ସଂକ୍ଷେପରେ ଆଜିର ତାଜା ଖବର - Thursday, 04 January 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

କାରରେ ଆସିଲେ, ଉଠାଇନେଲେ ! ଚନ୍ଦକା ଅଞ୍ଚଳରୁ ଯୁବକଙ୍କୁ ଅପହରଣ

ଚନ୍ଦକା ଥାନାରେ ଅଭିଯୋଗ ପରେ ପୋଲିସ ତନାଘନା ଜାରି ରଖିଛି।  More

ସରିଲା ପକ୍ଷୀ ଗଣନା; ଏଥର ୧୮୭ ପ୍ରଜାତିର ୧୧ଲକ୍ଷ ୩୭ ହଜାର ୭୫୯ ପକ୍ଷୀ

୧୦ ବର୍ଷ ପରେ ଏଥର ପାଲାସ ଫିସ୍ ଇଗଲ ପକ୍ଷୀ ଚିଲିକାରେ ଦେଖାଦେଇଛି। More

OCAରେ ପୁଣି ବୟସ ଜାଲିଆତି ! ସୁମିତ ଶର୍ମାଙ୍କୁ ଦୁଇ ବର୍ଷ ପାଇଁ ବାସନ୍ଦ

ସୁମିତ ରଣଜୀ ଦଳରୁ ବିଦା ହେବା ପରେ ତାଙ୍କ ସ୍ଥାନରେ ତାରିଣୀ ସାଙ୍କୁ ସ୍ଥାନ ମିଳିଛି । ଆସନ୍ତାକାଲିଠାରୁ ଓଡିଶା ଦଳ ବରୋଦା ବିପକ୍ଷରେ ରଣଜୀ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଏଭଳି ବୟସ ଜାଲିଆତି ଘଟଣା ନୂଆ ବିବାଦ ସୃଷ୍ଟି କରିଛି । More

ପୁଣି ଟିଟ୍‌ଫଣ୍ଡ ପ୍ରସଙ୍ଗ ! କ୍ଷମତାକୁ ଆସିଲେ ୨୪ ଘଣ୍ଟାରେ ଫେରାଇବୁ ଟଙ୍କା କହିଲା ବିଜେପି

କଂଗ୍ରେସର ବି ଦେଲା ସମାନ ପ୍ରତିଶ୍ରୁତି । ଆନ୍ଦୋଳନ ଚେତାବନୀ ଦେଲା କ୍ଷତିଗ୍ରସ୍ତ ଜମାକାରୀ ମଞ୍ଚ । More

କେନ୍ଦ୍ରର ବିକାଶ ପଥରେ କିଏ ସାଜୁଛି କଣ୍ଟା ? ଭାରତ ସଂକଳ୍ପ ରଥକୁ ବିଜେଡିର ବିରୋଧ !

ଗାଡ଼ି ଭଙ୍ଗାରୁଜା କରାଯାଇଥିବା ଅଭିଯୋଗ । ବିକଶିତ ଭାରତ ସଂକଳ୍ପ ରଥକୁ ଅସହଯୋଗକୁ ନେଇ ରାଜନୀତି । More

ଟୁରିଷ୍ଟ ବସ୍‌ ଧକ୍କାରେ ନାବାଳକ ମୃତ୍ୟୁ ଘଟଣା; ଆଜି ବି ଉଠିଲାପଡ଼ିଲା ସମ୍ବଲପୁର ସହର

କାଲି ସଂଧ୍ୟାରେ ଏକ ସ୍କୁଟିଯୋଗେ ମୁଦିପଡ଼ାରୁ କୁଞ୍ଜେଲପଡ଼ା ଯାଉଥିଲା ବେଳେ ୧୩ ବର୍ଷିୟ ଏଇ ନବମ ଶ୍ରେଣୀ ଛାତ୍ର ଦିଶାନ୍ତ ନାୟକଙ୍କୁ ମୁଦିପଡ଼ା ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ ଅଫିସ୍ ଆଗରେ ଏକ ଟୁରିଷ୍ଟ ବସ୍ ଧକ୍କା ଦେଇଥିଲା । More

