ସଂକ୍ଷେପରେ ଆଜିର ତାଜା ଖବର - Friday, 12 January 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

ବିଜେଡି ଫୋକସ୍‌ରେ କଲେଜ୍‌ ଷ୍ଟୁଡେଣ୍ଟ ! ରିଲ୍ସ କରିବେ ପିଲା, ଟଙ୍କା ଦେବେ ସରକାର

ଏଥର ଡିଜିଟାଲ ନୂଆ-ଓ । ପିଲା କରିବେ ରିଲ୍ସ ସହ ଆକର୍ଷଣୀୟ ଭିଡ଼ିଓ । ଥିମ୍ ରହିବ ଆମ ଓଡ଼ିଶା ନବୀନ ଓଡ଼ିଶା ଏବଂ ଓଡ଼ିଶା ରୂପାନ୍ତରୀକରଣ । More

ପିଲାଙ୍କ ଭବିଷ୍ୟତ ସହ ବିଜେଡି ଖେଳୁଛି ସାଙ୍ଘାତିକ ଖେଳ ! ନୂଆ-ଓ ପାଇଁ ପରୀକ୍ଷା ବନ୍ଦ

ପିଲାଙ୍କ କ୍ୟାରିୟର ଆଗ ନା ସରକାରୀ କାର୍ଯ୍ୟକ୍ରମ ? ପରୀକ୍ଷା ଗୁରୁତ୍ୱପୂର୍ଣ୍ଣ ନା ସରକାରଙ୍କ ପ୍ରୋଗ୍ରାମ ? ସମ୍ବଲପୁର ଜିଏମ୍ ୟୁନିଭର୍ସିଟିର ଏକ ଅଜବ ନିଷ୍ପତ୍ତି ପରେ ଏବେ ଏଭଳି ପ୍ରଶ୍ନ ସବୁ ଛାତ୍ରଛାତ୍ରୀଙ୍କ ମନରେ । More

ମିଶନ ୪୨୦; ବିରୋଧି ଅସନ୍ତୁଷ୍ଟିଆଙ୍କୁ ବିଜେପିର ନଜର

ବିଜେପି ଫୋକସରେ ବିରୋଧୀ ଦଳଙ୍କ ବିଦ୍ରୋହୀ ନେତା । ଅନ୍ୟ ଦଳର ଯେଉଁ ଅସନ୍ତୁଷ୍ଟ ନେତାଙ୍କର ବିଜୟ ସମ୍ଭାବନା ରହିଛି ସେମାନଙ୍କୁ ଆଣି ବିଜୟ ସମ୍ଭାବନା ବଢାଇବା ଲାଗି ବିଜେପି ପ୍ରସ୍ତୁତ କରିଛି ରଣନୀତି । More

ଭୁବନେଶ୍ୱରରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା; ଏୟାରପୋର୍ଟରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ହିମନ୍ତ ବିଶ୍ୱଶର୍ମା । ଆସନ୍ତାକାଲି ଓଟିଭିର ବାର୍ଷିକ ଫୋରସାଇଟ୍ କାର୍ଯ୍ୟକ୍ରମରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । More

ମୁଣ୍ତ ଉପରେ ଲୋକାର୍ପଣ; ଏଯାଏ ସରିନି ପ୍ରକଳ୍ପ କାମ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବ ପାଇଁ ସଜେଇ ହେଉଛି ଶ୍ରୀକ୍ଷେତ୍ର । ଯେଉଁଠି ଆଜି ସୁଦ୍ଧା କାମ ସରିଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଥିଲା ସେଠି ଏବେ ଆହୁରି ଅନେକ କାମ ବାକି ରହିଛି । More

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଜନ୍ମଦିନ ପାଳିଲେ ପ୍ରଶଂସକ

ବଲାଙ୍ଗିର ଜିଲ୍ଲା ଟିଟିଲାଗଡରେ ଥିବା ମା’ ଘଣ୍ଟାସୁଣି ମନ୍ଦିର ପରିସରରେ ବୈଜୟନ୍ତଙ୍କ ଜନ୍ମଦିନ ପାଳନ କରାଯାଇଛି । More

ଭୁଲ ଅସ୍ତ୍ରୋପଚାର ପାଇଁ ଜୀବନ ହାରିଲେ ମହିଳା

ଭୁଲ ଅସ୍ତ୍ରୋପଚାର ଯୋଗୁଁ ମହିଳାଙ୍କ ମୃତ୍ୟୁ ଅଭିଯୋଗ । ସ୍ୱାସ୍ଥ୍ୟକେନ୍ଦ୍ର ଆଗରେ ମୃତଦେହ ରଖି କ୍ଷତିପୂରଣ ଦାବିରେ ସଂପର୍କୀୟଙ୍କ ଧାରଣା । More

