ୍କ ପାଇଁ ମଶାଣି କରିବ BMC

ଭୁବନେଶ୍ୱରରେ କୁକୁରଙ୍କ ପାଇଁ ମଶାଣି କରିବ BMC । ଏଭଳି ଏକ ନୂଆ ଯୋଜନା ହାତକୁ ନେଇଛି ବିଏମସି । More
  • Santosh Kumar Sahoo
  • 1 year ago

ପଦ୍ମପୁର ଲାଗି ନୂଆ ADM ପଦବୀକୁ ମଂଜୁରୀ, ଚଭନ କୁନାଲ ମୋତିରାମ ହେଲେ ନୂଆ ADM

ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ନିଯୁକ୍ତି ଦ୍ୱାରା ଅଞ୍ଚଳର ପ୍ରଶାସନିକ ବ୍ୟବସ୍ଥା ସୁଦୃଢ଼ ହେବା ସହିତ ଲୋକଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ବିକାଶ କାର୍ଯ୍ୟକ୍ରମ ତ୍ୱରାନ୍ୱିତ ହୋଇପାରିବ ବୋଲି ଆଶା ରଖିଛନ୍ତି ସରକାର। More
  • Manoranjan Behera
  • 1 year ago

ଗୋଳିଆ ଗଞ୍ଜାମ ଗଣିତ; ଅଲୋଡ଼ା ହେଲେଣି ପୁରୁଖା, ବିଜେଡି ପାଇଁ ବଢ଼ିବ ଅଡୁଆ !

କିଏ ଦୁଇ ଥରର ବିଧାୟକ ତ କିଏ ଥରେ । କିଏ ବିଜେଡି ଆରମ୍ଭରୁ ଅଛନ୍ତି ତ ଆଉ କିଏ ୧୮ ବର୍ଷ ଧରି ଦଳ ସହ ଜଡିତ । ଗଞ୍ଜାମ ଜିଲ୍ଲାର ଲୋକ ପ୍ରତିନିଧି, ବିଜୁ ଜନତା ଦଳର ବରିଷ୍ଠ ନେତା । More
  • Santosh Kumar Sahoo
  • 1 year ago

କରୋନା ଆକ୍ରାନ୍ତ ବଢ଼ିବା ପରେ ଆଲର୍ଟ, ରାଜ୍ୟର ସମସ୍ତ ମେଡିକାଲ କଲେଜ ଓ ହସ୍ପିଟାଲକୁ ଚିଠି

ଏଥିସହ କୋଭିଡ୍ ପଜିଟିଭ ଚିହ୍ନଟ ହେଲେ ଘରୋଇ ସଙ୍ଗରୋଧରେ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ଜନସାଧାରଣଙ୍କ ମଧ୍ୟରେ ସଚେତନତା ବୃଦ୍ଧି କରିବାକୁ କୁହାଯାଇଛି । More
  • Manoranjan Behera
  • 1 year ago

ନୂଆ ବର୍ଷରୁ ନୂଆ ଢ଼ାଞ୍ଚାରେ ଦର୍ଶନ; କେତେ ଦୂର କାମ କରିବ ଟନେଲ୍‌, ଭକ୍ତ ଖୋଲିବେ ଗୁମର

ନୂଆବର୍ଷରୁ ନୂଆ ଢାଞ୍ଚା । ହଟିଯିବ ପୁରୁଣା ବ୍ୟାରିକେଡ୍ । ଏସି ଟନେଲରେ ରହିବ ସେଡ୍ । ଆସନ୍ତା ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ଲାଗୁ ହେବାକୁ ଯାଉଛି ସଂପୂର୍ଣ୍ଣ ନୂଆ ଦର୍ଶନ ପ୍ରଣାଳୀ । More
  • Santosh Kumar Sahoo
  • 1 year ago

ବଡ଼ ମେଡ଼ିକାଲରେ ବଡ଼ ଅବ୍ୟବସ୍ଥା; ଲିଫ୍ଟ ଅଚଳ, ରୋଗୀଙ୍କୁ ଷ୍ଟ୍ରେଚରରେ ନିଆଯାଉଛି ୪ ମହଲା

ଏସସିବି ମେଡିକାଲରେ କେବଳ ମେଡିସିନ ୱାର୍ଡ ନୁହେଁ, କାଜୁଆଲିଟିରେ ମଧ୍ୟ ସମାନ ଅବସ୍ଥା। ଦୁର୍ଘଟଣାରେ ଆହତ ହୋଇ କାଜୁଆଲିଟିକୁ ଆସୁଥିବା ରୋଗୀଙ୍କୁ ମଧ୍ୟ ସିଡିରେ ନିଆଯାଉଛି । More
  • Manoranjan Behera
  • 1 year ago

ଆଉ ସେଫ୍‌ ନୁହଁ ଭୁବନେଶ୍ୱର; ପୋଲିସ ଆଖିରେ ଆଙ୍ଗୁଠି ଗେଞ୍ଜି ୧୦ ଲକ୍ଷ ଡିମାଣ୍ତ କଲେ..ହେଲେ..