ଓଡ଼ିଶାରେ ବି ବିଷ ପାଲଟିଲାଣି ସହରୀ ବାୟୁ; AQIରେ ଦିଲ୍ଲୀ ପ୍ରଦୂଷଣକୁ ଟପିଗଲା ଅନୁଗୁଳ

ଅନୁଗୁଳ ସହରର ପ୍ରଦୂଷଣ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ମାତ୍ରାକୁ ଟପିଯାଇଛି । ଗତକାଲି ଦିଲ୍ଲୀରେ AIR QUALITY INDEX- AQI ୩୪୧ ଥିବାବେଳେ ଅନୁଗୁଳର AQI ଥିଲା ୩୫୪ । More

କଟକରେ ତିଆରି ହେଉଛି ତିନି ମହଲା ଉଚ୍ଚା ଶିବ ମୂର୍ତ୍ତି

ଶିଳ୍ପୀ ଲକ୍ଷ୍ମୀଧର ରଣାଙ୍କ ସହ ୧୫ ଜଣ କାରିଗର ଏହି ମୂର୍ତ୍ତି ନିର୍ମାଣରେ ଲାଗିପଡିଛନ୍ତି ।  More

ପୁଣି କଂଗ୍ରେସରେ ଯୋଗଦେବେ ଗମାଙ୍ଗ ପରିବାର

‘ବରିଷ୍ଠ ନେତା ତଥା ବିଧାୟକଙ୍କ ଉପରୁ ଉଠିବ ନିଲମ୍ବନ’ । କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ମନ୍ତବ୍ୟ । More

ଗଣତନ୍ତ୍ର ଦିବସରେ ସ୍ଥାନ ପାଇବ ଓଡ଼ିଶା ପ୍ରଜ୍ଞାପନ ମେଢ଼

୧୬ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମଡେଲ ଚୂଡ଼ାନ୍ତ ନେଇ ଚିଠି । ମଡେଲ ମନୋନୀତ ସହ ଏ ସଂପର୍କୀତ ଗାଇଡଲାଇନ ନେଇ ଚିଠିରେ ଉଲ୍ଲେଖ ରହିଛି । More

ହଳଦୀ କ୍ଷେତରୁ ଡାକ୍ତରୀ ହେବାର ସ୍ୱପ୍ନ; ସହାୟତା ମିଳିଲେ ସ୍ୱପ୍ନ ହେବ ପୂରା..

୨୦୨୩ ନିଟ୍ ପରୀକ୍ଷାରେ ପାସ୍ କରିବା ପରେ ହେବଲ ବହୁ କଷ୍ଟରେ ଧାର କରଜ କରି କୋରାପୁଟ ସ୍ଥିତ ଶହୀଦ ଲକ୍ଷ୍ଣଣ ମେଡିକାଲ କଲେଜରେ ନାମ ଲେଖାଇଛନ୍ତି । ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ଭାବେ ପାଠ ପଢୁଥିଲେ ମଧ୍ୟ ହେବଲଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି ଅର୍ଥାଭାବ । More

୧୫ ବର୍ଷ ପରେ ମଧ୍ୟ ମିଶି ପାରୁ ନାହାଁନ୍ତି, ସହରତଳି ବାସୀଙ୍କ ବଢୁଛି ଅସନ୍ତୋଷ

ଦିନକୁ ଦିନ ଜୋର ଧରୁଛି ବ୍ରହ୍ମପୁର ମହାନଗର ନିଗମକୁ ପୂର୍ଣ୍ଣାଙ୍ଗ କରିବା ଦାବି । ଆଖପାଖ ପଞ୍ଚାୟତକୁ ମିଶ୍ରଣ କରି ବ୍ରହ୍ମପୁର ମହାନଗର ନିଗମରେ ମିଶାଇବା ନେଇ ୧୫ ବର୍ଷ ପୂର୍ବେ ନୋଟିଫିକେସନ ହୋଇଥିଲା । ହେଲେ ଆଜି ଯାଏଁ କୌଣସି ମିଶ୍ରଣ ହୋଇନି । More