ଶ୍ରୀନଅରରେ ଗଜପତି ମହାରାଜାଙ୍କ ଆଚାର୍ଯ୍ୟ ବରଣ

ଆସନ୍ତାକାଲି ଦିନ ୧୧ଟାରୁ ରାତି ୮ଟା ଯାଏଁ ଅଙ୍କୁରପୂଜନ ହେବ । ୧୪ ତାରିଖରେ ଯଜ୍ଞ ଅଧିବାସ, ମଣ୍ଡଳସ୍ଥାପନ, ଧ୍ୱଜାସ୍ଥାପନ ଓ ତୋରଣ ସ୍ଥାପନ ହେବ । ୧୫ ତାରିଖ ସକାଳ ସାଢ଼େ ୭ଟାରେ ଅଖଣ୍ଡଦୀପ ସ୍ଥାପନ ସନ୍ଧ୍ୟା ୬ଟା ଭିତରେ ପଞ୍ଚକର୍ମ, ସରିବ । More

OSSC Recruitment 2024: ଗ୍ରାଜୁଏସନ୍‌ କରିଛନ୍ତି… OSSC ଏକ ନୂଆ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କରିଛି

ଓଡ଼ିଶାରେ ସରକାରୀ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ। ଓଡ଼ିଶା ଷ୍ଟାଫ୍ ସିଲେକସନ କମିଶନ (OSSC) ଏକ ନୂଆ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ମାଧ୍ୟମରେ କଟକ ଠାରେ ଏକ୍ସାଇଜ୍ କମିଶନର ଏକ୍ସାଇଜ୍ ସବ୍ ଇନ୍ସପେକ୍ଟର ପଦ ପୂରଣ ହେବ। More

ଡାକ୍ତରଙ୍କୁ ପରିଷ୍କାର ଅକ୍ଷରରେ ଲେଖିବାକୁ କଡ଼ା ନିର୍ଦ୍ଦେଶ...

ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନୋଟିସ କଲା ସ୍ୱାସ୍ଥ୍ୟ ବିଭାଗ । More

ନୂଆ ‘ଓ’ କାର୍ଯ୍ୟକ୍ରମ ପାଇଁ ଘୁଞ୍ଚିଲା ପରୀକ୍ଷା, ୧୩ରେ ଥିବା ପରୀକ୍ଷା ହେବ ୨୪ ତାରିଖରେ

ଆସନ୍ତାକାଲି ଏହି ୟୁନିଭରସିଟିର ବିଭିନ୍ନ କ୍ଲାସର ପରୀକ୍ଷା ହେବାର ଥିଲା। କିନ୍ତୁ ଆସନ୍ତାକାଲି ମଧ୍ୟ ସମ୍ବଲପୁର ମନ୍ଦୋଲିଆ ଗ୍ରାଉଣ୍ଡରେ ନୂଆ ଓ କାର୍ଯ୍ୟକ୍ରମ ହେବାର ଅଛି। More

ପୋଲିସ୍‌ ଇନଫର୍ମର ସନ୍ଦେହ, ନିଜର ପୁରୁଣା ସାଥୀକୁ ହତ୍ୟା କଲେ ନକ୍ସଲ

ଆଗରୁ ନେଲସନ ନକ୍ସଲ ସଂଗଠନରେ ସକ୍ରିୟ ଥିଲେ। ପରେ ଏଥିରୁ ବାହାରି ମୁଖ୍ୟ ସ୍ରୋତରେ ସାମିଲ ହୋଇଥିଲେ। More

ଭାରତ ଯୋଡ଼ ନ୍ୟାୟ ଯାତ୍ରା: ଓଡ଼ିଶାରେ ୪ ଦିନ ରହିବେ ରାହୁଲ ଗାନ୍ଧୀ

୪ଟି ଜିଲ୍ଲା ଦେଇ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା ଯିବାର କାର୍ଯ୍ୟକ୍ରମ ରହିଛି । More

MP-MLAଙ୍କ ବିରୋଧରେ ଫୌଜଦାରୀ ମାମଲା, ଖୋର୍ଦ୍ଧାରେ ସର୍ବାଧିକ !

‘ଖୋର୍ଦ୍ଧା ଜିଲ୍ଲାରେ ରହିଛି ସର୍ବାଧିକ ୮୬ଟି ମାମଲା’ । ‘୫୩ଟି ମାମଲା ସହ ସୁନ୍ଦରଗଡ଼ ଦ୍ବିତୀୟ ସ୍ଥାନରେ’ । More

ପାଣ୍ଡିଆନଙ୍କ ଗସ୍ତ, ପରୀକ୍ଷା ବେଳେ ବଜାଇଲେ ଡିଜେ

ଅଧ୍ୟାପକ ମରୁଡ଼ିକୁ ନେଇ ଜିଲ୍ଲା ଛାତ୍ର ଓ ଯୁବ କଂଗ୍ରେସର ବିରୋଧ । ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଠାରୁ ୫୦ ମିଟର ଦୂରରେ ଥିଲା କାର୍ଯ୍ୟକ୍ରମ । More