ରାଜଧାନୀ ଭୁବନେଶ୍ୱରରେ ଯୁବ ବ୍ୟବସାୟୀଙ୍କୁ ଅପହରଣ ଅଭିଯୋଗକୁ ନେଇ ହଇଚଇ । ଖଣ୍ଡଗିରି ପାତ୍ରପଡ଼ାର ଯୁବ ବ୍ୟବସାୟୀ ଶଙ୍କର୍ଷଣ ଦାସଙ୍କୁ କିଡନ୍ୟାପ୍ ଅଭିଯୋଗକୁ ନେଇ ଚାଞ୍ଚଲ୍ୟ । କାର୍ ଭିତରେ ବସାଇ ଦୁର୍ବୃତ୍ତ ଘୁରିବୁଲୁଛନ୍ତି ଏଣେତେଣେ । More
  • Santosh Kumar Sahoo
  • 1 year ago

ମୈଦାନକୁ ଓହ୍ଲାଇବା ପୂର୍ବରୁ ବିଜେପିର ହୋମୱର୍କ, ଭୁବନେଶ୍ୱରରେ ବି.ଏଲ. ସନ୍ତୋଷଙ୍କ ସହ ୩ କେନ୍ଦ୍ରୀୟ ନେତା

ନିକଟରେ ଦିଲ୍ଲୀରେ ଅନୁଷ୍ଠିତ କେନ୍ଦ୍ରୀୟ ପଦାଧିକାରୀ ବୈଠକରେ ଓଡ଼ିଶା ଦଖଲ ପାଇଁ ପ୍ରସ୍ତୁତ ହୋଇଥିବା ରଣନୀତିରେ ସଂଗଠନ ଓ ବୁଥ୍ ପରିଚାଳନା ଉପରେ ସର୍ବାଧିକ ଗୁରୁତ୍ୱ ଦେଇଥିଲେ ମୋଦି- ଶାହ । More
  • Santosh Kumar Sahoo
  • 1 year ago

ବଢ଼ିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ, ୬ ମାସ ବଢ଼ାଇଲେ ରାଜ୍ୟ ସରକାର

ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ୬ ମାସ ବଢ଼ାଇଲେ ରାଜ୍ୟ ସରକାର। ୨୦୨୪ ଜୁନ୍ ୩୦ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢ଼ାଇଲେ ସରକାର। More
  • Santosh Kumar Sahoo
  • 1 year ago

ଅକ୍ସିଜେନ୍‌ ସିଲିଣ୍ଡର ଫାଟି ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ, ଏକାଧିକ ଆହତ

ପାଣ୍ଡରା ସ୍ଥିତ ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ। ହସ୍ପିଟାଲ ପରିସରରେ ଅକ୍ସିଜେନ୍‌ ସିଲିଣ୍ଡର ବିସ୍ଫୋରଣ ସୂଚନା। More
  • Santosh Kumar Sahoo
  • 1 year ago

ଗଂଜାମ ବିଜେଡିରେ ଅସନ୍ତୋଷର ନିଆଁ, ଏକାଠି ହେଲେ ପୂର୍ବତନ ୬ ବିଧାୟକ

ଏହି ବୈଠକରେ ହିଂଜିଳିର ପୂର୍ବତନ ବିଧାୟକ ଉଦୟ ନାୟକ, ହରିହର ସାହୁ, ବ୍ରହ୍ମପୁରର ପୂର୍ବତନ ବିଧାୟକ ଶିବ ଶଙ୍କର ସାହାଣି, ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣ ସେଠି, ଛତ୍ରପୁରର ପୂର୍ବତନ ବିଧାୟକ ଅଶୋକ ଚୌଧୂରୀ ଓ ଜଗନ୍ନାଥ ପ୍ରସାଦର ପୂର୍ବତନ ବିଧାୟକ ସୀମାଞ୍ଚଳ ବେହେରା ଉପସ୍ଥିତ ଥିଲେ । More
  • Santosh Kumar Sahoo
  • 1 year ago

ପାତାଳୀ ନଦୀରେ ଡଙ୍ଗା ବୁଡ଼ି ଘଟଣା, ମିଳିଲା ୪ ନିଖୋଜଙ୍କ ମୃତଦେହ

ଆଜି ଦିନ ତମାମ କୋରାପୁଟ ଓଡ୍ରାଫ, ନନ୍ଦପୁର ଅଗ୍ନିଶମ ବିଭାଗ କର୍ମଚାରୀ ଓ ସ୍ଥାନୀୟ ଲୋକେ ମିଶି ଉଦ୍ଧାର କାର୍ଯ୍ୟ ଜୋରଦାର କରିଥିଲେ । ତେବେ ବହୁ ଖୋଜାଖୋଜି ପରେ ନିଖୋଜ ୪ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିଲା More
  • Swadesi Megha Mallhar Prusty
  • 1 year ago