ବନ୍ଧାହେଲେ ପାହାଡ଼ି ଗ୍ୟାଙ୍ଗ ଲୁଟେରା, ୟୁପିଆଇ ମାଧ୍ୟମରେ ଖାଲି କରୁଥିଲେ ଆକାଉଣ୍ଟ

ପାହାଡି ଗ୍ୟାଙ୍ଗକୁ ଧରିବାକୁ ବ୍ଲୁ ପ୍ରିଣ୍ଟ୍ ପ୍ରସ୍ତୁତ କଲା କମିଶନରେଟ୍ ପୋଲିସ । ରାଜ୍ୟ ବାହାରେ ରେଡ୍ କରିବ କମିଶନରେଟ୍ ପୋଲିସ । More

ହାଇୱା ଓ ଟ୍ରକ୍‌ ମଝିରେ ଚାପି ହୋଇଗଲା ପିକନିକ୍‌ ବସ୍‌; ୪୦ ଆହତ

ପିକନିକ୍‌ ବସ୍‌ ଦୁର୍ଘଟଣାଗସ୍ତ ହୋଇ ୪୦ ଜଣ ଆହତ ହୋଇଛନ୍ତି । ହାଇୱାକୁ ବସ୍‌ ଧକ୍କା ଦେବା ପରେ ବସ୍‌କୁ ପିଟିଲା ଆଉ ଏକ ଟ୍ରକ୍‌ । More

ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ଯାଏ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ

କେନ୍ଦ୍ର ସରକାରଙ୍କ ହିଟ ଆଣ୍ଡ ରନକୁ ନେଇ ହୋଇଥିବା ନୂଆ ଆଇନ୍ ଓ ଦୀର୍ଘ ଦିନ ଧରି ରାଜ୍ୟ ସରକାରଙ୍କ ନିକଟରେ କରାଯାଇଥିବା ଦାବିକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛି ସଂଘ । More

ବାଙ୍ଗିରିପୋଷି ଘାଟିରେ ଓଲଟିଲା ୨ଟି ଟ୍ରକ୍, ଦୁର୍ଘଟଣା ପରେ ଟ୍ରକ୍‌ ସହ ଜଳିଗଲେ ଡ୍ରାଇଭର

ଦୁଇଟି ଯାକ ଟ୍ରକରେ ନିଆଁ ଲାଗିଯାଇଛି । ଟ୍ୟାଙ୍କର ଡ୍ରାଇଭର ଜଣକ ଟ୍ରକରେ ଚାପି ହୋଇ ଜିଅନ୍ତା ଜଳି ଯାଇଥିବା କୁହାଯାଉଛି। More

Panchang today 4th Jan 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୈାର ଧନୁମାସ  ପୌଷ କୃଷ୍ଣପକ୍ଷ । ଇଂରାଜୀରେ  ତାରିଖ ୦୪ ଗୁରୁବାର ଚନ୍ଦ୍ର- କନ୍ୟା ଅହୋରାତ୍ର ତିଥି- ୮ମୀ ରାତ୍ରି ୧୦.୦୫ ଗତେ ୯ମୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି More

୮ବର୍ଷ ପରେ ସୁନାବେଡା ଅଭୟାରଣ୍ୟରେ ବାଘ ଗଣନା ଆରମ୍ଭ

ବାଘର ବିଭିନ୍ନ ଚଳାପଥରେ କ୍ୟାମେରା ଲଗାଇଛି ବନ ବିଭାଗ । ବାଘର ପାଦ ଚିହ୍ନ ଓ ମଳ ସଂଗ୍ରହ କରି ଗଣନା କରାଯାଉଛି । More

ବିଜେପି ପକ୍ଷରୁ ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ, ବିଭିନ୍ନ ସମସ୍ୟା ପ୍ରତିବାଦରେ ବନ୍ଦ ପାଳନ

କଳାହାଣ୍ଡି ଜିଲ୍ଲାରେ ମଣ୍ଡିରେ ଚାଷୀ ସମସ୍ୟା, ଧାନ କଟନି ଛଟନି, କପାର ଅଭାବୀ ବିକ୍ରି, ସହରାଞ୍ଚଳରେ ବିଦ୍ୟୁତ୍ ଦର ବୃଦ୍ଧି ପ୍ରତିବାଦରେ ବିଜେପି ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି। More

