ସଂକ୍ଷେପରେ ଆଜିର ତାଜା ଖବର - Wednesday, 10 January 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ଏଣିକି ଗୁଗଲ ମ୍ୟାପିଂ ଦ୍ବାରା ଚିହ୍ନଟ ହେବେ ଅଭିଯୁକ୍ତ, ବିଭିନ୍ନ ଟେଲିକମ ସଂସ୍ଥାର ସାହାଯ୍ୟ ନେବ ପୋଲିସ

ଅନଲାଇନରେ ଗୁଗୁଲ ମ୍ୟାପିଂ ଦ୍ୱାରା ଚିହ୍ନଟ ହେବେ ଅଭିଯୁକ୍ତ । ଆପ୍ଲିକେସନ ଜରିଆରେ କ୍ରାଇମ ପ୍ଲଟକୁ ଠାବ କରିବ ପୋଲିସ । More

ଭୋଟ୍ ପୂର୍ବରୁ ପୁଣି ଆଶା ଓ ଅଙ୍ଗନୱାଡ଼ି ଦିଦିଙ୍କୁ ଦରମା ବୃଦ୍ଧି ଥୋପ ! ବିନା କେନ୍ଦ୍ର ସହାୟତାରେ କେମିତି ବଢ଼େଇବେ ଉଠିଲା ପ୍ରଶ୍ନ

ଏତେ ଦିନ ହେଲା ଶୁଣୁ ନଥିଲେ। ନିର୍ବାଚନ ବେଳେ ମନେ ପଡ଼ିଲେ। ପୁଣି ମିଳିଲା ପ୍ରତିଶ୍ରୁତି। ବିଜେଡିକୁ ଘାରିଲା କି ଭୋଟ୍ ବ୍ୟାଙ୍କ ଭାଙ୍ଗିବା ଭୟ? ଆଶା, ଅଙ୍ଗନୱାଡି କର୍ମୀ, ଏମବିକେ, ସିଆରପିଙ୍କ ଦରମା ବଢାଇବାକୁ ମିଳିଛି ପ୍ରତିଶ୍ରୁତି। More

ପ୍ରଧାନମନ୍ତ୍ରୀଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ପ୍ରସଙ୍ଗ; ସାଇବର ଥାନାରେ ଏତଲା ଦେଲା ବିଜେପି

ସଂପୃକ୍ତ ବିଜେଡି କର୍ମକର୍ତ୍ତାଙ୍କ ପ୍ରତି କଡା କାର୍ଯ୍ୟାନୁଷ୍ଠାନ ଦାବି କରିଛି ରାଜ୍ୟ ବିଜେପି । More

ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ପୁଣି ବାଲି ଛାଟ; ମେସିନରେ ବାଲିଉଠାଣ ଉପରେ ରୋକ୍

ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ପୁଣି ବାଲି ଛାଟ । ବାଲି ଉଠାଣକୁ ନେଇ ପୁଣି ବର୍ଷିଲେ । ମେସିନ୍ ଜରିଆରେ ବାଲି ଉଠାଣ ଉପରେ ରୋକ ଲଗାଇଲେ । ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ଉପରେ ପୁଣି ଜାରି କଲେ ସ୍ଥଗିତାଦେଶ । More

ବିଜେଡିର ବହୁ ନେତା ମନ୍ତ୍ରୀ କଂଗ୍ରେସ ସହ ସମ୍ପର୍କରେ ଅଛନ୍ତି: ସୁର

ବ୍ୟକ୍ତିଗତ ଭାବେ ତାଙ୍କ ସହ କିଛି ବିଜେଡି ନେତା କଥାବାର୍ତ୍ତା କରିଛନ୍ତି ବୋଲି କହିଛନ୍ତି ସୁର ରାଉତରାୟ । ବିଜେଡିରେ ପ୍ରବଳ ଗୋଷ୍ଠୀ କନ୍ଦଳ । ଏହି ନେତାମାନେ ବିଜେଡିରେ ଟିକେଟ୍ ନପାଇଲେ କଂଗ୍ରେସକୁ ଆସିବେ । More

ନୃଶଂସ ପ୍ରେମିକ !! ପ୍ରେମିକାକୁ ବୁଲିବାକୁ ଡାକି ନେଇ ଛୁରୀ ଭୁଷିଲା..

ଉଭୟଙ୍କ ମଧ୍ୟରେ କୌଣସି କାରଣରୁ ଝଗଡା ହୋଇଥିଲା । ଏହାକୁ ନେଇ ବିବାଦ ତେଜିବାରୁ ପୂର୍ବ ଯୋଜନା ମୁତାବକ ନିବେଦିତାଙ୍କୁ ଏକ ଛୁରୀରେ ୧୦ରୁ ଅଧିକ ଥର ଭୁଷିଥିବା ଅଭିଯୋଗ ହୋଇଛି । More

SSB Odisha TGT Recruitment: ଓଡ଼ିଶାରେ ଶିକ୍ଷକ ପଦବୀ ପାଇଁ ଚାଲିଛି ଆବେଦନ; ସୁଯୋଗ ହାତଛଡା କରନ୍ତୁ ନାହିଁ

ଓଡ଼ିଶାରେ ଶିକ୍ଷକ ଚାକିରି କରିବାକୁ ଇଚ୍ଛୁକ ପ୍ରାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ରାଜ୍ୟ ଚୟନ ବୋର୍ଡ(SSB), ଓଡିଶା TGT ପଦବୀ ପାଇଁ ବିଜ୍ଞପ୍ତି ଜାରି କରିଛି। । ଏହି ନିଯୁକ୍ତି ପ୍ରକ୍ରିୟାରେ ୨ ହଜାରରୁ ଅଧିକ ପଦବୀ ପୂରଣ ହେବ। More