୧୦ ଲକ୍ଷ ଦେ, ସ୍ୱାମୀକୁ ନେ; ରାଜଧାନୀରେ ଅପହରଣ

ରାଜଧାନୀରେ ଅପହରଣ ପରେ ମୁଣ୍ଡ ଜାମିନ ରଖି ମାଗିଲେ ୧୦ ଲକ୍ଷ ଟଙ୍କା । ଭୁବନେଶ୍ବର ପାତ୍ରପଡ଼ା ଅଞ୍ଚଳର ଜଣେ କ୍ୟାବ୍ ଡ୍ରାଇଭରଙ୍କୁ ଅପହରଣ ପରେ ତାଙ୍କ ପତ୍ନୀଙ୍କୁ ଫୋନ କରି ୧୦ ଲକ୍ଷ ଟଙ୍କା ଅପହରଣକାରୀ ମାଗିଥିବା ଅଭିଯୋଗ ହୋଇଛି । More
  • Swadesi Megha Mallhar Prusty
  • 1 year ago

ତୀବ୍ର ହେଉଛି ଆନ୍ଦୋଳନ; ମୁଣ୍ଡରେ ବ୍ୟାଣ୍ଡେଜ୍ ବାନ୍ଧି ପ୍ରତିବାଦ

ବଲାଙ୍ଗିର ଭୀମଭୋଇ ମେଡ଼ିକାଲ୍ କଲେଜ ହସ୍ପିଟାଲରେ ଜାରି ରହିଛି ଉତ୍ତେଜନା । ଶହେରୁ ଅଧିକ ହାଉସ ସର୍ଜନ କାର୍ଯ୍ୟବନ୍ଦ କରିଛନ୍ତି । ଆଜି ହାଉସ ସର୍ଜନ ଏବଂ ଡାକ୍ତରୀ ଛାତ୍ରମାନେ ହସପିଟାଲ ପରିସରରେ ଧାରଣା ଦେଉଛନ୍ତି । More
  • Satyendu Shekher Mishra
  • 1 year ago

ଚିଙ୍ଗୁଡ଼ି ଚୋର କହି ଚିଡ଼େଇଲେ, ଆତ୍ମହତ୍ୟା କରିଦେଲା ନାବାଳକ !

ନାବାଳକ ଜଣକ ପଡୋଶୀଙ୍କ ଟାହିଟାପରା ଅପମାନ ସହିନପାରି ଆତ୍ମହତ୍ୟା କରିଥିବା ଥାନାରେ ଅଭିଯୋଗ କରିଛନ୍ତି ମୃତକଙ୍କ ଦାଦା।  More
  • Satyendu Shekher Mishra
  • 1 year ago

Panchang Today 29th Dec 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ପୁଷ୍କର ଦୋଷ-  ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୮.୦୦ ପର୍ଯ୍ୟନ୍ତ  । More
  • Satyendu Shekher Mishra
  • 1 year ago

ନନ୍ଦନକାନନରେ କ୍ୟୋସେୱାରୀ ଓ ଅଷ୍ଟ୍ରିଜ୍‌ ପାଇଁ ସ୍ୱତନ୍ତ୍ର ଖୁଆଡ

ଏକାଧିକ ପ୍ରକଳ୍ପର ଉଦଘାଟନ ଓ ଉନ୍ମୋଚନ କାର୍ଯ୍ୟକ୍ରମ । ସ୍ୱତନ୍ତ୍ର ଖୁଆଡରେ ଛଡାଯିବ କ୍ୟୋସେୱାରୀ ଓ ଅଷ୍ଟ୍ରିଜ୍ ପକ୍ଷୀ । More
  • Satyendu Shekher Mishra
  • 1 year ago

ଶିମିଳିପାଳରେ ବାଘ ସୁରକ୍ଷା ପାଇଁ ଆସିଲା ୧୪ ନୂଆ ଅଲୱେଦର୍ କଷ୍ଟମାଇଜ୍ ବୋଲେରୋ

ଯେକୌଣସି ଋତୁରେ , ପାହାଡିଆ ରାସ୍ତାରେ ଚାଲିବ ଯାନ । ଗାଡ଼ିରେ ଖଞ୍ଜାଯାଇଛି ରିମୋଟ୍ କଣ୍ଟ୍ରୋଲ ସର୍ଚ୍ଚ ଲାଇଟ୍ । More
  • Satyendu Shekher Mishra
  • 1 year ago