ଆଜିଠୁ ଚିଲିକାରେ ପକ୍ଷୀ ଗଣନା, ୨୧ ଟିମ୍ ନିୟୋଜିତ

ପ୍ରତ୍ୟେକ ଟିମ୍‌ରେ ୫ରୁ ୬ ଜଣ ପକ୍ଷୀ ବିଶେଷଜ୍ଞ ରହିଛନ୍ତି । ସକାଳ ସାଢେ ପାଞ୍ଚଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ପକ୍ଷୀ ଗଣନା ଚାଲିବ। More

ମା’ ପାଇଁ ଔଷଧ ଆଣିବାକୁ ଯାଇଥିଲା ପୁଅ; ରାସ୍ତାରେ ମାଡ଼ିଗଲା ବସ୍‌

ସମ୍ବଲପୁର ଟାଉନ୍ ଥାନା ଅନ୍ତର୍ଗତ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ ଅଫିସ ସାମ୍ନାରେ ଏହି ଘଟଣା ଘଟିଛି । ମିଳିଥିବା ସୂଚନା ଅନୁସାରେ ମୃତ ନାବାଳକର ଘର ଆମ୍ବେଦକରନଗରରେ । More

ଓଡ଼ିଶାର ୮ ଉତ୍ପାଦକୁ ମିଳିଲା ଜିଆଇ ଟ୍ୟାଗ୍‌

ନୟାଗଡ଼ କଣ୍ଟେଇମୁଣ୍ଡି ବାଇଗଣ, ଡଙ୍ଗରିଆ କନ୍ଧ ଏମ୍ବ୍ରୋଡରୀ ସାଲ୍‌କୁ ମଧ୍ୟ ଜିଆଇ ଟ୍ୟାଗ୍‌ ମାନ୍ୟତା ମିଳିଛି । More

ବ୍ୟାଙ୍କ ଖାତାରେ ନିୟମିତ କାରବାର କରୁଛନ୍ତି ତ ? ନହେଲେ ଅଚଳ ହୋଇଯିବ ଆପଣଙ୍କ ଆକାଉଣ୍ଟ !

୨ ବର୍ଷରୁ ଅଧିକ ସମୟ ହେଲା ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟରେ କାରବାର କରିନାହାନ୍ତି କି ? ଯଦି ହଁ, ତେବେ ଅଚଳ ହୋଇଯିବ ଆପଣଙ୍କ ଆକାଉଣ୍ଟ । ସେହିଭଳି ୧୦ ବର୍ଷରୁ ଅଧିକ କୌଣସି ନେଣଦେଣ ନ ହେଲେ ତାହା ଅନ୍‌କ୍ଲେମ୍‌ଡ ବା ଅଣଦାବିଦାର ହୋଇଯିବ । More

ସଭା ମଞ୍ଚରେ ଟକ୍‌ ଫାଇଟ୍; ୨୩ ବର୍ଷ ତଳେ ଶୁଭ ଦେଇଥିଲେ ନବୀନ, ଏଯାଏଁ କାମ ସରିନି...!

ଅସଂପୂର୍ଣ୍ଣ ପ୍ରକଳ୍ପ ଉଦଘାଟନ କରିଥିବା କହି ବିରୋଧୀଙ୍କ ଟାର୍ଗେଟ୍ । ମଞ୍ଚ ଉପରେ ବାକ୍ ଯୁଦ୍ଧ । More

ନୂଆବର୍ଷରେ ଜମିଥିଲା ନାଲିପାଣି ନିଶା; ପିଉ ପିଉ ପିଇଦେଲେ ୧୧ ଲକ୍ଷ ଲିଟର ମଦ !

ନୂଆବର୍ଷରେ ଜମିଥିଲା ନାଲିପାଣି ନିଶା ! ଫୁଲ୍ ନିଶାରେ ଝୁମିଥିଲା ପୂରା ଓଡ଼ିଶା ! ପିଉ ପିଉ ପିଇ ଦେଇଥିଲା ୧୧ ଲକ୍ଷ ଲିଟର ମଦ ! ନିଶାପାଣିରେ ଉଡ଼ିଗଲା ୬୦ କୋଟିରୁ ଅଧିକ ଟଙ୍କା ! More