ହାଇଟେକ୍ ଟ୍ରାଜେଡି; ଦିଲୀପଙ୍କ ଶବ ନେଲେ ପରିବାର ଲୋକେ

ମୃତକୁ ଜୀବିତ ଏବଂ ଜୀବିତକୁ ମୃତ ଦର୍ଶାଇ ଶବ ଅଦଳ ବଦଳ କରିବାରେ କାହାର ହାତ ରହିଛି ? ଏତେ ବଡ ଭୁଲ ପାଇଁ ଦାୟୀ କିଏ ? More

ରାଜ୍ୟରେ ଅସହ୍ୟ ହେଲାଣି ବାୟୁ ପ୍ରଦୂଷଣ; ଦିଲ୍ଲୀକୁ ଟପିଲା ଅନୁଗୁଳ

ଦିଲ୍ଲୀରେ ଏୟାର କ୍ୱାଲିଟି ଇଣ୍ଡେକ୍ସ ବା AQI ୩୪୩ ଥିବା ବେଳେ ଅନୁଗୁଳରେ ରହିଛି ୩୫୭ । More

ଏତେ କୁହୁଡ଼ି ଯେ, ମହାପ୍ରଭୁଙ୍କ ପତିତପାବନ ବାନା ବି ଦିଶୁନି..

ତେବେ ଆଗାମୀ ୩ ଦିନ ଯାଏଁ ପାଗରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । More

Panchang Today 10th Jan 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୧୦ ବୁଧବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି - ୧୪ଶୀ ରାତ୍ରି ୦୮.୧୧ ଗତେ ଅମାବାସ୍ୟା More

ଲୁଟେରାଙ୍କ ଟାର୍ଗଟରେ ବଡ଼ ବାବୁ, ନଗଦ ଟଙ୍କା ଓ ସୁନା ଗହଣା ନେଇ ଚମ୍ପଟ

ଲୁଟେରାଙ୍କୁ କାବୁ କରିପାରୁନାହିଁ ପୋଲିସ । ନା ଲୁଟ ରୋକି ପାରୁଛି ନା ଲୁଟେରାକୁ ଧରି ପାରୁଛି । ଏଥର ଲୁଟେରା ଟାର୍ଗେଟ କରିଛନ୍ତି ଜଣେ ବଡବାବୁଙ୍କୁ । More

ଖାଇ ଖୋଳ କରିଦେଇଛନ୍ତି MVI ବାବୁ; ଭୁବନେଶ୍ୱରଠୁ ନୟାଗଡ଼, ଯେଉଁଠି ଖୋଜିବ ସେଠି ଫ୍ଲାଟ୍‌

ସରକାରୀ ଚାକିରୀ..ପଦବୀ ମୋଟର୍ ଭେଇକିଲ୍ ଇନିସପେକ୍ଟର ବା MVI । ଆଉ ଏହି ଲାଭଜନକ ପଦବୀର ଅଧିକାରୀ ହେଉଛନ୍ତି ଜଣେ ସରକାରୀ ବାବୁ । ଯାହାଙ୍କ ନାଁ ପଞ୍ଚାନନ ବେହେରା,ନୟାଗଡ଼ର MVI । More

ଶିକ୍ଷାନୁଷ୍ଠାନରେ ନିଶା ବ୍ୟାନ୍‌; ପିଲା ହେଉ ବା ସାର୍‌, କାହାକୁ ବି ମାଫ୍‌ ନାହିଁ..

ଖାଲି ଛାତ୍ରଛାତ୍ରୀ ନୁହେଁ । ଏଣିକି ଅଧ୍ୟାପକ ଓ କର୍ମଚାରୀ ବି ଦେବେ ଆଣ୍ଟି ଡ୍ରଗ୍ ଘୋଷଣାନାମା । କ୍ୟାମ୍ପସ ହେବ ନିଶାମୁକ୍ତ । More

ଭୋଟ୍ ପୂର୍ବରୁ ଚାଉଳ ପଲିଟିକ୍ସ ! ମୋଦି ସରକାରଙ୍କ ମାଗଣା ଚାଉଳରେ ରାଜ୍ୟ ସରକାରଙ୍କ ମୋହର

କିଛି ସ୍ଥାନରେ ବିରୋଧ ପରେ ହଟିଲା ମୁଖ୍ୟମନ୍ତ୍ରୀଙ୍କ ବ୍ୟାନର୍ । ଚାଉଳ ବଣ୍ଟନ କେନ୍ଦ୍ରରୁ ହଟିଲା ମୁଖ୍ୟମନ୍ତ୍ରୀଙ୍କ ବ୍ୟାନର । More

‘ମାଲକାନଗିରିରେ ଏୟାରପୋର୍ଟ ନୁହେଁ, ତୁଚ୍ଛା ଏୟାରଷ୍ଟ୍ରିପ୍ କେବଳ’...

ଭୋଟ୍ ପୂର୍ବରୁ ଭେଳିକି କହି ରାଜ୍ୟ ସରକାରଙ୍କୁ ବର୍ଷିଲେ ବିରୋଧୀ । More

ଭୋଟ୍ ପୂର୍ବରୁ ଫାଟୁଛି କି ବିଜେଡି ? ପାଣ୍ଡିଆନଙ୍କ କାର୍ଯ୍ୟକ୍ରମରେ ହାତାହାତି ପରେ ତେଜିଲା ବିବାଦ

ତେଜିଲା ସ୍ୱରୂପ ଦାସ ଓ ରବୀନ୍ଦ୍ର ଜେନାଙ୍କ ମଧ୍ୟରେ ବିବାଦ । More