ଉଦଘାଟନ ବେଳେ ଅସନ୍ତୋଷ ! ଅନ୍ୟ ସ୍କୁଲ ଛାତ୍ରୀଙ୍କୁ ଡାକି ଚାଲିଥିଲା କାର୍ଯ୍ୟକ୍ରମ

ପଦ୍ମନାଭପୁର ସ୍କୁଲରେ ଅଭିଭାବକଙ୍କ ହୋହଲ୍ଲା, ଧାରଣା ଦେଲେ । ଆସନ୍ତାକାଲି ପରିବାର ଥାନାରେ ଅଭିଯୋଗ କରିବାକୁ ନିଷ୍ପତ୍ତ । More

Panchang Today 12th Jan 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ

ସୈାର ଧନୁମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୨ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ପ୍ରତିପଦ ଦିବା ୦୨.୨୩ ଗତେ ୨ୟା। ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । More

ପରିକ୍ରମା ପ୍ରକଳ୍ପ ଉତ୍ସବ: ଆଜି ଶ୍ରୀନଅରରେ ଗଜପତି ମହାରାଜା କରିବେ ଆଚାର୍ଯ୍ୟ ବରଣ

ଆଜି ସନ୍ଧ୍ୟା ୫ଟାରୁ ୬ଟା ମଧ୍ୟରେ ଶ୍ରୀନଅର ଠାରେ ଗଜପତି ମହାରାଜା ଆଚାର୍ଯ୍ୟ ବରଣ କରିବେ । More

OTNର ୨୬ତମ ପ୍ରତିଷ୍ଠା ଦିବସ, ଗାଇଲେ..ନାଚିଲେ..ଧୂଳି ଉଡ଼େଇଲେ ! ଦେଖନ୍ତୁ ଭିଡିଓ...

କ୍ରୀଡ଼ା ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ଟ୍ରଫି । କାର୍ଯ୍ୟକ୍ରମରେ ପ୍ରତିଭା ପ୍ରଦର୍ଶନ କଲେ ଓଟିଭି କର୍ମଚାରୀ । More

ପରିକ୍ରମା ପ୍ରକଳ୍ପ ଉତ୍ସବ ଲାଗି କାଲି ସନ୍ଧ୍ୟାରୁ କାର୍ଯ୍ୟକ୍ରମ, ଏବେ ବି ଅନେକ ସ୍ଥାନରେ କାମ ଅଧ ପନ୍ତରିଆ

ସାମ୍ନାକୁ ଆସିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ପର୍ବର କାର୍ଯ୍ୟସୂଚୀ ଓ ସମୟ ନିର୍ଘଣ୍ଟ । ଆସନ୍ତାକାଲିଠାରୁ ଆରମ୍ଭ ହୋଇଯିବ କାର୍ଯ୍ୟକ୍ରମ। More

ବିଜେଡି ପାଇଁ ବୁମେରାଂ ହେବ କି ‘ପରିକ୍ରମା ରଥ’ ? ରାଗିଲେଣି ବିଜେଡି ସରପଞ୍ଚ !

ପରିକ୍ରମା ରଥ କାର୍ଯ୍ୟକ୍ରମରେ ସରପଞ୍ଚମାନଙ୍କୁ ପ୍ରଶାସନର ଅବହେଳା ଆଉ ହତାଦର ଅଭିଯୋଗ କରି ଆଜି ଉପଜିଲ୍ଲାପାଳଙ୍କୁ ଇସ୍ତଫା ଦେଇଛନ୍ତି ସରପଞ୍ଚମାନେ। More

ମାତ୍ର ୭ ମିନିଟରେ ATM ସଫା, ୧୨ ଲକ୍ଷ ଲୁଟ୍

ଦୁଇଟି ଯାକ ଲୁଟ୍‌ରେ ବାହାର ରାଜ୍ୟର ଲୁଟେରା ସାମିଲ ଥିବା ସନ୍ଦେହ କରାଯାଉଥିବା ବେଳେ ଏଯାଏଁ କିନ୍ତୁ ପୋଲିସର ପ୍ରତିକ୍ରିୟା ମିଳିପାରି ନାହିଁ। More

ହାଇକୋର୍ଟଙ୍କ ରହିତାଦେଶ ସତ୍ତ୍ୱେ ଚାଲିଛି ବାଲି ଉଠାଣ, ମେସିନ୍ ଲଗାଇ ବାଲି ବହୁଛନ୍ତି ମାଫିଆ

ନା ରାଜ୍ୟ ସରକାରଙ୍କ ଚେତା ପଶୁଛି ନା ବାଲି ମାଫିଆ ସତର୍କ ହେଉଛନ୍ତି। ୪ ବର୍ଷରେ ୨୪୩ କୋଟିର ଦୁର୍ନୀତି ଅଭିଯୋଗ ସହ ବେଆଇନ୍ ବାଲି ଉଠାଣ ମାମଲାରେ ହାଇକୋର୍ଟଙ୍କ ଛାଟ ପରେ ବି ଭାଙ୍ଗୁନି କାହାରି ନିଦ। More