ତାନସିଂ ନଦୀରେ ଡଙ୍ଗାବୁଡ଼ି ଜଣେ ମୃତ ଓ ୪ ନିଖୋଜ

ନିଖୋଜଙ୍କ ମଧ୍ୟରେ ୨ ଜଣ ଶିଶୁ, ଜଣେ ନାବାଳିକା ଏବଂ ଆଉ ଜଣେ ମହିଳା ରହିଛନ୍ତି। ମୃତକ ଓ ନିଖୋଜ ସମସ୍ତେ ତାନସିଂ ଗାଁର ବୋଲି ଜଣାପଡିଛି । More
  • Satyendu Shekher Mishra
  • 1 year ago

କନ୍ଧମାଳ-କୋରାପୁଟ-ସୁନ୍ଦରଗଡ଼-ମୟୂରଭଞ୍ଜରେ ପ୍ରବଳ ଶୀତ..!

ଆଭ୍ୟନ୍ତରୀଣ ଜିଲ୍ଲାରେ ଶୀତର ପ୍ରକୋପ ଜାରି । ଉପକୂଳ ଓ ଦକ୍ଷିଣ ଓଡ଼ିଶାକୁ କୁହୁଡ଼ି ସତର୍କତା । More
  • Manoranjan Behera
  • 1 year ago

ଘରୁ ପଳାଇଥିବା ମହିଳାଙ୍କୁ ଗଣଦୁର୍ଷ୍କମ !

ପାରିବାରିକ ଝଗଡା ପାଇଁ ଘର ଛାଡ଼ି ପଳାଇ ଆସିଥିବା ମହିଳାଙ୍କୁ ଗଣଦୁଷ୍କର୍ମ କରାଯାଇଥିଲା ଅଭିଯୋଗ ହୋଇଛି । More
  • Manoranjan Behera
  • 1 year ago

ମାଲକାନଗିରିରେ ଗଢ଼ିଉଠିଥିଲା କି ନକ୍ସଲଙ୍କ ବନ୍ଧୁକ ତିଆରି କାରଖାନା ?

ବିପୁଳ ପରିମାଣର ମାଓ ବିସ୍ପୋରକ ସହ ବନ୍ଧୁକ ତିଆରି ସାମଗ୍ରୀକୁ ଜବତ କରିଛନ୍ତି BSF ଯବାନ । ଭେଜଙ୍ଗୱାଡା ଜଙ୍ଗଲ ମଧ୍ୟରେ BSF ଜବାନ କମ୍ବିଂ ଅପରେସନ କରୁଥିଲେ । More
  • Manoranjan Behera
  • 1 year ago

ପରମ୍ପରା ନାଁରେ ଜୀବନ ନ ଯାଉ; ମାଞ୍ଜା ସୂତା ଉପରେ ବ୍ୟାନ୍‌ ଲଗାଇଲା ପ୍ରଶାସନ

ମକର ପୂର୍ବରୁ ରାସ୍ତାଘାଟରେ ଦେଖିବାକୁ ମିଳୁଛି ବେପରୁଆ ଗୁଡି ଉଡା । ଗୁଡ଼ିରେ ମାଞ୍ଜା ଓ ଚାଇନା ସୁତା ବ୍ୟବହାର ଯୋଗୁଁ  ଅନେକ ରକ୍ତାତ ହେଉଛନ୍ତି । More
  • Manoranjan Behera
  • 1 year ago

ଟୋବାକୋ ଜାନ୍‌ ଲେୱା ହେ; ବର୍ଷକୁ ନେଉଛି ୯ ହଜାର ମୁଣ୍ତ, ନ ସୁଧୁରିଲେ..

ଜୀବନକୁ କେମିତି ଧୂଳିସାତ୍ କରେ ବଦଭ୍ୟାସ ତମାଖୁ । ପୀଡ଼ିତ ଅଭିନେତା ସାତ୍ୟକୀ ମିଶ୍ରଙ୍କ ଭିଡିଓକୁ ନେଇ ଚର୍ଚ୍ଚା । More
  • Santosh Kumar Sahoo
  • 1 year ago

ଭୀମଭୋଇ ମେଡିକାଲ କଲେଜରେ ଉତ୍ତେଜନା, ଫାଟକରେ ତାଲା ପକାଇଲେ ଛାତ୍ରଛାତ୍ରୀ

ଆନ୍ଦୋଳନ ଯୋଗୁ ମେଡିକାଲ ଭିତରକୁ ଆମ୍ବୁଲାନ୍ସ ଯିବା ଆସିବାରେ ସମସ୍ୟା ଦେଖାଦେଇଥିଲା। ଘଟଣାସ୍ଥଳରେ ବଲାଙ୍ଗିର ଜିଲ୍ଲାପାଳ ଓ ଏସ୍.ପି. ପହଞ୍ଚି ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି । More